ଫୁରସତ

ରେଷ୍ଟୁରାଣ୍ଟ୍‌ରେ ମିଳୁଛି ଶ୍ୱଶୁରଘର ଭଳି ଜ୍ୱାଇଁ ଭୋଜନ…

ରାୟପୁର,୧୭।୧: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ରେଷ୍ଟୁରାଣ୍ଟ୍‌ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ରେଷ୍ଟୁରାଣ୍ଟ୍‌ରେ ଘର ଭଳି ଖାଦ୍ୟ ମିଳୁଥିବା ସାଇନ୍‌ ବୋର୍ଡରେ ଲେଖା ହୋଇଥାଏ।…

5 years ago

ନାମ ସଂକୀର୍ତ୍ତନ

ଯେଉଁଠାରେ ନାମ କୀର୍ତ୍ତନ ହୁଏ ସେଠାରେ ଭଗବାନ ସ୍ବୟଂ ପ୍ରକଟ ହୋଇଥାନ୍ତି ବୋଲି ବିଶ୍ୱାସ ରହିଛି। ଭଗବାନଙ୍କ ନାମରେ ଅପାର ମହିମା ରହିଛି। ଶ୍ରଦ୍ଧା ଓ ନିଷ୍ଠାର…

5 years ago

ଅନନ୍ୟ ଅନୁଭୂତି: ଶ୍ରୀଅରବିନ୍ଦ ଆଶ୍ରମ

ପଣ୍ଡିଚେରୀ ଯାହା ଏବେ ପୁଡୁଚେରୀ ଭାବେ ପରିଚିତ। ଏଠାରେ ରହିଛି ଶ୍ରୀଅରବିନ୍ଦଙ୍କ ଆଶ୍ରମ, ଯାହାକି ଏକ ପବିତ୍ର ଆଧ୍ୟାତ୍ମିକସ୍ଥଳୀ। ଶ୍ରୀମା ଓ ଶ୍ରୀଅରବିନ୍ଦଙ୍କୁ ଏଠାରେ ଆରାଧନା କରାଯାଇଥାଏ।…

5 years ago

ପରୀ ରାଇଜ ପରି ଘର

ଅନେକଙ୍କୁ ପରୀ ରାଇଜର କାହାଣୀ ବହୁତ ଭଲ ଲାଗେ। ଆଉ ସେହିଭଳି ଏକ ଦୁନିଆରେ ରହିବାକୁ ବି ଅନେକେ ଇଚ୍ଛା କରନ୍ତି। ଷ୍ଟୁଆର୍ଟ ଗ୍ରାଣ୍ଟ ନାମକ ଜଣେ…

5 years ago

ନେତାଜୀଙ୍କ ସ୍ମୃତିରେ…

ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଏହି ନାଁ ହିଁ ଯଥେଷ୍ଟ ମନରେ ଦେଶପ୍ରୀତି, ଦେଶଭକ୍ତି ଜାଗ୍ରତ କରିବା ପାଇଁ। ଓଡ଼ିଶା ମାଟିରେ ଜନ୍ମିତ ଏହି ମହାନ୍‌ ରାଷ୍ଟ୍ରନାୟକ…

5 years ago

ବିଶ୍ୱର ସବୁଠୁ ଅସନା ମଣିଷ: ୬୫ ବର୍ଷ ହେଲାଣି କରିନାହାନ୍ତି ସ୍ନାନ

ନୂଆଦିଲ୍ଲୀ: ଦିନେ କି ଦୁଇ ଦିନ ନୁହେଁ ୬୫ ବର୍ଷ ହେଲାଣି ସେ ସ୍ନାନ କରିନାହାନ୍ତି। ସେତିକି ନୁହେଁ, ପରିଷ୍କାର ପରିଚ୍ଛନ୍ନତାକୁ ସେ ଘୃଣା କରନ୍ତି। ରନ୍ଧା…

5 years ago

‘ରିଙ୍ଗ୍‌ ଅଫ୍‌ ଫାୟାର’ରେ ଭୂକମ୍ପ ଭୟ

ଜାକର୍ତ୍ତା: ଭୂକମ୍ପରେ ଦୋହଲିଛି ଇଣ୍ଡୋନେସିଆ। ଶୁକ୍ରବାର ବିଳମ୍ବିତ ରାତିରେ ସଂଘଟିତ ପ୍ରକୃତିର ଏହି ତାଣ୍ଡବ ନେଇଛି ୪୦ରୁ ଊର୍ଦ୍ଧ୍ୱ ଜୀବନ। ୬୦୦ରୁ ଅଧିକ ଆହତ ହୋଇଛନ୍ତି। ସପ୍ତାହେ…

5 years ago

ପିକ୍‌ନିକ୍‌ ସ୍ପଟ୍‌: ହାଣ୍ଡିଭଙ୍ଗା ଜଳପ୍ରପାତ

କେନ୍ଦୁଝର ଜିଲାର ଘଞ୍ଚ ଜଙ୍ଗଲ ଓ ପାହାଡ ପରିବେଷ୍ଟିତ ଖଣିଖାଦାନ ଯୋଡ଼ା ବ୍ଲକରେ ରହିଛି ବହୁ ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ ଛୋଟ ବଡ଼ ଜଳପ୍ରପାତ। ଏଠାକାର ପ୍ରକୃତିଦତ୍ତ ଚିରସ୍ରୋତା…

5 years ago

ଏମିତି ମନ୍ଦିର ଯେଉଁଠି ପ୍ରସାଦ ଲଗାଯାଏ ଗାଡ଼ି ପାର୍ଟସ୍‌, କାରଣ ଜାଣିଲେ..

ମନ୍ଦିରରେ ସମସ୍ତେ ଧୂପ, ଦୀପ ଜଳାଇ କଦଳୀ, ନଡିଆ, ମିଠା ଆଦି ପ୍ରସାଦ ଲଗାନ୍ତି। କିନ୍ତୁ ଆମେ ଏଠାରେ ଯେଉଁ ମନ୍ଦିର କଥା କହୁଛୁ ସେଠି ପ୍ରସାଦଭାବେ…

5 years ago

ଅଷ୍ଟ୍ରେଲିଆନ ଅଭିନେତ୍ରୀ ବନ୍ଧୁକ ମୁନରେ ଆଫ୍ରିକାରେ ହୋଇଥିଲେ ଅପହରଣ, ପୂରା ଘଟଣା ଥିଲା ଏମିତି…

ଅଷ୍ଟ୍ରେଲିଆନ ଅଭିନେତ୍ରୀ, ଲେଖିକା, କମେଡିଆନ ଏବଂ ପ୍ରଯୋଜିକା ରେବେଲ ବିଲ୍‌ସନ ନିଜର ଦମ୍‌ଦାର ଅଭିନୟ ଏବଂ ଇନ୍‌ଷ୍ଟାଗ୍ରାମରେ ମଜାଳିଆ ପୋଷ୍ଟ ପାଇଁ ହଲିଉଡ୍‌ରେ ବେଶ୍‌ ଲୋକପ୍ରିୟ। ମାତ୍ର…

5 years ago