ସବୁଠାରୁ ଧନୀ ଗାଁ: ଏଠି ସବୁ କୃଷକ ଲକ୍ଷପତି
ନୂଆଦିଲ୍ଲୀ,୨।୨: ହିମାଚଳ ପ୍ରଦେଶର ରାଜଧାନୀ ଶିମଲାଠାରୁ ପାଖାପାଖି ୯୨ କିଲୋମିଟର ଦୂରରେ ଅବସ୍ଥିତ ମଡାବଗ ଗାଁ। ଏହା ଏସିଆର ସବୁଠାରୁ ଧନୀ ଗାଁ ବୋଲି କୁହାଯାଏ। ୭ ହଜାର ଫୁଟ ଉଚ୍ଚରେ ଥିବା ଏହି ଗାଁର ଲୋକେ ସେଓ ଚାଷ...
ବିନା କାରଣରେ ହାତୀକୁ ପିଟିଲା ବାଳକ, ପ୍ରତିଶୋଧ ନେବାକୁ ହାତୀ କଲା ଏପରି , ଦେଖନ୍ତୁ ଏହି ଭିଡିଓ
ନିର୍ଦ୍ଦୋଷ ଜୀବଙ୍କ ପ୍ରତି ମଣିଷ କ୍ରୁର ହେବାରୁ ନିରୀହ ଜୀବଟି କିପରି ପ୍ରତିଶୋଧ ପରାୟଣ ହୋଇଉଠେ ଏହି ଭିଡିଓଟିକୁ ଦେଖିଲେ ଠିକ୍ ଜାଣିପାରିବେ। ଜଣେ ପିଲା ବିନା କାରଣରେ ଗୋଟିଏ ହାତୀକୁ ପିଟିବାରୁ ସେ ଏତେ ହିଂସ୍ର ହୋଇଉଠିଲା ଯେ,...
କରୋନା ଆତଙ୍କ: କୁକୁର ଫେସ୍ ମାସ୍କ୍ ବିକ୍ରିରେ ୧୦ ଗୁଣା ବୃଦ୍ଧି
ବେଜିଂ, ୨।୨: ଚାଇନାର ବୁହାନରେ କରୋନା ଭୁତାଣୁ ସଂକ୍ରମଣ ମହାମାରୀ ଭଳି ବ୍ୟାପିବାରେ ଲାଗିଛି। ଏଥିରୁ ସୁରକ୍ଷିତ ରହିବା ପାଇଁ ଲୋକେ ଫେସ୍ ମାସ୍କ୍ ବ୍ୟବହାର କରୁଛନ୍ତି। ନିଜ ପୋଷା କୁକୁରଙ୍କୁ ଏହି ଭୁତାଣୁ ସଂକ୍ରମଣରୁ ସୁରକ୍ଷିତ ରଖିବା ଲାଗି...
କୁକୁରର ଜୀବନ ବଞ୍ଚାଇଲେ ଡାକ୍ତର, ଧନ୍ୟବାଦ ଦେବାକୁ ମାଲିକ ଖର୍ଚ୍ଚ କଲେ ୪୨ କୋଟି
ଓ୍ବାଶିଂଟନ୍: ପୋଷା ଜୀବଜନ୍ତୁ ଅନେକ ସମୟରେ ମାଲିକଙ୍କ ଜୀବନ ରକ୍ଷା କରିଥିବା ଉଦାହରଣ ରହିଛି। ସେହିପରି ମାଲିକମାନେ ମଧ୍ୟ ପାଳିତ ପଶୁପକ୍ଷୀଙ୍କୁ ବହୁତ ସ୍ନେହ ଆଦର ଦେଇ ଘରେ ପାଳିଥାନ୍ତି। ଏପରିକି ସେମାନଙ୍କର ଦେହ ଖରାପ ହେଲେ ଡାକ୍ତରଙ୍କ ପାଖକୁ...
ପୃଥିବୀର ବୃହତମ ବହି ପୃଷ୍ଠା ଓଲଟାଇବା ପାଇଁ ଲାଗନ୍ତି ୬ ଜଣ
ସିନ୍ପେତ୍ରି,୨।୨: ଉତ୍ତର ହଙ୍ଗେରୀରେ ରହିଛି ପୃଥିବୀର ବୃହତମ ବହି। ଏହାର ଓଜନ ୧୪୨୦ କିଲୋଗ୍ରାମ। ବହିର ପୃଷ୍ଠା ଓଲଟାଇବା ପାଇଁ ୬ ଜଣ ଲୋକଙ୍କର ଆବଶ୍ୟକ ହୋଇଥାଏ। ଏହି ବହିର ଲମ୍ବ ୪.୧୮ ମିଟର ଥିବାବେଳେ ଚୌଡ଼ା ୩.୭୭ ମିଟର...
ମକା ଅଟାରୁ ତିଆରି ହେଲା ପ୍ଲାଷ୍ଟିକ୍
ରାୟପୁର,୨।୨: ଛତିଶଗଡ଼ରେ ଥିବା ଆଇଆଇଟିର ୩ ଜଣ ଛାତ୍ର ମକା ଅଟାରୁ ପ୍ଲାଷ୍ଟିକ୍ ତିଆରି କରିଛନ୍ତି। ଗୋଟିଏ ବର୍ଷ ମଧ୍ୟରେ ଏହି ପ୍ଲାଷ୍ଟିକ୍ ବିଘଟନ ହୋଇ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶି ଯିବ ବୋଲି ଛାତ୍ର ନିଖିଲ ବର୍ମା, କୃଷ୍ଣେନ୍ଦୁ...
ଚକ୍ ଖଣ୍ଡକୁ ନୂଆ ଜୀବନ ଦେଉଛନ୍ତି ବଲରାଜ୍
ଆଜିକାଲିର ସମୟରେ ଧାନ, କାଠ, କାଗଜକୁ ଭଳିକି ଭଳି ରୂପ ନେଇ ନୂତନ କିଛି ସୃଷ୍ଟି କରୁଥିବା ଅନେକ ଆର୍ଟିଷ୍ଟ(କଳାକାର) ଦେଖିବାକୁ ମିଳେ। ହେଲେ ଚଣ୍ଡିଗଡ଼ର ଜଣେ ଶିକ୍ଷକ ଚକ୍ ଉପରେ କରୁଥିବା ନିଖୁଣ କଳାକୃତି ସମସ୍ତଙ୍କୁ ମୋହିତ କରୁଛି।...
ଆଜିଠାରୁ ବଦଳିଲା ହ୍ବାଟ୍ସଆପ୍, ଜୀବନବୀମା, ଏଟିଏମ୍ ସହ ଜଡ଼ିତ ଏସବୁ ନିୟମ: ଜାଣନ୍ତୁ…
୨୦୨୦ ଫେବୃୟାରୀ ପହିଲାରୁ ବଦଳିଛି ଅନେକ ନିୟମ। ଏଟିଏମ୍, ହ୍ବାଟ୍ସଆପ୍, ଜୀବନବୀମା, ଏଟିଏମ୍ ଏବଂ ଡାକଘର ସମ୍ପର୍କିତ ଅନେକ ନିୟମ ଶନିବାରଠାରୁ ବଦଳିଛି। ହ୍ବାଟ୍ସଆପ୍: ଫେବୃୟାରୀ ୧ରୁ ଲକ୍ଷାଧିକ ସ୍ମାର୍ଟଫୋନ୍ରେ ହ୍ବାଟ୍ସଆପ୍ କାମ କରିବ ନାହିଁ। କାରଣ କମ୍ପାନୀ ଏହାକୁ...
ଚିକେନ୍ ପରିବର୍ତ୍ତେ କାଉ ମାଂସରେ ବିରିୟାନି ବିକି ଗିରଫ ହେଲେ ଦୋକାନୀ
ଚେନ୍ନାଇ: ବଲିଉଡ୍ ଫିଲ୍ମ ‘ରନ୍’ରେ ଶୁଣିଥିବେ କାଉ ମାଂସରେ ବିରିୟାନି ହେବା କଥା। ମାତ୍ର ବାସ୍ତବରେ ଏପରି ଘଟଣା ଦେଖିବାକୁ ମିଳିଛି ତାମିଲନାଡୁରେ। ରାମେଶ୍ୱରମ୍ ରାସ୍ତାପାର୍ଶ୍ୱରେ ଥିବା ଏକ ହୋଟେଲରେ ବିରିୟାନିରେ ଚିକେନ୍ ପରିବର୍ତ୍ତେ କାଉ ମାଂସ ବିକ୍ରି କରାଯାଉଥିବା...
ମାତ୍ର ୨୭ ମିନିଟ୍ ପାଇଁ ମହିଳାଙ୍କ ମୃତ୍ୟୁ, ପୁନର୍ଜୀବିତ ହୋଇ ଲେଖିଲେ କିଛି ରହସ୍ୟମୟ ଶବ୍ଦ
ଓ୍ବାଶିଂଟନ୍: ସାଧାରଣତଃ ମୃତ୍ୟୁ ଘଟିଲେ ଜଣେ ଚିରଦିନ ପାଇଁ ଦୁନିଆରୁ ବିଦାୟ ନେଇଥାଏ। ମାତ୍ର କିଛି କ୍ଷଣ ପାଇଁ କାହାର କେବେ ମୃତ୍ୟୁ ଘଟେ ବୋଲି ଶୁଣିଛନ୍ତି କି ! କିନ୍ତୁ ଏମିତି ଏକ ଅଜବ ଘଟଣା ଦେଖିବାକୁ ମିଳିଛି...
ପ୍ରେମ ଆଗରେ ହାର ମାନିଲା କରୋନା ଭୁତାଣୁ: ପ୍ରେମିକଙ୍କୁ ବିବାହ ପାଇଁ ଭାରତରେ ପହଞ୍ଚିଲେ ଚାଇନା ଯୁବତୀ
ମନ୍ଦସୌର,୧।୨: କରୋନା ଭୁତାଣୁ ନେଇ ପୃଥିବୀ ସାରା ଆତଙ୍କ ଖେଳି ଯାଇଛି। ତେବେ ପ୍ରେମ ଆଗରେ ଏହି ଭୁତାଣୁ ହାର୍ ମାନିଛି। ଚାଇନାର ଜଣେ ଯୁବତୀ ନିଜ ପ୍ରେମିକଙ୍କୁ ବିବାହ କରିବା ଲାଗି ଆସି ଭାରତର ମଧ୍ୟପ୍ରଦେଶର ମନ୍ଦସୌରରେ ପହଞ୍ଚିଛନ୍ତି।...
ବଜାରକୁ ଆସିଲା ହାପୁସ ଆମ୍ବ, ଗୋଟିକର ଦାମ ୧୭୦ଟଙ୍କା
ମୁମ୍ବାଇ,୧।୨: କୋଙ୍କଣର ବିଶ୍ୱ ପ୍ରସିଦ୍ଧ ହାପୁସ ଆମ୍ବ ଏବେ ବଜାରକୁ ଆସିବା ଆରମ୍ଭ କରିଛି। ନିକଟରେ ଏହାର ଏକ ନିଲାମି କରାଯାଇଥିବା ସୂଚନା ମିଳିଛି। ଏହାର ୫ ଡଜନ ଆମ୍ବ ଥିବା ଏକ ପେଟିକୁ ୧୦ ହଜାର ଟଙ୍କାରେ ବିକ୍ରି...
Archives


