ସୋସିଆଲ ମିଡିଆରେ ପଶୁପକ୍ଷୀଙ୍କ ଅନେକ ଭିଡିଓ ଭାଇରାଲ ହୋଇଥାଏ। ଏଥିରୁ କିଛି ହସର ଖୋରାକ ଯୋଗାଉଥିବା ବେଳେ କିଛି ଉପରେ ବିଶ୍ୱାସ କରିବା କଷ୍ଟକର ହୋଇଥାଏ। ଏହି…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ…
ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଥିଲେ ଭାରତର ନୀରଜ ଚୋପ୍ରା। ଜାଭେଲିନ୍ ଥ୍ରୋରେ ସେ ପଦକ ଜିତି ଚହଳ ପକାିଥିଲେ। ଏହାପରେ ତାଙ୍କ…
ଅନେକ ସମୟରେ ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ, ଯାହା ଦେଖିଲେ ଭୟରେ ଦେହ ଥରି ଉଠେ। କିଛି ଭିଡିଓରୁ ଶିକ୍ଷା ବି ମିଳିଥାଏ।…
ଭୋପାଳ,୨୭ା୯: ସୋସିଆଲ ମିଡିଆରେ ପ୍ରସିଦ୍ଧ ହେବା ପାଇଁ ଲୋକେ ଅଜବ ଉପାୟ ସବୁ ଆପଣାଉଛନ୍ତି। ଏମିତି ଏକ ଘଟଣା ମଧ୍ୟପ୍ରଦେଶର ଛତରପୁରରେ ଦେଖିବାକୁ ମିଳିଛି। ଭିଡିଓରେ ଜଣେ…
ଅନେକ ଥର ଆମେ ଜୀବନରେ ଏମିତି କିଛି ଘଟ, ଯାହା ଆମେ ପୂର୍ବରୁ େକେବେ ଭାବି ନ ଥାଉ। କିନ୍ତୁ ଚାରିପାଖରେ କିଛି ଘଟଣା ଆମ ଜୀବନ…
କେନ୍ଦୁଝର ଜିଲାରେ ରହିଛି ବହୁ ପ୍ରାକୃତିକ ଜଳପ୍ରପାତ। ତନ୍ମଧ୍ୟରୁ କେତେକ ପର୍ଯ୍ୟଟନର ମାନ୍ୟତା ପାଇଥିବା ବେଳେ ଏବେବି ଅନେକ ଅପେକ୍ଷାରେ ରହିଛି। ସେହିପରି ଦୃଷ୍ଟି ଆଢୁଆଳରେ ରହିଥିବା…
କଳା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟର ରାଜ୍ୟ ଓଡ଼ିଶା। ଏହି ମାଟି ତା’ର କୋଳରେ ଅନେକ ବୀରଙ୍କୁ ଜନ୍ମ ଦେଇଛି। ସେମାନଙ୍କ ପରାକ୍ରମ, ବୀରତ୍ୱ ଗାଥା ଏବେ…
ଓ୍ବାଶିିଂଟନ,୨୭।୯: ସର୍ଚ୍ଚ ଇଞ୍ଜିନ୍ ଗୁଗଲ ସୋମବାର ୨୩ ବର୍ଷରେ ପାଦ ଦେଇଛି। ଏହି ଅବସରରେ ଗୁଗଲ ପକ୍ଷରୁ ସ୍ବତନ୍ତ୍ର ଡୁଡଲ ପ୍ରସ୍ତୁତ କରାଯାଇଛି। ଗୁଗଲର ଇଂଲିଶ୍ ସ୍ପେଲିଙ୍ଗ…
ପ୍ରତିଭା କାହା ଦ୍ୱାରା ଆକର୍ଷିତ ହୁଏ ନାହିଁ। ଏହା ଆପଣାଛାଏଁ ଜଣାପଡ଼ିଥାଏ। ଏହି ଉକ୍ତିଟି ସତ ବୋଲି ଅନେକ ଥର ପ୍ରମାଣିତ ହୋଇଛି। ଏବେ ସେମିତି ଏକ…