ଫୁରସତ

ବିଶ୍ୱର ସବୁଠୁ ବ୍ୟୟବହୁଳ ଘୋଡ଼ା ଦୌଡ଼ ପ୍ରତିଯୋଗିତା: ପ୍ରଥମ ମହିଳା ଭାବେ ଭାଗ ନେବେ ନିକୋଲା

ରିୟାଦ: ସାଉଦି ଆରବରେ ୨୯ ଫେବୃୟାରୀରେ ବିଶ୍ୱର ସବୁଠୁ ବ୍ୟୟବହୁଳ ଘୋଡ଼ା ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ମୋଟ ପୁରସ୍କାର ରାଶି ରହିଛି ୧୪୩ କୋଟି ଟଙ୍କା। ବିଜେତାଙ୍କୁ ୭୨ କୋଟି, ରନର୍ସଅପ୍‌ଙ୍କୁ ୨୫ କୋଟି ମିଳିବ। ଖାଲି ଏତିକି…

ବିମାନରେ ସ୍ଲିପିଂ ପ୍ୟାଡ୍‌: ଆରାମରେ ଶୋଇ ଯାତ୍ରା କରିପାରିବେ ଯାତ୍ରୀ

ଅକଲ୍ୟାଣ୍ଡ୍‌: ବିମାନ ଯାତ୍ରା ସମୟରେ ଯାତ୍ରୀମାନେ ଶୋଇବା ପାଇଁ ଏୟାର ନ୍ୟୁଜିଲାଣ୍ଡ ଇକୋନୋମି କ୍ଲାସରେ ସ୍ଲିପିଂ ପ୍ୟାଡ୍‌ ତିଆରି କରାଯାଇଛି। ଏହାର ନାମ ‘ସ୍କାଇନେଷ୍ଟ’ ଦିଆଯାଇଛି। ବୁଧବାର ବିମାନ କମ୍ପାନୀ ପେଣ୍ଟେଟ୍‌ ଏବଂ ଟ୍ରେଡ୍‌ମାର୍କ ପାଇଁ ଆବେଦନ କରାଯାଇଛି। ୩ ବର୍ଷ…

ଦେଶର ପ୍ରଥମ ରେଳ ରେଷ୍ଟୁରାଣ୍ଟ, ଏକାଥରକେ ବସି ଖାଇବେ…

କୋଲକାତା: ଭାରତୀୟ ରେଳ ବିଭାଗ ପକ୍ଷରୁ ପଶ୍ଚିମବଙ୍ଗର ଆସନସୋଲ ରେଳଷ୍ଟେଶନରେ ଦେଶର ପ୍ରଥମ ରେଳ ରେଷ୍ଟୁରାଣ୍ଟ ଆରମ୍ଭ କରାଯାଇଛି। ଏହାର ନାମ ‘ରେଷ୍ଟୁରାଣ୍ଟ ଅନ୍‌ ହ୍ବିଲ୍ସ’ରଖାଯାଇଛି। ପୂର୍ବତଟ ରେଳ ଅଧିକାରୀଙ୍କ କହିବା ଅନୁସାରେ, ଦୁଇଟି ପୁରୁଣା ମେମୁ କୋଚ୍‌କୁ ମିଶାଇ ଏହି…

୮ ବର୍ଷ ପରେ ବିବାହ ମେସେଜର ଉତ୍ତର ଦେଲେ ଯୁବକ: କହିଲେ ଫୋନ୍‌ ଅପଡେଟ୍‌ ହେଉଥିଲା

ଅଷ୍ଟ୍ରେଲିଆର ୩୬ ବର୍ଷୀୟା ମହିଳା ଜେନିଫର ସେଲି ଏବେ ସୋସିଆଲ ମିଡିଆରେ ଏକ ସ୍କ୍ରିନ୍‌ ସଟ୍‌ ଶେୟାର କରିଛନ୍ତି। ଯାହା ଭାଇରାଲ ହେବାରେ ଲାଗିଛି। ଏହି ସ୍କ୍ରିନ ସଟ୍‌ ସହ ମହିଳା ଜଣକ ବେଶ୍‌ ଖୁସିଥିବା ଦର୍ଶାଇଛନ୍ତି। ଜେନିଫର ତାଙ୍କ ପୂରୁଣା…

ନୁହେଁ ଆମେ ହିନ୍ଦୁ ଅବା ମୁସଲମାନ୍‌: ହିନ୍ଦୁସ୍ତାନୀ ଆମେ ଦେଶ ଆମ ହିନ୍ଦୁସ୍ତାନ

ଆମେଠି,୨୭।୨: ଦେଶରେ ହିନ୍ଦୁ-ମୁସଲମାନ୍‌ ନେଇ ହିଂସା ଘଟୁଥିବାବେଳେ ଉତ୍ତରପ୍ରଦେଶ ଆମେଠିର ପିଢ଼ି ଗାଁରେ ଭାଇଚାରାର ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଦୁଇ ବାଲ୍ୟ ବନ୍ଧୁ କୃଷ୍ଣଦତ୍ତ ତିଓ୍ବାରି ଏବଂ ବକରିଦି। ୮୨ ବର୍ଷ ବୟସ୍କ ବକରିଦି ସ୍ଥାନୀୟ ମଦ୍ରାସାରେ ଶିକ୍ଷାଦାନ କରନ୍ତି।…

୧ କିଲୋ ଜିଆ ଖତରୁ ୨ କୋଟିର ମାଲିକ

ମିରଟ,୨୭।୨: ଦୃଢ଼ ମନୋବଳ ଆଗରେ ସମସ୍ତ ବାଧାବିଘ୍ନ ହାର ମାନିଥାଏ। ଏହାର ଉଦାହରଣ ସୃଷ୍ଟି କରିଛନ୍ତି ଉତ୍ତରପ୍ରଦେଶର ମିରଟରେ ବାସ କରୁଥିବା ଅମିତ ତ୍ୟାଗୀ। ଏମ୍‌ବିଏ ପଢ଼ି ସେ ଚାକିରି କରିଥିଲେ। ତେବେ ଏହା ତାଙ୍କୁ ଆତ୍ମସନ୍ତୋଷ ଦେଇ ନ ଥିଲା।…

ଅକ୍ସିଜେନ୍‌ ସାହାଯ୍ୟରେ ପରୀକ୍ଷା ଦେଲେ ଛାତ୍ରୀ

ବରେଲି(ଉତ୍ତର ପ୍ରଦେଶ): ଦୃଢ଼ ଇଚ୍ଛାଶକ୍ତି ଥିଲେ କୌଣସି ପ୍ରତିବନ୍ଧକ ଲକ୍ଷଚ୍ୟୁତ କରିପାରେନି। ନିଜର ଆତ୍ମବିଶ୍ୱାସ ଆଗରେ ରୋଗ ମଧ୍ୟ ହାର୍‌ ମାନିଯାଏ। ଏହା ପ୍ରମାଣିତ କରିଛନ୍ତି, ବରେଲିର ଦଶମ ଶ୍ରେଣୀ ଛାତ୍ରୀ ସାଫିଆ ଜାଭେଦ୍‌।୧୬ ବର୍ଷୀୟା ସାଫିଆ ଦୀର୍ଘ ୫ ବର୍ଷ…

ସାମାଜିକ କାର୍ଯ୍ୟରେ ଲୋକଙ୍କ ଯୋଗଦାନକୁ ପ୍ରୋତ୍ସାହନ ଦେଉଛି ଏନ୍‌ଜିଓ

ବିଶ୍ୱ ଏନ୍‌ଜିଓ ଦିବସ ପ୍ରତିବର୍ଷ ୨୭ ଫେବୃୟାରୀରେ ପାଳନ କରାଯାଏ। ୨୦୧୦ରେ କାଉନ୍‌ସିଲ ଅଫ୍‌ ବାଲ୍‌ଟିକ ସି ଷ୍ଟେଟ୍ସ (ସିବିଏସ୍‌ଏସ୍‌)ର ୯ମ ବାଲ୍‌ଟିକ ସି ଏନ୍‌ଜିଓ ଫୋରମ୍‌ର ୧୨ ସଦସ୍ୟ ରାଷ୍ଟ୍ର ଦ୍ୱାରା ସରକାରୀ ସ୍ତରରେ ଏପ୍ରିଲ ୨୦୧୨ରେ ଏହି ଦିବସକୁ…

ଡେଜର୍ଟ ଗାର୍ଡେନ

ଆଡେନ: ବଦଳୁଛି ଗାର୍ଡେନିଂର ଟ୍ରେଣ୍ଡ। ରୁଫ୍‌ ଗାର୍ଡେନ, କିଚେନ ଗାର୍ଡେନ ପରେ ଏହି ଧାରାରେ ଯୋଡ଼ି ହୋଇଛି ‘ଡେଜର୍ଟ ଗାର୍ଡେନ’। ଏପରି ବଗିଚା ମରୁଭୂମିରେ ଫସଲ ଉତ୍ପାଦନକୁ ଆହୁରି ସହଜ କରିଦେବ। ‘ଡେଜର୍ଟ ଗାର୍ଡେନ’ ପରିକଳ୍ପନା ପଛରେ ରହିଛି ଶରଣାର୍ଥୀ ଶିବିରରେ…

ଯଜ୍ଞରେ ଆହୁତି ଦେଲେ ମୁସଲମାନ୍‌ ମହିଳା ସରପଞ୍ଚ

ଭୋପାଳ, ୨୭।୨: ଦେଶରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ହିଂସା ଜାରି ଥିବାବେଳେ ମଧ୍ୟପ୍ରଦେଶର ଜଣେ ମହିଳା ସରପଞ୍ଚ ମନ୍ଦିରରେ ଆୟୋଜିତ ଏକ ଯଜ୍ଞରେ ଆହୁତି ଦେଇ ସାମ୍ପ୍ରଦାୟିକ ସଦ୍‌ଭାବର ଊଦାହରଣ ସୃଷ୍ଟି କରିଛନ୍ତି। ସ୍ଥାନୀୟ ସରଗାପୁରର ଟିକମଗଡ଼ ଅଞ୍ଚଳର ପାଲି…

୬୧ ବର୍ଷ ବୟସରେ ଯୁବ ମଡେଲଙ୍କୁ ପଛରେ ପକାଇଛନ୍ତି ଏହି ଭାରତୀୟ

ମଡେଲିଂ କରିବାର ଏକ ବୟସ ଥାଏ ବୋଲି କୁହାଯାଏ ବିଶେଷ କରି ଯୁବକ ଯୁବତୀମାନେ ଏହି କ୍ଷେତ୍ରରେ ଆଗକୁ ଆସୁଥିବା ବେଳେ ଏମିତି ମଡେଲଙ୍କୁ ପ୍ରାୟ ସମସ୍ତେ ପସନ୍ଦ କରିଥାଆନ୍ତି। ହେଲେ ଦିନେଶ ମୋହନ ଏହାର ଏକ ବ୍ୟତିକ୍ରମ। ଏହି ସିନିୟର…

ପାକିସ୍ତାନରେ ଥିବା ହିଙ୍ଗଲାଜ ମନ୍ଦିରରେ ପୂଜା କରନ୍ତି ମୁସଲମାନ୍‌ ଶ୍ରଦ୍ଧାଳୁ

ବଲୁଚିସ୍ତାନ,୨୭।୨: ପୃଥିବୀର ବିଭିନ୍ନ ସ୍ଥାନରେ ସମ୍ପ୍ରଦାୟ ସମ୍ପ୍ରଦାୟ ମଧ୍ୟରେ ହିଂସା ଜାରି ରହିଥିବାବେଳେ ପାକିସ୍ତାନରେ ଥିବା ମାତା ହିଙ୍ଗଲାଜଙ୍କ ମନ୍ଦିର ଏକ ନିଆରା ଉଦାହରଣ ସୃଷ୍ଟି କରିବାକୁ ସକ୍ଷମ ହୋଇଛି। ଏଠାରେ ମାତାଙ୍କ ମନ୍ଦିରରେ ମୁସଲମାନ୍‌ ଶ୍ରଦ୍ଧାଳୁ ପୂଜା କରିବାକୁ ଆସିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?