ଫୁରସତ

ବିଶ୍ୱ ସାମାଜିକ ନ୍ୟାୟ ଦିବସ: ଦାରିଦ୍ର୍ୟ ହଟାଇବ ସାମାଜିକ ନ୍ୟାୟ

ପ୍ରତିବର୍ଷ ଫେବୃୟାରୀ ୨୦ରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଉଛି। ବିଶ୍ୱରୁ ଦାରିଦ୍ର୍ୟ, ଲିଙ୍ଗଗତ ଅସମାନତା, ବେକାରି,ମାନବାଧିକାର ତଥା ସାମାଜିକ ସୁରକ୍ଷା ସମ୍ପର୍କିତ ସମସ୍ୟା ଦୂର କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ମଣିଷ ମଣିଷ ଭିତରେ ଏପରି କି…

ଜାଗରରେ ଶିବଙ୍କୁ ଏସବୁ ଅର୍ପଣ କଲେ ମିଳିଥାଏ ଶୁଭଫଳ

ପ୍ରତିବର୍ଷ ଅମାବାସ୍ୟା ତିଥି ଚତୁର୍ଦ୍ଦଶୀରେ ପଡ଼ିଥାଏ ଜାଗର। ଏହା ଶିବଙ୍କ ପ୍ରିୟ ପୂଜା ହୋଇଥିବାରୁ ଏହାକୁ ଶିବରାତ୍ରି ମଧ୍ୟ କୁହାଯାଇଥାଏ। ଚଳିତବର୍ଷ ୨୧ ତାରିଖ ଅର୍ଥାତ୍‌ ଶୁକ୍ରବାର ପାଳନ କରାଯିବ ଶିବରାତ୍ରି। ଏହି ଶୁଭଦିନରେ ଭଗବାନ ଶିବଙ୍କର ଏପରି କିଛି ପ୍ରିୟ…

ଏମିତି ଦେଶ: ଯେଉଁଠି ନଦୀ କି ଝରଣା ନାହିଁ

ରିୟାଦ: ପ୍ରାୟ ସବୁ ଦେଶରେ ନଦୀ କିମ୍ବା ଝରଣା ରହିଥିବା ଜାଣିଥିବେ। ମାତ୍ର ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ସ୍ଥାୟୀ ନଦୀ କିମ୍ବା ଝରଣାଟିଏ ମଧ୍ୟ ନାହିଁ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ଦେଶ ହେଉଛି ସାଉଦି…

ମହିଳା ଶିକ୍ଷୟତ୍ରୀ ଲଣ୍ଡା ହୋଇ ରାହୁଲ ଗାନ୍ଧୀଙ୍କୁ ପଠାଇଲେ କେଶ, ଜାଣନ୍ତୁ କାହିଁକି

ଭୋପାଳ, ୨୦।୨: ମଧ୍ୟ ପ୍ରଦେଶର ଭୋପାଳରେ ଜଣେ ମହିଳା ଶିକ୍ଷୟତ୍ରୀ ଲଣ୍ଡା ହୋଇ ତାଙ୍କ କେଶ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ପାଖକୁ ପଠାଇଛନ୍ତି। ଦୀର୍ଘ ୭୨ ଦିନ ହେବ ବିଭିନ୍ନ ଦାବିକୁ ନେଇ ଧାରଣାରେ ବସିଥିବା ଶାହିନ୍‌ ଖାନ୍‌ ନାମ୍ନୀ…

ଦିନକୁ ୧୦ଥର ଗାଧୋଇବା ସହ ନୋଟ୍‌ ଧୋଉଥିଲେ ମହିଳା, ତାଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ସ୍ବାମୀ

ମହୀଶୁର, ୨୦।୨: କର୍ନାଟକର ମହୀଶୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ଦିନରେ ୧୦ଥର ଗାଧୋଇବା ସହ ନୋଟ୍‌ ଧୋଉଥିବା ମହିଳାଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଛନ୍ତି ସ୍ବାମୀ। ଶାନ୍ତମୂର୍ତ୍ତୀ(୪୦) ଓ ପୁତ୍ତମନୀ(୩୮)ଙ୍କ ବିବାହ ୧୫ ବର୍ଷ ପୂର୍ବରୁ ହୋଇଥିଲା। ପୁତ୍ତମନୀ…

ଭିନ୍ନ ମେଳା: ଯେଉଁଠାରେ ବିବାହ ପାଇଁ ଅନ୍ୟର ସ୍ତ୍ରୀକୁ କରାଯାଏ ଚୋରି

ବିଶ୍ୱର ବିଭିନ୍ନ ସ୍ଥାନରେ ବିବାହର ରୀତି ଭିନ୍ନ ପ୍ରକାରର। ଏମିତି ଏକ ରୀତି ରହିଛି ଯେଉଁଠାରେ ପୁରୁଷମାନେ ଅନ୍ୟର ସ୍ତ୍ରୀକୁ ଚୋରିକରି ବିବାହ କରିଥାନ୍ତି। ପଶ୍ଚିମ ଆଫ୍ରିକାର ବୋଦାବେ ଜନଜାତିର ଲୋକମାନେ ଏପରି କରିଥାନ୍ତି। ଏପରି ବିବାହ ଏହି ଜନଜାତିଙ୍କର ଏକ…

ଉତ୍ତର କୋରିଆର ଅଭିଶପ୍ତ ହୋଟେଲ: ୧୯୮୭ରୁ ଆଜିଯାଏ ଶେଷ ହୋଇପାରୁନି ନିର୍ମାଣ କାମ

ଉତ୍ତର କୋରିଆ ଭିନ୍ନ ଆଇନ କାନୁନ ଏବଂ ମିସାଇଲ ପରୀକ୍ଷଣ ପାଇଁ ବିଶ୍ୱରେ ପରିଚିତ। ଏହା ବ୍ୟତିତ ସେଠାରେ ଏମିତି ଅନେକ କିଛି ରହିଛି ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଥାଏ। ସେଥିମଧ୍ୟରୁ ଗୋଟିଏ ହେଉଛି ରାଜଧାନୀ ପାୟୋଙ୍ଗୟାଙ୍ଗରେ ଥିବା ପିରାମିଡ ଆକାରର…

ଶ୍ରାଦ୍ଧ ବାଷିର୍କୀରେ ପ୍ରସ୍ତୁତ ହେଲା ମୃତଦେହ ଭଳି କେକ୍‌

ବିଶ୍ୱର କେତେକ ଦେଶରେ ଲୋକଙ୍କ ରହଣି-ସହଣି ଓ ଖାଦ୍ୟ-ପାନୀୟ ମଧ୍ୟ ଭିନ୍ନ ହୋଇଥାଏ। ଜୀବନ ଜିଇଁବାଠାରୁ ଆରମ୍ଭ କରି ମରଣ ପର୍ଯ୍ୟନ୍ତ ସବୁ ଧର୍ମର ପ୍ରଥା ପରମ୍ପରା ଅଲଗା ହୋଇଥାଏ। ପରିବର୍ତ୍ତିତ ସମାଜରେ ଲୋକଙ୍କ ରହିବା ଢ଼ଙ୍ଗ ବଦଳୁଛି। ଏଥିସହ ନିଜ…

ଚର୍ଚ୍ଚ ପରିସରରୁ ମିଳିଲା ମଣିଷ ହାଡ଼ରେ ତିଆରି କାନ୍ଥର ସନ୍ଧାନ

ବ୍ରସେଲ୍ସ୍‌,୧୯।୨: ବେଲଜିୟମ୍‌ର ଏକ ଚର୍ଚ୍ଚ ପରିସରରୁ ମଣିଷ ହାଡ଼ରେ ତିଆରି କାନ୍ଥର ସନ୍ଧାନ ମିଳିଛି। ଖନନ କରୁଥିବା ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଦେଶର ଉତ୍ତର-ପଶ୍ଚିମର ଘେଣ୍ଟ୍‌ଠାରେ ଥିବା ସେଣ୍ଟ୍‌ ବାଭୋ ଚର୍ଚ୍ଚ ପରିସରରେ ଏଭଳି କାନ୍ଥ ରହିଥିବା…

୭୦ ହଜାର ବର୍ଷ ତଳେ ମଧ୍ୟ ଅନ୍ତିମ ସଂସ୍କାର କରୁଥିଲା ମଣିଷ

ବାଗଦାଦ୍‌,୧୯।୨: ମଣିଷ ଅନ୍ତିମ ସଂସ୍କାର କରିବା ପରମ୍ପରା କେତେ ପୁରାତନ ସେ ନେଇ ତର୍କ ଜାରି ରହିଛି। ସମ୍ପ୍ରତି ଇରାକରୁ ମିଳିଥିବା ନିଅନଡର୍ଥାଲ୍‌ ଯୁଗର ଏକ ମାନବ କଙ୍କାଳରୁ ପ୍ରମାଣିତ ହୋଇଛି। ଏହି କଙ୍କାଳ ୭୦ ହଜାର ବର୍ଷ ପୁରୁଣା ହେବ…

ପ୍ରତିଦିନ ବ୍ରଶ୍‌ରେ ସଫା ହେଉଛନ୍ତି ଏହି ପ୍ରଜାତିର କୁମ୍ଭୀର

କୁମ୍ଭୀର ସମସ୍ତେ ଦେଖିଥିବେ ହେଲେ ଧଳା ରଙ୍ଗର କୁମ୍ଭୀରକୁ କେବେ ଦେଖିଛନ୍ତି। ଏହି ପ୍ରଜାତିର କୁମ୍ଭୀର ବହୁ ବିରଳ। ତାଙ୍କୁ ସବୁଠି ଦେଖିବାକୁ ମିଳେନାହିଁ। ଆମେରିକାର ନର୍ଥ କେରୋଲିନାସ୍ଥିତ ଏକ ଜୁ’ରେ ଧଳା ରଙ୍ଗର କୁମ୍ଭୀର ରହିଛନ୍ତି। ଏହାକୁ ଦେଖିବା ପାଇଁ…

ପାରା-କୁକୁର ଛୁଆ ବନ୍ଧୁତ୍ୱ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନ୍ୟୁୟର୍କ,୧୯।୨: ଗୋଟିଏ ପ୍ରଜାତିର ପ୍ରାଣୀଙ୍କ ମଧ୍ୟରେ ବନ୍ଧୁତା ସୃଷ୍ଟି ହେବା ସାଧାରଣ କଥା। ତେବେ ଭିନ୍ନ ଭିନ୍ନ ପ୍ରାଣୀଙ୍କ ମଧ୍ୟରେ ବନ୍ଧୁତ୍ୱ ଦେଖାଯିବା ଏକ ନିଆରା ସମ୍ପର୍କ। ନ୍ୟୁୟର୍କର ରୋଚେଷ୍ଟରରେ ଥିବା ଏକ ଉଦ୍ଧାରକାରୀ ସଂଗଠନ ମିଆ ଫାଉଣ୍ଡେଶନ୍‌ରେ ଥିବା ପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?