ଫୁରସତ

କୁକୁରକୁ ବାଘ ଭଳି ରଙ୍ଗ ଲଗାଇ ରାସ୍ତାକୁ ଛାଡ଼ିଥିଲେ: ଏବେ ଅଭିଯୁକ୍ତକୁ ଧରିବାକୁ ହେଲା ପୁରସ୍କାର ଘୋଷଣା

ପଶୁପକ୍ଷୀମାନଙ୍କ ପ୍ରତି କ୍ରୁରତାର ଅନେକ ଘଟଣା ଲୋକଲୋଚନକୁ ଆସିଛି। ସେଭଳି ଏକ ଘଟଣାକ୍ରମରେ ଏକ କୁକୁରକୁ କେହି ଦୁର୍ବୃତ୍ତ ବାଘ ଭଳି ରଙ୍ଗ କରି ରାସ୍ତାକୁ ଛାଡ଼ିଦେଇଥିଲେ।…

5 years ago

ମାସେ ଭିତରେ ଏହି ଯୁବକଙ୍କୁ ୮ ଥର କାମୁଡ଼ିଲାଣି ଗୋଟିଏ ସାପ: ଯେଉଁଠି ଲୁଚିଲେ ବି ଖୋଜିନେଉଛି

ରାମପୁର: ଉତ୍ତରପ୍ରଦେଶର ରାମପୁରରେ ସର୍ପ ଦଶଂନକୁ ନେଇ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ଯୁବକଙ୍କୁ ଲଗାତାର ଭାବେ ଗୋଟିଏ ସାପ କାମୁଡିବା ଚର୍ଚ୍ଚାର ବିଷୟ…

5 years ago

ଖୋଲା ଆକାଶ ତଳେ ମଣିଷ ହାତରୁ ଏପରି ସେଓ ଖାଉଛି ଶୁଆ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ…

5 years ago

ଏହି ଆଇଲାଣ୍ଡ୍‌କୁ କେବଳ କରୋନା ପଜିଟିଭ୍‌ ଚିହ୍ନଟ ଲୋକେ ବୁଲିବାକୁ ଆସିପାରିବେ,ଜାଣନ୍ତୁ କାହିଁକି

ବିଶ୍ୱର ଏପରି ଏକ ଆଇଲାଣ୍ଡ ଅଛି ଯେଉଁଠିକୁ କେବଳ କରୋନା ପଜିଟିଭ୍‌ ଲୋକ ଆସିବାର ସର୍ତ୍ତ ରହିଛି। ବ୍ରାଜିଲର ଫର୍ଣ୍ଣାଣ୍ଡୋ ଡି ନୋରୋହ୍ନା ନାମକ ଏହି ଆଇଲାଣ୍ଡ…

5 years ago

ରାତିରେ ୯ ଘଣ୍ଟା ଶୋଇଲେ ମିଳିବ ୧ ଲକ୍ଷ ଟଙ୍କା! ଏହି କମ୍ପାନୀ ଦେଇଛି ଏମିତି ଅଫର

ବର୍ତ୍ତମାନ ସମୟରେ ଲୋକେ ଆବଶ୍ୟକତା ଠାରୁ ଅଧିକ କିମ୍ବା କମ୍‌ ଶୋଉଥିବା ଦେଖିବାକୁ ମିଳୁଛି। ଏପରି ସ୍ଥତିରେ ଶୋଇବା ଏକ କଷ୍ଟକର ଜିନିଷରେ ପରିଣତ ହେଉଛି। ଯାହା…

5 years ago

୧୦୮ ଆମ୍ବୁଲାନ୍ସ୍‌ର ପ୍ରଥମ ମହିଳା ଡ୍ରାଇଭର: ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଚେନ୍ନାଇ, ୧।୯: ପ୍ରଥମ ମହିଳା ଆମ୍ବୁଲାନ୍ସ୍‌ ଡ୍ରାଇଭରଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇଡ଼ାପ୍ପାଡ଼ି କେ. ପାଲାନିସାମି ନିଯୁକ୍ତି ପ୍ରଦାନ କରିଛନ୍ତି। ରାଜ୍ୟର ପ୍ରଥମ ମହିଳା ଭାବେ ଏମ୍‌. ବୀରାଲକ୍ଷ୍ମୀ…

5 years ago

ଇଞ୍ଜିନିୟରିଂ ଚାକିରିରେ ମିଳିଲାନି ଶାନ୍ତି, ବ୍ୟକ୍ତି କଲେ ଏମିତି କାମ

ଜଣେ ଇଞ୍ଜିନିୟର ଚା’ବାଲାଙ୍କ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋବରେ ଲାଗିଛି। ତାଙ୍କର ଫଟୋକୁ ଆଇଏଏସ୍‌ ଅବନୀଶ ଶରଣ ଟୁଇଟରରେ ଶେୟାର କରିଛନ୍ତି। ଏହି ଫଟୋରେ…

5 years ago

ମହିଳାଙ୍କ ପାଟିରୁ ବାହାରିଲା ୪ ଫୁଟର ସାପ

ମସ୍କୋ, ୧।୯: ପାଟିରୁ ସାପ ବାହାରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ରୁଷ୍‌ରେ ମହିଳାଙ୍କ ପାଟିରୁ ଡାକ୍ତର ୪ ଫୁଟ ଲମ୍ବର ସାପ ବାହାର…

5 years ago

ବନ୍ୟାରେ ଭାସି ଯାଉଥିବା ଯୁବକ ମନ୍ଦିର ଚୂଳ ଧରି ବଞ୍ଚିଗଲେ

ଭୋପାଳ, ୩୧।୮: କୁହାଯାଏ, ବୁଡ଼ିଯାଉଥିବା ଲୋକ କୁଟା ଖିଅକୁ ମଧ୍ୟ ଭରସା କରିଥାଏ। କିନ୍ତୁ ଏଠାରେ ବୁଡ଼ି ଯାଉଥିବା ଜଣେ ଲୋକକୁ ମନ୍ଦିର ଚୂଳ ସାହାରା ଦେଇଛି।…

5 years ago

ଗୁଣ୍ଡୁଚିମୂଷା ଗଛରେ ଚଢ଼ି ଏମିତି ଖାଉଛି ଅମୃତଭଣ୍ଡା

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ…

5 years ago