ଫୁରସତ

ପିଲାଙ୍କ ଦୋଳିକୁ କବ୍‌ଜା କରିଥିଲେ ଆଣ୍ଟି, ଘଟିଲା ଏମିତି, ଭିଡିଓ ଦେଖିଲେ…

କୁହାଯାଏ, ଯାହା ପାଇଁ ଯେଉଁ କାମ। ଯେଉଁ ଜିନିଷ ଯାହା ପାଇଁ ତିଆରି ହୋଇଛି ତାହାର ବ୍ୟବହାର ସେମାନଙ୍କ ପାଇଁ ଠିକ୍‌। ଯଦି ଏହାର ଅପବ୍ୟବହାର କରାଯାଏ…

3 years ago

ଏମିତି ଚାକିରି, ବୁଲାବୁଲି ଆଉ ମଦ ପିଇବାକୁ ମିଳେ ମୋଟା ଅଙ୍କର ଟଙ୍କା

ଦୁନିଆର ଲୋକେ ଅନେକ ଚାକିରି କରିଥାନ୍ତି। ଏଥିମଧ୍ୟରୁ କିଛି ଚାକିରି ବିପଦପୂର୍ଣ୍ଣ ରହିଥାଏ। ଫଳରେ ଜଣେ ବ୍ୟକ୍ତି ଏପରି ଚାକିରି ନାଁ ଶୁଣି ବି ଭୟଭୀତ ହୋଇଯାଇଥାନ୍ତି।…

3 years ago

ଆମେରିକାରେ ତାତି ସଙ୍କଟ: ୫୫ ନିୟୁତରୁ ଅଧିକ ଲୋକ ପ୍ରଭାବିତ…

ଓ୍ବାଶିଂଟନ,୨୮।୬ : ଦକ୍ଷିଣ ଆମେରିକାର ଅଧିକାଂଶ ଅଞ୍ଚଳରେ ତାତି ସଙ୍କଟ ସୃଷ୍ଟି ହୋଇଛି। ଅସହ୍ୟ ଗରମ ଯୋଗୁଁ ଲୋକମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଦେଶର ୫୫…

3 years ago

ଜାପାନର ରୋବୋଟିକ୍‌ ବାହୁ

ଟୋକିଓ: ଯୁଗ ଯେତେ ଆଗକୁ ବଢୁଛି, ତା’ ସହ ବୈଜ୍ଞାନିକ ଯନ୍ତ୍ରପାତିର ସଂଖ୍ୟା ବେଳକୁ ବେଳ ବୃଦ୍ଧି ପାଉଛି। ନିକଟରେ ଜାପାନର ଅନୁସନ୍ଧାନକାରୀ ନିକଟରେ ରୋବୋଟିକ୍‌ ବାହୁ…

3 years ago

ସବୁଠୁ ଅସୁନ୍ଦର କୁକୁର ‘ସ୍କୁଟର’

ୱାଶିଂଟନ୍‌: ବିଭିନ୍ନ ସମୟରେ ଅନେକ ପ୍ରତିଯୋଗିତା ହେଉଛି। ଯେଉଁଥିରେ ଲୋକଙ୍କୁ ଶ୍ରେଷ୍ଠ ସୁନ୍ଦରୀ ଭାବେ ପୁରସ୍କୃତ କରାଯାଉଛି। ନିକଟରେ ୭ ବର୍ଷୀୟ ଚାଇନା ପ୍ରଜାତିର ଏକ କୁକୁର…

3 years ago

ମୁମ୍ବାଇରେ ଡେଉଁଥିବା ବୁଢ଼ିଆଣୀ

ମୁମ୍ବାଇ: ଦୁନିଆରେ ମଣିଷଙ୍କ ଅପେକ୍ଷା ପ୍ରାଣୀଙ୍କ ସଂଖ୍ୟା ଅଧିକ। ବର୍ତ୍ତମାନ ପର୍ଯ୍ୟନ୍ତ ଲୋକଲୋଚନକୁ ଆସିଥିବା ପ୍ରାଣୀଙ୍କୁ ଛାଡ଼ିଦେଲେ ଆହୁରି ଅନେକ ପ୍ରାଣୀ ଅଛନ୍ତି, ଯେଉଁମାନଙ୍କ ବିଷୟରେ ଆମେ…

3 years ago

ଜୀବିତ ରହିବା ପାଇଁ ପ୍ରାଚୀନ ମାନବ ଖାଉଥିଲା ଅନ୍ୟ ମାନବଙ୍କ ମାଂସ: ୧୫ ଲକ୍ଷ ବର୍ଷ ପୂରାତନ ହାଡ଼ରେ ଦାନ୍ତ ଚିହ୍ନ…

ନାଇରୋବି,୨୭।୬ : ଏକ ପ୍ରାଚୀନ ମାନବ ପ୍ରଜାତିର ହାଡ଼ରେ ମିଳିଥିବା କଟା ଦାଗ ସୂଚିତ କରୁଛି ଏହାକୁ ୧୫ ଲକ୍ଷ ବର୍ଷ ପୂର୍ବେ ଅନ୍ୟ ଜଣେ ମଣିଷ…

3 years ago

ଧୋନିଙ୍କ ଭିଡିଓ ଭାଇରାଲ ହେବା ପରେ ଗେମ୍‌ କମ୍ପାନୀକୁ ଫାଇଦା, ୩ ଘଣ୍ଟାରେ ୩୬ ଲକ୍ଷ ଲୋକ ଡାଇନଲୋଡ କଲେ ଆପ୍‌

ନୂଆଦିଲ୍ଲୀ,୨୭।୬: ପୂର୍ବତନ ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂ ଧୋନିଙ୍କ କ୍ୟାଣ୍ଡି କ୍ରସ ଗେମ୍‌ ଖେଳୁଥିବା ଭିଡିଓ ଭାଇରାଲ ହେବା ପରେ ଭିଡିଓ ଗେମ୍‌ କମ୍ପାନୀକୁ ଏକ ବଡ଼…

3 years ago

୨୭ ଥର ପରୀକ୍ଷା ଦେଇ କୋଟିପତି ବିଫଳ

ବେଜିଂ: ଜଣେ ୫୬ ବର୍ଷୀୟ କୋଟିପତି ୨୭ ଥର ପାଇଁ କଲେଜ ପ୍ରବେଶିକା ପରୀକ୍ଷାରେ ବିଫଳ ହୋଇଛନ୍ତି। ଲିଆଙ୍ଗ ଶି ଚାଇନାର ଜଣେ ଆତ୍ମନିର୍ଭରଶୀଳ କୋଟିପତି। ହେଲେ…

3 years ago

ବୃଦ୍ଧି ପାଉଛି କୋକେନ୍‌ ଚାହିଦା

ନୂଆଦିଲ୍ଲୀ: ବର୍ତ୍ତମାନ ସମୟରେ ଅଧିକାଂଶ ଯୁବପିଢ଼ି ନିଶା ସେବନ କରୁଥିବା ଦେଖିବାକୁ ମିଳୁଛି। ପୋଲିସ ଅନେକ ସମୟରେ ବିଭିନ୍ନ ସ୍ଥାନକୁ ଡ୍ରଗ୍‌ ପଠାଯାଉଥିବାବେଳେ ଲୋକଙ୍କୁ ଧରିଥାଏ। ବ୍ୟବସାୟୀ…

3 years ago