ଶ୍ରେଷ୍ଠ ପାଞ୍ଚ ସଂଗ୍ରହାଳୟ
ଆଞ୍ଚଳିକ ପ୍ରାକୃତିକ ସଂଗ୍ରହାଳୟ ରିଜିଓନାଲ ମ୍ୟୁଜିୟମ ଅଫ୍ ନାଚୁରାଲ ହିଷ୍ଟ୍ରି(ଆଞ୍ଚଳିକ ପ୍ରାକୃତିକ ସଂଗ୍ରହାଳୟ)। ଭୁବନେଶ୍ୱରର ସଚିବାଳୟ ମାର୍ଗରେ ଆଚାର୍ଯ୍ୟ ବିହାର ଛକ ନିକଟରେ ଅବସ୍ଥିତ। କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ଅଧୀନରେ ଥିବା ଏହି ସଂଗ୍ରହାଳୟରେ ଗଛ ଲତା, ଜୀବଜନ୍ତୁ,…
ଶ୍ରେଷ୍ଠ ପାଞ୍ଚ ପୁଷ୍କରିଣୀ
ଚନ୍ଦନେଶ୍ୱର ଜୀଉଙ୍କ ନୀଳ, ମଣ୍ଡନ ଓ ହାକାଣ୍ଡ ପୋଖରୀ ବାଲେଶ୍ୱର ଜିଲା ଭୋଗରାଇରେ ଅବସ୍ଥିତ ଚନ୍ଦନେଶ୍ୱର ଜୀଉଙ୍କ ପ୍ରସିଦ୍ଧ ଶୈବପୀଠ। ମନ୍ଦିର ଇଶାନ କୋଣରେ ଅଛି ନୀଳ ପୁଷ୍କରିଣୀ। ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳାରେ ଏହି ପୋଖରୀରେ ବୁଡ଼ ପକାଇବା ଲାଗି…
ଶ୍ରେଷ୍ଠ ପାଞ୍ଚ ଷ୍ଟାଡିୟମ
ଡ୍ରିମ୍ସ ଗ୍ରାଉଣ୍ଡ କଟକର ଟାଙ୍ଗୀଠାରେ ରହିଛି ଡ୍ରିମ୍ସ ଷ୍ଟାଡିୟମ। ଏଠାରେ ବିସିସିଆଇର ଅନେକ ଘରୋଇ କ୍ରିକେଟ ଟୁର୍ନାମେଣ୍ଟ ଖେଳାଯାଇଛି। ଗତ ୨୦୧୩ ମସିହାରେ ଭାରତରେ ହୋଇଥିବା ମହିଳା କ୍ରିକେଟ ବିଶ୍ୱକପ୍ର ୩ଟି ମ୍ୟାଚ୍ ଏଠାରେ ହୋଇଥିଲା। ନ୍ୟୁଜିଲାଣ୍ଡ, ଦକ୍ଷିଣଆଫ୍ରିକା ଓ ଅଷ୍ଟ୍ରେଲିଆ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ରସଗୋଲା
ଛପନ ଭୋଗ ବିଭିନ୍ନ ପ୍ରକାର ମିଠା ବିଶେଷକରି ବଙ୍ଗଳା ମିଠା ପାଇଁ ପ୍ରସିଦ୍ଧି ଲାଭ କରିଥିବା ଜୟଦେବ ବିହାର ଛକସ୍ଥିତ ଛପନ ଭୋଗ ସୁଇଟ୍ସ ବିଭିନ୍ନ ଫ୍ଲେଭରର ରସଗୋଲା ପାଇଁ ପ୍ରସିଦ୍ଧ। ଏଠାକାର ରସଗୋଲା ହାତକୁ ଯେତେ ନରମ ପାଟିକୁ ସେତିକି…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା ଓ ସେଲା ପଥର ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏଠାରେ ଥିବା…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ। ଏହି ମଠ ପ୍ରାୟ ୬୦୦ ବର୍ଷ ତଳର। ଅତୀତରେ ଯବନମାନଙ୍କ ଶ୍ରୀମନ୍ଦିର ଆକ୍ରମଣ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି ରହିଛି। ଛୋଟପିଲାଙ୍କ ଖେଳକୁଦ ପାଇଁ ସ୍ଥାନ ସହ ସକାଳ ଏବଂ ସାନ୍ଧ୍ୟ ଭ୍ରମଣର…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ ଦିନର ବିଭିନ୍ନ ସମୟରେ ଆବଶ୍ୟକ ହେଉଥିବା ସାମଗ୍ରୀଗୁଡ଼ିକୁ ପ୍ରସ୍ତୁତ କରି ତାଙ୍କ ନିକଟକୁ…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ ଓ ସବୁଜିମା ବର୍ଷସାରା ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ଚିଲିକା ପୁରୀ, ଖୋର୍ଦ୍ଧା ଏବଂ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର ବିଦେଶୀ ସରଞ୍ଜାମ ରହିଛି। ୪ଜଣ ପ୍ରଶିକ୍ଷକ ଏଠାରେ ଜିମ୍ ମେମ୍ବରଙ୍କୁ ପ୍ରଶିକ୍ଷଣ ଦେଉଛନ୍ତି।…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ ଏହାର ଆଉ ଦୁଇଟି ଶାଖା ଶହୀଦନଗର ଓ ଜୟଦେବ ବିହାରଠାରେ ଖୋଲିଛି। ବିଭିନ୍ନ…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି ହୋଇ ପଡ଼ିଥାଏ। ଏହି ଜଳପ୍ରପାତ ରାଜ୍ୟ ସରକାରଙ୍କ ଦ୍ୱାରା ପର୍ଯ୍ୟଟନୀସ୍ଥଳୀର ମାନ୍ୟତା ପାଇଛି।…
Archives


