ଫୁରସତ

ପ୍ରଥମ କରୋନା ଟିକା ନେଇଥିବା ରୁଷିଆର ରାଷ୍ଟ୍ରପତିଙ୍କ ଝିଅ ବିଷୟରେ ଜାଣନ୍ତୁ…

ମସ୍କୋ,୧୨।୮: ସାରା ବିଶ୍ୱରେ ଲୋକଙ୍କ ଜୀବନ ନେଇଚାଲିଥିବା ମହାମାରୀ କରୋନାର ପ୍ରଥମ ଟିକା ରୁଷିଆ ଉଦ୍ଭାବନ କରିଛି। ମଙ୍ଗଳବାର ସକାଳେ ‘ସ୍ଫୁଟନିକ ଭି’ ଭାକ୍ସିନ୍‌କୁ ମଞ୍ଜୁରୀ ନିଆଯାଇଥିବା…

5 years ago

ନିଜେ ମାସ୍କ ନ ପିନ୍ଧି ଚାଲାଣ କାଟୁଥିଲେ ଥାନାଧିକାରୀ: ଘଟିଲା ଏମିତି କିଛି..

ଲକ୍ଷ୍ନୌ, ୧୨।୮: କରୋନା ସଂକ୍ରମରରୁ ରକ୍ଷା ପାଇଁ ସାମାଜିକ ଦୂରତ୍ୱ ଏବଂ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ତେବେ ଉତ୍ତରପ୍ରଦେଶର ଜଣେ ଥାନାଧିକାରୀ ମାସ୍କ ନ ପିନ୍ଧି…

5 years ago

ଅନ୍ତର୍ଜାତୀୟ ଯୁବ ଦିବସ: ଶାନ୍ତି, ସମନ୍ବୟ ଓ ବିକାଶର ଶକ୍ତି

ଯୁବଶକ୍ତିର ବିକାଶ ଦ୍ୱାରା ଦେଶ ଓ ବିଶ୍ୱର ବିକାଶ ସମ୍ଭବ। ଯୁବଶକ୍ତି ବିଶ୍ୱରେ ଶାନ୍ତି ତଥା ସମାଜିକ ସମନ୍ବୟ ଆଣି ପାରିବେ। ଏଣୁ ଯୁବଶକ୍ତିର ବିକାଶ ପାଇଁ…

5 years ago

ଚାଲୁଥିବା ଫାଇଭ୍‌ଷ୍ଟାର୍‌ ହୋଟେଲ

ନୂଆଦିଲ୍ଲୀ: କରୋନା ଯୋଗୁ ଏବେ ଅଧିକାଂଶ ସମୟ ଘରେ ରହିବା ଫଳରେ ଅନେକ ବୋର୍‌ ହୋଇଗଲେଣି। ବାହାରକୁ କେଉଁଠିକୁ ଯାଇ ହେଉନି କି ବୁଲାବୁଲି କରି ହୋଟେଲରେ…

5 years ago

ରାମଭକ୍ତ ପାକିସ୍ତାନୀ କ୍ରିକେଟର

ଇସଲାମାବାଦ: ଅଯୋଧ୍ୟାରେ ରାମଲାଲାଙ୍କୁ ଦର୍ଶନ କରିବାକୁ ପାକିସ୍ତାନୀ କ୍ରିକେଟର ଚାହୁଁଛନ୍ତି। ପାକିସ୍ତାନ ଜାତୀୟ ଟିମ୍‌ ପକ୍ଷରୁ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିସାରିଥିବା ଦାନିଶ୍‌ କାନେରିଆ ଏଭଳି ଇଛା ପ୍ରକାଶ…

5 years ago

ରୁଷିଆର କରୋନା ଟିକା ଉପରେ ବିଶ୍ୱକୁ ହେଉନାହିଁ ଭରସା? ଜାଣନ୍ତୁ ୫ କାରଣ

ମସ୍କୋ,୧୧।୮: ରୁଷିଆ ଆଣିଲା ବିଶ୍ୱର ପ୍ରଥମ କରୋନା ଟିକା। ଏନେଇ ମଙ୍ଗଳବାର ରୁଷିଆ ପ୍ରଧାନମନ୍ତ୍ରୀ ଭ୍ଲାଡିମିର ପୁଟିନ୍‌ ଘୋଷଣା କରିଛନ୍ତି। ହେଲେ ଏହାର ଟିକାକୁ ସନ୍ଦେହଜନକ ଦୃଷ୍ଟିରେ…

5 years ago

ଏହି ରାଜ୍ୟର ଦୁଇ ନଦୀରୁ ମିଳିଥାଏ ସୁନା, ଏବେ ସୁନାଖଣି ଥିବା ନେଇ ବଢ଼ିଲା ସମ୍ଭାବନା

ଛତିଶଗଡ଼ର ଜଶପୁରରେ ସୁନାଖଣି ପାଇବାର ସମ୍ଭାବନା ବଢ଼ିବାରେ ଲାଗିଛି। କାରଣ ଏଠାରେ ଥିବା ଦୁଇଟି ନଦୀ ଅବବାହିକାରେ ସୁନାର କଣିକା ଦେଖିବାକୁ ମିଳିଥିଲା। ଏବେ ଏଠାରେ ସର୍ଭେ…

5 years ago

ଏ ହେଉଛନ୍ତି କ୍ରିକେଟ ଦୁନିଆର ଆଗାମି ସୁପରଷ୍ଟାର: ଭିଡିଓ ଶେୟାର କଲେ ଡିନ୍‌ ଜୋନ୍ସ

ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଡିନ୍‌ ଜୋନ୍ସ ନିକଟରେ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି, ଯାହାକି ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ ବିଲେଇ…

5 years ago

ଏହି ପଶୁର ସିଂଘ ଦେଖି ଲୋଭ ହେଲା ହାତୀର, ପରେ ଏମିତି କରି ସେ ବି ଲଗାଇଲା ସିଂଘ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ…

5 years ago

ସ୍ତ୍ରୀଙ୍କୁ ଛୋଟ ଛୋଟ ଖଣ୍ଡକରି କାଟି ବାଥ୍‌ରୁମ୍‌ରେ ଫ୍ଲସ୍‌ ମାରିଦେଲେ ସ୍ବାମୀ: ଜାଣନ୍ତୁ କାହିଁକି…

ବେଜିଂ, ୧୧।୮: ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ସାଧାରଣ କଥା। ଏହାର ସମାଧାନ କରି ପୁଣିଥରେ ସେମାନେ ଖୁସିରେ ଜୀବନ ବିତାଇଥାନ୍ତି। ଜଦି ଏହି ଝଗଡା ଅଣାୟତ ହୁଏ,…

5 years ago