ଫୁରସତ

ରିୟଲ ଲାଇଫ୍‌ ସ୍ପାଇଡର ମ୍ୟାନ

ଇଣ୍ଡୋନେସିଆରେ ଏବେ ଚର୍ଚ୍ଚାରେ ରହିଛନ୍ତି ରିୟଲ ଲାଇଫ୍‌ ସ୍ପାଇଡର ମ୍ୟାନ। ତାଙ୍କ ନାଁ ହେଉଛି ରୁଡି ହାର୍ଟୋନୋ। ଏହି ବ୍ୟକ୍ତି ଜଣକ ସଡ଼କ ଓ ସମୁଦ୍ର କୂଳରେ ଜମା ହୋଇଥିବା ଆବର୍ଜନା ସଫା କରିବା କାମରେ ଲାଗି ପଡିଛନ୍ତି। ଏହାର କାରଣ…

ମଣିଷଙ୍କୁ ଅମର କରୁଥିବା ଯୀଶୁଙ୍କ ହୋଲି ଗ୍ରୀଲ୍‌ ଏବେ କେଉଁଠି ?

ରୋମ୍‌,୧୨।୨: ଯୀଶୁଖ୍ରୀଷ୍ଟଙ୍କ ପ୍ରକୃତ ହୋଲି ଗ୍ରୀଲ୍‌ ଏବେ କେଉଁଠି ରହିଛି ସେ ନେଇ ଅନୁସନ୍ଧାନ ଜାରି ରହିଛି। ଏହି କୁହୁକ ପାତ୍ରକୁ ପାନୀୟ ପିଇବାରେ ଯୀଶୁ ବ୍ୟବହାର କରୁଥିଲେ। ଏହାକୁ ମଣିଷ ବ୍ୟବହାର କଲେ ଅମରତ୍ୱ ଲାଭ ହୋଇଥାଏ ବୋଲି ଶ୍ରଦ୍ଧାଳୁ…

୩ ହରିଣଙ୍କୁ ଲିଭିଂ ରୁମ୍‌କୁ ଡାକି ୩୯୦୦୦ ଜରିମାନା ଗଣିଲେ ମହିଳା

ଓ୍ବାଶିଂଟନ୍‌,୧୨ା୨: ଆମେରିକାର କଲରାଡୋରେ ରହୁଥିବା ଜଣେ ମହିଳା ୩ ହରିଣଙ୍କୁ ଲିଭିଂ ରୁମ୍‌କୁ ଡାକି ଜରିମାନା ଗଣିଛନ୍ତି। ମହିଳା ଜଣଙ୍କ ହରିଣଙ୍କୁ ଦେଖି ବିଭୋର ହୋଇଯାଇଥିଲେ। ହରିଣଗୁଡ଼ିକୁ ଘରକୁ ଆଣି ତାଙ୍କୁ ବ୍ରେଡ୍‌ ଏବଂ ଫଳ ଖାଇବାକୁ ଦେଇଥିଲେ। ଭୋକିଲା ହରିଣଗୁଡ଼ିକ…

୧୨ କୋଟି ଟଙ୍କାର ଲଟେରୀ ଜିଣିଲେ ଦିନ ମଜୁରିଆ

କନ୍ନୁର,୧୨।୨: କେରଳର ଜଣେ ଦିନ ମଜୁରିଆଙ୍କ ଭାଗ୍ୟ ରାତାରାତି ବଦଳି ଯାଇଛି। ସେ ୧୨ କୋଟି ଟଙ୍କାର ଲଟେରୀ ଜିଣିଛନ୍ତି। ସ୍ଥାନୀୟ କନ୍ନୁରର ଥୋଲାମ୍ବ୍ରାସ୍ଥିତ ପୁରାଲିମାଲା କାଥାଚାଲ୍‌ କୁରିଚୟା କଲୋନୀରେ ବାସକରୁଥିବା ୫୮ ବର୍ଷ ବୟସ୍କ ପେରୁନ୍ନନ୍‌ ରାଜନ ଏହି ଲଟେରୀ…

କିସ୍‌ ଡେ’: ଜାଣନ୍ତୁ କାହାକୁ କେମିତି କରିବେ କିସ୍‌

ପ୍ରେମ ପାଇଁ ଯଦିଓ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା ବେଳେ ଭାଲେଣ୍ଟାଇନ୍‌ ଡେ’ ଅର୍ଥାତ୍‌ ୧୪ରେ ଶେଷ ହେବ। ଏହାର ଗୋଟିଏ ଦିନ ପୂର୍ବରୁ…

ମିଳିଲା ୨୫୦୦ ବର୍ଷ ପୁରୁଣା ୩୦ ବହି

ଏଥେନ୍ସ୍‌,୧୨।୨: ଗୀସ୍‌ର ଏଥେନ୍ସ୍‌ରୁ ୨୫୦୦ ବର୍ଷ ପୁରୁଣା ୩୦ଟି ବହି ମିଳିଛି। ସ୍ଥାନୀୟ ଏକ ୩୦ଫୁଟର କୂଅ ମଧ୍ୟରେ ଏଗୁଡ଼ିକ ରହିଥିଲା। ଏଥିରେ ଅନ୍ୟକୁ କିିଭଳି ଅଭିଶପ୍ତ କରାଯାଇ ପାରିବ ସେ ସମ୍ପର୍କରେ ଉଲ୍ଲେଖ ରହିଛି। ତତ୍‌କାଳୀନ ଗ୍ରୀସ୍‌ ସମାଜରେ ଏଭଳି…

ରତନ ଟାଟାଙ୍କ ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଫଲୋଅର୍ସ

ମୁମ୍ବାଇ: ଟାଟା ଟ୍ରଷ୍ଟର ଚେୟାରମ୍ୟାନ୍‌ ରତନ ଟାଟାଙ୍କ ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷରୁ ଅଧିକ ଫଲୋଅର୍ସ ହୋଇଗଲେଣି। ଏଥିପାଇଁ ରତନ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଏହା ଅଦ୍ଭୁତ ଅନ୍‌ଲାଇନ୍‌ ପରିବାର। ଯାହା ସହିତ ଜଡ଼ିତ ହୋଇ ମୁଁ ବହୁତ ଖୁସି।…

ଚୁମ୍ବନ ଦିବସ: ଚାଇନାରେ ନୋ କିସିଂ କଟକଣା

ବେଜିଂ,୧୨।୨: ଭାଲେଣ୍ଟାଇନ୍‌ ଓ୍ବିକ୍‌ର ଷଷ୍ଠ ଦିନକୁ କିସ୍‌ ଡେ’ ବା ଚୁମ୍ବନ ଦିବସ ଭାବେ ପାଳନ କରାଯାଇଥାଏ। ପ୍ରେମୀଯୁଗଳ ପରସ୍ପରକୁ ଚୁମ୍ବନ ଦେବାଦ୍ୱାରା ବହୁ ଶାରୀରିକ ସମସ୍ୟା ଦୂର ହୋଇଥାଏ ବୋଲି ଚିକିତ୍ସା ବୈଜ୍ଞାନୀ ମତ ଦେଇଥାନ୍ତି। ଏହା ଅବସାଦ ଦୂର…

ଘର ତିଆରି ପାଇଁ ମାଟି ଖୋଳିବା ବେଳେ ମିଳିଲା ବହୁ ବର୍ଷର ପୁରାତନ ସୁଡଙ୍ଗ

ପଶ୍ଚିମବଙ୍ଗ,୧୧।୨: କଥାରେ ଅଛି ସାରୁ ଖୋଳୁ ଖୋଳୁ ମହାଦେବ। ଏହି ଉକ୍ତିଟିର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ। ଘର ନିର୍ମାଣ ପାଇଁ ମାଟି ଖୋଳୁଥିବା ବେଳେ ବହୁ ବର୍ଷର ପୁରାତନ ସୁଡଙ୍ଗ ମିଳିଥିବା ଜଣାପଡ଼ିଛି। ଏହି…

୪୬୫ ବର୍ଷ ପୂର୍ବରୁ ନୋତ୍ରାଦମସ କରିଥିଲେ କରୋନାଭାଇରସର ଭବିଷ୍ୟବାଣୀ!

ନୂଆଦିଲ୍ଲୀ,୧୧।୨: କରୋନାଭାଇରସ ଏବେ ବିଶ୍ୱବାସୀଙ୍କ ଚିନ୍ତା ବଢାଇ ଦେଇଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନାଭାଇରସର ସଂକ୍ରମଣ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହାର ଆରୋଗ୍ୟକୁ ନେଇ ଏପର୍ଯ୍ୟନ୍ତ କୌଣସି ଔଷଧ ପ୍ରସ୍ତୁତ ନ ହୋଇଥିବା ବେଳେ ଏହାର ଭୟାବହତା…

ହଗ୍‌ ଡେ: ମାନସିକ ଚାପ ହ୍ରାସ କରେ ଆଲିଙ୍ଗନ…

ଭାଲେଣ୍ଟାଇନ୍‌ ଓ୍ବିକ୍‌ରେ ଫେବୃୟାରୀ ୧୨ରେ ପାଳିତ ହେବ ହଗ୍‌ ଡେ ବା ଆଲିଙ୍ଗନ ଦିବସ। ଆଲିଙ୍ଗନ କେବଳ ପ୍ରେମୀଯୋଡ଼ାଙ୍କ ଭଲ ପାଇବା ତଥା ଆବେଗକୁ ପରିପ୍ରକାଶ କରେ ନାହିଁ। ଏହାଦ୍ୱାରା ଶରୀରର ବହୁ ଉପକାର ହୋଇଥାଏ। ଏହାଦ୍ୱାରା ମାନସିକ ଚାପ ହ୍ରାସ…

ପ୍ରମିଜ୍‌ ଡେ’: କେହି କାହା ହାତ ନ ଛାଡ଼ିବା ପାଇଁ ପ୍ରେମୀଯୁଗଳ ନିଅନ୍ତି ପ୍ରତିଜ୍ଞା

ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମସପ୍ତାହ। ପ୍ରେମୀଯୁଗଳ ଏହି ସପ୍ତାହରେ ଅସୁମାରୀ ସ୍ବପ୍ନ ଦେଖିଥାନ୍ତି। ନିଜର ସାଥୀ ସହ ପ୍ରତି ମୁହୂର୍ତ୍ତକୁ କେମିତି ସ୍ପେଶାଲ ବା ସ୍ମରଣୀୟ କରିବେ ସେ ନେଇ ବେଶ୍‌ ଉତ୍ସାହିତ ରହିଥାନ୍ତି। ଖାସ୍‌ ଏଥିପାଇଁ ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?