ଫୁରସତ

ଅବସର ଗ୍ରହଣ ପରେ ଉପହାରରେ ମିଳିଲା କାର୍‌-ବୁଲେଟ- ହୁକ୍କା

ସୋନିପତ୍‌,୪।୨: ଅବସର ଗ୍ରହଣ କରିବା ସମୟରେ କର୍ମଚାରୀଙ୍କ ସମ୍ମାନରେ କେତେକ କାର୍ଯ୍ୟାଳୟରେ ସହକର୍ମୀମାନଙ୍କ ଦ୍ୱାରା ଏକ ସଭାର ଆୟୋଜନ କରାଯାଇଥାଏ। ଏହି ସଭାରେ ଅବସର ନେଉଥିବା କର୍ମଚାରୀଙ୍କୁ କିଛି ଉପହାର ପ୍ରଦାନ କରାଯାଇଥାଏ। ତେବେ ହରିୟାଣା ସୋନିପତ୍‌ରେ ଅବସର ଗ୍ରହଣ...

ମୁଁ ଅଛି ଓ ମୁଁ ବଞ୍ଚିବି

କ୍ୟାନ୍‌ସର ବା କର୍କଟ ସମ୍ପର୍କରେ ସଚେତନତା ସୃଷ୍ଟିକରିବା ତଥା ଏହାର ନିରାକରଣ, ନିରୂପଣ ଓ ଚିକିତ୍ସା ପଦ୍ଧତିରେ ଉନ୍ନତି ଆଣିବା ପାଇଁ ପ୍ରତିବର୍ଷ ୪ ଫେବୃୟାରୀରେ ଜାତିସଂଘ ଦ୍ୱାରା ପାଳନ କରାଯାଉଛି ବିଶ୍ୱ କର୍କଟ/କ୍ୟାନ୍‌ସର ଦିବସ। ବ୍ୟକ୍ତିଗତ, ସରକାରୀ ତଥା...

ଏମିତି ଏକ ମନ୍ଦିର, ଯେଉଁଠି ଗୋବରରେ ପୂଜା ପାଆନ୍ତି ଗଣେଶ

ମଧ୍ୟପ୍ରଦେଶର ମହେଶ୍ୱରଠାରେ ଥିବା ଏକ ମନ୍ଦିରରେ ଗୋବରରେ ନିର୍ମିତ ଗଣେଶ ପୂଜା ପାଇଥା’ନ୍ତି। ଭାରତରେ ଯେତେ ବି ମନ୍ଦିର ଅଛି ସବୁ ମନ୍ଦିରର କିଛି ନା କିଛି ଇତିହାସ ରହିଛି। ତେବେ ଆପଣ ଏହା ବିଶ୍ୱାସ କରିବେନି କି, ଏହି...

କରୋନାଭାଇରସ୍‌ ଭୟ ସତ୍ତ୍ୱେ ଚାଇନା ଯୁବତୀଙ୍କୁ ବିବାହ କଲେ ଭାରତୀୟ ଯୁବକ

ଭୋପାଳ,୩।୨: କଥାରେ ଅଛି ପ୍ରେମ କି ଜାଣେ ବାଧା ବନ୍ଧନ। ଏହି ଉକ୍ତିଟିର ସଫଳ ରୂପାୟନ ଦେଖିବାକୁ ମିଳିଛି ମଧ୍ୟପ୍ରଦେଶରେ। ମଧ୍ୟପ୍ରଦେଶ ମନ୍ଦସୌର ଜିଲାରେ ରହୁଥିବା ଜଣେ ଯୁବକ ଧର୍ମ ଓ ଦେଶର ସୀମାକୁ ଭାଙ୍ଗି ଚାଇନା ଯୁବତୀଙ୍କୁ ବିବାହ...

ଅଜବ ସିରିଏଲ କିଲର୍‌: ଯିଏ ମଣିଷ ନୁହେଁ, ବିଲେଇକୁ କରନ୍ତି ଟାର୍ଗେଟ

ମଣିଷକୁ ମାରୁଥିବା ସିରିଏଲ କିଲର ବିଷୟରେ ତ ଆପଣ ଶୁଣିଥିବେ, କିନ୍ତୁ ବ୍ରିଟେନରେ ଜଣେ ସିରିଏଲ କିଲର୍‌ ଯିଏ ମଣିଷ ନୁହେଁ, ବିଲେଇକୁ ନିଜର ଟାର୍ଗେଟ କରନ୍ତି। ୨୦୧୪ରେ ଦକ୍ଷିଣ ଲଣ୍ଡନର କ୍ରାଏଡନ୍‌ ସହରରେ ବିଲେଇ ହତ୍ୟା ଖବର ପ୍ରଥମେ...

ପ୍ରଜନନ ଋତୁରେ ଗ୍ରେ ସିଲ୍‌ ଲାଞ୍ଜ ଦ୍ୱାରା ନିଜ ନିଜ ମଧ୍ୟରେ ଯୋଗାଯୋଗ କରନ୍ତି

ଓ୍ବାଶିଂଟନ,୩।୨: ପ୍ରଜନନ ଋତୁରେ ଗ୍ରେ ସିଲ୍‌ ଲାଞ୍ଜ ଦ୍ୱାରା ନିଜ ନିଜ ମଧ୍ୟରେ ଯୋଗାଯୋଗ କରିଥାନ୍ତି। ଆମେରିକା ମୋନାଶ୍‌ ବିଶ୍ୱବିଦ୍ୟାଳୟର ସ୍କୁଲ ଅଫ୍‌ ବାୟୋଲୋଜିକାଲ ସାଇନ୍ସ୍‌ ଗବେଷକଙ୍କ ଦ୍ୱାରା ନିକଟରେ ହୋଇଥିବା ଏକ ଗବେଷଣାରୁ ଏହା ଜଣାପଡ଼ିଛି। ଗ୍ରେ ସିଲ୍‌...

ଛାଡ଼ପତ୍ର ପରେ ସ୍ତ୍ରୀଙ୍କୁ ଭରଣପୋଷଣ ଲାଗି ସ୍ବାମୀ ଦେଲେ…

ଆର୍ଜେଣ୍ଟିନାର ସ୍ଥାନୀୟ କୋର୍ଟ ଜଣେ ବ୍ୟକ୍ତିଙ୍କୁ ତାଙ୍କ ଡିଗ୍ରୀଧାରୀ ସ୍ତ୍ରୀଙ୍କୁ ୨୮ ବର୍ଷ ପର୍ଯ୍ୟନ୍ତ ଘର କାମ କରିବା ନିମନ୍ତେ ୧ କୋଟି ୨୦ ଲକ୍ଷ ଭରଣପୋଷଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଛାଡ଼ପତ୍ର ମାମଲାରେ କୋର୍ଟ ଏହି ରାୟ ପ୍ରକାଶ...

ଜୀବନସାଥୀ ଖୋଜିବା ପାଇଁ ୩୩ ହଜାର ଟଙ୍କା ଖର୍ଚ୍ଚରେ ହୋର୍ଡିଂ ଲଗାଇଲେ ଯୁବକ

ଜୀବନରେ ଉପଯୁକ୍ତ ସାଥୀଟିଏ ପାଇଁ ସମସ୍ତେ ଚେଷ୍ଟିତ ଥାନ୍ତି। ଆଜିକାଲି ସାଥୀ ଖୋଜିବା ପାଇଁ ବିଭିନ୍ନ ପ୍ରକାର ମ୍ୟାଟ୍ରିମୋନିଆଲ୍‌ ସାଇଟ୍‌ ମଧ୍ୟ ଉପଲବ୍ଧ ହେଲାଣି। କିନ୍ତୁ ଇଂଲଣ୍ଡ ଜଣେ ଯୁବକ ସାଥୀଟିଏ ପାଇବା ପାଇଁ ଏକ ଅଭିନବ ଉପାୟ ଆପଣାଇଛନ୍ତି।...

ମେୟର ପଦବୀ: ନିର୍ବାଚନ ଲଢୁଛନ୍ତି ୨ କୁକୁର ଏବଂ ଛେଳି

ଓ୍ବର୍ମାଣ୍ଟୋ, ୩।୨: ମଣିଷ ନିର୍ବାଚନ ଲଢ଼ିଥାନ୍ତି। ତେବେ କୌଣସି ପ୍ରାଣୀ ନିର୍ବାଚନ ଲଢ଼ିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଆମେରିକାର ଉତ୍ତର ପୂର୍ବରେ ଥିବା ଓ୍ବର୍ମାଣ୍ଟୋ ସହରରେ ମେୟର ପଦବୀ ପାଇଁ ୩ ପ୍ରାଣୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା...

ଗାଁରେ ବିନା ପାଠପଢ଼ାରେ ଫୁଟବଲ ଖେଳି ଯୁବବର୍ଗ ପାଉଛନ୍ତି ଚାକିରି: ଘରେଘରେ ପୂଜା ପାଉଛି ଫୁଟବଲ

ଜୟପୁର,୩।୨: ରାଜସ୍ଥାନ ଉଦୟପୁରରେ ରହିଛି ଏକ ଗାଁ। ଏଠାରେ ଯୁବବର୍ଗ ବିନା ପାଠପଢ଼ାରେ ଫୁଟବଲ ଖେଳି ଚାକିରି ପାଉଛନ୍ତି। ଗାଁରେ ୨୦୦ ପରିବାର ବାସ କରୁଛନ୍ତି। ଏହି ଗାଁଟି ହେଉଛି ଜାବର ମାଇନ୍ସ। ଲୋକେ ଏହାକୁ ଫୁଟବଲ ଭିଲେଜ୍‌ କହିଥାନ୍ତି।...

୧୦ ଦିନରେ ନିର୍ମାଣ ହେଲା ୧୦୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ

ବେଜିଂ,୩।୨: କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଇତିମଧ୍ୟରେ ଚାଇନାରେ ୩୬୧ ଜଣଙ୍କ ମୃତ୍ୟୁ ଘଟିଛି। ସର୍ବାଧିକ ମୃତ୍ୟୁ ଘଟଣା କେନ୍ଦ୍ରୀୟ ଚାଇନାର ହୁବେଇ ପ୍ରଦେଶରେ ଘଟିଛି। ସେହିପରି ୧୬ ହଜାର ୬ଶହରୁ ଅଧିକ ଲୋକ ଏହାଦ୍ୱାରା ସଂକ୍ରମିତ ହୋଇଛନ୍ତି। ଏହାକୁ...

ବାଟ ଭୁଲି ଜଙ୍ଗଲରେ ହଜିଗଲେ ମା’ଙ୍କ ସହ ୩ ସନ୍ତାନ, ୩୪ଦିନ ଫଳମୂଳ ଖାଇ ଜୀବନ ବଞ୍ଚାଇଲେ

ବୋଗୋଟା: କଲମ୍ବିଆର ଜଙ୍ଗଲରେ ଏକ ପରିବାର ଛୁଟି କଟାଇବାକୁ ଯାଇଥିବା ବେଳେ ମା’ ଏବଂ ୩ ସନ୍ତାନ ବାଟ ଭୁଲି ରହିଯାଇଥିଲେ। ଏମାନଙ୍କୁ ୩୪ ଦିନ ପରେ କଲମ୍ବିଆର ନାଭି ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ନୌସେନା କମାଣ୍ଡର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri