ଫୁରସତ

୯ ମାସରେ ୧୪ ଥର ପ୍ଲାଜମା ଦାନ କରିସାରିଲେଣି ଏହି ବ୍ୟକ୍ତି; ବନ୍ଧୁମାନେ ଡାକୁଛନ୍ତି ‘ପ୍ଲାଜମା ବ୍ୟାଙ୍କ’

ନୂଆଦିଲ୍ଲୀ,୧୫।୫: ଦେଶରେ ମହାମାରୀ କରୋନାର ଦ୍ୱିତୀୟ ଲହର ଯୋଗୁ ସଂକ୍ରମଣ ନିୟନ୍ତ୍ରଣକୁ ଆସିବାର ନାଁ ଧରୁନାହିଁ। ଦୈନିକ ହଜାର ହଜାର ସଂଖ୍ୟାରେ ଲୋକ ସଂକ୍ରମିତ ହେଉଥିବା ବେଳେ…

5 years ago

୭୫୮ କୋଟିରେ ଗଲା ପିକାସୋଙ୍କ ପେଣ୍ଟିଂ

ନ୍ୟୁୟର୍କସ୍ଥିତ କ୍ରିଷ୍ଟିଜ୍‌ ଅକ୍ସନ ହାଉସ୍‌ ପକ୍ଷରୁ ଆୟୋଜିତ ନିଲାମିରେ ପ୍ରସିଦ୍ଧ ଚିତ୍ରକର ପାବ୍ଲୋ ପିକାସୋଙ୍କ ପେଣ୍ଟିଂ ‘ଓମ୍ୟାନ୍‌ ସିଟିଂ ବାଇ ଦି ଓ୍ବିଣ୍ଡୋ’ ୧୦.୩୪ କୋଟି ଡଲାର…

5 years ago

ଆଜି ଅକ୍ଷୟତୃତୀୟା: ଏପରି କଲେ ମିଳିବ ମା’ ଲକ୍ଷ୍ମୀଙ୍କ କୃପା

ଓଡ଼ିଶାରେ ୧୨ ମାସରେ ୧୩ ପର୍ବ ପାଳନ କରାଯାଇଥାଏ। ସେଥିମଧ୍ୟରୁ ଅକ୍ଷୟ ତୃତୀୟା ଅନ୍ୟତମ। ଅକ୍ଷୟ ତୃତୀୟା ପ୍ରତିବର୍ଷ ବୈଶାଖ ମାସ ଶୁକ୍ଳ ପକ୍ଷର ତୃତୀୟା ତିଥିରେ…

5 years ago

କେଶ କଟା ଷ୍ଟାଇଲ୍‌ ମନକୁ ନ ଯିବାରୁ ପୋଲିସ ଡାକିଲେ କୁନିବାଳକ

ଚାଇନାର ଜଣେ ଛୋଟ ପିଲା ହେୟାର ଷ୍ଟାଇଲ୍‌କୁ ନେଇ ଏତେ ରାଗିଗଲା ଯେ, ଶେଷରେ ପୋଲିସ ଡାକିଥିଲା। ଏହି ଘଟଣା ଚାଇନାର ଦକ୍ଷିଣ-ପଶ୍ଚିମ ଅଞ୍ଚଳ ଅଂଶୁନ ନାମକ…

5 years ago

କରୋନା ଟିକା ନେଲେ ମିଳିବ ୧୦ ଲକ୍ଷ ଟଙ୍କା

ଓ୍ବାଶିଂଟନ୍‌,୧୪।୫: କରୋନା ମହାମାରୀ ମଧ୍ୟରେ ସମଗ୍ର ଦେଶର ସରକାର ଲଗାତର ଟିକା ନେବାକୁ ପ୍ରୋତ୍ସାହିତ କରୁଛନ୍ତି। କରୋନା ଟିକା କେବଳ ଲୋକଙ୍କୁ ସୁରକ୍ଷା ଦିଏ ନାହିଁ, ବରଂ…

5 years ago

ସୋସିଆଲ ମିଡିଆରେ ଏହି ଭୁଲ୍‌ ଯୋଗୁ ଯୁବକ ହରାଇଲେ ୧୮ ହଜାର କୋଟି ଟଙ୍କା

ଆଜିକାଲି ଲୋକମାନେ ସୋସିଆଲ ମିଡିଆରେ କିଛି ନା କିଛି ପୋଷ୍ଟ କରୁଛନ୍ତି। ଯେତେବେଳେ ଯେଉଁ ଫଟୋ ପସନ୍ଦ ଆସୁଛି ସେହି ଫଟୋ ପୋଷ୍ଟ କରିଦେଉଛନ୍ତି। ମାତ୍ର ବେଳେ…

5 years ago

ଯାହାକୁ ମୃତ ଭାବିଥିଲେ ସେ ବୁଲୁଥିଲେ ରାସ୍ତାରେ, ୧୬ ବର୍ଷ ପରେ ହେଲା ଭଉଣୀ-ଭାଇଙ୍କ ଭେଟ

ଭୋପାଳ,୧୪।୫: କରୋନା ସମୟରେ ଏକ ପରିବାର ମୁହଁରେ ହସ ଫୁଟି ଉଠିଛି। ୧୬ ବର୍ଷ ଧରି ଅଲଗା ହୋଇଯାଇଥିବା ଭଉଣୀ ଭାଇ ପୁଣି ଏକାଠି ହୋଇଛନ୍ତି। ଏହି…

5 years ago

ଜାଣନ୍ତି ମହିଳାଙ୍କ ଡ୍ରେସ୍‌ର ବଟନ୍‌ କାହିଁକି ବାମ ପଟରେ ଥାଏ

ଆପଣଙ୍କ ମନରେ କେବେ ପ୍ରଶ୍ନ ଉଠିଛି କି କାହିଁକି ମହିଳାଙ୍କ ଡ୍ରେସ୍‌ର ବଟନ୍‌ ଡାହାଣ ପଟରେ ନ ଥାଇ ବାମ ପଟରେ ରହିଥାଏ? ଯଦି ଧ୍ୟାନ ଦେଇନାହାନ୍ତି,…

5 years ago

କରୋନା ସଙ୍କଟ ମଧ୍ୟରେ ସାହାଭରସା ଭାସମାନ ଆମ୍ବୁଲାନ୍ସ

ଶ୍ରୀନଗର,୧୩।୫: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହି ମହାମାରୀ ଅନେକ ପରିବାରଠାରୁ ନିଜ ଆତ୍ମୀୟଙ୍କୁ ଛଡ଼ାଇ ନେଉଥିବା ବେଳେ ଏହି ସମୟରେ…

5 years ago

ସୋସିଆଲ ମିଡିଆରେ ଏପରି ପୋଷ୍ଟ କରୁଛନ୍ତି କି? ସାରା ଜୀବନ କରିବେ ପଶ୍ଚାତାପ

ସାଧାରଣତଃ ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରିବାକୁ ଅଧିକାଂଶ ଲୋକ ପସନ୍ଦ କରିଥାନ୍ତି। ମାତ୍ର କିଛି ଲୋକ କେବଳ ଫଟୋ ପୋଷ୍ଟ କରିଥାନ୍ତି। ଖାଲି ସେତିକି ନୁହେଁ,…

5 years ago