ଫୁରସତ

ଭ୍ୟାଲେଣ୍ଟାଇନ୍‌ ସ୍ପେଶାଲ: ଯେଉଁଠି ପ୍ରେମ ପାଇଁ ପ୍ରତିବନ୍ଧକ ସାଜିନି ଶାରୀରିକ ଅକ୍ଷମତା

ପ୍ରେମ ଶାଶ୍ୱତ ଓ ସୁନ୍ଦର। ଏହା ଦେଖେନା ଜାତି, ଅଜାତି କି ସୁନ୍ଦର ରୂପରଙ୍ଗ। ଖାଲି ଜଣଙ୍କର ମନ ସହ ଆଉ ଜଣଙ୍କର ମନ ମିଶିଗଲେ ପ୍ରେମର ମଳୟ ପବନ ବହିବା ଆରମ୍ଭ କରେ। ଏଇ ଯେମିତି ଏଠାରେ ଉଲ୍ଲେଖ ହୋଇଥିବା…

କନ୍ୟାଙ୍କ ଶାଢ଼ି ପସନ୍ଦ ନ ଆସିବାରୁ ବେଦୀରୁ ଉଠି ଚାଲିଗଲେ ବର

ବେଙ୍ଗାଲୁରୁ : ବିବାହ ସମୟରେ କନ୍ୟାପକ୍ଷ ଯାନିଯୌତୁକ ଦେଇ ନ ପାରିଲେ ବେଦୀରୁ ବର ଉଠି ଚାଲିଯିବା ଖବର ଶୁଣିଥିବେ। ମାତ୍ର କନ୍ୟାଙ୍କ ଶାଢ଼ି ପସନ୍ଦ ହେଲା ନାହିଁ ବୋଲି ବର ଉଠି ଚାଲିଯିବା ଖବର ଶୁଣିଲେ ଯେତିକି ହାସ୍ୟାସ୍ପଦ ସେତିକି…

ଦେଶର ସବୁଠୁ ଧନୀ ଗାଁ

ସିମ୍‌ଲା: ସୋସିଆଲ ମିଡିଆରେ ହିମାଚଳପ୍ରଦେଶର ଏକ ଗାଁ ବେଶ୍‌ ସୁଖ୍ୟାତି ଅର୍ଜନ କରିଛି। ସିମ୍‌ଲାଠାରୁ ପ୍ରାୟ ୯୨ କିମି ଦୂରରେ ଅବସ୍ଥିତ ଏହି ଗାଁ ଦେଶର ସବୁଠୁ ଧନୀ ଗାଁ ଭାବେ ପରିଚିତ। ଏହାର ନାଁ ହେଉଛି ମଡାଓ୍ବଗ୍‌। ଯେଉଁଠି ପ୍ରତ୍ୟେକ…

ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଅଲଗା ହୋଇଯାଇଥିବା ୨ ଭଉଣୀ ୭୮ ବର୍ଷ ପରେ ହେଲେ ଏକାଠି

ମସ୍କୋ, ୮।୨: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ପରସ୍ପରଠାରୁ ଅଲଗା ହୋଇଯାଇଥିବା ୨ ଭଉଣୀ ଦୀର୍ଘ ୭୮ ବର୍ଷ ପରେ ପୁଣି ଏକାଠି ହୋଇଛନ୍ତି। ଏନେଇ ସେମାନେ ଟିଭି ଏବଂ ପୋଲିସକୁ କୃତଜ୍ଞତା ଜଣାଇଛନ୍ତି। ଏବେ ବଡ଼ଭଉଣୀ ରୋଜଲିନା ସ୍ବାରିତୋନୋଭାଙ୍କୁ ୯୪ ବର୍ଷ…

ଖାପ୍‌ ପଞ୍ଚାୟତରେ ତାଲିବାନୀ ଶାସନ: ପ୍ରେମୀଯୁଗଳଙ୍କୁ ମୂତ୍ର, ଗୋବର ଖାଇବାକୁ ନିର୍ଦ୍ଦେଶ

ଝାନ୍ସି,୮ା୨: ଉତ୍ତରତପ୍ରଦେଶରେ ଖାପ୍‌ ପଞ୍ଚାୟତର ତାଲିବାନୀ ଶାସନ ଥମିବାର ନାଁ ଧରୁନି। ଦୈନିକ ଅଜବ ଅଜବ ଘଟଣା ସାମ୍ନାକୁ ଆସୁଛି। ଖାପ୍‌ ପଞ୍ଚାୟତ ନେଉଥିବା ନିଷ୍ପତ୍ତିକୁ ଦେଖିଲେ ଲାଗୁଛି ଯେଭଳି ଆମ ଦେଶର ଆଇନ ବ୍ୟବସ୍ଥା ଦୁର୍ବଳ ହୋଇପଡ଼ିଛି। କିଛି ଏଭଳି…

କ୍ଷୀର ତୁଳନାରେ ଗୋମୂତ୍ରରେ ରହିଛି ଅଧିକ ପୋଷକ ତତ୍ତ୍ୱ

ଇନ୍ଦୋର,୮।୨: ମଧ୍ୟପ୍ରଦେଶ ଜୁନାଗଡ଼ସ୍ଥିତ କୃଷି ବିଶ୍ୱ ବିଦ୍ୟାଳୟ ପକ୍ଷରୁ କରାଯାଇଥିବା ଏକ ଗବେଷଣା ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି। ଗାଈ କ୍ଷୀର ତୁଳନାରେ ଗୋମୂତ୍ରରେ ଅଧିକ ପୋଷକ ତତ୍ତ୍ୱ ରହିଛି। କ୍ଷୀରରେ ୫୧୦୦ ପୋଷକ ତତ୍ତ୍ୱ ଥିବାବେଳେ ଗୋମୂତ୍ରରେ ୫୬୦୦…

ପ୍ରେମୀଯୁଗଳ କାହିଁକି ପାଳନ କରିଥାନ୍ତି’ ଚକୋଲେଟ୍‌ ଡେ’

ଫେବୃୟାରୀ ମାସଟି ପ୍ରେମୀଯୁଗଳଙ୍କ ପାଇଁ ବହୁତ ଖାସ୍‌। କାରଣ ଏହି ମାସରେ ପ୍ରେମୀଯୁଗଳଙ୍କ ଉପରେ ଖାଲି ପ୍ରେମର ବର୍ଷା ହିଁ ବର୍ଷା ହୋଇଥାଏ। ବିଶେଷକରି ପ୍ରେମକୁ ସ୍ମରଣୀୟ ତଥା ଉଜ୍ଜୀବିତ କରିବା ପାଇଁ ଯୁବବର୍ଗ ଏହାକୁ ସପ୍ତାହେ ଧରି ପାଳନ କରିଥାନ୍ତି।…

୭୩ ବର୍ଷ ପରେ ପାକିସ୍ତାନରେ ଧୁମ୍‌ଧାମ୍‌ରେ ପାଳନ କରାଯିବ ଶିବରାତ୍ରି: ଖୋଲାଯିବ ୨୦୦ ବର୍ଷ ପୁରୁଣା ମନ୍ଦିର

ଇସଲାମାବାଦ୍‌,୮।୨: ପାକିସ୍ତାନରେ ଥିବା ଏକ ୨୦୦ ବର୍ଷ ପୁରୁଣା ଶିବ ମନ୍ଦିରରେ ଚଳିତ ଥର ଶିବରାତ୍ରି ବେଶ୍‌ ଧୁମ୍‌ଧାମ୍‌ରେ ପାଳନ କରାଯିବା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ଗତ ୭୩ ବର୍ଷ ଧରି ଏହି ମନ୍ଦିର ବନ୍ଦ ରହିଥିଲା। ବାଲୁଚିସ୍ତାନରେ ଥିବା…

୩ ମାଲବାହୀ ଗାଡ଼ିକୁ ଯୋଡ଼ାଗଲା: ୧୭୭ ଓ୍ବାଗନ ନେଇ ଯାତ୍ରା କଲା ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌

ବିଳାସପୁର,୮।୨: ଭାରତୀୟ ରେଳ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ୩ ମାଲବାହୀ ଗାଡ଼ିକୁ ଯୋଡ଼ାଯାଇଛି। ମୋଟ ୧୭୭ଟି ଓ୍ବାଗନକୁ ନେଇ ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌ ୨୨୦ କିମିକୁ ୭ ଘଣ୍ଟାରେ ପୂରଣ କରିଛି। ଦକ୍ଷିଣ-ପୂର୍ବ- ମଧ୍ୟ ରେଲଓ୍ବେର ରାୟପୁର ଡିଭିଜନ…

ପ୍ରେମ ବିବାହ କରି ଟ୍ରୋଲ୍‌ ହେଲେ ଦମ୍ପତି

ଇସଲାମାବାଦ: ପାକିସ୍ତାନରେ ଏବେ ଏମିତି ଏକ ଦମ୍ପତିଙ୍କ ଭିଡିଓ ଭାଇରାଲ ହେଉଛି ଯାହା ସବୁଠି ଚର୍ଚ୍ଚାର ପରିସରକୁ ଚାଲିଆସିଛି। ଏମାନଙ୍କ ପ୍ରେମ ଏମିତି ଥିଲା ଯେ ଏମାନେ ବୟସ କଥା ସମ୍ପୂର୍ଣ୍ଣ ଭାବେ ଭୁଲି ଯାଇଛନ୍ତି। ଏକ ବିବାହ ଉତ୍ସବରେ ୧୮…

ଆହତ ଯାତ୍ରୀଙ୍କୁ ବଞ୍ଚାଇବା ପାଇଁ ଓଲଟା ଟ୍ରେନ୍‌ ଚଳାଇଲେ ଲୋକୋ ପାଇଲଟ

ମୁମ୍ବାଇ,୭।୨: ଜଣେ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ଯାଇ ଲୋକୋ ପାଇଲଟ ଓଲଟା ଟ୍ରେନ୍‌ ଚଳାଇଥିବା ଦେଖିବାକୁ ମିଳିଛି। ପ୍ରାୟ ଅଧ କିଲୋମିଟର ପର୍ଯ୍ୟନ୍ତ ଲୋକୋ ପାଇଲଟ ଉକ୍ତ ଟ୍ରେନ୍‌କୁ ଚଳାଇବା ସହ ଆହତ ଯାତ୍ରୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଏହି ଭିଡିଓ…

ପ୍ରପୋଜ୍‌ ଡେ’: ଜାଣନ୍ତୁ ସାଥୀଙ୍କୁ କେମିତି କହିବେ ମନର କଥା…

ବର୍ତ୍ତମାନ ଭାଲେଣ୍ଟାଇନ୍‌ ଓ୍ବିକ୍‌ ବା ପ୍ରେମ ସପ୍ତାହ ଚାଲିଛି। ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଏହି ସପ୍ତାହକୁ ଯୁବପିଢ଼ି ବେଶ୍‌ ଉତ୍ସାହର ସହ ପାଳନ କରୁଛନ୍ତି। ରୋଜ୍‌ ଡେ’କୁ ପ୍ରେମର ପ୍ରଥମ ଦିନ କୁହାଯାଉଥିବା ବେଳେ ଦ୍ୱିତୀୟ ଦିନକୁ ପ୍ରପୋଜ୍‌ ଡେ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?