ଫୁରସତ

ଯେଉଁଠି ଧୂମପାନ ମାଧ୍ୟମରେ କରାଯାଏ ଚିକିତ୍ସା…

ଧୂମପାନ ଶରୀର ଲାଗି କ୍ଷତିକାରକ। ତେବେ ମଧ୍ୟପ୍ରଦେଶ ଉଜ୍ଜୟନୀରେ ଥିବା ଏକ ଆୟୁର୍ବେଦିକ୍‌ ହସ୍ପିଟାଲରେ ବିଭିନ୍ନ ରୋଗରେ ଚିକିତ୍ସାରେ ହୁକ୍କା ବ୍ୟବହୃତ ହୋଇଥାଏ । ଅଭିଜ୍ଞ ଡାକ୍ତରମାନେ…

7 years ago

ଗୋଟିଏ ଦିନରେ ୨୬ ଲକ୍ଷ ଟଙ୍କାର ଚକୋଲେଟ କିଣି ମହିଳା ଚର୍ଚ୍ଚାରେ

ସାଧାରଣ ଲୋକଙ୍କୁ ୨୬ ଲକ୍ଷ ଟଙ୍କା ରୋଜଗାର କରିବାକୁ ବର୍ଷ ବର୍ଷ ସମୟ ଲାଗିଯାଇଥାଏ। ଯେଉଁ ଟଙ୍କାକୁ ରୋଜଗାର କରିବାକୁ ଏତେ ସମୟ ଲାଗିଥାଏ ସେହି ଟଙ୍କାକୁ…

7 years ago

ଯେଉଁଠି ୫୦ ଟଙ୍କା ପାଇଁ ଲଗାଯାଏ ଜୀବନ ବାଜି

ବିଶ୍ୱରେ ଏମିତି ଅନେକ ପ୍ରକାରର ପରମ୍ପରା ରହିଛି, ଯାହା ଶୁଣିଲେ ଯେତିକି ଆଶ୍ଚର୍ଯ୍ୟ ଲାଗେ ସେତିକି ଆଶଙ୍କା ବି ସୃଷ୍ଟି ହୁଏ। ଏଭଳି ଏକ ପରମ୍ପରା ରହିଛି…

7 years ago

ଏମିତି ମନ୍ଦିର ଯେଉଁଠି ଦେବୀଙ୍କ ପାଟିରୁ ବାହାରେ ନିଆଁ…

ଭାରତରେ ଥିବା କେତେକ ମନ୍ଦିରର ରହସ୍ୟ ସମାଧାନ ଆଧୁନିକ ବିଜ୍ଞାନ ମଧ୍ୟ କରି ପାରିନି। ହିମାଚଳପ୍ରଦେଶ କାଙ୍ଗଡ଼ା ଘାଟିରେ ଦେବୀ ମା’ଙ୍କ ମନ୍ଦିର ରହିଛି। ଏଠାରେ ଦେବୀ…

7 years ago

ସ୍କର୍ଟ ପିନ୍ଧି ଅଫିସ ଆସିଲେ ମହିଳା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ରୁଷର ଏକ କର୍ମ୍ପାନୀ ଏବେ ତା’ର ଏକ ନିଆରା ଚିନ୍ତାଧାରା ପାଇଁ ଆସିଛି ଚର୍ଚ୍ଚାକୁ। ଟେଟପ୍ରୋଫ୍‌ ନାମକ ଏକ ଆଲୁମିନିୟମ ଉତ୍ପାଦନ କମ୍ପାନୀ ମହିଳା କର୍ମଚାରୀଙ୍କ ପାଇଁ…

7 years ago

ବିଶ୍ୱର ସବୁଠୁ ଦାମୀ ସାମ୍ବାଦିକା: ବର୍ଷକୁ ଦରମା ନିଅନ୍ତି ୧୪୮ କୋଟି

ବିଶ୍ୱର ସବୁଠାରୁ ଦାମୀ ସାମ୍ବାଦିକଙ୍କ ତାଲିକାର ଶୀର୍ଷରେ ଅଛନ୍ତି ମେଗନ କେଲୀ। ଗତବର୍ଷ ତାଙ୍କୁ ୧୩୩କୋଟି ଟଙ୍କା ଦରମା ମିଳିଥିବା ବେଳେ ଚଳିତ ବର୍ଷ ଏହା ଅଧିକ…

7 years ago

ବିଚିତ୍ର ବାହାଘର ଭୋଜି

ସାଧାରଣତଃ ବାହାଘର ଭୋଜିରେ ଯୋଗଦେବାକୁ ଯାଉଥିବା ବେଳେ ପ୍ରତ୍ୟେକ ଭାବିଥାନ୍ତି ଯେ, ନାନା ରକମର ସ୍ବାଦିଷ୍ଟ ଖାଦ୍ୟ ତଥା ପାନୀୟର ବ୍ୟବସ୍ଥା ହୋଇଥିବ। ତେଣୁ ଭଲକରି ଗଣ୍ଡେ…

7 years ago

ସବୁଠୁ ବଡ଼ ଥ୍ରୀଡି ପେଣ୍ଟିଂ

ଥ୍ରୀଡି ପେଣ୍ଟିଂ ଦିଏ ବାସ୍ତବତାର ସ୍ପର୍ଶ। ଏବେ ଏହି ଥ୍ରୀଡି ପେଣ୍ଟିଂର ବେଶ୍‌ ଚାହିଦା ରହିଛି। ଅନେକ କଳାକାର ନୂଆ ନୂଆ ଢଙ୍ଗରେ ଏହି ପେଣ୍ଟିଂ କରୁଛନ୍ତି।…

7 years ago

ଅଜବ ସ୍ଥାପତ୍ୟର ପାର୍କ

ନ୍ୟୁୟର୍କ, ସାଉଥ୍‌ ଡକୋଟାରେ ଅଛି ଏକ ଅଜବ ପାର୍କ। ଅନେକ ସ୍ଥାପତ୍ୟ ଭରି ରହିଛି ଏହି ପାର୍କରେ। ଆଉ ସମସ୍ତ ସ୍ଥାପତ୍ୟ ଭିନ୍ନ ଓ ବେଶ୍‌ ବିଚିତ୍ର।…

7 years ago

ଚାରିଗୋଡ଼ିଆ ଦୌଡ଼ରେ ଗିନିଜ୍‌ ଓ୍ବାର୍ଲଡ ରେକର୍ଡ

ଉଷେନ୍‌ ବୋଲ୍ଟ ପୃଥିବୀର ସବୁଠାରୁ ଦ୍ରୁତଗାମୀ ବ୍ୟକ୍ତି । କିନ୍ତୁ ଜାପାନର କେନିଚି ଇତୋଙ୍କୁ ଏବେ ଚାରିଗୋଡରେ ଦୌଡୁଥିବା ସବୁଠାରୁ ଦ୍ରୁତତମ ବ୍ୟକ୍ତି ଭାବେ ଗଣନା କରାଯାଉଛି।…

7 years ago