ପାକିସ୍ତାନୀ ଡ୍ରାଇଭରଙ୍କ ମଣିଷ ପଣିଆ: ଫେରାଇଲେ ଭାରତୀୟ ଯୁବତୀଙ୍କ ପର୍ସ
ଦୁବାଇ,୧୪।୧: କୁହାଯାଏ ମଣିଷ ପଣିଆ ହିଁ ସବୁଠାରୁ ବଡ଼ ଗୁଣ। ଏହାର ସଦ୍ୟତମ ଉଦାହରଣ ପାଲଟିଛନ୍ତି ଦୁବାଇର ଜଣେ ପାକିସ୍ତାନୀ ଡ୍ରାଇଭର। କାର୍ରେ ବୁଲିଥିବା ରୈଶେଲ ରୋଜ୍ ନାମକ ଭାରତୀୟ ଯୁବତୀ ତାଙ୍କ ପର୍ସ ଭୁଲ୍ ବଶତଃ ଛାଡ଼ି ଦେଇଥିଲେ।...
୫ ବର୍ଷର ବାଳକ ତାଏକୋଣ୍ଡୋରେ କଲେ ଗିନିଜ୍ ରେକର୍ଡ
ହାଇଦ୍ରାବାଦ୍,୧୪।୧: ବୟସ ୫ ବର୍ଷ। ମାତ୍ର ତାଏକୋଣ୍ଡୋରେ ୧୨ଶହ ଥର ନନ୍ ଷ୍ଟପ୍ ନି ଷ୍ଟ୍ରାଇକ୍ କରିବାର ଗିନିଜ୍ ରେକର୍ଡ ତାଙ୍କ ନାମରେ ରହିଛି। ସେ ହେଉଛନ୍ତି ହାଇଦ୍ରାବାଦ୍ର ଅଶମନ୍ ତନେଜା। ଲଗାତାର ଏକ ଘଣ୍ଟା ଧରି ସେ ଏଭଳି...
ଭିଡ଼ିଓ ଗେମ୍ ଖେଳି ଗୋଟେ ମାସରେ କମାଇଲେ ୯ କିଲୋ ଓଜନ…
ମାନିଲା, ୧୪।୧: ମେଦବହୁଳତାରୁ ରକ୍ଷା ପାଇଁ କେତେକ ଲୋକ ଭିନ୍ନ ଭିନ୍ନ ଉପାୟ କରିଥାନ୍ତି। ତେବେ ଭିଡ଼ିଓ ଗେମ୍ ଖେଳି ଓଜନ କମାଇବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏଭଳି ଘଟଣା ଫିଲିପାଇନ୍ସ୍ରେ ଘଟିଛି। ଏଠାକାର ଗ୍ରାଫିକ୍...
ପ୍ରସବ ଯନ୍ତ୍ରଣା ଅସହ୍ୟ ହେବାରୁ ୪ କିଲୋମିଟର ବରଫରେ ଚାଲିଲେ ଗର୍ଭବତୀ
ହିମାଚଳପ୍ରଦେଶ: ଜଣେ ଗର୍ଭବତୀ ମହିଳା ପ୍ରସବ ଯନ୍ତ୍ରଣା ସହି ନ ପାରି ୪ କିଲୋମିଟର ବରଫରେ ଚାଲି ହସ୍ପିଟାଲରେ ପହଞ୍ଚିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତୀର୍ଥନ ଘାଟି ନୋହାଣ୍ଡା ପଞ୍ଚାୟତ ଝଲେରି ଗାଁର ସଞ୍ଜୁଙ୍କ କ୍ଷେତ୍ରରେ ଏପରି ଘଟିଛି।...
ଟିଭି କିଣି ଆସିଥିବା ଲୋକଙ୍କ ଭିଡ଼କୁ ଦେଖି ଶେଷରେ ପୋଲିସ ଡାକିଲେ ମାଲିକ
ଯଦି କୌଣସି ବ୍ରାଣ୍ଡର ଦାମିକିଆ ଟିଭି ଶସ୍ତାରେ ମିଳିଯାଏ, ତେବେ କେହି ତାକୁ ହାତଛଡ଼ା କରିବାକୁ ଚାହିଁବେନି। ଆହୁରି ଗୋଟିଏ ଜାଗାରେ ୪-୪ଟି ଟିଭି କିଣିବେ। କିଛି ଏଭଳି ଘଟଣା ଦେଖିବାକୁ ମିଳିଛି ଫ୍ରାନ୍ସରେ। ସହରର ଏକ ସପିଂ ମଲ୍ରେ...
ଯେଉଁଠି ରାତିରେ ବିବାହ ମନା
ସାଧାରଣତଃ ଭାରତର ଅଧିକାଂଶ ସ୍ଥାନରେ ରାତିରେ ବାହାଘର ହେବାର ପରମ୍ପରା ରହିଛି। ହେଲେ ଉତ୍ତର ପ୍ରଦେଶର ଗାଜିଆବାଦରେ ଏଥିରେ ଦେଖାଯାଏ କିଛି ବ୍ୟତିକ୍ରମ। ଏଠାକାର ଲୋକେ ବିବାହ ଉତ୍ସବକୁ ଏକ ନିଆରା ଢଙ୍ଗରେ ପାଳନ କରିଥାନ୍ତି। ଏଠାରେ ବିବାହ ରାତିରେ...
ଲୋରି ଅଗ୍ନିରେ କାହିଁକି ପକାଯାଏ ରାଶି ଓ ବାଦାମ୍
ପୂର୍ବ-ଉତ୍ତର ଭାରତରେ ସୋମବାର ଆଡ଼ମ୍ବରରେ ଲୋରି ପର୍ବ ପାଳନ କରାଯାଇଛି। ଜାନୁୟାରୀ ୧୩ରେ ପଞ୍ଜାବ ଓ ହରିୟାଣାରେ ଏହି ପର୍ବ ପାଳନ କରାଯାଉଛି। ଲୋକମାନେ ବେଶ୍ ଉତ୍ସାହର ସହ ଏହି ପର୍ବକୁ ପାଳନ କରୁଥିବା ବେଳେ ପ୍ରଥମେ ନିଜ ସମ୍ପର୍କୀୟଙ୍କୁ...
ବିଦେଶରେ ରହିଛି ଅଜବ ନିୟମ, ଯିବା ପୂର୍ବରୁ ଜାଣନ୍ତୁ ଏ ସମ୍ପର୍କରେ…
ବ୍ୟସ୍ତବହୁଳ ଜୀବନରୁ କିଛି ସମୟ ଶାନ୍ତିରେ କଟାଇବା ପାଇଁ ଲୋକେ ବାହାରେ ବୁଲାବୁଲି କରିବାକୁ ପସନ୍ଦ କରିଥା’ନ୍ତି। କିନ୍ତୁ ଯେଉଁ ସ୍ଥାନକୁ ବୁଲିବାକୁ ଯିବେ ସେଠାକାର ନୀତିନିୟମ ବା କାନୁନ୍ ବିଷୟରେ ଯଦି ଜାଣି ନ ଥିବେ ତେବେ ବହୁ...
ଚନ୍ଦ୍ରକୁ ଯିବାକୁ ମହିଳା ବନ୍ଧୁ ଖୋଜୁଛନ୍ତି ଜାପାନର ଯୁବକ
ଟୋକିଓ,୧୩।୧: ଜାପାନର ଜଣେ କୋଟିପତି ଯୁବକ ୟୁସାକୁ ମାଏଜାଓ୍ବା ତାଙ୍କ ସହ ଚନ୍ଦ୍ରକୁ ଯିବାକୁ ଜଣେ ମହିଳା ସାଥି ବା ଗର୍ଲ ଫ୍ରେଣ୍ଡ ଖୋଜୁଥିବା ସୂଚନା ମିଳିଛି। ଚନ୍ଦ୍ରକୁ ଯାତ୍ରା କରିବାକୁ ତାଙ୍କର ସ୍ବପ୍ନ ଥିବା ସେ ପ୍ରକାଶ କରିଛନ୍ତି।...
ଇରାନୀ ମହିଳା ମହାକାଶଚାରୀ ଜସ୍ମିନ୍ ମୋଘବେଲୀ ନାସାର ମହାକାଶ ମିଶନରେ ହେବେ ସାମିଲ୍
ଓ୍ବାଶିଂଟନ,୧୩।୧: ଆମେରିକା-ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ତେବେ ମହାକାଶ ଗବେଷଣା କ୍ଷେତ୍ରରେ ଏକ ଖୁସି ଖବର ମିଳିଛି। ମୂଳ ଇରାନୀ ମହିଳା ମହାକାଶଚାରୀ ଜସ୍ମିନ୍ ମୋଘବେଲୀ ନାସାର ଚନ୍ଦ୍ର କିମ୍ବା ଶୁକ୍ର ମିଶନରେ ସାମିଲ୍ ହେବାର ସମ୍ଭାବନା ରହିଛି।...
ପ୍ଲାଷ୍ଟିକ୍ରୁ ତିଆରି ହେଲା ସୁନା: ଏବେ ପ୍ଲାଷ୍ଟିକ୍ ବର୍ଜ୍ୟର ଆଉ ରହିବ ନାହିଁ ଭୟ !
ଲଣ୍ଡନ,୧୩।୧: ପରିବେଶକୁ ଅଧିକ ପ୍ରଦୂଷିତ କରୁଥିବା ପ୍ଲାଷ୍ଟିକରୁ ଏବେ ସୁନା ତିଆରି ସମ୍ଭବ। ସୁଇଜରଲାଣ୍ଡର ବୈଜ୍ଞାନିକ ପ୍ରଥମ ଥର ପାଇଁ ପ୍ଲାଷ୍ଟିକ୍ରୁ ସୁନା ତିଆରି କରିବାକୁ ସକ୍ଷମ ହୋଇଛନ୍ତି। ପ୍ଲାଷ୍ଟିକ୍ରୁ ତିଆରି ହୋଇଥିବା ୧୮ କ୍ୟାରେଟ୍ ସୁନା ପ୍ରକୃତ ସୁନାଠାରୁ...
ଶହେ ବର୍ଷର କଇଁଛ: ପାଲଟିଲାଣି ୮ ଶହ ଛୁଆଙ୍କ ଜନକ
କାଲିଫର୍ନିଆ,୧୩।୧: ଆମେରିକା କାଲିଫର୍ନିଆରେ ରହିଛି ଏକ କଇଁଛ। ଏହାକୁ ଏବେ ଶହେ ବର୍ଷରୁ ଅଧିକ ବୟସ। ଇତିମଧ୍ୟରେ ସେ ୮ଶହ ଛୁଆଙ୍କ ଜନକ ପାଲଟିସାରିଛି। ଡିଏଗୋ ନାମକ ଏହି କଇଁଛର ଓଜନ ୮୦ କିଲୋଗ୍ରାମ୍। ଏହା ସ୍ଥାନୀୟ ଗାଲାପୋଗାସ୍ ଆଇଲାଣ୍ଡରେ...
Archives


