ଫୁରସତ

ଏହି ଦେଶରେ ରହିଛି ଏମିତି ଗର୍ତ୍ତ, ଯାହା କେବେ ପୂରଣ ହେଉନି

ବିଶ୍ୱରେ ଏମିତି କିଛି ରହସ୍ୟ ଲୁଚି ରହିଛି, ଯାହା ସମ୍ପର୍କରେ ଜାଣିବା କଷ୍ଟକର। ସେହିପରି ଏକ ରହସ୍ୟ ସ୍ଥାନ ରହିଛି ସାଉଦି ଆରବରେ। ଏଠାରେ ଏମିତି ଏକ…

5 years ago

ଟଳିଲା ବିପଦ: ସ୍କୁଲ ବସ୍‌ ଆକାରର ଜଳନ୍ତା ଗ୍ରହାଣୁ ପିଣ୍ଡ ପୃଥିବୀକୁ କଲା ଅତିକ୍ରମ

ଓ୍ବାଶିଂଟନ, ୨୪।୯: ସ୍କୁଲ ବସ୍‌ ଆକାର ଏକ ଜଳନ୍ତା ଗ୍ରହାଣୁ ପିଣ୍ଡ ପୃଥିବୀକୁ ଗୁରୁବାର ମଧ୍ୟାହ୍ନରେ ଅତିକ୍ରମ କରିଛି। ନାସା ପକ୍ଷରୁ କୁହାଯାଇଛି ଯେ, ଗ୍ରହାଣୁ ପିଣ୍ଡଟି…

5 years ago

ସ୍କୁଲରେ ସିଗାରେଟ ଟାଣୁଥିଲେ ପ୍ରିନ୍ସପାଲ: ଜଣାପଡ଼ିବା ପରେ…

ପାଟଣା, ୨୪।୯: ବିହାର ଭାଗଲପୁରର ଏକ ସରକାରୀ ବିଦ୍ୟାଳୟରେ ପ୍ରିନ୍ସପାଲଙ୍କୁ ସିଗାରେଟ ଟାଣିବା ମହଙ୍ଗା ପଡ଼ିଛି। କରୋନା ମହାମାରୀ ଯୋଗୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। କିନ୍ତୁ…

5 years ago

ଚାଇନାର ରାଷ୍ଟ୍ରପତି ଜିନପିଙ୍ଗଙ୍କୁ ଜୋକର କହିଲେ ବ୍ୟବସାୟୀ: ଆଉ ତାପରେ…

ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଜୋକର କହିବା ଜଣେ ବ୍ୟବସାୟୀଙ୍କୁ ମହଙ୍ଗା ପଡ଼ିଛି। ଏ ନେଇ ସରକାରଙ୍କ ପକ୍ଷରୁ ଅଭିଯୋଗ ହେବା ପରେ ଉକ୍ତ ବ୍ୟବସାୟୀ ରେନ୍‌…

5 years ago

କାର୍‌ ଚକାରେ ଗୁଡ଼ାଇ ହୋଇ ଯାଇଛି ବିରାଟକାୟ ସାପ, ଆଉ ତାପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ…

5 years ago

ବେଡ୍‌ରୁମ ଭିତରେ ରହିଛି ଆମ୍ବ ଏବଂ ଜାମୁ ଗଛ, ଘରର ଡିଜାଇନ୍‌ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ସାଧାରଣତଃ କୌଣସି ବ୍ୟକ୍ତି ଘର ତିଆରି କରିବା ପୂର୍ବରୁ ବିଭିନ୍ନ ଦିଗପ୍ରତି ଧ୍ୟାନ ରଖି ଘର ତିଆରି କରିଥାନ୍ତି। ଯେମିତିକି ଘର ଭିତରେ ଯେପରି କିଛି ଗଛଲତା…

5 years ago

ଜାଣନ୍ତି ଅଧିକାଂଶ ଏରୋପ୍ଲେନ୍‌ର ରଙ୍ଗ ଧଳା କାହିଁକି

କେବେ ଏରୋପ୍ଲେନ୍‌ରେ ଯାତ୍ରା କରିଛନ୍ତି କି? ଯଦି ହଁ ତେବେ ନିଶ୍ଚିତ ଦେଖିଥିବେ ଅଧିକାଂଶ ଏରୋପ୍ଲେନ୍‌ର ରଙ୍ଗ ଧଳା। ମନକୁ ବହୁବାର ପ୍ରଶ୍ନ ମଧ୍ୟ ଆସିଥିବ କ’ଣ…

5 years ago

ପ୍ରାକୃତିକ ସୁଇମିଂ ପୁଲ୍, ଏଥିରେ ବ୍ୟବହାର ହୋଇନି ରାସାୟନିକ ପଦାର୍ଥ

ସମସ୍ତଙ୍କର ସ୍ବପ୍ନ ଥାଏ ନିଜ ଘର ସବୁଠୁ ସୁନ୍ଦର ହେଉ। ଘର ନିକଟରେ ବଗିଚା, ସୁଇମିଂ ପୁଲ୍‌ ଆଦି ରହି ଶୋଭାବର୍ଦ୍ଧନ କରୁ। ଖାସ୍‌ ଏଥିପାଇଁ ତ…

5 years ago

ଶାହିନ୍‌ବାଗ୍‌ରୁ ଟାଇମ୍‌ ପତ୍ରିକା: ପ୍ରଭାବଶାଳୀ ତାଲିକାରେ ବିଲ୍କିସ୍‌ ଦାଦୀ

ନୂଆଦିଲ୍ଲୀ, ୨୩।୯: ଟାଇମ୍‌ ମାଗାଜିନ୍‌ର ୨୦୨୦ର ପ୍ରଭାବଶାଳୀ ବ୍ୟକ୍ତିଙ୍କ ତାଲିକାରେ ଭାରତର ଜଣେ ୮୨ ବର୍ଷ ବୟସ୍କା ବୃଦ୍ଧା ବିଲ୍କିସ୍‌ ଦାଦୀ ରହିଛନ୍ତି। ସେ ନାଗରିକତ୍ୱ ସଂଶୋଧନ…

5 years ago

ଜଗନ୍ନାଥଙ୍କ ଶରଣାପନ୍ନ ହେଲା ପାତି ମାଙ୍କଡ

ପୁରୁଷୋତ୍ତମପୁର, ୨୩।୯(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ସଂଧ୍ୟାରେ ଏକ ବିସ୍ମୟକର ଘଟଣା ଦେଖିବାକୁ ମିଳଥିଲା। ଏକ ପାତି ମାଙ୍କଡ…

5 years ago