ଫୁରସତ

ରିକ୍ସା ଚାଳକଙ୍କ ଝିଅ ବିବାହରେ ଶୁଭେଚ୍ଛା ବାର୍ତ୍ତା ପଠାଇଲେ ମୋଦି

ବାରାଣସୀ,୧୬।୨: ଉତ୍ତରପ୍ରଦେଶ ବାରାଣସୀର ରିକ୍ସା ଚାଳକ ମଙ୍ଗଳ କେବଟଙ୍କ ଘରେ ଝିଅ ବାହାଘର ପାଇଁ ଖୁସିର ପରିବେଶ ସୃଷ୍ଟି ହୋଇଛି। ଆଉ ଏହି ଖୁସି ଏବେ ଦ୍ୱିଗୁଣା ହୋଇଯାଇଛି। ଏହାର କାରଣ ହେଉଛି ମଙ୍ଗଳଙ୍କ ଝିଅ ବିବାହ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ନାଇଟ୍‌ କ୍ଲବ୍‌ରେ ସଂସ୍କୃତ ଗୀତରେ ନାଚନ୍ତି ଲୋକେ…

ବୁଇନୋସ୍‌ ଆରିସ୍‌, ୧୬।୨: ନାଇଟ୍‌ କ୍ଲବ୍‌ରେ ହିନ୍ଦୀ ଅବା ଇଂଲିଶ୍‌ ଗୀତରେ ଲୋକେ ନାଚିଥାନ୍ତି। କିନ୍ତୁ ଆର୍ଜେଣ୍ଟିନାରେ ଥିବା ଏକ ନାଇଟ୍‌ କ୍ଲବ୍‌ରେ ଲୋକେ ସଂସ୍କୃତ ଗୀତରେ ନାଚିଥାନ୍ତି। ସ୍ଥାନୀୟ ବୁଇନୋସ୍‌ ଆରିସ୍‌ରେ ଥିବା ଗ୍ରୋବ୍‌ ନାଇଟ୍‌ କ୍ଲବ୍‌ରେ ଏଭଳି ହୋଇଥାଏ।…

ଦ୍ୱାର ସମ୍ମୁଖରେ କଳସ ରଖିଲେ ମିଳିଥାଏ ଏସବୁ ଲାଭ

ଗୃହପ୍ରବେଶ, ନବରାତ୍ରି ପୂଜା, ଦୀପାବଳି, ଲକ୍ଷ୍ମୀପୂଜା, ଯଜ୍ଞ ଅନୁଷ୍ଠାନ, ବିବାହ ଆଦି ଯେକୌଣସି ମାଙ୍ଗଳିକ କାର୍ଯ୍ୟରେ ପ୍ରଥମେ କଳସ ସ୍ଥାପନ କରାଯାଇଥାଏ। ତେଣୁ ଏହି କଳସ କାହିଁକି ରଖାଯାଏ ଏବଂ ଏଥିରୁ କେଉଁ ଶୁଭ ଫଳ ମିଳିଥାଏ ଜାଣନ୍ତୁ ଏ ସମ୍ପର୍କରେ……

ପେଚା କାହିଁକି ରାତିରେ ଦେଖିପାରେ…

ପେଚା ଯେତିକି ଭୟଙ୍କର ସେତିକି ବୁଦ୍ଧିମାନ ମଧ୍ୟ। କେହି କେହି ପେଚାକୁ ବୋକା ବୋଲି ଭାବିଥାନ୍ତି। କିନ୍ତୁ ପେଚା ବିଷୟରେ ଏମିତି କିଛି ଖାସ୍‌ କଥା ଅଛି ଯାହା ଅଧିକାଂଶ ଲୋକେ ଜାଣି ନ ଥିବେ। ତେବେ ଜାଣନ୍ତୁ ଏ ସମ୍ପର୍କରେ…

ବିବାହ ବନ୍ଧନରେ ବାନ୍ଧିହେଲେ ଘୋଡ଼ା-ଘୋଡ଼ୀ, ଫଟୋ ଭାଇରାଲ

ବେଙ୍ଗାଲୁରୁ: କର୍ନାଟକ ରାଜଧାନୀ ବେଙ୍ଗାଲୁରୁର କୁବନ ପାର୍କରେ ଏକ ଘୋଡ଼ା(ରାଜା) ଏବଂ ଘୋଡ଼ୀ(ରାଣୀ)ର ବିବାହ ଭାଲେଣ୍ଟାଇନ୍ସ ଡେ’ରେ ସମ୍ପନ୍ନ ହୋଇଛି। ଏହି ବିବାହ ପାରମ୍ପରିକ ରୀତିନୀତିରେ ହୋଇଥିଲା। ଘୋଡ଼ା ଧୋତି ଏବଂ ଶାର୍ଟ ପିନ୍ଧିଥିବା ବେଳେ ଘୋଡ଼ୀ ଶାଢ଼ି ସହିତ ମଙ୍ଗଳସୂତ୍ର…

ସୁଉଚ୍ଚ ଶୈବମୂର୍ତ୍ତି

ପୃଥିବୀର ସୁଉଚ୍ଚ ମୂର୍ତ୍ତି ମଧ୍ୟରୁ ଅନ୍ୟତମ ନେପାଳର କୈଳାସନାଥ ମହାଦେବ। ଏହା ପୃଥିବୀର ସର୍ବୋଚ୍ଚ ଶୈବମୂର୍ତ୍ତି ଭାବେ ବେଶ୍‌ ପ୍ରସିଦ୍ଧି ଲାଭ କରିଛି। ୧୪୩ ଫୁଟ ଉଚ୍ଚ ବିଶିଷ୍ଟ ଏହି ମୂର୍ତ୍ତି ନେପାଳର ସାଙ୍ଗାଠାରେ ଅବସ୍ଥିତ। ତମ୍ବା, ଦସ୍ତା, ଷ୍ଟିଲ ଏବଂ…

ପିମ୍ପୁଡ଼ିର ଦୁଇଟି ପାକସ୍ଥଳୀ

ଅନ୍ୟ ପୋକଙ୍କ ପରି ପିମ୍ପୁଡ଼ିର ଛଅଟି ଗୋଡ଼ । ପ୍ରତି ଗୋଡ଼ରେ ରହିଛି ଛଅଟି ଗଣ୍ଠି । କ୍ଷୁଦ୍ର ଓ ପତଳା ଦିଶୁଥିଲେ ବି ପିମ୍ପୁଡ଼ିମାନଙ୍କର ଗୋଡ଼ ଖୁବ୍‌ ଟାଣ, ଯାହାଫଳରେ ସେମାନେ କ୍ଷିପ୍ରବେଗରେ ଚାଲି ପାରନ୍ତି । ଆନୁପାତିକ ଦୃଷ୍ଟିରୁ…

୧୪ ବର୍ଷ ଜେଲରେ କାଟିଥିବା ବ୍ୟକ୍ତି ଏବେ ଏମ୍‌ବିବିଏସ୍‌

କାଲାବୁରାଗି,୧୫।୨: କର୍ନାଟକ କାଲାବୁରାଗି ଅଫଜଲପୁରାର ସୁଭାଷ ପାଟିଲ(୪୦) ନାମକ ଜଣେ ବ୍ୟକ୍ତିି ଜେଲରେ ୧୪ ବର୍ଷ ରହିବା ପରେ ବି ନିଜ ସ୍ବପ୍ନକୁ ସାକାର କରିପାରିଛନ୍ତି। ପିଲାଟି ଦିନରୁ ଡାକ୍ତର ହେବାର ସ୍ବପ୍ନ ଦେଖିଥିବା ସୁଭାଷ ଜେଲରୁ ଫେରିବା ପରେ ଏବେ…

ପ୍ରେମରୁ ବିରହ: ପ୍ରେମ ସପ୍ତାହ ପରେ ପାଳିତ ହୋଇଥାଏ ଆଣ୍ଟି ଭାଲେଣ୍ଟାଇନ୍‌ ଓ୍ବିକ୍‌

ଦୁନିଆରେ କୌଣସି ଜିନିଷ ସ୍ଥାୟୀ ନୁହେଁ। ସଭିଙ୍କର ଶେଷ ବା ଅନ୍ତିମ ପର୍ଯ୍ୟାୟ ରହିଛି। ଏହା ପୃଥିବୀର ପ୍ରତିଟି ପ୍ରାକୃତିକ କାର୍ଯ୍ୟରେ ପରିଲକ୍ଷିତ ହୋଇଥାଏ। ଜୁଆର ପରେ ଭଟ୍ଟା ହିଁ ଆସିଥାଏ। ଏହାର ପ୍ରତିଫଳନ ଭାଲେଣ୍ଟାଇନ୍‌ ଓ୍ବିକ୍‌ରେ ମଧ୍ୟ ଦୃଷ୍ଟି ଗୋଚର…

୨୪ ଘଣ୍ଟା ପର୍ଯ୍ୟନ୍ତ ଶରୀର ବାହାରେ ସୁରକ୍ଷିତ ରହିପାରିବ ମାନବ ହୃଦୟ

ଲଣ୍ଡନ,୧୫।୨: ଏବେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ୍‌ କରିବା ସହଜ ହୋଇପାରିବ। ଶରୀର ବାହାରେ ନୂତନ ଜ୍ଞାନକୌଶଳ ଦ୍ୱାର ୨୪ ଘଣ୍ଟା ସୁରକ୍ଷିତ ରଖାଯାଇପାରିବ। କେତେକ କୃତ୍ରିମ ଉପକରଣ ସହାୟତାରେ ଏଭଳି କରାଯାଇପାରିବ। ପରୀକ୍ଷାମୂଳକ ଭାବେ ଘୁଷୁରିର ହୃଦୟକୁ ୨୪ ଘଣ୍ଟା ପର୍ଯ୍ୟନ୍ତ ସୁରକ୍ଷିତ…

ବିଶ୍ୱର ସବୁଠାରୁ ବୟସ୍କ ପୁରୁଷ

ନୂଆଦିଲ୍ଲୀ: ବୟସ ବଢ଼ିବା ସହ ରୋଗ ଏବଂ ଦୁଃଖ ମଧ୍ୟ ବଢ଼ିଚାଲେ। ତେଣୁ ଗୋଡ଼ ହାତ ଚାଲି ସଂସାରରୁ ବିଦାୟ ନେବାକୁ ସମନ୍ତେ ଚାହାନ୍ତି। ହେଲେ ଜୀବନ ଉପରେ କାହାର ବା ଜୋର୍‌। ଯାହାର ଯେତିକି ଦିନ ଆୟୁଷ, ସେ ସେତିକି…

୫ ବର୍ଷର ବାଳକ ଜଳନ୍ତା ଘରୁ ଭଉଣୀ, ପୋଷା କୁକୁରକୁ କଲେ ଉଦ୍ଧାର

ଓ୍ବାଶିଂଟନ,୧୫।୨: ଆମେରିକାର ଜଣେ ୫ ବର୍ଷ ବୟସ୍କ ବାଳକ ଜଳନ୍ତା ଘରୁ ତାଙ୍କ ଭଉଣୀ ଏବଂ ପୋଷା କୁକୁରକୁ ଉଦ୍ଧାର କରିଛନ୍ତି। ଜର୍ଜିଆର ବାର୍ଟୋ କାଉଣ୍ଟିରେ ବାସ କରୁଥିବା ନୋଆହ ବୁଇସ୍‌ଙ୍କ ଶୋଇବା ଘରେ ବିଦ୍ୟୁତ୍‌ ଶର୍ଟ ସର୍କିଟ୍‌ ଯୋଗୁ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?