ଫୁରସତ

୬୦୦ ବର୍ଷ ପୁରୁଣା ଦରଘାରେ ରହିଛି ଗାଈ ମଜାର

ଅଯୋଧ୍ୟା,୧୬।୨: ଦେଶରେ ମନ୍ଦିର -ମସଜିଦ୍‌ ନେଇ ବିବାଦ ଜାରି ରହିଛି। ତେବେ ଅଯୋଧ୍ୟାରେ ଏକ ୬୦୦ ବର୍ଷ ପୁରୁଣା ଦରଘାରେ ଏକ ଗାଈର ବଜାର ରହିଛି। ଏହା ସାମ୍ପ୍ରଦାୟିକ ସଦ୍‌ଭାବ ବାର୍ତ୍ତା ବହନ କରିଛି। ଦରଘାକୁ ସମସ୍ତ ଧର୍ମର ଲୋକେ ଆସିଥାନ୍ତି।…

୫୦ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ ହେଲା ବିବାହ

ରାୟପୁର,୧୬।୨: ଛତିଶଗଡ଼ରେ ୫୦ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ ଜଣେ ୬୭ ବର୍ଷ ବୟସ୍କା ମହିଳା ୭୩ ବର୍ଷ ବୟସ୍କ ପୁରୁଷଙ୍କ ବିବାହ କରିଛନ୍ତି। ସ୍ଥାନୀୟ କବର୍ଧା ଜିଲାର ଖୈରଝିଟି କଳା ଗାଁରେ ବାସ କରୁଥିବା ସୁକାଲ ନିଷାଦ ଏବଂ ଗୌତରହିନଙ୍କ…

ଅଧାରୁ ପାଠ ଛାଡିଥିବା ଯୁବକ ଏବେ ତିଆରି କରୁଛନ୍ତି ଫାଇଟର ଜେଟ୍‌ର ପାର୍ଟସ୍‌

ହାଇଦ୍ରାବାଦ,୧୬।୨: କୁହାଯାଏ ପ୍ରତିଭା କେବେ ଲୁଚି ରହି ନ ଥାଏ। ହାଇଦ୍ରାବାଦର ରାକେଶ ଚୌପଦାରଙ୍କ ନିକଟରେ ଏବେ ଏହା ଦେଖିବାକୁ ମିଳିଛି। ହାଇସ୍କୁଲ ଅଧାରୁ ପାଠ ଛାଡିଥିବା ରାକେଶ ଏବେ ଫାଇଟର ଜେଟ୍‌ ଓ କ୍ଷେପଣାସ୍ତ୍ରର ବିଭିନ୍ନ ପାର୍ଟସ୍‌ ତିଆରି କରୁଥିବା…

ନିଜ ହାତରେ ନିଜ ପାଇଁ କବର ଖୋଳନ୍ତି କଏଦୀ

ପୋଙ୍ଗୟାଙ୍ଗ୍‌,୧୬।୨: ଉତ୍ତର କୋରିଆରେ ଏକ ଜେଲରେ କଏଦୀମାନେ ନିଜ ହାତରେ ନିଜର କବର ଖୋଳିଥାନ୍ତି। ଏହି ଜେଲରେ ନାନା ପ୍ରକାର କଏଦୀଙ୍କୁ ନିର୍ଯାତନା ଦିଆଯାଇଥାଏ। ବିଦେଶୀ କଏଦୀଙ୍କୁ ବେଶି ଦଣ୍ଡ ଦିଆଯାଏ। ଜେଲରେ କଏଦୀଙ୍କୁ କେବଳ ବସି ହେଉଥିବା ଅବା ଅଣ୍ଟା…

ଆକାଶରେ ଉଡୁଥିବା ସବୁଠୁ ଓଜନିଆ ପକ୍ଷୀ

ବିଶ୍ୱରେ ପ୍ରାୟ ୯୫୦୦ ପ୍ରଜାତିର ପକ୍ଷୀ ଦେଖାଯାଆନ୍ତି। ଏଥିମଧ୍ୟରୁ କେତେକ ବିଲୁପ୍ତ ହୋଇସାରିଥିବା ବେଳେ ଆଉ କିଛି ଲୋପ ପାଇବାକୁ ବସିଛନ୍ତି। କୁହାଯାଏ, ପକ୍ଷୀଙ୍କ ଯୋଗୁ ଆକାଶ। ସେମାନେ ଉଡ଼ିବା ସମୟରେ ଆକାଶର ରୂପ ଦ୍ୱିଗୁଣିତ ହୋଇଯାଏ। ଆକାଶରେ ବିଭିନ୍ନ ପକ୍ଷୀ…

ବିବିଧ କଳାରେ ନିପୁଣ ଫରେଷ୍ଟର

ପେସା ତାଙ୍କର ସରକାରୀ ଚାକିରି, ନିଶା କିନ୍ତୁ କାଠରେ ସୁନ୍ଦର ମୂର୍ତ୍ତି ତିଆରି କରିବା। କାଠରେ ସେ ରାଧାକୃଷ୍ଣ, ଗଣେଶ ଆଦି ଦେବଦେବୀଙ୍କ ମୂର୍ତ୍ତି ତିଆରି କରନ୍ତି। ଆଉ ସେଗୁଡ଼ିକ ରଙ୍ଗ କରିବା ପରେ ଲାଗନ୍ତି ସତେ ଯେମିତି ଜୀବନ୍ତ ପ୍ରତୀମା।…

ପଶ୍ଚିମ ଓଡ଼ିଶାର ଧବଳେଶ୍ୱର ପୀଠ

ପଶ୍ଚିମ ଓଡ଼ିଶାର ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରଠାରୁ ଅଳ୍ପ ଦୂରରେ ଥିବା କୁମୁଡ଼ା ପାହାଡ଼ରେ ରହିଛି ପ୍ରସିଦ୍ଧ ଶ୍ରୀ ଶ୍ରୀ ଧବଳେଶ୍ୱର ପୀଠ। ଓଡ଼ିଶାରେ ଥିବା ବିଭିନ୍ନ ଐତିହାସିକ ଶୈବପୀଠ ମଧ୍ୟରୁ ଏହା ହେଉଛି ଅନ୍ୟତମ। ଏଠାରେ ଶ୍ରୀ ଶ୍ରୀ ଧବଳେଶ୍ୱର…

ପ୍ରଥମ ରୋଜଗାର ଟଙ୍କା ଘରକୁ ପଠାଇଥିଲି: ଅବସରପ୍ରାପ୍ତ ଅତିରିକ୍ତ ଜିଲାପାଳ ନିରଞ୍ଜନ ଦାସ

ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଅଲଣ୍ଡାପାଟଣା ଗାଁରେ ମୋର ଜନ୍ମ। ବାଣପୁର ଗୋଦାବରୀଶ ବିଦ୍ୟାପୀଠରୁ ୧୯୬୭ ମସିହାରେ ଏକାଦଶ ଶ୍ରେଣୀ ପାସ୍‌ କରିବା ପରେ ଖୋର୍ଦ୍ଧା ପ୍ରାଣନାଥ କଲେଜରେ ଆଇ.ଏ. ଓ ରାଜନୀତି ବିଜ୍ଞାନ ସମ୍ମାନ ରଖି ବି.ଏ. ପଢିଥିଲି।…

ବ୍ୟକ୍ତିତ୍ୱ : ଲେଖକ ଅମିଶ୍‌ ତ୍ରିପାଠୀ

ସାହିତ୍ୟକୁ ଯୁବବର୍ଗ ମଧ୍ୟରେ ଲୋକପ୍ରିୟ କରାଇବାରେ ଯେଉଁ କେତେଜଣ ଭାରତୀୟ ଲେଖକ ସବୁଠୁ ଅଧିକ ସଫଳ ହୋଇଛନ୍ତି ସେମାନଙ୍କ ମଧ୍ୟରେ ଅମିଶ୍‌ ତ୍ରିପାଠୀ ହେଉଛନ୍ତି ଅନ୍ୟତମ। ପ୍ରସିଦ୍ଧ ଫିଲ୍ମ ନିର୍ଦ୍ଦେଶକ ଶେଖର କପୁର ତାଙ୍କ ଉଦ୍ଦେଶ୍ୟରେ ଏକଥା କହିଥିଲେ ଯେ, ଅମିଶ୍‌…

ପହିଲି ଗାଡ଼ି

ରାତି ପାହିବାକୁ ଘଡ଼ିଏ ବାକିଥାଏ। ଗଣ୍ଠିଲି ମୁଣ୍ଡେଇ ଗାଁ ଦାଣ୍ଡରେ ଧପ୍‌ ଧପ୍‌ ଚାଲିଥା’ନ୍ତି ଜଣେ। ପଛେ ପଛେ ଛୁଆ ହାତଧରି ଆସୁଥାନ୍ତି ତାଙ୍କ ସ୍ତ୍ରୀ। ଦୂରରୁ କୁକୁରର ଭୋ ଭୋ ରଡି ଆଉ କୁଆଙ୍କ କା କା ରାବ। ଗାଁ…

ପାହାଡ଼ ଉପରେ ଗଡ଼ିବ ଟ୍ରେନ୍‌

ଉତ୍ତରାଖଣ୍ଡ: ପାହାଡ଼ ଉପରେ ନ୍ୟାରୋଗେଜ୍‌ ହେଉ କି ମିଟରଗେଜ୍‌ ପ୍ରଥମ ଥର ପାଇଁ ଟ୍ରେନ୍‌ ଗଡ଼ିବ। ଘଣ୍ଟାପ୍ରତି ଏହା୧୦୦ କିଲୋମିଟର ବେଗରେ ଗତିକରିବ। ପ୍ରଥମେ ବ୍ରଡ୍‌ଗେଜ୍‌ ରେଲ୍‌ଓ୍ବେ ଟ୍ରାକ୍‌ ୬୩ କିଲୋମିଟର ଲମ୍ବ ପଞ୍ଜାବର ଭାନୁପଲ୍ଲୀରୁ ହିମାଚଳର ବିଳାସପୁର ପର୍ଯ୍ୟନ୍ତ ଏହା…

ମଦ୍ୟପଙ୍କୁ ପିଞ୍ଜରାରେ ୨୪ ଘଣ୍ଟା ବନ୍ଦ କରନ୍ତି ଗ୍ରାମବାସୀ

ସାଣନ୍ଦ,୧୬।୨: ମଦ୍ୟପାନ ବିରୋଧରେ ଦେଶରେ ସଚେତନତା ଅଭିଯାନ ଜାରି ରହିଛି। ଗୁଜରାଟ ସାଣନ୍ଦରେ ଲୋକେ ମଦ୍ୟପମାନଙ୍କୁ ସଚେତନ କରାଇବା ପାଇଁ ଏକ ନିଆରା ପଦକ୍ଷେପ ଗ୍ରହଣ କରିଛନ୍ତି। ସେମାନେ ମଦ୍ୟପଙ୍କୁ ଧରି ୨୪ ଘଣ୍ଟା ଲାଗି ପିଞ୍ଜରାରେ ବନ୍ଦ କରି ଦିଅନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?