ଫୁରସତ

ସବୁଠୁ ଲମ୍ବା ପେଣ୍ଟିଂ, ଗିନିଜ ଓ୍ବାର୍ଲଡ ରେକର୍ଡସ୍‌ରେ ସ୍ଥାନ ପାଇଲା

ଚାଇନାର ସଙ୍ଗିତ ପ୍ରଯୋଜକ ତଥା ଚିତ୍ରକର ଗୁଓ ଫେଙ୍ଗ୍‌ ଏବେ ସଙ୍ଗିତ ଅପେକ୍ଷା ତାଙ୍କର ପେଣ୍ଟିଂ ପାଇଁ ଅଧିକ ପରିଚିତ ହୋଇପାରିଛନ୍ତି। ୧୯୯୧ ମସିହାରୁ ଏପର୍ଯ୍ୟନ୍ତ ସେ ୩୦୦ରୁ ଊର୍ଦ୍ଧ୍ୱ ପେଣ୍ଟିଂ କରିସାରିଲେଣି। ତେବେ ପୃଥିବୀର ସବୁଠାରୁ ଲମ୍ବା ପ୍ରାଚୀର...

ରେକର୍ଡ କଲା ହୀରାର ପଦ୍ମଫୁଲ ପରି ମୁଦି

ସୁରଟର ଦୁଇ ଗହଣା ନିର୍ମାତା ବିଶାଳ ଓ ଖୁସ୍‌ବୁ ଅଗ୍ରଓ୍ବାଲ ଏକ ଖାସ୍‌ ଗହଣା କରି ଗିନିଜ୍‌ ଓ୍ବାର୍ଲଡ୍‌ ରେକର୍ଡରେ ସ୍ଥାନ ପାଇଛନ୍ତି। ଏହି ଗହଣାଟି ହେଉଛି ହୀରାର ଏକ ମୁଦି। ୧୮ କ୍ୟାରେଟ୍‌ ରୋଜ୍‌ ଗୋଲ୍ଡରେ ନିର୍ମିତ ଏହି...

ଭ୍ରମଣରେ ଦେଶପ୍ରେମ

ସାଧାରଣତନ୍ତ୍ର ଦିବସ ଅବସରରେ ଭାରତର ବିଭିନ୍ନ ସ୍ଥାନରେ ଭବ୍ୟ ପରେଡ୍‌ର ଆୟୋଜନ କରାଯାଇଥାଏ। ତା’ସହିତ ଦେଶପ୍ରେମ ସମ୍ପର୍କିତ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମର ଝଲକ ବି ଏଥିରେ ଦେଖିବାକୁ ମିଳିଥାଏ। ବିଶେଷକରି ଦିଲ୍ଲୀ ପରେଡ୍‌ର ଲୋକପ୍ରିୟତା ଏତେ ରହିଥାଏ ଯେ, ଯାହାକୁ...

ଆଜ୍ଞା, ଈଶ୍ୱରଙ୍କୁ ଦେଖିଛନ୍ତି କି

ଈଶ୍ୱରଙ୍କ ମହିମା ଏବଂ ଲୀଳାଗୁଡ଼ିକୁ ବିଭିନ୍ନ ଶାସ୍ତ୍ର ପୁରାଣ, ଗୀତା, ଭାଗବତ, ପ୍ରବଚନ ଅବା ଅନେକ ଭକ୍ତଙ୍କ ଦିବ୍ୟାନୁଭୂତିକୁ ଶ୍ରବଣ କରିସାରିବା ପରେ ଆଧ୍ୟାତ୍ମିକ ଦୁନିଆରେ ପାଦ ଥାପୁଥିବା ଅବା ଏ ଇଲାକାରେ ଅନେକ ଦିନ ହେଲା ଘୂରି ବୁଲୁଥିବା...

ସାଧାରଣତନ୍ତ୍ର ଦିବସକୁ ନେଇ ମନ୍ତ୍ରୀଙ୍କ ଜ୍ଞାନ: ୧୯୮୫ରେ ଲାଗୁ ହୋଇଛି ଦେଶର ସମ୍ବିଧାନ

ପାଟନା,୨୬।୧: ଦେଶ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ବିହାରର ଜଣେ ମନ୍ତ୍ରୀଙ୍କ ଜ୍ଞାନ ଏବେ ଚର୍ଚ୍ଚାକୁ ଆସିଛି। ବିହାର ବିଧାନସଭାରେ ମନ୍ତ୍ରୀଥିବା ବିମା ଭାରତି କହିଛନ୍ତି ୧୯୮୫ମସିହାରେ ଦେଶରେ ସମ୍ବିଧାନ ଲାଗୁ ହୋଇଥିଲା। ଏହା...

ଶିକ୍ଷୟିତ୍ରୀଙ୍କ ପାଠପଢା ଶୈଳୀକୁ ପ୍ରଶଂସା କଲେ ଆନନ୍ଦ ମହିନ୍ଦ୍ରା, ଶାହାରୁଖ

ପାଟନା,୨୬।୧: ବିହାର ଶିକ୍ଷା ବ୍ୟବସ୍ଥା ସବୁବେଳେ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ସେଠାକାର ଜଣେ ଶିକ୍ଷୟିତ୍ରୀଙ୍କ ପାଠପଢା ଶୈଳୀ ଭାଇରାଲ ହେବାରେ ଲାଗିଛି। ସରକାରୀ ସ୍କୁଲର ଜଣେ ଶିକ୍ଷୟିତ୍ରୀଙ୍କ ପାଠପଢାଇବା ଶୈଳୀକୁ କେବଳ ସାଧାରଣ ଜନତା ନୁହେଁ ବଲିଉଡ୍‌ ଅଭିନେତା...

ସାଧାରଣତନ୍ତ୍ର ଦିବସ ଅବସରରେ ଦେଶୀ ଲୁକ୍‌

ସାଧାରଣତନ୍ତ୍ର ଦିବସ ଅବସରରେ ଦେଶୀ ଲୁକ୍‌ରେ ବି ଷ୍ଟାଇଲିଶ୍‌ ଦେଖାଯିବା ପାଇଁ ପ୍ରାୟ ସମସ୍ତଙ୍କର ଇଚ୍ଛା ଥାଏ। ତେଣିକି ସେ ପୁରୁଷ ହୁଅନ୍ତୁ କି ମହିଳା। ତେଣୁ ଏହି କଥାକୁ ଧ୍ୟାନରେ ରଖି ଏଠାରେ ସେମିତି କିଛି ପୋଷାକ ବିଷୟରେ...

ପ୍ରଥମ ଦରମା ଟଙ୍କା ବୋଉକୁ ଦେଇଥିଲି: ନାଟ୍ୟ ନିର୍ଦ୍ଦେଶକ ତ୍ରିନାଥ ମହାପାତ୍ର

ନୟାଗଡ଼ ଜିଲା ରଣପୁର ବ୍ଲକ୍‌ କୁଳାସର ଗ୍ରାମପଞ୍ଚାୟତ ଅଧୀନ ବେଣୁଧରପୁର ଶାସନରେ ମୋର ଜନ୍ମ। ହେଲେ ମୋତେ ଯେତେବେଳେ ମାତ୍ର ୫ ବର୍ଷ ହୋଇଥିଲା ମୁଁ ରଣପୁରଗଡ଼ ଦାଣ୍ଡସାହିର କାଶୀନାଥ ମହାପାତ୍ର ଓ କୁନ୍ତଳାଦେବୀଙ୍କର ପୋଷ୍ୟପୁତ୍ର ହୋଇ ଆସିଥିଲି। ବ୍ରଜେନ୍ଦ୍ର...

ପୁରସ୍କାର ପରେ କେମିତି ଥାଆନ୍ତି ପ୍ରତିଭାମାନେ, କ’ଣ କରନ୍ତି…

ଅନେକ ସମୟରେ ଦେଖିବାକୁ ମିଳିଥାଏ, ବିପଦରେ ପଡିଥିବା ବ୍ୟକ୍ତିଙ୍କୁ ଦେଖି କେହି କେହି ବାଟଭାଙ୍ଗି ଚାଲି ନ ଯାଇ ନିଜ ଜୀବନକୁ ବାଜି ଲଗାଇ ସେମାନଙ୍କୁ ରକ୍ଷା କରିଥାନ୍ତି। ଏପରି ସହାସିକତା ପାଇଁ ପରବର୍ତ୍ତୀ ସମୟରେ ଏମାନଙ୍କୁ ସରକାରୀ ଓ...

ଦେଶୀ ଖାଦ୍ୟ ବିକି ବର୍ଷକୁ ୧୦ ଲକ୍ଷ ରୋଜଗାର କରୁଛନ୍ତି ମହିଳା

ମୁମ୍ବାଇ,୨୬।୧: ଏବେ ଅଧିକ ଲୋକେ ଜଙ୍କ୍‌ ଫୁଡ୍‌କୁ ବେଶୀ ପସନ୍ଦ କରୁଛନ୍ତି। ଏଥିପାଇଁ କୌଣସି ଝନ୍‌ଝଟ ନାହିଁ। ପ୍ୟାକ୍‌ରେ ଖାଦ୍ୟ ସହଜରେ ଖାଇ ହେଉଛି। ତେବେ ମୁମ୍ବାଇର ରୋଶନୀ ନାମକ ଜଣେ ୪୦ ବର୍ଷ ବୟସ୍କ ମହିଳା ନିଜେ ପ୍ରସ୍ତୁତ...

ବାଲାଜୀଙ୍କ ସମେତ ଅନ୍ୟ ଦେବାଦେବୀଙ୍କ ନାଗରିକତ୍ୱ ପ୍ରମାଣ ଲୋଡିଲେ ପୂଜାରୀ

ହାଇଦ୍ରାବାଦ୍‌ ,୨୬।୧: ଦେଶରେ ସିଏଏ ବିରୋଧ ତଥା ସମର୍ଥନରେ ବିଭିନ୍ନ ପ୍ରଦର୍ଶନ ଜାରି ରହିଛି। ତେବେ ହାଇଦ୍ରାବାଦ୍‌ ଚିଲକୁର ବାଲାଜୀ ମନ୍ଦିରର ମୁଖ୍ୟ ପୂଜାରୀ ସି.ଏସ୍‌. ରଙ୍ଗରାଜନ ବାଲାଜୀଙ୍କ ସମେତ ଅନ୍ୟ ଦେବାଦେବୀଙ୍କ ନାଗରିକତ୍ୱ ପ୍ରମାଣ ସରକାରଙ୍କଠାରୁ ଲୋଡିଛନ୍ତି। ସେ...

୯ ମହଲାରୁ ଖସି ବି ଆରାମରେ ଉଠି ଦୌଡ଼ିଲେ ମହିଳା: ଭିଡ଼ିଓ ଭାଇରାଲ

ମସ୍କୋ, ୨୬।୧: ରୁଷିଆରେ ଜଣେ ମହିଳା ଏକ ବିଲ୍ଡିଂର ୯ ମହଲାରୁ ଅସାବଧାନତା ଯୋଗୁ ଖସିପଡ଼ିଥିଲେ। ତେବେ ତାଙ୍କରର କୌଣସି କ୍ଷତି ହୋଇ ନ ଥିବା ଭାଇରାଲ ହୋଇଥିବା ଭିଡ଼ିଓରୁ ଜଣାପଡ଼ିଛି। ୯ ମହଲାରୁ ଖସିବା ପାଇଁ ତାଙ୍କୁ ୩...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri