ମହାକାଶରେ ୨ ଘଣ୍ଟାରେ ତିଆରି ହେଲା କୁକିଜ୍-ଚକୋଲେଟ୍-ଚିପ୍ସ୍
ହଷ୍ଟନ,୨୫।୧: ମହାକାଶଚାରୀମାନେ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ମହାକାଶ ଗବେଷଣା କେନ୍ଦ୍ରରେ ଖାଦ୍ୟ ପ୍ରସ୍ତୁତ କରିଛନ୍ତି। ଜିରୋ ଗ୍ରାଭିଟିରେ ମହାକାଶଚାରୀମାନେ ଦୀର୍ଘ ୨ ଘଣ୍ଟା ପରିଶ୍ରମ କରି କୁକିଜ୍,ଚକୋଲେଟ୍ ଓ ଚିପ୍ସ୍ ପ୍ରସ୍ତୁତ କରିଛନ୍ତି। ଖାଦ୍ୟ ତିଆରି କରିବା ଲାଗି...
ହଲିଉଡ୍ ହିରୋଙ୍କଠାରୁ ବି କମ୍ ଦିଶୁ ନ ଥିଲେ ରତନ ଟାଟା, ଫଟୋ ଭାଇରାଲ
ଟାଟା ଗ୍ରୁପ୍ର ଚେୟାରମ୍ୟାନ୍ ରତନ୍ ଟାଟା ୮୨ ବର୍ଷ ବୟସରେ ତାଙ୍କ ଇନ୍ଷ୍ଟାଗ୍ରାମରେ ଯୁବାବସ୍ଥାର ଏକ ଫଟୋ ଶେୟାର କରିଛନ୍ତି। ଯାହା ଏବେ ଖୁବ୍ ଭାଇରାଲ ହେବାରେ ଲାଗିଛି। ଏବେସୁଦ୍ଧା ଏହି ଫଟୋକୁ ଅଢ଼େଇ ଲକ୍ଷରୁ ଅଧିକ ଲୋକ ଲାଇକ୍...
ବିବାହ ପାଇଁ ଘୋଡ଼ା ଚଢି ବରଘରେ ପହଞ୍ଚିଲେ ଦୁଇ ଭଉଣୀ
ଖଣ୍ଡଓ୍ବା,୨୪।୧: ରାଜସ୍ଥାନର ଖଣ୍ଡଓ୍ବାରେ ବିବାହକୁ ନେଇ ଦେଖିବାକୁ ମିଳିଛି ଏକ ଭିନ୍ନ ପରମ୍ପରା। ବିବାହ ପାଇଁ ଯାଉଥିବା ସମୟରେ ଘୋଡ଼ା ସହ ବରଯାତ୍ରୀ ଓ ବାଜାବାଣ ସବୁ ଥିଲା ହେଲେ ଘୋଡ଼ା ଉପରେ ବର ବଦଳରେ ଦେଖିବାକୁ ମିଳିଥିଲା ଦୁଇ...
ଗାର୍ଲଫ୍ରେଣ୍ଡ୍ଙ୍କୁ ବିବାହ ନ କରିବା ପାଇଁ ବୟଫ୍ରେଣ୍ଡ୍ ନାଇଟ୍ କ୍ଲବ ଯାଇ କଲେ ଏମିତି
ବେଜିଂ: ଦୁନିିଆରେ ଭିନ୍ନ ମଣିଷ ଅଛନ୍ତି। ସେମାନଙ୍କ ଚିନ୍ତାଧାରା ମଧ୍ୟ ଅଲଗା ପ୍ରକାର। କେତେବେଳେ କ’ଣ କରିବେ ନିଜେ ମଧ୍ୟ ଜାଣନ୍ତି ନାହିଁ। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଚାଇନାରେ। ଏଠାକାର ଜଣେ ଯୁବକ ତାଙ୍କ ଗାର୍ଲଫ୍ରେଣ୍ଡଙ୍କୁ ବିବାହ...
ବିଶ୍ୱକୁ ଭୟ ‘ସାର୍ସ’ ସଂକ୍ରମଣ
ଫୁସ୍ଫୁସରେ ଗୁରୁତର ପ୍ରଦାହକୁ ‘ସାର୍ସ’ (ସିଭିୟର ଆକ୍ୟୁଟ ରେସିପିରେଟୋରି ସିଣ୍ଡ୍ରୋମ୍ )କୁହାଯାଏ। ଭୂତାଣୁ ସଂକ୍ରମଣରୁ ଏହା ହୋଇଥାଏ। ଅଧିକ ଜ୍ୱର, କାଶ ଓ ମୁଣ୍ଡବିନ୍ଧା ହୁଏ। ବାନ୍ତି ଲାଗେ। ପ୍ରତିବର୍ଷ ଶୀତଦିନେ ଚାଇନା, କୋରିଆ ଓ ମଧ୍ୟପ୍ରାଚ୍ୟ ଦେଶରେ ଏହା...
ଜାତୀୟ ଶିଶୁକନ୍ୟା ଦିବସ: ସୁନିଶ୍ଚିତ କରାଯାଉ ବାଳିକାଙ୍କ ଅଧିକାର
ଭାରତରେ ମହିଳା ଓ ଝିଅମାନଙ୍କୁ ଦେବୀ ଓ ଲକ୍ଷ୍ମୀ ଭାବେ ବିବେଚନା କରାଯାଉଥିବା ବେଳେ ସେମାନେ ସମାଜରେ ଅସମାନତାର ଶିକାର ହେଉଛନ୍ତି। ଏହାକୁ ଦୂର କରି ଶିଶୁକନ୍ୟାମାନେ କିଭଳି ଏକ ସଶକ୍ତ,ସୁରକ୍ଷିତ ପରିବେଶ ପାଇପାରିବେ ସେଥିଲାଗି ପ୍ରତିବର୍ଷ ୨୪ ଜାନୁୟାରୀରେ...
ଜ୍ୱାଳାମୁଖୀ ଲାଭାରେ ମାନବ ମସ୍ତିଷ୍କ ତରଳି କାଚରେ ହୋଇଥିଲା ପରିଣତ
ରୋମ୍: ଜ୍ୱାଳାମୁଖୀ ଲାଭାରେ ମଣିଷ ମସ୍ତିଷ୍କ ତରଳି ମାଟି ତଳେ ଚାପି ହୋଇ ହଜାର ହଜାର ବର୍ଷ ରହିବା ପରେ କାଚରେ ପରିଣତ ହୋଇଛି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏନେଇ ଗବେଷକମାନେ ଦୀର୍ଘଦିନ ଗବେଷଣା ପରେ...
ପାହାଡ଼ର ୩ ହଜାର ଫୁଟ ଉପରେ ରହିଛି ହଜାରେ ବର୍ଷ ପୁରୁଣା ଗଣେଶଙ୍କ ମୂର୍ତ୍ତି
ରାୟପୁର: ଭାରତର ବିଭିନ୍ନ ସ୍ଥାନରେ ବହୁ ସାଂସ୍କୃତିକ ସ୍ଥାନ ରହିଛି। ସେଥିମଧ୍ୟରେ ଛତିଶଗଡ଼ ଦନ୍ତଓ୍ବାଡା ଜିଲାର ଦନ୍ତେଶ୍ୱରୀ କାଳି ଏବଂ ଗଣେଶଙ୍କ ପାଖରେ ଶ୍ରଦ୍ଧାଳୁଙ୍କ ଭିଡ଼ ବେଶ୍ ଜମିଥାଏ। ଢ଼ୋଲକଲ ପାହାଡ଼ରେ ଥିବା ପ୍ରଭୁ ଗଣେଶଙ୍କ ମନ୍ଦିରରେ ହଜାରେ ବର୍ଷ...
ନେତାଜୀ ସ୍ତ୍ରୀଙ୍କୁ ଶ୍ରଦ୍ଧାରେ ଡାକନ୍ତି…
ବିପ୍ଳବୀ ସ୍ବାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ବୀରପୁତ୍ର ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ କଟକର ଓଡ଼ିଆ ବଜାରରେ ୧୮୯୭ ମସିହା ଜାନୁୟାରୀ ୨୩ରେ ହୋଇଥିଲା। ପିତା ଜାନକୀ ନାଥ ବୋଷ ଏବଂ ମା’ ପ୍ରଭାବତୀ। ତାଙ୍କ ପିତା ଥିଲେ ଜଣେ...
ଜାଣନ୍ତି ଓକିଲମାନେ କାହିଁକି ପିନ୍ଧିଥା’ନ୍ତି କଳା କୋଟ୍, ଧଳା ଶାର୍ଟ
ଅସଲ ଜୀବନରେ ହେଉ କିମ୍ବା କୌଣସି ଫିଲ୍ମର କାହାଣୀରେ ନିଶ୍ଚୟ ଦେଖିଥିବେ ଓକିଲମାନେ କଳାକୋର୍ଟ ସହ ଧଳା ଶାର୍ଟ ପିନ୍ଧିଥା’ନ୍ତି। ବେଳେବେଳେ ମନକୁ ଏମିତି ପ୍ରଶ୍ନ ଆସିଥିବ ଏତେସବୁ ରଙ୍ଗ ଥାଇ ଓକିଲମାନେ କାହିଁକି କଳା କୋର୍ଟ ଏବଂ ଧଳା...
ଜଣେ ଛାତ୍ରୀଙ୍କ ପାଇଁ ଖୋଲେ ସ୍କୁଲ
ପାଟନା,୨୩।୧: ଜଣେ ଛାତ୍ରୀଙ୍କ ପାଇଁ ଖୋଲୁଛି ସ୍କୁଲ। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ବିହାରର ଗୟାଠାରୁ ୨୦କିମି ଦୂର ମନସା ବିଗଡାରେ ଏହି ସରକାରୀ ସ୍କୁଲଟି ରହିଛି। ଏହି ସ୍କୁଲରେ ଜାହ୍ନବୀ କୁମାରୀ ନାମରେ ଜଣେ ଛାତ୍ରୀ ପଢୁଛନ୍ତି।...
ଦଳକୁ ଭଲପାଉଥିବା ବ୍ୟକ୍ତି ପୁଅର ନାଁ ରଖିଲେ କଂଗ୍ରେସ
ଜୟପୁର,୨୩।୧: ଘରେ ପିଲାଟିଏ ଜନ୍ମନେଲେ ତା’ର ନାମକରଣ କରିବାକୁ ମାତାପିତାଙ୍କଠାରୁ ଆରମ୍ଭ କରି ବନ୍ଧୁ ପରିଜନ କିଏ କେତେ କ’ଣ ନାଁ ବାଛି ଥାଆନ୍ତି। ହେଲେ ରାଜସ୍ଥାନର ଏକ ଘଟଣା ଏବେ ଚର୍ଚ୍ଚାକୁ ଆସିଛି। ଏଠାରେ ଜଣେ କଂଗ୍ରେସ କର୍ମୀଙ୍କ...
Archives


