ପିଲାଙ୍କ ପାଠପଢ଼ା ଶେଷ ପରେ ୫୫ ବର୍ଷରେ ଆଇନରେ ଡିଗ୍ରୀ ସହ ୪ ଗୋଲ୍ଡ ମେଡାଲ ହାସଲ କଲେ ମହିଳା
ଗାନ୍ଧିନଗର,୩୦।୧: ପାଠପଢ଼ାର କୌଣସି ବୟସ ନ ଥାଏ। ଯେ କୌଣସି ବୟସରେ ମଧ୍ୟ ଜଣେ ପାଠପଢ଼ି ପାରିବ। ଏହାର ସଦ୍ୟତମ ଉଦାହରଣ ପାଲଟିଛନ୍ତି ଗୁଜରାଟର ୫୫ ବର୍ଷ ବୟସ୍କା ନୀତି ରାଓ୍ବଲ। ଗୃହିଣୀ ଭାବେ ୩୦ ବର୍ଷ ଘରକାମରେ ବ୍ୟସ୍ତ ରହି…
କରୋନା ଆତଙ୍କରେ ଲୋକ ପିନ୍ଧୁଛନ୍ତି ପ୍ଲାଷ୍ଟିକ୍ ବ୍ୟାଗ୍: ଫଟୋ ଭାଇରାଲ
ବେଜିଂ,୩୦।୧: ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିମାନ, ଟ୍ରେନ୍ ଅବା ବସ୍ରେ ଯାତ୍ରା କରିବା ସମୟରେ ଯାତ୍ରୀ ସୁରକ୍ଷା ପାଇଁ ପ୍ଲାଷ୍ଟିକ୍ ତିଆରି ବ୍ୟାଗ୍ ଏବଂ କଣ୍ଟେନର ପିନ୍ଧୁଛନ୍ତି। ଏବେ ଏହାର ଫଟୋ ସୋସିଆଲ୍…
ଯୌତୁକ ଯୋଗୁ ବିବାହ ଭାଙ୍ଗିବାରୁ ଘର ଛାଡ଼ି ବିବାହ କଲେ ଯୁବତୀଯୁବକ
କୁଶୀନଗର, ୩୦ା୧: ସମାଜ ପାଇଁ ଘାତକ ସାଜିଥିବା ଯୌତୁକ ଭଳି କୁପ୍ରଥାର ପ୍ରଚଳନକୁ ବନ୍ଦ କରିବା ପାଇଁ ବର୍ତ୍ତମାନ ଲୋକେ ସ୍ବର ଉତ୍ତୋଳନ କରିବା ଆରମ୍ଭ କଲେଣି। କିନ୍ତୁ କୌଣସି ସୁଫଳ ମିଳୁନାହିଁ। ଏବେ ବି ଏହି କୁପ୍ରଥା ସମାଜରେ ଚାଲିଛି।…
ମୋବାଇଲ୍ ଲାଇଟ୍ରେ ବ୍ରେନ୍ ଅପରେଶନ୍ କଲେ ଡାକ୍ତର
ସେନ୍ ମେଗୁଏଲ୍,୩୦।୧: ଚିଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ହସ୍ପିଟାଲରେ ଜଣେ ଲୋକଙ୍କ ବ୍ରେନ୍ ଅପରେଶନ୍ ସମୟରେ ପାଓ୍ବାର କଟ୍ ହେବାରୁ ଡାକ୍ତରୀ ଦଳ ବାଧ୍ୟ ହୋଇ ମୋବାଇଲ୍ ଲାଇଟ୍ରେ ଅପରେଶନ୍ ଶେଷ କରିଛନ୍ତି। ଏବେ ଏହା ସୋସିଆଲ୍ ମିଡ଼ିଆରେ…
୫୦୦୦ ବର୍ଷ ପୁରୁଣା କୁକୁର ଲକେଟ ମିଳିଲା: ଦାମ୍ ୨୭ କୋଟି
ଲଣ୍ଡନ,୩୦।୧: ବ୍ରିଟେନ୍ର ସମରସେଟ୍ରୁ ୫୦୦୦ ବର୍ଷ ପୁରୁଣା ରତ୍ନପଥରରେ ତିଆରି କୁକୁର ଲକେଟ ମିଳିଛି। ଏହାର ଦାମ ୨୭ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ମୂଳ ଭାରତୀୟ ଅଲଫ୍ରେଡ୍ କୋର୍ରିୟ ତାଙ୍କ ଗ୍ୟାରେଜ ଥିବା ଟେଜେରୀରୁ ହକିକ୍ ରତ୍ନ…
ନିର୍ବାଚନରେ ପରାଜିତ ହେବା ପରେ ଭୋଟରଙ୍କୁ ଉପହାର ଫେରାଇବାକୁ କହିଲେ ପ୍ରାର୍ଥୀ
ରାୟପୁର, ୩୦।୧: ଭୋଟରଙ୍କୁ ହାତେଇବା ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁ ଥିବା ପ୍ରାର୍ଥୀମାନେ ବେଳେବେଳେ କେତେକ ଉପହାର ଦେଇଥାନ୍ତି। କିନ୍ତୁ ନିର୍ବାଚନରେ ପରାଜିତ ହେବାପରେ ଏହାକୁ ଭୋଟରଙ୍କଠାରେ ଫେରାଇ ନେବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବ। ତେବେ ଏଭଳି…
ପିତା କୋଟିପତି: ହାତେ ରାନ୍ଧିି ଖାଉଛନ୍ତି ପୁଅ
କୋଟିପତି ହେବାର ନିଶା ପ୍ରାୟ ଅଧିକାଂଶ ଲୋକଙ୍କର ଥାଏ। ଯଦି ପିତା କୋଟିପତି, ତେବେ ପୁଅ ମଧ୍ୟ ଛୋଟବେଳୁ ସେମିତି ଜୀବନଶୈଳୀ ଆପଣାଇ ଥାଆନ୍ତି। କିନ୍ତୁ ଆଲେକ୍ଜାଣ୍ଡର ଫ୍ରିଡ୍ମ୍ୟାନ୍ଙ୍କ କ୍ଷେତ୍ରରେ ଏହା ଭୁଲ ପ୍ରମାଣିତ ହୋଇଛି। ରୁଷର ଧନୀ ତାଲିକାରେ ଏକାଦଶ…
ଭାରତର ସବୁଠୁ ବଡ଼ ଲୁଣ ମରୁଭୂମି
ସାଧାରଣତଃ ମରୁଭୂମି କହିଲେ ବିସ୍ତୀର୍ଣ୍ଣ ବାଲି, ବିଭିନ୍ନ ପ୍ରକାର କଣ୍ଟାଗଛ ଏବଂ ଓଟ ବାସ କରୁଥିବା ସ୍ଥାନକୁ ବୁଝାଇଥାଏ। ମାତ୍ର ଭାରତରେ ଏମିତି ଏକ ମରୁଭୂମି ଅଛି, ଯାହାକୁ ଲୁଣର ମରୁଭୂମି କୁହାଯାଇଥାଏ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ମରୁଭୂମି…
ଶ୍ରଦ୍ଧାଞ୍ଜଳି ଓ ସଂକଳ୍ପର ଦିନଟିଏ
ପ୍ରତିବର୍ଷ ୩୦ ଜାନୁୟାରୀରେ ଭାରତରେ ଶହୀଦ ଦିବସ ପାଳନ କରାଯାଏ। ଜାତିର ପିତା ତଥା ଅହିଂସା ପୂଜାରୀ ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥିକୁ ଶହୀଦ ଦିବସ ଭାବେ ପାଳନ କରଯାଉଛି। ୩୦ ଜାନୁୟାରୀ, ୧୯୪୮ରେ ମହାମତ୍ା ଗାନ୍ଧୀଙ୍କୁ ବିର୍ଲା ହାଉସ୍ର ପ୍ରାର୍ଥନାସଭାରେ ନାଥୁରାମ…
ସ୍ପେସ୍ ହୋମ ଦେବ ସୁଖଦ ଅନୁଭୂତି
ନ୍ୟୁୟର୍କ: ବିଶ୍ୱବ୍ରହ୍ମାଣ୍ଡର ପର୍ଯ୍ୟଟନ ମାନଚିତ୍ରରେ ଯୋଡ଼ି ହେବ ମହାକାଶ। ଅର୍ଥାତ୍ ଜଣେ ଚାହିଁଲେ ମହକାଶକୁ ଯାଇପାରିବ। ସେଠାରୁ ଉପଭୋଗ କରିପାରିବ ପୃଥିବୀର ମନୋରମ ଦୃଶ୍ୟ। ହଁ ଏକଥା ସତ ଯେ, କେବଳ ଦୁଃସାହସିକ କାର୍ଯ୍ୟ ଏବଂ ମହାକାଶ ଉପରେ ରୁଚି ରଖୁଥିବା…
ସାମାଜିକ ବାସନ୍ଦ ନୁହେଁ, ସହଯୋଗ ଲୋଡ଼ା
ବିଶ୍ୱରେ କୁଷ୍ଠରୋଗ ସମ୍ପର୍କରେ ସଚେତନତା ସୃଷ୍ଟିକରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ୩୦ ଜାନୁୟାରୀରେ ବିଶ୍ୱ କୁଷ୍ଠ ନିବାରଣ ଦିବସ ପାଳନ କରାଯାଉଛି। । ଏହି ଦିବସରେ ଗାନ୍ଧିଜୀଙ୍କୁ ମଧ୍ୟ ସ୍ମରଣ କରାଯାଏ। ଗାନ୍ଧିଜୀ ଏହି ରୋଗକୁ ଭଲ ଭାବେ ବୁଝିଥିଲେ ଓ ରୋଗୀଙ୍କ…
୪ କିମି ଚାଲି ଚାଲି କନ୍ୟା ଘରେ ପହଞ୍ଚିଲେ ବର
ଡେରାଡୁନ,୩୦।୧: ଜାନୁୟାରୀ ମାସ ଶେଷ ହେବାକୁ ବସିଥିଲେ ମଧ୍ୟ ଉତ୍ତରାଖଣ୍ଡ, ଜମ୍ମୁ-କଶ୍ମୀର ଏବଂ ହିମାଚଳ ପ୍ରଦେଶରେ ପ୍ରବଳ ବରଫପାତ ଲାଗି ରହିଛି। ଲଗାତର ବରଫପାତ ଯୋଗୁ ସ୍ଥାନୀୟ ଲୋକଙ୍କୁ ଅନେକ ଅସୁବିଧାର ସାମ୍ନା କରିବାକୁ ପଡୁଛି। ଉତ୍ତରାଖଣ୍ଡର ଚମୋଲି ଜିଲାରେ ଜନଜୀବନ…

