ଫୁରସତ

ମନ୍ଦିର ବାହାରେ ଭିକ୍ଷା ମାଗୁଥିଲେ କୋଟିପତିଙ୍କ ପୁଅ : ଘରେ ପହଞ୍ଚାଇଲା ସ୍ବେଚ୍ଛାସେବୀ ସଂଗଠନ

ଅମ୍ବାଲା,୧୧।୧: ଫିଲ୍ମ କାହାଣୀ ପରି ହରିୟାଣାରେ ଏକ ନିଆରା ଘଟଣା ଘଟିଛି। ଏଠାରେ ଅମ୍ବାଲାର ଏକ ମନ୍ଦିର ବାହାରେ ବସି ଭିକ୍ଷା କରୁଥିବା ଜଣେ ବ୍ୟକ୍ତି କୋଟିପତିଙ୍କ ପୁଅ ବୋଲି ଜଣାପଡ଼ିଛି। ଜଣେ କୋଟିପତି ମାନସିକ ଭାରସାମ୍ୟ ହରାଇ ଘରୁ...

ନିଆରା ମନ୍ଦିର: ଶୁଭ କାର୍ଯ୍ୟରେ ଗଣେଶଙ୍କୁ ଚିଠି ଦେଇ ଲୋକେ କରନ୍ତି ନିମନ୍ତ୍ରଣ…

ଯୋଧପୁର: ଭାରତର ବିଭିନ୍ନ ସ୍ଥାନରେ ଥିବା ମନ୍ଦିରରେ ଭିନ୍ନ ଭିନ୍ନ ରୋଚକ ତଥ୍ୟ ଦେଖିବାକୁ ମିଳିଥାଏ। ରାଜସ୍ଥାନ ରନ୍ଥଭୋରରେ ରହିଛି ପ୍ରଭୁ ଶ୍ରୀଗଣେଶଙ୍କ ମନ୍ଦିର। ମନ୍ଦିରରେ ଥିବା ଗଣେଶ ମୂର୍ତ୍ତିଙ୍କର ୩ ଆଖି ରହିଛି। ପ୍ରଭୁଙ୍କ ସହିତ ଆସ୍ଥାନରେ ଶ୍ରୀଗଣେଶଙ୍କ...

ଗର୍ଭିଣୀ ମଇଁଷିର ଜୀବନ ଭିକ୍ଷା

ବେଜିଂ: ଲୁହରେ ଲତପତ ଆଖି। ମୁହଁରେ ସ୍ପଷ୍ଟ ଭାବେ ବାରି ହୋଇପଡୁଛି ବଞ୍ଚତ୍ବାର ଅଭିଳାଷ। ସେଇଥିପାଇଁ ଗୋଡ଼ ଭାଙ୍ଗି ଜୀବନ ଫେରାଇ ଦେବାକୁ କଂସେଇଖାନାର କର୍ମଚାରୀଙ୍କୁ ନେହୁରା ହେଉଛି ଗର୍ଭିଣୀ ମଇଁଷିଟିଏ। ଦକ୍ଷିଣ ଚାଇନାରୁ ଏପରି ଏକ ହୃଦୟ ବିଦାରକ...

ପିଲାଙ୍କ ପାଇଁ ଖାଦ୍ୟ ଯୋଗାଡ଼ କରିବାକୁ ଲଣ୍ଡା ହେଲେ ମହିଳା

ସଲେମ,୧୦।୧: ତାମିଲନାଡୁର ବିଧବା ମହିଳା ପ୍ରେମା ତାଙ୍କର ୩ ପିଲାଙ୍କ ପାଇଁ ଖାଦ୍ୟ ଯୋଗାଡ କରିବାକୁ ନିଜେ ଲଣ୍ଡା ହୋଇଥିବା କହିଛନ୍ତି। ଲଣ୍ଡା ହେବା ପରେ ସେ ତାଙ୍କ କେଶକୁ ମାତ୍ର ୧୫୦ ଟଙ୍କାରେ ବିକ୍ରିକରି ପିଲାମାନଙ୍କ ପାଇଁ ଖାଦ୍ୟ...

୪୨ ବର୍ଷ ଧରି ବନ୍ଦ ରହିଥିଲା ଏହି ରେଲ୍‌ଓ୍ବେ ଷ୍ଟେଶନ, ଜାଣନ୍ତୁ କାରଣ

ଗୋଟିଏ ରେଲ୍‌ଓ୍ବେ ଷ୍ଟେଶନ ସାଧାରଣ ଜଣେ ମହିଳାଙ୍କ ପାଇଁ ଦୀର୍ଘ ୪୨ ବର୍ଷ ଧରି ବନ୍ଦ ରହିବା ଆଶ୍ଚର୍ଯ୍ୟଜନକ। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ସତ। ପଶ୍ଚିମବଙ୍ଗର ପୁରୁଲିୟା ଜିଲାରେ ରହିଛି ଏହି ଷ୍ଟେଶନ। ଯାହାର ନାମ ବେଗୁନ୍‌କୋଦର।...

ଲକ୍ଷ୍ମୀଙ୍କ ପ୍ରତିକ ଭାବେ ନୂଆ କାର୍‌ରେ ନିଜ ଝିଅର ଅଳତା ପାଦ ଚିହ୍ନ ଲଗାଇଲେ ନାଗେଶ

ମୁମ୍ବାଇ,୯।୧: ମହାରାଷ୍ଟ୍ରର ଜଣେ ବ୍ୟକ୍ତି ଏବେ ଏକ ଟିକ୍‌ଟକ୍‌ ଭିଡିଓ ମାଧ୍ୟମରେ ଆସିଛନ୍ତି ଚର୍ଚ୍ଚାକୁ। ସେ ତାଙ୍କର ଏକ ନୂଆ କାର୍‌ କିଣିବା ପରେ ଲକ୍ଷ୍ମୀଙ୍କ ପ୍ରତିକ ଭାବେ ନିଜ ୨ ବର୍ଷ ଝିଅର ପାଦକୁ ଅଳତାରେ ବୁଡାଇ କାର୍‌ର...

ଲିପ୍‌ଷ୍ଟିକ୍‌ରୁ ବାହାରିବ ଗୁଳି: ରୋଡ୍‌ ସାଇଡ୍‌ ରୋମିଓ ପାଇବେ ପାନେ !

ବାରାଣସୀ,୯।୧: ଏବେ ରୋଡ୍‌ ସାଇଡ୍‌ ରୋମିଓଙ୍କୁ ପାନେ ମିଳିବ। ବାରାଣସୀର ଜଣେ ଯୁବକ ମହିଳାଙ୍କ ସୁରକ୍ଷା ପାଇଁ ଏକ ନୂଆ ପ୍ରକାରର ଲିପ୍‌ ଷ୍ଟିକ୍‌ ତିଆରି କରିଛନ୍ତି। ଏହାର ନାମ ସ୍ମାର୍ଟ ଆଣ୍ଟି ଟିଜିଂ ଲିପ୍‌ଷ୍ଟିକ୍‌ ଗନ୍‌ ରଖାଯାଇଛି। ସ୍ଥାନୀୟ...

ଲଞ୍ଚ ବ୍ରେକ୍‌ଫାଷ୍ଟ ବଦଳରେ ବେବି ପାଉଡ଼ର ଖାଉଛନ୍ତି ଏହି ମହିଳା

ଖାଦ୍ୟକୁ ନେଇ କାହାର କେମିତି ରୁଚି ଥାଏ। ପ୍ରାୟ ସମସ୍ତେ ସୁସ୍ବାଦୁ ଖାଦ୍ୟ ଖାଇବାକୁ ପସନ୍ଦ କରୁଥିବା ବେଳେ ଆଉ କେହି କେହି ସ୍ବାସ୍ଥ୍ୟପ୍ରଦ ଖାଦ୍ୟକୁ ପ୍ରାଧାନ୍ୟ ଦେଇଥାଆନ୍ତି। ଆମେରିକାର ଲିସା ଆଣ୍ଡରସନ ନାମକ ୪୪ ବର୍ଷୀୟା ଏହି ମହିଳା...

ଜାପାନୀ ଶିଳ୍ପପତି ନିଜ ଟୁଇଟର ଫଲୋଅର୍ସଙ୍କୁ ବାଣ୍ଟିବେ ୪୬ କୋଟି…

ଟୋକିଓ, ୯।୧: ପୃଥିବୀର ବିଭିନ୍ନ ଲୋକଙ୍କ ମଧ୍ୟରେ ଭିନ୍ନ ଭିନ୍ନ ସଉକ ଦେଖିବାକୁ ମିଳିଥାଏ। ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଜାପାନର ଶିଳ୍ପପତି ୟୁସାକୁ ମିଜାବା। ସେ ନିଜ ଟୁଇଟର ଫଲୋଅର୍ସଙ୍କୁ ଖୁସି କରିବା ପାଇଁ ଏକ ନିଆରା ପଦକ୍ଷେପ...

ପୃଥିବୀଠାରୁ ବଡ଼ ଗ୍ରହର ମିଳିଲା ସନ୍ଧାନ: ମାତ୍ର ୩୭ ଦିନରେ ହେଉଛି ଏକ ବର୍ଷ

ଓ୍ବାଶିଂଟନ୍‌, ୯।୧: ପୃଥିବୀଠାରୁ ଏକ ବଡ଼ ଗ୍ରହର ସନ୍ଧାନ ମିଳିଛି। ଏଲିଅନ୍‌ଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରୁଥିବା ସ୍ପେସକ୍ରାଫ୍ଟର ଟେଲିସ୍କୋପ୍‌ ଦ୍ୱାରା ଏହି ଗ୍ରହର ଉପସ୍ଥିତି ବିଷୟରେ ଜଣାପଡ଼ିଛି। ଏହା ପୃଥିବୀଠାରୁ ଶହେ ଆଲୋକ ବର୍ଷ ଦୂରରେ ରହିଛି। ଗ୍ରହର...

ଆଉ ଦେଖିବାକୁ ମିଳିବନି ଲାଲ୍‌ରଙ୍ଗର ସେଓ

ସାଧାରଣତଃ ବଜାରରେ ଲାଲ୍‌ରଙ୍ଗର ସେଓ ଅଧିକ ମାତ୍ରାରେ ଦେଖିବାକୁ ମିଳିଥାଏ। ମାତ୍ର ଏବେ ଆଉ ଏହି ସେଓ ଦେଖିବାକୁ ମିଳିବନି। ଏଥିପାଇଁ ପରିବର୍ତ୍ତିତ ଜଳବାୟୁ ହିଁ ଦାୟୀ ବୋଲି ବୈଜ୍ଞାନିକମାନେ କହୁଛନ୍ତି। ଆଜିକାଲି ବଜାରରେ ଯେଉଁ ସେଓ ଦେଖିବାକୁ ମିଳୁଛି...

ଫ୍ୟାଶନରେ ଆଗରେ ଥିଲେ ପ୍ରାଚୀନ ଭାରତୀୟ

ନୁଆଦିଲ୍ଲୀ: ସୋସିଆଲ ମିଡିଆ ଏବେ ବେଶ୍‌ ଲୋକପ୍ରିୟତା ହାସଲ କରିଛି। ଦୂରଦୂରାନ୍ତରେ ରହୁଥିବା ଲୋକଙ୍କ ସହ ଯୋଗାଯୋଗରେ ରହିବାର ଏହା ମୁଖ୍ୟ ମାଧ୍ୟମ ପାଲଟିଥିବା ବେଳେ ଦେଶବିଦେଶର ଟିକିନିଖି ଖବର ମଧ୍ୟ ଏହା ମାଧ୍ୟମରେ ସମସ୍ତଙ୍କ ନିକଟରେ ଖୁବ୍‌ ସହଜରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri