ଫୁରସତ

୪ ବର୍ଷରେ ୧୧୦ କିଲୋ ଓଜନ କମାଇଲେ ୧୪ ବର୍ଷ ବୟସ୍କ ବାଳକ

ଜାକର୍ତ୍ତା,୨୬।୧: ପୃଥିବୀର ସବୁଠାରୁ ମେଦବହୁଳ ବାଳକ ଗତ ୪ ବର୍ଷରେ ୧୧୦ କିଲୋ ଓଜନ କମାଇଇଛନ୍ତି। ସେ ବାଳକ ଜଣକ ହେଉଛନ୍ତି ଇଣ୍ଡୋନେସିଆର ୧୪ ବର୍ଷ ବୟସ୍କ ଆରିୟା ପରମାନା। ପୂର୍ବରୁ ତାଙ୍କ ଓଜନ ୧୯୩ କିଲୋ ଥିଲା। ତେବେ...

ଏମିତି ସହର, ଯାହାର ସ୍ଥିତି ନାହିଁ ନିଜ ଦେଶରେ

ସାଧାରଣତଃ ପ୍ରତ୍ୟେକ ସହର ନିଜ ଦେଶରେ ହିଁ ରହିଥାଏ। ମାତ୍ର ବିଶ୍ୱରେ ଏମିତି ଏକ ସହର ରହିଛି, ଯାହାର ସ୍ଥିତି ନିଜ ଦେଶରେ ନ ରହି ଅନ୍ୟ ଦେଶରେ ରହିଛି। ଏପରି ସହରଟି ହେଉଛି କାଲିନିନ୍‌ଗ୍ରାଦ୍‌। ଯାହା ଋଷ୍‌ର। ମାତ୍ର...

୧୨ ବର୍ଷରେ ଥରେ ଫୁଟେ ଏହି ଫୁଲ

କଶ୍ମୀରରୁ ନେଇ କନ୍ୟାକୁମାରୀ ପର୍ଯ୍ୟନ୍ତ ଭାରତର କୋଣେ କୋଣେ ପ୍ରକୃତି କୋଳରେ ଏମିତି ବିସ୍ମୟ ଖଞ୍ଜି ହୋଇ ରହିଛି ଯାହା ଦେଖେଣାହାରୀଙ୍କ ମନ ମୋହିଥାଏ। ସହର, ଗାଁ, ପାହାଡ, ଗୁମ୍ପା ସବୁଠି କିଛି ନା କିଛି ପ୍ରକୃତିର ବିସ୍ମୟ ଲୁଚି...

ଜୀବିତ ସ୍ବାମୀଙ୍କ କବର ତିଆରି କଲେ ସ୍ତ୍ରୀ, ଜାଣନ୍ତୁ କାହିଁକି

ଜଣେ ବ୍ୟକ୍ତିଙ୍କ ଫୋନ୍‌ ୪ ମାସ ଧରି ବାଜୁ ନ ଥିଲା। ଫୋନ୍‌ ଖରାପ ହୋଇଥିବା ଭାବି ସେ ଦୋକାନରେ ନେଇ ଦେଖାଇଲେ ମାତ୍ର ସବୁ ଠିକ୍‌ଠାକ୍‌ ଥିବା ଦୋକାନୀ କହିଲେ। କିନ୍ତୁ କାହିଁକି ତାଙ୍କ ଫୋନ୍‌ ରିଙ୍ଗ୍‌ ହେଉନି...

୧୯ ଲକ୍ଷ ଟଙ୍କାର ଡାକ ଟିକଟ ସଂଗ୍ରହ କରି ରଖିଛନ୍ତି ଏହି ଭାରତୀୟ

କାହାର କେତେ ପ୍ରକାରର ସଉକ ରହିଥାଏ। ହେଲେ ଏମିତି ଜଣେ ଭାରତୀୟ ଅଛନ୍ତି ଯେ ଏବେସୁଦ୍ଧା ପ୍ରାୟ ୧୯ ଲକ୍ଷ ଟଙ୍କାର ଡାକ ଟିକଟ ସଂଗ୍ରହ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଦୁବାଇରେ ରହୁଥିବା ୬୫ ବର୍ଷୀୟ ପିସି...

ସାବଧାନ ଥରେ ହ୍ୟାଲୋ କହିଲେ ଆପଣଙ୍କ ବ୍ୟାଙ୍କ ଖାତା ହୋଇଯିବ ଶୂନ !

ରାଞ୍ଚି,୨୫।୧: ବେଳେବେଳେ କେତେକ ଅଚିହ୍ନା ଲୋକ ମୋବାଇଲ ଯୋଗେ ଆପଣଙ୍କ ବ୍ୟାଙ୍କ ଖାତା ସମ୍ପର୍କରେ କିଛି ସୂଚନା ଦେଇଥାନ୍ତି। ତେବେ ଏଭଳି ଫୋନ୍‌ କଲ୍‌ ଠାରୁ ଦୂରେଇ ରହିବା ଆବଶ୍ୟକ। ନଚେତ ଆଖିପିଛୁଳାକେ ଆପଣଙ୍କ ବ୍ୟାଙ୍କ ଖାତା ଶୂନ ହୋଇଯିବ।...

ଶେଷନାଗ ସହ ଟକ୍କର ଦେବାକୁ ପ୍ରସ୍ତୁତ ହେଉଛି ବିଭିନ୍ନ ଦେଶର ବରଫ କଳାକୃତି

ଓ୍ବାଶିଂଟନ,୨୫।୧: ଆମେରିକାର କଲରାଡୋରେ ଏବେ ଏକ ଭିନ୍ନ ଧରଣର ତଥା ପ୍ରାଚୀନ ପ୍ରତିଯୋଗୀତା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପ୍ରତିଯୋଗୀତା ହେଉଛି ବରଫ ଉପରେ ନିଜ ନିଜର ମନର ଭାବନାକୁ ପ୍ରକାଶ କରିବା। ବ୍ରେକନରିଜରେ ଆୟୋଜିତ ହେଉଥିବା ୩୦ତମ...

ଦମକଳ ବାହିନୀଙ୍କ ସହାୟତା ପାଇଁ ୩୩୮ ଫୁଟ ଲମ୍ବ ୯୦ କିଲୋ ପିଜା ତିଆରି କଲେ ଭଉଣୀ-ଭାଇ

ସିଡ୍‌ନୀ,୨୫।୧: ଅଷ୍ଟ୍ରେଲିଆରେ ଭୟଙ୍କର ଜଙ୍ଗଲ ନିଆଁରେ ଅନେକ କ୍ଷତି ହୋଇଛି। ଜଙ୍ଗଲ ନିଆଁ ଲିଭାଇବା ସମୟରେ ମୃତ୍ୟୁ ଘଟିଥିବା ଦମକଳ ବାହିନୀ କର୍ମଚାରୀଙ୍କ ଲାଗି ଅଷ୍ଟ୍ରେଲିଆରେ ୩୩୮ ଫୁଟ ଲମ୍ବ ୯୦ କିଲୋର ପିଜା ପ୍ରସ୍ତୁତ ହୋଇଛି। ପିଜା ବିକ୍ରିରୁ...

୧୬ ବର୍ଷ ଧରି କୌଣସି ଚିଠି ନ ବାଣ୍ଟି ଘରେ ଲୁଚାଇ ରଖିଲେ ପୋଷ୍ଟମ୍ୟାନ

ଟୋକିଓ,୨୫।୧: ଜାପାନରେ ଜଣେ ୬୧ ବର୍ଷ ବୟସ୍କ ଅବସର ପ୍ରାପ୍ତ ପୋଷ୍ଟମ୍ୟାନ୍‌ ୨୪ ହଜାରରୁ ଅଧିକ ଚିଠି ନ ବାଣ୍ଟି ପକାଇ ରହିଥିଲେ। ଏନେଇ ଜଣାପଡ଼ିବା ପରେ ପୋଷ୍ଟାଲ ଅଧିକାରୀ ଲୋକଙ୍କୁ କ୍ଷମା ମାଗିଛନ୍ତି। ସ୍ଥାନୀୟ ୟୋକୋହାମାରେ ଏଭଳି ଘଟଣା...

୮ମ ଶ୍ରେଣୀ ଛାତ୍ର ୪୫ କିମି ସାଇକେଲ ଚଳାଇ କଲେ ରେକର୍ଡ

ଶିମଲା,୨୫।୧: ହିମାଚଳପ୍ରଦେଶର ଜଣେ ୮ମ ଶ୍ରେଣୀ ଛାତ୍ର ୨ ଘଣ୍ଟା ୪୩ ମିନିଟ ସାଇକେଲ ଚଳାଇ ୪୫ କିମି ଦୂରତା ଅତିକ୍ରମ କରି ଏକ ରେକର୍ଡ କରିଛନ୍ତି। ସେ ସ୍ଥାନୀୟ ଉନାଠାରୁ ବଡ଼ସର ପର୍ଯ୍ୟନ୍ତ କୌଣସି ସ୍ଥାନରେ ନ ରହି...

ସମ୍ବିଧାନ ଛପା ହୋଇଥିବା ମେଶିନ୍‌ ଦେଢ଼ ଲକ୍ଷରେ ହେଲା ବିକ୍ରି

ଡେରାଡୁନ୍‌,୨୫।୧: ଦେଶର ସମ୍ବିଧାନ ଛପା ହୋଇଥିବା ୨ଟି ଲିଥୋଗ୍ରାଫ୍‌ ମେଶିନ୍‌କୁ ଦେଢ଼ ଲକ୍ଷ ଟଙ୍କାରେ ବିକ୍ରି କରାଯାଇଛି। ଏହି ମେଶିନ୍‌ ଦ୍ୱାରା ସମ୍ବିଧାନର ହଜାରେ କପି ଛପା ହୋଇଥିଲା। ସୋବ୍ରିନ୍‌ ଏବଂ ମୋନାର୍କ ମଡେଲ ନାମକ ଏହି ପ୍ରିଣ୍ଟିଂ ମେଶିନ୍‌କୁ...

ନିଆଁ ଲିଭାଇବ ରୋବୋ: ଖର୍ଚ୍ଚ ହେବ କମ୍‌ ପାଣି

ଅହମ୍ମଦାବାଦ୍‌, ୨୫।୧: ନିଆଁ ଲିଭା କାର୍ଯ୍ୟରେ ଦମକଳ ବାହିନୀଙ୍କୁ ନିୟୋଜିତ କରାଯାଇଥାଏ। ତେବେ ଅହମ୍ମଦାବାଦ୍‌ ଦମକଳ ବିଭାଗ ପକ୍ଷରୁ ଏବେ ଏହି କାର୍ଯ୍ୟରେ ରୋବୋକୁ ନିୟୋଜିତ କରାଯିବ। ଏଥିପାଇଁ ବିଭାଗ ପକ୍ଷରୁ ଏକ ରୋବୋ ସହିତ ଟ୍ୟାଙ୍କର ୟୁନିଟ୍‌ ମଧ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri