ଫୁରସତ

ଆମେରିକାରେ ନ ଥିବେ ଡୋନାଲ୍ଡ ଟ୍ରମ୍ପଙ୍କ ଏମିତି ପ୍ରଶଂସକ!

ହାଇଦ୍ରାବାଦ୍‌,୧୮।୨: ଫେବୃୟାରୀ ୨୪ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ଅହମଦାବାଦ ଯିବେ। ତାଙ୍କୁ ସ୍ବାଗତ କରିବା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଟ୍ରମ୍ପଙ୍କୁ ଦେଖିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି।…

ବିରୋଧ ପ୍ରଦର୍ଶନ ସ୍ଥଳରେ ପ୍ଲାକର୍ଡ ଧରି କଲେ ବିବାହ

ଚେନ୍ନାଇ,୧୮।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାକରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ଆଜିବି ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଛି। ଏହାକୁ ନେଇ ତାମିଲନାଡୁର ଓଲ୍ଡ ଓ୍ବାଶରମ୍ୟାନପେଟ ଅଞ୍ଚଳରେ ବିରୋଧ ପ୍ରଦର୍ଶନ କରାଯାଉଛି। ସୋମବାର ଏହି ପ୍ରଦର୍ଶନ ସ୍ଥଳରେ ଶେହେନଶାହା…

ପ୍ରଥମ ଭାରତୀୟ ଭାବେ କୋହଲି କଲେ ଏମିତି କାରନାମା: ପ୍ରିୟଙ୍କାଙ୍କୁ ପଛରେ ପକାଇଲେ

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟର ଏକ ବିସ୍ମୟ ଭାବେ ଉଭା ହୋଇଛନ୍ତି। ୨୦୦୮ରେ ଅନ୍ତର୍ଜାତୀୟ ଖେଳ ଜୀବନ ଆରମ୍ଭ କରିବା ପରଠାରୁ କୋହଲି ଗୋଟିଏ ପରେ ଗୋଟିଏ କୀର୍ତ୍ତିମାନ ହାସଲ କରି…

ଏହି ମନ୍ଦିରରେ ପାଳନ ହୁଏ ‘ନେକେଡ୍‌ ଫେଷ୍ଟିଭାଲ’

ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପରମ୍ପରା ଦେଖିବାକୁ ମିଳେ। ଜାପାନରେ ଏକ ଅଜବ ପରମ୍ପରା ଦେଖିବାକୁ ମିଳିଛି। ପ୍ରତିବର୍ଷ ଫେବୃୟାରୀ ମାସର ଦ୍ୱିତୀୟ ଶନିବାର ଦିନ ହଡ୍‌କା ମସ୍ତୁରୀ ନାମକ ଏକ ଉତ୍ସବ ପାଳନ କରାଯାଏ। ଏହାକୁ ‘ନେକେଡ୍‌ ଫେଷ୍ଟିଭାଲ୍‌’ ମଧ୍ୟ…

ନିଆରା ପରମ୍ପରା: ଯେଉଁଠି ଲାଗେ ଦେବତାଙ୍କ ଅଦାଲତ

ଛତିଶଗଡ଼ ବସ୍ତର ଜିଲାରେ ଥିବା କାଣ୍ଡଗାଁରେ ଦେଖିବାକୁ ମିଳେ ଏକ ନିଆରା ପରମ୍ପରା। ଏହି ଗାଁର ଅଧିବାସୀମାନେ କୌଣସି ଅଭିଯୋଗର ଶୁଣାଣି ପାଇଁ କୋର୍ଟ ଅବା ଥାନାର ଦ୍ୱାରସ୍ଥ ହୋଇ ନ ଥାଆନ୍ତି। ଗାଁ ମଧ୍ୟରେ ବସୁଥିବା ଈଶ୍ୱର ବା ଦେବତାଙ୍କ…

ମଦ୍ୟପାନ କରି କିକ୍‌ ମାରିଲେ ଷ୍ଟାର୍ଟ ହେବନି ବାଇକ

ପ୍ରୟାଗରାଜ, ୧୮।୨: ମଦ୍ୟପାନ କରି ରାସ୍ତାରେ ଗାଡ଼ି ଚଳାଇବା ଯୋଗୁ ବହୁ ଦୁର୍ଘଟଣା ଘଟିଥାଏ। ତେବେ ଉତ୍ତରପ୍ରଦେଶର ମୋତିଲାଲ ନେହେରୁ ପ୍ରାଦ୍ୟୋଗିକ ସଂସ୍ଥାନର ୧୩ ଜଣ ଛାତ୍ରୀଛାତ୍ର ଏକ ନିଆରା ହାଇବ୍ରିଡ୍‌ ଇଲେକ୍ଟ୍ରିକ୍‌ ବାଇକ ତିଆରି କରିଛନ୍ତି। ମଦ୍ୟପାନ କରି ନିଶାସକ୍ତ…

ଆଶ୍ଚର୍ଯ୍ୟ ଯେତିକି ରୋଚକ ସେତିକି: ରାସ୍ତା କଡରେ ବୁଲୁଥିବା ଏକ କୁକୁରକୁ ନିଆଯିବ ସୁଇଜରଲାଣ୍ଡ

କେରଳର ମୁନ୍ନାରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ରାସ୍ତା କଡରେ ବୁଲୁଥିବା ଏକ କୁକୁରକୁ ସୁଇଜରଲାଣ୍ଡ ପଠାଯିବାର ବ୍ୟବସ୍ଥା କରାଯାଇଛି। କଥାଟା ଯେତିକି ଆଶ୍ଚର୍ଯ୍ୟ ସେତିକି ରୋଚକ ମଧ୍ୟ। ଜନି ଏବଂ ଏଲେନ ନାମକ ଦୁଇ ସୁଇଜରଲାଣ୍ଡ ପର୍ଯ୍ୟଟକ କେରଳ…

୮ଘଣ୍ଟାରେ ୧୮ କିଲୋମିଟର କାନ୍ଧରେ ବୋହି ପ୍ରସୂତିଙ୍କୁ ହସ୍ପିଟାଲ ନେଲେ ପରିବାରଲୋକେ

କୁଲୁ,୧୭।୨: ସବୁ ରାଜ୍ୟରେ ଭଲ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଥିବା ବେଳେ ପ୍ରାୟ ସମୟରେ ଏହାର ନଗ୍ନ ଉଦାହରଣ ଦେଖିବାକୁ ମିଳିଛି। ବହୁଥର ପ୍ରସୂତିଙ୍କୁ କାନ୍ଧରେ କିମ୍ବା ଭାରରେ ବୋହି ହସ୍ପିଟାଲକୁ ନିଆଯାଉଥିବା ଖବର ସାମ୍ନାକୁ ଆସୁଛି…

କାର୍ଯ୍ୟବ୍ୟସ୍ତତା ଯୋଗୁଁ କାର୍ଯ୍ୟାଳୟରେ ଆଇଏଏସ୍‌ ଅଫିସର ବିବାହ କଲେ ଆଇପିଏସ୍‌ଙ୍କୁ

କୋଲକାତା,୧୭।୨: ବିବାହକୁ ସ୍ମୃତି କରିବା ପାଇଁ ଯୁବକ ଯୁବତୀ ଭିନ୍ନ ଭିନ୍ନ ଉପାୟ ଆପଣାଇଥାନ୍ତି। ଏହାକୁ ଗ୍ରାଣ୍ଡଓ୍ବେରେ ସେଲିବ୍ରେଟ କରିବା ପାଇଁ ବହୁ ଦିନରୁ ଆୟୋଜନ କରାଯାଇଥାଏ। ହେଲେ ନିକଟରେ ଜଣେ ଦମ୍ପତ୍ତି କାର୍ଯ୍ୟବ୍ୟସ୍ତତା ଓ ସମୟ ଅଭାବରୁ ନିଜ କାର୍ଯ୍ୟାଳୟରେ…

କୁକୁର ପିଠିରେ ମାଙ୍କଡ଼ ଛୁଆ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୭।୨: ମଣିଷ ମଣିଷ ମଧ୍ୟରେ ବିଭିନ୍ନ କାରଣରୁ ଗଣ୍ଡଗୋଳ ସୃଷ୍ଟି ହୋଇଥାଏ। ତେବେ ଦୁଇଟି ଭିନ୍ନ ପ୍ରାଣୀଙ୍କ ମଧ୍ୟରେ ବେଳେବେଳେ ଦେଖିବାକୁ ମିଳୁଥିବା ବନ୍ଧୁତା ମଣିଷକୁ ସମ୍ପର୍କ ବିଷୟରେ ଚିନ୍ତା କରିବାକୁ ବାଧ୍ୟ କରିଥାଏ। ଏଭଳି ଏକ ଘଟଣା ନେଇ ଏବେ…

ଜାଣନ୍ତି କାହିଁକି ରବିବାରକୁ ଛୁଟିଦିନ ଭାବରେ କରାଯାଇଛି ଘୋଷଣା

ସପ୍ତାହର ଶେଷବାର ରବିବାର। ଏହି ଦିନଟିକୁ ଛୁଟିଦିନ ଭାବରେ ମନାଯାଇଥାଏ। ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ସମସ୍ତ ସରକାରୀ/ବେସରକାରୀ କାର୍ଯ୍ୟାଳୟ ମଧ୍ୟ ଏହି ଦିନରେ ବନ୍ଦ ରହିଥାଏ। ଖାଲି ଏତିକି ନୁହେଁ, ବିଭିନ୍ନ ସାମାଜିକ ଏବଂ ଧାର୍ମିକ କାର୍ଯ୍ୟ ବି ରବିବାରରେ କରାଯାଇଥାଏ।…

ବାଇକ୍‌ ଚଲାଇ କରୁଥିଲେ ଫେସ୍‌ବୁକ୍‌ ଲାଇଭ୍‌, ଆଉ ତା’ପରେ..

ଏବେ ଏକପ୍ରକାର ନିଶା ପାଲଟିଛି ସ୍ମାର୍ଟଫୋନ। କେବଳ ଯୁବପିଢି ନୁହେଁ, ସମସ୍ତଙ୍କୁ ନିଜ ମାୟାରେ ବଶୀଭୂତ କରିଛି ସ୍ମାର୍ଟଯୁଗର ସ୍ମାର୍ଟଫୋନ। ସ୍ମାର୍ଟଫୋନ କେବଳ ଆଖି ଖରାପ କରୁଛି ତା ନୁହେଁ, ଏହା ଯୋଗୁ ଅନେକ ଦୁର୍ଘଟଣା ଘଟୁଛି। ପଶ୍ଚିମବଙ୍ଗରେ ଏମିତି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?