ଜାପାନ ତିଆରି କଲା ଏଆଇ ସୁଟକେସ
ଟୋକିଓ,୨୩।୨: ଜାପାନର କିଛି ଗବେଷକ ଏକ ଆର୍ଟିଫିସିଆଲ୍ ଇଣ୍ଟେଲଜେନ୍ସ(ଏଆଇ) ସୁଟକେସ ତିଆରି କରିଛନ୍ତି। ଏହା ଦେଖିପାରୁ ନ ଥିବା ବୟସ୍କ ବ୍ୟକ୍ତିଙ୍କୁ ସହାୟତା ଯୋଗାଇ ଦେବ ବୋଲି କୁହାଯାଉଛି। ବୟସ ବଢ଼ିଲେ କେତେକଙ୍କଠାରେ ମୋତିଆବିନ୍ଦୁ ହୋଇଥାଏ। ଏଭଳି ବ୍ୟକ୍ତିଙ୍କୁ ଏହି ସୁଟକେସ…
ଡ୍ରିମ୍ ଓ୍ବେଡିଂ
ନିଜ ବିବାହକୁ ନେଇ ପ୍ରତ୍ୟେକ ବ୍ୟକ୍ତିଙ୍କର କିଛି ନା କିଛି ସ୍ବପ୍ନ ଥାଏ। ବିବାହକୁ ସ୍ମରଣୀୟ କରିବା ଲାଗି ଲୋକେ ଅନେକ ନୂତନ ତଥା ନିଆରା ପନ୍ଥା ଆପଣେଇଥାନ୍ତି। ଏଥିଲାଗି କିଏ ଡେଷ୍ଟିନେଶନ ଓ୍ବେଡିଂର ଯୋଜନା କରିଥାନ୍ତି ତ କେହି ମୁକ୍ତ…
ଡିପ୍ରେଶନ୍ ଦୂର କରେ ଅଙ୍ଗୁର
କାମର ଚାପ ହେଉକି ପାରିବାରିକ ସମସ୍ୟା ଆଜିକାଲି ଅନେକେ ଡିପ୍ରେଶନ୍ ବା ଅବସାଦର ଶିକାର ହେଉଛନ୍ତି। ଏଥିରୁ ମୁକୁଳିବା ପାଇଁ କିଏ କେତେ ଉପାୟ ଆପଣାଉଛନ୍ତି। ତେବେ ଜାଣି ଖୁସି ହେବେ ଛୋଟିଆ ଫଳ ଅଙ୍ଗୁର ଆପଣଙ୍କୁ ଏହି ସମସ୍ୟାରୁ ମୁକ୍ତ…
ଅସରପା ଡ୍ରୋନ୍ ଶତ୍ରୁଙ୍କ ତଥ୍ୟ ସହଜରେ କରିବ ସଂଗ୍ରହ
କାନପୁର,୨୩।୨: ଉତ୍ତରପ୍ରଦେଶ କାନପୁର ଆଇଆଇଟି ଏବଂ ଭାରତ ଇଲୋଟ୍ରୋନିକ୍ସ୍ ଲିମିଟେଡ୍ର ମିଳିତ ସହଯୋଗରେ ଅସରପା ଭଳି ଦେଖାଯାଉଥିବା କ୍ଷୁଦ୍ର ଡ୍ରୋନ୍ ପ୍ରସ୍ତୁତ କରାଯାଇଛି। ଏହା ସହଜରେ ଶତ୍ରୁ ଶିବିରରେ ପହଞ୍ଚି ଆବଶ୍ୟକ ତଥ୍ୟ ସଂଗ୍ରହ କରିବାକୁ ସକ୍ଷମ ହେବ ବୋଲି କୁହାଯାଉଛି।…
କୁକୁର କଲା ରେକର୍ଡ
ଗୋଲ୍ଡେନ୍ ରିଟ୍ରିଭର୍ ପ୍ରଜାତିର ଏହି କୁକୁରର ଫଟୋ ଦେଖି ଭାବୁଥିବେ ଏହି ସୁନ୍ଦର କୁକୁରଟି ଲୋଭରେ ମେଞ୍ଚେ ଖାଦ୍ୟ ପାଟିରେ ପୂରାଇଛି। ହେଲେ ନା। କୁକୁରଟି ପାଟିରେ ୫ଟି ଟେନିସ୍ ବଲ୍ ପୂରାଇଛି। ସେ ପୁଣି ରେକର୍ଡ ପାଇଁ, ଯାହାକି ଆଗରୁ…
ଗିନିଜ୍ ବିଲେଇ ନିଖୋଜ
ବିଲେଇ ନିଖୋଜ ହେବା କିଛି ବଡ଼ କଥା ନୁହେଁ। ହୁଏତ କେଉଁଆଡ଼େ ଚାଲିଯାଇ ଥାଇପାରେ। ନ ହେଲେ ମରିଯାଇ ଥାଇପାରେ। ମାତ୍ର ଏ ବିଲେଇ ସାଧାରଣ ବିଲେଇ ନୁହେଁ। ଗିନିଜ୍ ଓ୍ବର୍ଲଡ ରେକର୍ଡ କରିଥିବା ବିଲେଇ। ଗୋଟିଏ ନୁହେଁ; ଦୁଇଟି ବିଲେଇ…
ଗୋଡ଼, ହାତରେ ୩୧ ଅଙ୍ଗୁଳି ଥିବା ମହିଳା
କୁମାରୀ ନାୟକ। ବୟସ ୬୩ରୁ ଊର୍ଦ୍ଧ୍ୱ। ଘର ଓଡିଶାର ଗଞ୍ଜାମ ଜିଲାରେ। ତେବେ ସେ ନିଜ ଜୀବନର ଅଧିକାଂଶ ସମୟ ଘରେ ଆବଦ୍ଧ ରହି ବିତାଇଛନ୍ତି। କାରଣ ଏ ସମାଜ ତାଙ୍କୁ ଆଖ୍ୟା ଦେଇଛି ଡାହାଣୀ ବୋଲି। ତାଙ୍କର ପାଦରେ ୧୯ଟି…
ଜଳବାୟୁ ପରିବର୍ତ୍ତନ ପ୍ରଭାବ: ୨୧୦୦ ବେଳକୁ ନ ଥିବ ପ୍ରବାଳ ପ୍ରାଚୀର
କାନବେରା,୨୩।୨: ଜଳବାୟୁ ପରିବର୍ତ୍ତନର ପ୍ରଭାବ ପୃଥିବୀର ଜୈବ ବିବିଧତା ଉପରେ ପଡ଼ିବାରେ ଲାଗିଛି। ଏହାଯୋଗୁ ଆସନ୍ତା ୨୧୦୦ ବେଳକୁ ସମୁଦ୍ରରେ ଥିବା ପ୍ରବାଳ ପ୍ରାଚୀର ସମ୍ପୂର୍ଣ୍ଣ ଲୋପ ପାଇଯିବ। ଏନେଇ ହାବାର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ…
ଡେକୋରେଟେଡ୍ ଟୟଲେଟ୍ ସିଟ୍ ସଂଗ୍ରହାଳୟ
ଅନେକ ଅଜବ ସଂଗ୍ରହାଳୟ ସମ୍ପର୍କରେ ଆମେ ଆଗରୁ କହିଛୁ। ତେବେ ଏଠି ଯେଉଁ ସଂଗ୍ରହାଳୟ କଥା କୁହାଯାଉଛି, ସେ ବି ବହୁତ ଖାସ୍। କାରଣ ଏ ହେଉଛି ସୁସଜ୍ଜିତ ଟୟଲେଟ୍ ସିଟ୍ର ସଂଗ୍ରହାଳୟ। ବାର୍ନି ସ୍ମିଥ୍ ନାମକ ଜଣେ ବ୍ୟକ୍ତି ଏହି…
ଉଲ୍ରେ ତିଆରି ପ୍ରକୃତିର ଛବି
ଏମ୍ବ୍ରୋଡରି ଏକ ବହୁ ପୁରାତନ କଳା। ଏଥିରେ କାରିଗର ଭିନ୍ନ ଭିନ୍ନ କଳାକୃତି ତିଆରି କରନ୍ତି। ନିକଟରେ ଜଣେ ମହିଳା ପ୍ରକୃତିର ବିଭିନ୍ନ ଦୃଶ୍ୟକୁ ଏମ୍ବ୍ରୋଡରିରେ ତିଆରି କରିଛନ୍ତି। ଆଉ ତାହା ଏତେ ନିଖୁଣ ଓ ଅବିକଳ ହୋଇଛି ଯେ, ସମ୍ପୂର୍ଣ୍ଣ…
ଚିନ୍ମୟ ଚିନ୍ତନ: ନିଜର ମାଲିକ ବାଛିଲେଣି କି
ଆପଣଙ୍କ କ୍ଷେତରେ ବୁଲାଗାଈଟିଏ ପଶିଗଲା। ଫସଲରୁ ଯାହା ଖାଇଲା ଖାଇଲା, ଦଳି ମନ୍ଥି ଗୁଡାଏ ନଷ୍ଟକଲା। ଖବର ପାଇ ଠେଙ୍ଗାଟିଏ ନେଇ ଆପଣ ଦୌଡିଲେ। ହାତ ପାହାନ୍ତାରେ ପଡିଗଲା ଗାଈଟି। ଆପଣ କ’ଣ କରିବେ? ଗାଈକୁ ରାଗରେ ପିଟିବେ ନା ଛାଡିଦେବେ?…
ଶଙ୍ଖର ମହତ୍ତ୍ୱ
ହିନ୍ଦୁ ଧର୍ମରେ ଶଙ୍ଖର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ସେଥିପାଇଁ ପ୍ରାୟ ସମସ୍ତଙ୍କ ଘରେ ଶଙ୍ଖ ଥିବା ଦେଖିବାକୁ ମିଳିଥାଏ। ତେବେ ଘରେ ଶଙ୍ଖ ରଖିଲେ କିମ୍ବା ଶଙ୍ଖ ବଜାଇଲେ କ’ଣ ଶୁଭ ଫଳ ମିଳିଥାଏ, ଆସନ୍ତୁ ଜାଣିବା ସେ ବିଷୟରେ……

