ଫୁରସତ

ଏମିତି ମନ୍ଦିର, ଯେଉଁଠି ବ୍ୟବହୃତ ହୋଇନି ଲୁହା

ହରିୟାଣା: ଉତ୍ତରଭାରତର ଅମ୍ବାଲା ସିଟିର ଗୀତା ନଗରୀରେ ଜୈନ ମୁନି ବିଜୟ ଇନ୍ଦ୍ରଦ୍ୟୁମ୍ନ ସୁରେଶ୍ଚରଙ୍କ ସ୍ମୃତିରେ ଭିନ୍ନ ଧରଣର ଏକ ଗୋଲାକାର ମନ୍ଦିର ନିର୍ମାଣ କରାଯାଇଛି। ଏହି ମନ୍ଦିରର ବିଶେଷତ୍ୱ ହେଲା ଏଥିରେ କେବଳ ମାର୍ବଲ ବ୍ୟବହାର କରାଯାଇଛି। ଆଦୌ...

୧୨୬ ବର୍ଷ ବୟସରେ ଆଖି ବୁଜିଲେ ପୃଥିବୀର ବୟସ୍କା ମହିଳା: ରହିଛନ୍ତି ୨୦୦ରୁ ଅଧିକ ନାତିନାତୁଣୀ

ଦଖନା,୩୦।୧: ପୃଥିବୀର ବୟସ୍କା ମହିଳାଙ୍କର ୧୨୬ ବର୍ଷ ବୟସରେ ମୃତ୍ୟୁ ଘଟିଛି। ତାଙ୍କର ୨୦୦ରୁ ଅଧିକ ନାତିନାତୁଣୀ ଥିବା କୁହାଯାଉଛି। ଉଜ୍‌ବେକିସ୍ତାନର ଏହି ବୟସ୍କା ମହିଳା ଫାତିମା ମିର୍ଜୋକୁଲଓ୍ବାଙ୍କର ଅନ୍ତିିମ ସଂସ୍କାର ଇତିମଧ୍ୟରେ ଦଖନା ସହରରେ ଶେଷ ହୋଇଛି। ପାସପୋର୍ଟ...

ଜାରି ହେଲା ସୂର୍ଯ୍ୟର ସ୍ପଷ୍ଟ ଫଟୋ: ଝଟକୁଛି ଦାନାଦାର ସୁନା କଣିକା

ହଓ୍ବାଇ,୩୦।୧: ସୂର୍ଯ୍ୟର ସ୍ପଷ୍ଟ ଫଟୋକୁ ଆମେରିକା ଜାରି କରିଛି। ଏହାକୁ ହାଓ୍ବାଇର ନ୍ୟାସନାଲ୍‌ ସାଇନ୍ସ୍‌ ଫାଉଣ୍ଡେଶନ ପକ୍ଷରୁ ଡେନିୟଲ କେ ଇନୋୟ ଟେଲିସ୍କୋପ୍‌ ଦ୍ୱାରା ଉତ୍ତୋଳନ କରାଯାଇଛି। ଏଥିରେ ସୂର୍ଯ୍ୟରେ ସୁନା ଭଳି ଦାନାଦାର କଣିକା ଥିବାର ଦେଖିବାକୁ ମିଳୁଛି।...

ବିବାହ କରିବେ ବିଲ୍‌ ଗେଟସ୍‌ଙ୍କ ଝିଅ!

ଓ୍ବାଶିଂଟନ: ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲ୍‌ ଗେଟସ୍‌ଙ୍କ ଝିଅ ଜେନିଫର ଏବେ ବିବାହ କରିବାକୁ ଯାଉଛନ୍ତି। ଏକଥା ନିଜେ ଜେନିଫର ସୋସିଆଲ ମିଡିଆ ମାଧ୍ୟମରେ ଜଣାଇଛନ୍ତି। ସେ ମିଶରର ଘୋଡା ଚଢାଳି ନାୟେଲ ନାସ୍ସାରଙ୍କୁ ବିବାହ କରୁଛନ୍ତି ବୋଲି ଜଣାପଡିଛି। ଏବେ...

ଇନ୍‌ଷ୍ଟାଗ୍ରାମର ସବୁଠୁ ଷ୍ଟାଇଲିଶ୍‌ ଗ୍ରାଣ୍ଡ୍‌ ମା’

ବାଡ୍ଡି ଓ୍ବିଙ୍କଲ୍‌। ବୟସ ୯୨। କିନ୍ତୁ ଏବେ ବି କମିନି ତାଙ୍କ ଜଲଓ୍ବା। ଷ୍ଟାଇଲରେ ସେ ଆଜିକାଲି ମଡେଲଙ୍କୁ ପଛରେ ପକାଇ ଦେଇଛନ୍ତି। ଇନ୍‌ଷ୍ଟାଗ୍ରାମରେ ସବୁଠୁ ଷ୍ଟାଇଲିଶ୍‌ ଗ୍ରାଣ୍ଡ୍‌ ମା’ ଭାବେ ସେ ପରିଚୟ ହାସଲ କରିଛନ୍ତି। ତାଙ୍କ ଷ୍ଟାଇଲ୍‌...

୬ ବର୍ଷ ପ୍ରେମ ପରେ ବିମାନକୁ ବିବାହ କରିବେ ଯୁବତୀ

ବର୍ଲିନ୍‌: ସାଧାରଣତଃ ଝିଅଟିର ବିବାହ ଏକ ପୁଅ ସହ ହୋଇଥାଏ। ମାତ୍ର କେବେ ଶୁଣିଛନ୍ତି କି ଜଣେ ଝିଇର ବିବାହ ନିର୍ଜୀବ ବସ୍ତୁ ତଥା ଏକ ବିମାନ ସହ ହୋଇଥାଏ ବୋଲି। ଶୁଣି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି...

ପିଲାଙ୍କ ପାଠପଢ଼ା ଶେଷ ପରେ ୫୫ ବର୍ଷରେ ଆଇନରେ ଡିଗ୍ରୀ ସହ ୪ ଗୋଲ୍ଡ ମେଡାଲ ହାସଲ କଲେ ମହିଳା

ଗାନ୍ଧିନଗର,୩୦।୧: ପାଠପଢ଼ାର କୌଣସି ବୟସ ନ ଥାଏ। ଯେ କୌଣସି ବୟସରେ ମଧ୍ୟ ଜଣେ ପାଠପଢ଼ି ପାରିବ। ଏହାର ସଦ୍ୟତମ ଉଦାହରଣ ପାଲଟିଛନ୍ତି ଗୁଜରାଟର ୫୫ ବର୍ଷ ବୟସ୍କା ନୀତି ରାଓ୍ବଲ। ଗୃହିଣୀ ଭାବେ ୩୦ ବର୍ଷ ଘରକାମରେ ବ୍ୟସ୍ତ...

କରୋନା ଆତଙ୍କରେ ଲୋକ ପିନ୍ଧୁଛନ୍ତି ପ୍ଲାଷ୍ଟିକ୍‌ ବ୍ୟାଗ୍‌: ଫଟୋ ଭାଇରାଲ

ବେଜିଂ,୩୦।୧: ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିମାନ, ଟ୍ରେନ୍‌ ଅବା ବସ୍‌ରେ ଯାତ୍ରା କରିବା ସମୟରେ ଯାତ୍ରୀ ସୁରକ୍ଷା ପାଇଁ ପ୍ଲାଷ୍ଟିକ୍‌ ତିଆରି ବ୍ୟାଗ୍‌ ଏବଂ କଣ୍ଟେନର ପିନ୍ଧୁଛନ୍ତି। ଏବେ ଏହାର ଫଟୋ...

ଯୌତୁକ ଯୋଗୁ ବିବାହ ଭାଙ୍ଗିବାରୁ ଘର ଛାଡ଼ି ବିବାହ କଲେ ଯୁବତୀଯୁବକ

କୁଶୀନଗର, ୩୦ା୧: ସମାଜ ପାଇଁ ଘାତକ ସାଜିଥିବା ଯୌତୁକ ଭଳି କୁପ୍ରଥାର ପ୍ରଚଳନକୁ ବନ୍ଦ କରିବା ପାଇଁ ବର୍ତ୍ତମାନ ଲୋକେ ସ୍ବର ଉତ୍ତୋଳନ କରିବା ଆରମ୍ଭ କଲେଣି। କିନ୍ତୁ କୌଣସି ସୁଫଳ ମିଳୁନାହିଁ। ଏବେ ବି ଏହି କୁପ୍ରଥା ସମାଜରେ...

ମୋବାଇଲ୍‌ ଲାଇଟ୍‌ରେ ବ୍ରେନ୍‌ ଅପରେଶନ୍‌ କଲେ ଡାକ୍ତର

ସେନ୍‌ ମେଗୁଏଲ୍‌,୩୦।୧: ଚିଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ହସ୍ପିଟାଲରେ ଜଣେ ଲୋକଙ୍କ ବ୍ରେନ୍‌ ଅପରେଶନ୍‌ ସମୟରେ ପାଓ୍ବାର କଟ୍‌ ହେବାରୁ ଡାକ୍ତରୀ ଦଳ ବାଧ୍ୟ ହୋଇ ମୋବାଇଲ୍‌ ଲାଇଟ୍‌ରେ ଅପରେଶନ୍‌ ଶେଷ କରିଛନ୍ତି। ଏବେ ଏହା ସୋସିଆଲ୍‌...

୫୦୦୦ ବର୍ଷ ପୁରୁଣା କୁକୁର ଲକେଟ ମିଳିଲା: ଦାମ୍‌ ୨୭ କୋଟି

ଲଣ୍ଡନ,୩୦।୧: ବ୍ରିଟେନ୍‌ର ସମରସେଟ୍‌ରୁ ୫୦୦୦ ବର୍ଷ ପୁରୁଣା ରତ୍ନପଥରରେ ତିଆରି କୁକୁର ଲକେଟ ମିଳିଛି। ଏହାର ଦାମ ୨୭ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ମୂଳ ଭାରତୀୟ ଅଲଫ୍ରେଡ୍‌ କୋର୍ରିୟ ତାଙ୍କ ଗ୍ୟାରେଜ ଥିବା ଟେଜେରୀରୁ ହକିକ୍‌...

ନିର୍ବାଚନରେ ପରାଜିତ ହେବା ପରେ ଭୋଟରଙ୍କୁ ଉପହାର ଫେରାଇବାକୁ କହିଲେ ପ୍ରାର୍ଥୀ

ରାୟପୁର, ୩୦।୧: ଭୋଟରଙ୍କୁ ହାତେଇବା ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁ ଥିବା ପ୍ରାର୍ଥୀମାନେ ବେଳେବେଳେ କେତେକ ଉପହାର ଦେଇଥାନ୍ତି। କିନ୍ତୁ ନିର୍ବାଚନରେ ପରାଜିତ ହେବାପରେ ଏହାକୁ ଭୋଟରଙ୍କଠାରେ ଫେରାଇ ନେବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବ। ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri