ପ୍ରେମୀଯୁଗଳ କାହିଁକି ପାଳନ କରିଥାନ୍ତି’ ଚକୋଲେଟ୍ ଡେ’
ଫେବୃୟାରୀ ମାସଟି ପ୍ରେମୀଯୁଗଳଙ୍କ ପାଇଁ ବହୁତ ଖାସ୍। କାରଣ ଏହି ମାସରେ ପ୍ରେମୀଯୁଗଳଙ୍କ ଉପରେ ଖାଲି ପ୍ରେମର ବର୍ଷା ହିଁ ବର୍ଷା ହୋଇଥାଏ। ବିଶେଷକରି ପ୍ରେମକୁ ସ୍ମରଣୀୟ ତଥା ଉଜ୍ଜୀବିତ କରିବା ପାଇଁ ଯୁବବର୍ଗ ଏହାକୁ ସପ୍ତାହେ ଧରି ପାଳନ...
୭୩ ବର୍ଷ ପରେ ପାକିସ୍ତାନରେ ଧୁମ୍ଧାମ୍ରେ ପାଳନ କରାଯିବ ଶିବରାତ୍ରି: ଖୋଲାଯିବ ୨୦୦ ବର୍ଷ ପୁରୁଣା ମନ୍ଦିର
ଇସଲାମାବାଦ୍,୮।୨: ପାକିସ୍ତାନରେ ଥିବା ଏକ ୨୦୦ ବର୍ଷ ପୁରୁଣା ଶିବ ମନ୍ଦିରରେ ଚଳିତ ଥର ଶିବରାତ୍ରି ବେଶ୍ ଧୁମ୍ଧାମ୍ରେ ପାଳନ କରାଯିବା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ଗତ ୭୩ ବର୍ଷ ଧରି ଏହି ମନ୍ଦିର ବନ୍ଦ ରହିଥିଲା। ବାଲୁଚିସ୍ତାନରେ...
୩ ମାଲବାହୀ ଗାଡ଼ିକୁ ଯୋଡ଼ାଗଲା: ୧୭୭ ଓ୍ବାଗନ ନେଇ ଯାତ୍ରା କଲା ଆନାକୋଣ୍ଡା ଗୁଡସ୍ ଟ୍ରେନ୍
ବିଳାସପୁର,୮।୨: ଭାରତୀୟ ରେଳ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ୩ ମାଲବାହୀ ଗାଡ଼ିକୁ ଯୋଡ଼ାଯାଇଛି। ମୋଟ ୧୭୭ଟି ଓ୍ବାଗନକୁ ନେଇ ଆନାକୋଣ୍ଡା ଗୁଡସ୍ ଟ୍ରେନ୍ ୨୨୦ କିମିକୁ ୭ ଘଣ୍ଟାରେ ପୂରଣ କରିଛି। ଦକ୍ଷିଣ-ପୂର୍ବ- ମଧ୍ୟ ରେଲଓ୍ବେର ରାୟପୁର...
ପ୍ରେମ ବିବାହ କରି ଟ୍ରୋଲ୍ ହେଲେ ଦମ୍ପତି
ଇସଲାମାବାଦ: ପାକିସ୍ତାନରେ ଏବେ ଏମିତି ଏକ ଦମ୍ପତିଙ୍କ ଭିଡିଓ ଭାଇରାଲ ହେଉଛି ଯାହା ସବୁଠି ଚର୍ଚ୍ଚାର ପରିସରକୁ ଚାଲିଆସିଛି। ଏମାନଙ୍କ ପ୍ରେମ ଏମିତି ଥିଲା ଯେ ଏମାନେ ବୟସ କଥା ସମ୍ପୂର୍ଣ୍ଣ ଭାବେ ଭୁଲି ଯାଇଛନ୍ତି। ଏକ ବିବାହ ଉତ୍ସବରେ...
ଆହତ ଯାତ୍ରୀଙ୍କୁ ବଞ୍ଚାଇବା ପାଇଁ ଓଲଟା ଟ୍ରେନ୍ ଚଳାଇଲେ ଲୋକୋ ପାଇଲଟ
ମୁମ୍ବାଇ,୭।୨: ଜଣେ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ଯାଇ ଲୋକୋ ପାଇଲଟ ଓଲଟା ଟ୍ରେନ୍ ଚଳାଇଥିବା ଦେଖିବାକୁ ମିଳିଛି। ପ୍ରାୟ ଅଧ କିଲୋମିଟର ପର୍ଯ୍ୟନ୍ତ ଲୋକୋ ପାଇଲଟ ଉକ୍ତ ଟ୍ରେନ୍କୁ ଚଳାଇବା ସହ ଆହତ ଯାତ୍ରୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଏହି...
ପ୍ରପୋଜ୍ ଡେ’: ଜାଣନ୍ତୁ ସାଥୀଙ୍କୁ କେମିତି କହିବେ ମନର କଥା…
ବର୍ତ୍ତମାନ ଭାଲେଣ୍ଟାଇନ୍ ଓ୍ବିକ୍ ବା ପ୍ରେମ ସପ୍ତାହ ଚାଲିଛି। ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଏହି ସପ୍ତାହକୁ ଯୁବପିଢ଼ି ବେଶ୍ ଉତ୍ସାହର ସହ ପାଳନ କରୁଛନ୍ତି। ରୋଜ୍ ଡେ’କୁ ପ୍ରେମର ପ୍ରଥମ ଦିନ କୁହାଯାଉଥିବା ବେଳେ ଦ୍ୱିତୀୟ ଦିନକୁ ପ୍ରପୋଜ୍...
ବିରୋଧ ପ୍ରଦର୍ଶନ ବେଳେ ହେଲା ପ୍ରେମ, ଏବେ କରିବେ ବିବାହ
ନୂଆଦିଲ୍ଲୀ,୭।୨: ଦିଲ୍ଲୀର ଶାହିନ ବାଗ ଅଞ୍ଚଳରେ ଚାଲିଥିବା ବିରୋଧ ପ୍ରଦର୍ଶନ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଶାନ୍ତି ପୂର୍ଣ୍ଣଭାବେ ଏଠାରେ ବିରୋଧ କରାଯାଉଛି। ଏହି ପ୍ରଦର୍ଶନରେ ବହୁ ସଂଖ୍ୟାରେ ମହିଳା, ଯୁବକ ଓ ଶିକ୍ଷାର୍ଥୀଙ୍କୁ ଦେଖିବାକୁ ମିଳିଛି। ତେବେ...
ରୋଜ ଡେ’: ଟୁଇଟରରେ ବ୍ୟାଚେଲର କହିଲେ ‘ଅଚ୍ଛେଦିନ ଆୟେଗା’
ନୂଆଦିଲ୍ଲୀ: ଫେବୃୟାରୀ ୧୪ରେ ପାଳନ କରାଯାଉଛି ଭାଲେଣ୍ଟାଇନ୍ ଡେ’। ଆଉ ଏବେଠାରୁ ଆରମ୍ଭ ହେଲାଣି ଏହାର ପୂର୍ବ ପ୍ରସ୍ତୁତି। ଫେବୃୟାରୀ ୭ରେ ପାଳନ କରାଯାଉଛି ରୋଜ୍ ଡେ’। ଏହାକୁ ନେଇ ପ୍ରେମୀ ଯୁଗଳଙ୍କ ମଧ୍ୟରେ ଅନେକ ଉତ୍ସାହ ଦେଖିବାକୁ ମିଳିଛି।...
କରୋନା ଭୟ: ଆପାର୍ଟମେଣ୍ଟରେ ୫୦ କିମି ଦୌଡ଼ିଲେ ଧାବକ, ବାଲ୍କୋନିରେ ମାରିଲେ ୬୨୫୦ ଚକ୍କର
ବେଜିଂ: ଚାଇନାରେ କରୋନା ଭାଇରସ୍ ଆତଙ୍କ ବଢ଼ିବାରେ ଲାଗିଛି। ଏହି କାରଣରୁ ଏଠାକାର ଲୋକଙ୍କୁ ଘରୁ ବାହାରକୁ ଯିବା ପାଇଁ ବାରଣ କରାଯାଇଛି। ଏହାର ପ୍ରଭାବ ଲୋକଙ୍କ ଦୈନନ୍ଦିନ ଜୀବନ ଉପରେ ପଡ଼ିଛି। ଫଳରେ ଝୋଜିୟାଙ୍ଗ୍ ହାଙ୍ଗ୍ଝୋଉର ଏକ ଆପାର୍ଟମେଣ୍ଟରେ...
ସ୍ତ୍ରୀଙ୍କୁ ଭରଣପୋଷଣ ଦେବାକୁ ପଡିବ ବୋଲି ୫ କୋଟି ଟଙ୍କାରେ ନିଆଁ ଲଗାଇଲେ ବ୍ୟବସାୟୀ
ବୈବାହିକ ଜୀବନରେ ଝଡ ଆସିଲେ ସ୍ତ୍ରୀସ୍ବାମୀ ପରସ୍ପର ଅଲଗା ହେବାକୁ ନିଷ୍ପତ୍ତି ନେଇଥାନ୍ତି। ପରେ କୋର୍ଟରେ ଛାଡପତ୍ର ମାମଲା ଚାଲେ। ଶେଷରେ ସ୍ତ୍ରୀଙ୍କୁ ଭରପୋଷଣ ପାଇଁ ଅର୍ଥ ଦେବାପରେ ମାମଲାଟି ଶାନ୍ତ ପଡେ। କାନାଡାରେ ଛାଡପତ୍ରର ଏକ ଅଜବ ମାମଲା...
ଦେଶର ପ୍ରଥମ ଜୁ ଇଣ୍ଟରପ୍ରିଟେଶନ ସେଣ୍ଟର: ଏଠାରେ ଶୁଣିବାକୁ ମିଳିବ ପଶୁପକ୍ଷୀଙ୍କ ସ୍ବର
ରାଜକୋଟ: ଗୁଜରାଟର ରାଜକୋଟରେ ପ୍ରଦ୍ୟୁମ୍ନ ପାର୍କ ପ୍ରାଣୀ ସଂଗ୍ରାହାଳୟରେ ଦେଶର ପ୍ରଥମ ଜୁ ଇଣ୍ଟରପ୍ରିଟେଶନ ସେଣ୍ଟର ନିର୍ମାଣ ସରିଛି। ଏଠାରେ ମନୁଷ୍ୟ, ପଶୁପକ୍ଷୀଙ୍କ ପ୍ରତିମା ନିର୍ମାଣ କରାଯାଇଛି। ଆହୁରି ମଧ୍ୟ ଏଠାରେ ଫଟୋ ସ୍କ୍ଲପ୍ଚର ପେଣ୍ଟିଂ ଜରିଆରେ ପ୍ରାଣୀ ଜଗତର...
ବ୍ରିଟେନରେ ସବୁଠୁ ଅଧିକ ପଢୁଛନ୍ତି ଭାରତୀୟ ଛାତ୍ର
ଲଣ୍ଡନ : ବ୍ରିଟେନକୁ ପାଠ ପଢ଼ିବା ପାଇଁ ଆସୁଥିବା ଛାତ୍ରଙ୍କ ମଧ୍ୟରେ ସବୁଠାରୁ ଅଧିକ ଭାରତୀୟ ରହିଛନ୍ତି। ବର୍ଷକୁ ଲକ୍ଷେରୁ ଅଧିକ ଛାତ୍ର ଏଠାକୁ ପଢ଼ିବାକୁ ଆସିଥାନ୍ତି। ଗତବର୍ଷ ଅପେକ୍ଷା ଚଳିତବର୍ଷ ଭାରତୀୟ ଛାତ୍ରଙ୍କ ସଂଖ୍ୟା ପ୍ରାୟ ୧୦୭ ପ୍ରତିଶତ...
Archives


