ସ୍ବାଧୀନତା ଦିବସର ରଙ୍ଗ ଏବେ ସୋସିଆଲ ମିଡ଼ିଆରେ ବୋଳି ହୋଇ ଯାଇଛି। ବର୍ତ୍ତମାନ ଫେସବୁକ୍ ଆଉ ହ୍ବାଟ୍ସଆପ୍ର ସମୟ। ପ୍ରତ୍ୟେକ ହାତରେ ସ୍ମାର୍ଟଫୋନ୍। ଆଉ ପ୍ରତ୍ୟେକଙ୍କ ନାମରେ…
ଭାରତୀୟ ମୁକ୍ତି ସଂଗ୍ରାମରେ କଟକ ନଗରର ଅବଦାନ ଅନେକ। ଏହିଠାରୁ ରାଜ୍ୟର କୋଣ ଅନୁକୋଣକୁ ପ୍ରତିଧ୍ୱନିତ୍ୱ ହେଉଥିଲା ସଂଗ୍ରାମର ଡାକ ଓ ରାଜ୍ୟବ୍ୟାପୀ ସୃଷ୍ଟି କରୁଥିଲା ନବଜାଗରଣ।…
କୃଷ୍ଣନଗର, ସ୍ବାଧୀନତା ସଂଗ୍ରାମ ଇତିହାସରେ ଏହି ଗାଁର ରହିଛି ସ୍ବତନ୍ତ୍ର ସ୍ଥାନ। ଯାଜପୁର ଜିଲା ବରୀ ଅଞ୍ଚଳର ଏହି ଗାଁଟି ସଂଗ୍ରାମୀଙ୍କ ଗାଁ ଭାବେ ବିଦିତ। ୧୯୪୨…
ଭଦ୍ରକ ଜିଲା ଧାମନଗର ବ୍ଲକର ସ୍ବାଧୀନତା ସଂଗ୍ରାମୀ ରାମହରି ଗୋସ୍ବାମୀ। କୃଷ୍ଣ ଚନ୍ଦ୍ର ଗୋସ୍ବାମୀ ଏବଂ ମାତା ସଚୀ ଦେଈଙ୍କଠାରୁ ୧୯୨୬ରେ ଧୂଷୁରୀ ପଞ୍ଚାୟତର ସଂଗ୍ରାମୀ ମାଟି…
ସେ ଥିଲେ ସ୍ବାଧୀନତା ସଂଗ୍ରାମୀ। ତାଙ୍କୁ ଧରାଇଦେଲେ ୫ଶହ ଟଙ୍କାର ପୁରସ୍କାର ମିଳିବ ବୋଲି ଘୋଷଣା କରିଥିଲା ତତ୍କାଳୀନ ଇଂରେଜ ସରକାର। ରେଳଧାରଣା କାଟିବା, ପୋଷ୍ଟ ଅଫିସ…
ସରକାର ଜନସାଧାରଣଙ୍କ ପାଇଁ ଅନେକ ଆଇନ ପ୍ରଣୟନ କରିଛନ୍ତି। ହେଲେ ଠିକ୍ ଭାବରେ କାର୍ଯ୍ୟକାରୀ ହୋଇପାରୁନାହିଁ। ଏଥି ଲାଗି ରାଜନୈତିକ ଦଳର ବ୍ୟକ୍ତିମାନେ ବି ଦାୟୀ। କେବଳ…
ସେଦିନ ଥିଲା ୧୯୨୯ ମସିହା ଏପ୍ରିଲ୍ ୮ ତାରିଖ। ଦେଶବ୍ୟାପୀ ସତ୍ୟାଗ୍ରହ ସତ୍ତ୍ୱେ ଦିଲ୍ଲୀର ସେଣ୍ଟ୍ରାଲ୍ ଲେଜିସ୍ଲେଟିଭ୍ ଆସେମ୍ବ୍ଲିରେ ପବ୍ଲିକ୍ ସେଫ୍ଟି ବିଲ୍ ଓ ଟ୍ରେଡ୍ ଡିସ୍ପ୍ୟୁଟ…
ବିଳାସପୁର,୧୫।୮: ଦେଶ ପାଳନ କରିଛି ୭୪ ତମ ସ୍ବାଧିନତା ଦିବସ। ହେଲେ ଆଜି ବି କେତେକ ସ୍ଥାନରେ ପରାଧିନତାର ଝଲକ ଦେଖିବାକୁ ମିଳୁଛି। ମଣ୍ଡି ଓ ବିଳାସପୁର…
କୋଲକାତା,୧୫।୮: ଭାରତ ସାରା ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଛି। ତେବେ ପଶ୍ଚିମବଙ୍ଗର ନଦିଆ ଜିଲାରେ ୩ ଦିନ ପରେ ଅଗଷ୍ଟ ୧୫ ବଦଳରେ ଅଗଷ୍ଟ ୧୮ରେ…