ଆଇସ୍ ଏଜ୍ ସମୟର ୪୬ ହଜାର ବର୍ଷ ତଳର ପକ୍ଷୀ ଅବଶେଷର ମିଳିଲା ସନ୍ଧାନ
ସାଇବେରିଆ,୨୨।୨: ସମ୍ପ୍ରତି ସାଇବେରିଆରୁ ଆଇସ୍ ଏଜ୍ ସମୟର ପକ୍ଷୀ ଅବଶେଷର ସନ୍ଧାନ ମିଳିଛି। ଏହା ୪୬ ହଜାର ବର୍ଷ ତଳର ବୋଲି ଗବେଷକ କହିଛନ୍ତି। ଏହା ଏକ ହୋର୍ଣ୍ଡ ଲାର୍କ ପକ୍ଷୀର ଅବଶେଷ ବୋଲି କୁହାଯାଉଛି। ଏନେଇ କମ୍ୟୁନିକେଶନ ବାୟୋଲୋଜି ପତ୍ରିକାରେ…
ରହସ୍ୟମୟ ପଥର ହାଣ୍ଡି
ଭେଣ୍ଟିଆନେ,୨୨।୨: ପୃଥିବୀରେ ଏଭଳି ବହୁ ରହସ୍ୟ ରହିଛି ଯାହାର ସତ୍ୟ ଉନ୍ମୋଚନ କରିବାକୁ ବୈଜ୍ଞାନିକ ମଧ୍ୟ ଅସମର୍ଥ ରହିଛନ୍ତି। ଏଭଳି ଏକ ରହସ୍ୟ ଲାଓସ୍ରେ ରହିଛି। ଏଠାରେ ‘ପ୍ଲେନ୍ ଅଫ୍ ଜାର୍’ ବା ଜାର୍ ସମତଳ ଭୂମିରେ ହଜାର ହଜାର ପଥର…
ବିଶ୍ୱ ସ୍କାଉଟ ଦିବସ: ଚିନ୍ତା ଓ ପ୍ରତିଜ୍ଞାର ସମୟ
ବିଶ୍ୱବ୍ୟାପୀ ଫେବୃୟାରୀ ୨୨କୁ ସ୍କାଉଟ ଦିବସ ଭାବେ ପାଳନ କରାଯାଇଥାଏ। କୋଟି କୋଟି ସ୍କାଉଟ ଏହି ଦିନଟିକୁ ବିଭିନ୍ନ ସ୍ଥାନରେ ପାଳନ କରିଥାନ୍ତି। ଏହି ଦିନ ବ୍ରିଟେନର ଲ୍ୟୁଟନାଣ୍ଟ ଜେନେରାଲ ବଡେନ୍ ପାଓ୍ବେଲ ଜନ୍ମଗ୍ରହଣ କରିଥିଲେ। ଜଣେ ସେନା ଅଧିକାରୀ, ଲେଖକ…
ଗ୍ରେଟାଙ୍କ ନାମରେ ନୂଆ ପ୍ରଜାତି ଗେଣ୍ଡାର ହେଲା ନାମକରଣ
ବନ୍ଦର ସେରି ବେଗାଓ୍ବନ,୨୨।୨: ବ୍ରୁନେଇରେ ଗବେଷକ ଗେଣ୍ଡାର ଏକ ନୂଆ ପ୍ରଜାତି ସମ୍ପର୍କରେ ସନ୍ଧାନ ପାଇଛନ୍ତି। ଏହି ଗେଣ୍ଡା ପ୍ରଜାତିର ନାମକରଣ ପରିବେଶବିତ୍ ଗ୍ରେଟା ଥନବର୍ଗଙ୍କ ନାମ ଅନୁସାରେ କରାଯାଇଛି। ଗବେଷକ ଏହି ପ୍ରଜାତିକୁ କାସ୍ପେଡୋଟ୍ରୋପିସ୍ ଗ୍ରେଟା ଥନବର୍ଗ ଭାବେ ନାମିତ…
ମହିଳାଙ୍କ ପାଇଁ ଆରମ୍ଭ ହେଲା ଓ୍ବାଶ୍ରୁମ୍ ଅନ୍ ହ୍ବିଲ୍ ଅଭିଯାନ
ପୁଣେ,୨୨।୨: ମହାରାଷ୍ଟ୍ରରେ ପ୍ରଥମ କରି ମହିଳାଙ୍କ ସୁବିଧା ପାଇଁ ଓ୍ବାଶ୍ରୁମ୍ ଅନ୍ ହ୍ବିଲ୍ ଅଭିଯାନ ଆରମ୍ଭ ହୋଇଛି। ସ୍ଥାନୀୟ ପୁଣେ ପ୍ରଶାସନ ପକ୍ଷରୁ ୧୨ଟି ବସ୍କୁ ଶୌଚାଳୟରେ ପରିବର୍ତ୍ତନ କରିଛନ୍ତି। ୫ ଟଙ୍କା ଶୁଳ୍କ ଦେଇ ମହିଳା ଏଠାରେ ଶୌଚ ହେବା…
୧୮ ଶତାବ୍ଦୀର ସୁନା ମୁକୁଟ ଫେରି ପାଇଲା ଇଥୋପିଆ
ଆମଷ୍ଟରଡାମ୍,୨୨।୨: ନେଦରଲାଣ୍ଡ ସରକାର ଇଥୋପିଆକୁ ୧୮ ଶତାବ୍ଦୀର ଏକ ସେରିମୋନିଆଲ୍ କ୍ରାଉନ୍ ଫେରାଇଛନ୍ତି। ସୁନାରେ ତିଆରି ଏହି ମୁକୁଟ ୨୧ ବର୍ଷ ତଳେ ୧୯୯୯ରେ ଏକ ଚର୍ଚ୍ଚରୁ ଚୋରି ହୋଇଯାଇଥିଲା। ଏହାକୁ ଧାର୍ମିକ ଉତ୍ସବରେ ପାଦ୍ରୀଙ୍କ ଦ୍ୱାରା ବ୍ୟବହୃତ କରାଯାଇଥାଏ। ଇଥୋପିଆର…
ଆଣ୍ଟି କରୋନା ଟେଣ୍ଟ୍ ତିଆରି କଲେ ମହିଳା
ଉହାନ, ୨୨।୨: ଚାଇନାରେ କରୋନା ଆତଙ୍କ ସୃଷ୍ଟି କରିଛି। ଲୋକଙ୍କୁ ଘରୁ ବାହାରକୁ ନ ବାହାରିକୁ ସରକାର କଟକଣା ଜାରି କରିଛନ୍ତି। ଫଳରେ ପିଲାମାନଙ୍କ ସ୍କୁଲ ଯିବା ମଧ୍ୟ ବନ୍ଦ ହୋଇଯାଇଛି। ଏପରିସ୍ଥଳେ ହୁବେଇ ପ୍ରଦେଶର ଜଣେ ମହିଳା ତାଙ୍କ ୭ବର୍ଷ…
କାହିଁକି କ୍ଷୀରରେ କରାଯାଏ ଭଗବାନ ଶିବଙ୍କ ଅଭିଷେକ
ଆଜି ପବିତ୍ର ମହାଶିବରାତ୍ରି। ଏହିଦିନ ଭଗବାନ ଶିବ ଓ ମା’ ପାର୍ବତୀଙ୍କ ବିବାହ ହୋଇଥିଲା। ଶିବଙ୍କୁ ଆରାଧନା କଲେ ସମସ୍ତ ମନସ୍କାମନା ପୂର୍ଣ୍ଣ ହେବାର ବିଶ୍ୱାସ ରହିଛି। ଦିନଟି ଅତ୍ୟନ୍ତ ଶୁଭ ହୋଇଥିବାରୁ ଉପବାସ କରି ଶିବଙ୍କ ଉଦ୍ଦେଶ୍ୟରେ ଜାଗର ଜାଳିବାର…
୩୦ଥର ଦଣ୍ଡ ବୈଠକ କଲେ ମାଗଣାରେ ମିଳିବ ପ୍ଲାଟଫର୍ମ ଟିକେଟ
ନୂଆଦିଲ୍ଲୀ,୨୧।୨: ୧୦ଟଙ୍କାର ପ୍ଲାଟଫର୍ମ ଟିକେଟକୁ ମାଗଣାରେ ନେବାକୁ ଚାହୁଁଛନ୍ତି। ଯଦି ହଁ ତେବେ ଆପଣଙ୍କୁ ଏଥିପାଇଁ କିଛି ସର୍ତ୍ତ ପୁରା କରିବାକୁ ପଡ଼ିବ। ଆଉ ଏହି ସର୍ତ୍ତ ମଧ୍ୟ ଶରୀର ପାଇଁ ଲାଭଦାୟକ। କଥାଟି ଟିକେ ଅଡ଼ୁଆ ଲାଗୁଛି ହେଲେ ସତ।…
ଦେଶର ପ୍ରଥମ ବରଫ କାଫେ
ମନାଲି: ଲେହ-ମନାଲି ଜାତୀୟ ରାଜପଥରେ ୧୪ ହଜାର ଫୁଟର ବରଫ କାଫେ ତିଆରି କରାଯାଇଛି। ଏହା ଦେଶର ପ୍ରଥମ ବରଫ କାଫେ। ଏଠାରେ ମସଲା ଚା’, ବଟର ଟି ଏବଂ ମସଲା ମ୍ୟାଗି ଉପଲବ୍ଧ ହେବ। ଏହାକୁ ସ୍ଥାନୀୟ ୪ ଯୁବକ…
‘ଓମ୍ ଜୟ ଜଗଦୀଶ ହରେ’ର ଲେଖକ ଏହି କାରଣ ଲାଗି ଗାଁରୁ ହୋଇଥିଲେ ବିତାଡ଼ିତ
ଯେକୌଣସି କାର୍ଯ୍ୟକ୍ରମ ହେଉ କି ଧାର୍ମିକ ଅନୁଷ୍ଠାନ। ପ୍ରାରମ୍ଭରେ ‘ଓମ୍ ଜୟ ଜଗଦୀଶ ହରେ’ ଆରତି ଅବଶ୍ୟ ଗାନ କରାଯାଇଥାଏ। ପ୍ରତ୍ୟେକ ପୂଜାରେ ଏହି ମନ୍ତ୍ରର ଗୁରୁତ୍ୱ ରହିଛି। ଭଗବାନ ବିଷ୍ଣୁଙ୍କୁ ଆରାଧନା ସମୟରେ ଏହି ମନ୍ତ୍ର ଉଚ୍ଚାରଣ କରାଯାଇଥାଏ। କିନ୍ତୁ…
ଦିବ୍ୟାଙ୍ଗ ଧୋଇ ଖାଇଲେ ରୁଟି, ଲୋକେ ଦେଖି ହେଲେ ଭାବୁକ
ସାଧାରଣତଃ ଲୋକେ ବଳକା ଖାଦ୍ୟକୁ ଡଷ୍ଟବିନ୍ରେ ଫୋପାଡି ଦେଇଥାନ୍ତି। କିନ୍ତୁ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓ ଦେଖିବା ପରେ ଆପଣ ଖାଦ୍ୟ ଫୋପାଡିବା ପୂର୍ବରୁ ଥରୁଟିଏ ଚିନ୍ତା କରିବେ ନିଶ୍ଚୟ। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭାବବିହ୍ବଳ…

