ଫୁରସତ

ଟେଣ୍ଟ ସିଟି

ଆମେରିକା, ନ୍ୟୁଜର୍ସିର ଲେକ ଉଡ୍‌ ନିକଟରେ ଅଛି ଏକ ଛୋଟିଆ ସହର। ଏହି ସହର ସାଧାରଣ ସହରଠୁ ଭିନ୍ନ। କାରଣ ଏଠାରେ ନାହିଁ ଇଟା ସିମେଣ୍ଟର ଘର। କି ବଡ଼ ବଡ଼ ସୁଉଚ୍ଚ ଅଟ୍ଟାଳିକା। ଖାଲି ଦେଖିବାକୁ ମିଳେ ଧାଡି...

ପେପର୍‌ ଓ୍ବିଗ୍‌

ଆସିୟା ଓ ଡିମିଟ୍ରି କୋଜିନ୍‌ ହେଉଛନ୍ତି କଳାକାର। ଦୁହେଁ କାଗଜରେ ବିଭିନ୍ନ କଳାକୃତି ତିଆରି କରନ୍ତି। ହେଲେ ନିକଟରେ କାଗଜର ଆକର୍ଷକ ଓ୍ବିଗ୍‌ ତିଆରି କରି ସୋସିଆଲ ମିଡିଆରେ ବହୁ ପ୍ରଶଂସିତ ହୋଇଛନ୍ତି। କାରଣ ସେଗୁଡିକ ଓ୍ବିଗ୍‌ ନୁହେଁ ଗୋଟେ...

ଫ୍ରି ଅନ୍‌ ଟ୍ରି

ହାଡ଼ଭଙ୍ଗା ଶୀତରାତିରେ ଆମେ ମୋଟା ଚାଦର ତଳେ ଉଷୁମ ଟାଣି ଶୋଇଥାଉ। ହେଲେ ଥରେ ଭାବିଲେ ବାସହୀନ ଲୋକ, ଯେଉଁମାନେ କି ଫୁଟ୍‌ପାଥ୍‌ରେ ଶୋଇବାକୁ ବାଧ୍ୟ ସେମାନଙ୍କ ରାତି କେମିତି କଟୁଥିବ। ଏହି ଚିନ୍ତା ବେଙ୍ଗାଲୁରୁର କିଛି ଯୁବତୀଯୁବକଙ୍କୁ ଘାରିଥିଲା।...

ପିନ୍ଧି ହେଉଥିବା ବଗିଚା

ଫ୍ୟାଶନେବଲ୍‌ ଲାଗିବା ପାଇଁ ଅନେକେ ବିଭିନ୍ନ ଅଜବ ପୋଷାକ ପିନ୍ଧି ଥାଆନ୍ତି। ଫ୍ୟାଶନ ଶୋ’ରେ ବି ମଡେଲଙ୍କୁ କପଡା ବ୍ୟତୀତ ବିଭିନ୍ନ ପ୍ରକାର ଜିନିଷରେ ତିଆରି ଅଜବ ପୋଷାକ ପିନ୍ଧି ର଼୍ୟାମ୍ପରେ ଚାଲିବା ଦେଖିଥିବେ। ତେବେ ନିକଟରେ ଏମିତି ଏକ...

ରାୟଗଞ୍ଜ ବନ୍ୟପ୍ରାଣୀ ଅଭୟାରଣ୍ୟ

ପଶ୍ଚିମବଙ୍ଗର ଉତ୍ତର ଦୀନଜାପୁର ଜିଲା ଅନ୍ତର୍ଗତ ରାୟଗଞ୍ଜ ନାମକ ଏକ ସ୍ଥାନ ନିକଟରେ ରହିଛି ଲୋକପ୍ରିୟ ରାୟଗଞ୍ଜ ବନ୍ୟପ୍ରାଣୀ ଅଭୟାରଣ୍ୟ। ଏହା କୁଲିକ୍‌ ପକ୍ଷୀ ଅଭୟାରଣ୍ୟ ଭାବେ ବି ଜଣାଶୁଣା। କାରଣ କୁଲିକ୍‌ ନାମକ ଏକ ନଦୀ ଉକ୍ତ ଅଭୟାରଣ୍ୟ...

ଅଜବ ବିଶ୍ୱାସର ମନ୍ଦିର

ଲଙ୍କାଗୁଣ୍ଡ ବୋଳିହୋଇ ନିଆଁରେ ଚାଲନ୍ତି ଭକ୍ତ:  ଭାରତର ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ପରମ୍ପରା ଦୃଷ୍ଟି ଗୋଚର ହୋଇଥାଏ। ବେଳେବେଳେ ଏହା ଆଧୁନିକ ବିଜ୍ଞାନକୁ ଚ୍ୟାଲେଞ୍ଜ୍‌ କରିଥାଏ। ମାତ୍ର ଏହାର ରହସ୍ୟ ଖୋଜିବାକୁ ବିଜ୍ଞାନ ସକ୍ଷମ ହୋଇପାରେନା। ଏଭଳି ଏକ...

ବ୍ୟକ୍ତିତ୍ୱ: ବି.ସରୋଜା ଦେବୀ

ଭାରତୀୟ ସିନେମା ଜଗତର ଜଣେ ଅନ୍ୟତମ ସଫଳ ଅଭିନେତ୍ରୀ ହେଉଛନ୍ତି ବି.ସରୋଜା ଦେବୀ। ହିନ୍ଦୀ, ତେଲୁଗୁ, ତାମିଲ ଏବଂ କନ୍ନଡ଼ ଭାଷାରେ ସେ ଦୁଇଶହରୁ ଅଧିକ ଫିଲ୍ମରେ ଅଭିନୟ କରିଛନ୍ତି। ଏକାଦିକ୍ରମେ ଛ’ ଦଶନ୍ଧି ସେ ଅଭିନୟ କରି ନିଜ...

ପ୍ରଥମ ରୋଜଗାର ଟଙ୍କାରେ ଠାକୁରଙ୍କ ପାଖେ ଭୋଗ ହୋଇଥିଲା: ଦଶପଲ୍ଲା କୃଷି ଜିଲା ଅଧିକାରୀ ଲକ୍ଷ୍ମୀନାରାୟଣ ଦାଶ

ନୟାଗଡ଼ ଜିଲା ଓଡଗାଁ ବ୍ଲକ ଅନ୍ତର୍ଗତ ପନ୍ତିଖାରୀ ଶାସନରେ ମୋ ଜନ୍ମ। ରଘୁନାଥ ଉଚ୍ଚ ବିଦ୍ୟାପୀଠରୁ ୧୯୭୭ରେ ମାଟ୍ରିକ୍‌ ପାସ୍‌ କରି ପୁରୀ ଏସ୍‌.ସି.ଏସ୍‌. କଲେଜରେ ଆଇ.ଏସ୍‌ସି ଆଉ ତା’ପରେ ଓୟୁଏଟି, ଭୁବନେଶ୍ୱରରେ ବି.ଏସ୍‌ସି (ଏଜି) ପଢ଼ିଥିଲି। ଏହାପରେ ମୋର...

ବୃକ୍ଷ ପ୍ରେମରେ ବନ୍ଧା ମଣିଷ

ବୃକ୍ଷ ହିଁ ଜୀବନ। ହେଲେ ଅଧୁନା ମଣିଷ ନିଜର ସ୍ବାର୍ଥ ସାଧନ ଲାଗି କାଟି ଚାଲିଛି ଶହଶହ ବର୍ଷର ପୁରୁଣା ଗଛ। ଜଙ୍ଗଲ କାଟି ପଦା କରିବା ଯୋଗୁ ପ୍ରକୃତି ତା’ର ଭାରସାମ୍ୟ ହରାଇବାକୁ ବସିଲାଣି ା ତା’ସହିତ ପରିବେଶ...

ଅଙ୍ଗଦାନ ପାଇଁ ସଚେତନତା: ୪ ଶହ ଦିନରେ ୪୩ ଦେଶ ଯାତ୍ରା କରି ଭେଟିଲେଣି ୭୩ ହଜାର ଲୋକଙ୍କୁ

ଓ୍ବାଶିଂଟନ,୧୯।୧: ଅଙ୍ଗଦାନ ନେଇ ସଚେତନତା ସୃଷ୍ଟି ପାଇଁ ଆମେରିକାରେ ବାସ କରୁଥିବା ଜଣେ ଭାରତୀୟ ନିଜର ପ୍ରୟାସ ଅବ୍ୟାହତ ରଖିଛନ୍ତି। ଅନୀଲ ଶ୍ରୀବାସ୍ତବ ଏବଂ ତାଙ୍କ ସ୍ତ୍ରୀ ଦୀପାଳି ଇତିମଧ୍ୟରେ ୪ ଶହ ଦିନରେ ୪୩ ଦେଶ ଯାତ୍ରା କରି...

ଭାଇଚାରାର ବାର୍ତ୍ତା ନେଇ କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଦୌଡ଼ିଲେ

ଅଜମେର,୧୯।୧: ଦେଶରେ ସାମ୍ପ୍ରଦାୟିକ ସଦ୍‌ଭାବ ଏବଂ ଭାଇଚାରା ଜାରି ରଖିବା ପାଇଁ ଅଜମେରର ସୁଫିଆ ଖାଁ କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଦୌଡ଼ିଛନ୍ତି। ସୁଫିଆ ୧୦୦ ଦିନରେ ୪ ହଜାର ୩୫ କିମି ଦୌଡ଼ିବା ଲାଗି ଯୋଜନା କରିଥିଲେ। ତେବେ ୮୭...

କଣ୍ଟାକ୍ଟ ଲେନ୍ସ୍‌ରେ ଜିପିଏସ୍‌: ହାର୍ଟ ବିଟ୍‌ ହେବ ଦେଖି

କାଲିଫର୍ନିଆ, ୧୯।୧: ଆଧୁନିକ ବିଜ୍ଞାନ ସହାୟତାରେ ଅସମ୍ଭବ କାମ ମଧ୍ୟ ସମ୍ଭବ ହୋଇପାରୁଛି। ସମ୍ପ୍ରତି ଆମେରିକା କାଲିଫର୍ନିଆର ଷ୍ଟାର୍ଟଅପ୍‌ ମୋଜୋ ଭିଜନ ପକ୍ଷରୁ ଏକ ପ୍ରକାର କଣ୍ଟାକ୍ଟଲେନ୍ସ୍‌ ତିଆରି କରାଯାଇଛି। ଏଥିରେ ଜିପିଏସ୍‌ ଜ୍ଞାନକୌଶଳକୁ ଅନ୍ତର୍ଭୁକ୍ତ କରାଯାଇଛି। ଏହାକୁ ଆଖିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri