ଜିଞ୍ଜର ବ୍ରେଡ୍ ସ୍ଥାପତ୍ୟ
ଆପଣ ଦେଖୁଥିବା ଡ୍ରାଗନ୍, ଡାଇନୋସର୍, ଟ୍ରିମ୍ୟାନର ଏହି ସ୍ଥାପତ୍ୟଗୁଡ଼ିକ କୌଣସି ଧାତୁ କିମ୍ବା ମାଟିରେ ତିଆରି ହୋଇନାହିଁ। ବରଂ ଏହା ତିଆରି ହୋଇଛି ଜିଞ୍ଜର ବ୍ରେଡ୍(ଏକ ପ୍ରକାରର ମସଲା ବ୍ରେଡ୍)ରେ। ନରଓ୍ବେର କେକ୍ ଆର୍ଟିଷ୍ଟ କାରୋଲିନ୍ ଏରିକ୍ସନ୍ ଏହାକୁ ତିଆରି...
ପେଣ୍ଟିଂର ମୂଲ୍ୟ ୧୭୭ କୋଟି
୨୦୦୦ ମସିହାରେ ଜାପାନୀ ପେଣ୍ଟର ୟୋଶିତୋମା ନାରା କରିଥିଲେ ଏକ ପେଣ୍ଟିଂ। ସେତେବେଳେ ତା’ର ମୂଲ୍ୟ କିଛି ନ ଥିଲା। ତେବେ ନିକଟରେ ଏହାକୁ ନିଲାମ କରାଯାଇଛି। ଆଉ ତାହା ବିକ୍ରି ହୋଇଛି ୧୭୭ କୋଟି ଟଙ୍କାରେ। ପେଣ୍ଟିଂରେ ଏକ...
ପେପର କୋଲାଜ୍ ପେଣ୍ଟିଙ୍ଗ୍
ପେଣ୍ଟିଙ୍ଗ୍ ମାନେ ଆମେ କାନ୍ଭାସ ଉପରେ ରଙ୍ଗ ତୂଳୀରେ ଅଙ୍କା ଯାଇଥିବା ଚିତ୍ର କଥା ବୁଝିଥାଉ। କିନ୍ତୁ ବିନା ରଙ୍ଗ ତୂଳୀରେ ପେଣ୍ଟିଙ୍ଗ୍ ବି ହୋଇପାରେ ବୋଲି କେବେ ଭାବିଛନ୍ତି। ଏହାକୁ ସତ କରି ଦେଖାଇଛନ୍ତି କୋଲାଜ୍ ଆର୍ଟିଷ୍ଟ ଅଲବିନ୍...
ସୁନାର ସାଫା
ରାଜସ୍ଥାନୀ ପୋଷାକରେ ସାଫା ବା ପଗଡ଼ିର ସ୍ଥାନ ସ୍ବତନ୍ତ୍ର। ଏହା ଏକ ପାରମ୍ପରିକ ପରିଧାନ । ପ୍ରାୟ ୭୦-୮୦ ବର୍ଷ ପୂର୍ବେ ରାଜପୁତମାନେ ସୁନାର ସାଫା ପିନ୍ଧୁଥିଲେ। ତେବେ ଆମେ ଏଠି ଯେଉଁ ସାଫା କଥା କହୁଛୁ, ସେ ଟିକେ...
‘ବିଦେଶିନୀ’ର ଆଲୋକ
ଶିବାନୀ ଗଣନାଟ୍ୟ ପ୍ରଯୋଜିତ ‘ବିଦେଶିନୀ’ ନାଟକ ଦେଖିଥିବା ଦର୍ଶକେ ନିଶ୍ଚୟ ମନେରଖିଥିବେ ଆଲୋକ ଦାସ ମହାପାତ୍ରଙ୍କୁ। କାରଣ ଆଲୋକ ହେଉଛି ବିଦେଶିନୀର ସ୍ବାମୀ। ଏହି ଚରିତ୍ରରେ ଅଭିନୟ କରିଥିବା ଅଭିନେତା ଜଣକ ହେଉଛନ୍ତି ପ୍ରିୟ ନାରାୟଣ ତ୍ରିପାଠୀ। ଯାତ୍ରା ଜଗତରେ...
ଜାଣନ୍ତି ଫାଶୀରେ ବ୍ୟବହୃତ ଦଉଡ଼ି ପରେ କ’ଣ ହୋଇଥାଏ
ନ୍ୟାୟାଳୟଙ୍କ ନିର୍ଦ୍ଦେଶାନୁଯାୟୀ ଜଘନ୍ୟ ଅପରାଧୀଙ୍କୁ ଫାଶୀଖୁଣ୍ଟରେ ଝୁଲାଇ ଦିଆଯାଇଥାଏ। ମାତ୍ର ଫାଶୀ ପରେ ଏହି ଦଉଡ଼ି କେଉଁ କାମରେ ବ୍ୟବହାର କରାଯାଇଥାଏ ହୁଏତ ଅଧିକାଂଶ ଜାଣି ନ ଥିବେ। ଜାଣନ୍ତୁ ଏ ସମ୍ପର୍କରେ… ଏହି ଦଉଡ଼ିକୁ ନେଇ ଅନେକ ଅନ୍ଧବିଶ୍ୱାସ...
ଦିଲ୍ଲୀରେ ଲାଗିଲା ପ୍ରଥମ ସ୍ମଗ୍ ଟାଓ୍ବାର
ନୂଆଦିଲ୍ଲୀ: ସମଗ୍ର ଦେଶରେ ବାୟୁ ପ୍ରଦୂଷଣ ସାରା ଦେଶରେ ବଡ଼ ସମସ୍ୟା ହୋଇଥିବାବେଳେ ଦିଲ୍ଲୀର ସ୍ଥିତି ସବୁଠାରୁ ସଙ୍ଗିନ୍। ପ୍ରଦୂଷଣ ଜନିତ ରୋଗ ଓ ମୃତ୍ୟୁହାର ହ୍ରାସ କରିବାପାଇଁ ରାଜଧାନୀ ଦିଲ୍ଲୀରେ ସ୍ଥାପନ ହୋଇଛି ପ୍ରଥମ ସ୍ମଗ୍ ଟାଓ୍ବାର୍। କ୍ରିକେଟ୍...
ବନାଗ୍ନି ବଦଳାଇଦେଲା ହିମବାହ ରଙ୍ଗ
ଓ୍ବେଲିଂଟନ୍: ଦୁଇସପ୍ତାହ ହେଲା ଜଳୁଛି ଅଷ୍ଟ୍ରେଲିଆ ଜଙ୍ଗଲ। ବନାଗ୍ନିରେ ହଜାର ହଜାର ବନ୍ୟଜୀବନ ଧ୍ୱଂସ ପାଇଯାଇଥିବାବେଳେ ବହୁ ବିରଳ ଜୀବଜନ୍ତୁ ବାସହରା ହୋଇ ଜନବସତିମୁହଁା ହୋଇଛନ୍ତି। ବନାଗ୍ନିର ପ୍ରତିକୂଳ ପ୍ରଭାବ ପଡ଼ୋଶୀ ନ୍ୟୁଜିଲାଣ୍ଡର ଫ୍ରାଞ୍ଜ୍ ଜୋସେଫ୍ ଗ୍ଲେସିୟର (ହିମବାହ) ଉପରେ...
ଭୂତ ଭୟରେ ୪୨ ବର୍ଷ ବନ୍ଦଥିଲା ବେଗୁନ୍କୋଦର ଷ୍ଟେଶନ
କୋଲକାତା: ଗୋଟିଏ ରେଲ୍ଓ୍ବେ ଷ୍ଟେଶନ ସାଧାରଣ ଜଣେ ମହିଳାଙ୍କ ପାଇଁ ଦୀର୍ଘ ୪୨ ବର୍ଷ ଧରି ବନ୍ଦ ରହିବା ଆଶ୍ଚର୍ଯ୍ୟଜନକ। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ସତ। ପଶ୍ଚିମବଙ୍ଗର ପୁରୁଲିୟା ଜିଲାରେ ରହିଛି ଏହି ଷ୍ଟେଶନ। ଯାହାର ନାମ...
ଲଟେରିରେ ୧ କୋଟି ଜିତି ସୁରକ୍ଷା ଲୋଡ଼ିଲେ ନାରାୟଣ
କୋଲକାତା,୩।୧: ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ ଏଭଳି ଏକ ଘଟଣା ଘଟିଛି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ବର୍ଦ୍ଧମାନ ଜିଲାରେ ରହୁଥିବା ଜଣେ ୭୦ ବର୍ଷୀୟ ବ୍ୟକ୍ତି ପୂର୍ବରୁ ଚର୍ଚ୍ଚିତ ନ ଥିଲେ, କିନ୍ତୁ ତାଙ୍କର କାର୍ଯ୍ୟକଳାପ ଏବେ...
ରହସ୍ୟମୟ କୁଣ୍ଡ: ତାଳି ମାରିଲେ ଉପରକୁ ଉଠିଥାଏ ପାଣି
ନୂଆଦିଲ୍ଲୀ: ବିଶ୍ୱରେ ଏମିତି କିଛି ରହସ୍ୟଜନକ ଘଟଣା ଘଟିଥାଏ, ଯାହା ଉପରୁ ଆଜି ବି ପରଦା ଉଠିପାରିନାହିଁ। ସେମିତି ଏକ ରହସ୍ୟମୟ କୁଣ୍ଡ ରହିଛି ଭାରତରେ। ଏହି କୁଣ୍ଡଟି ଝାଡ଼ଖଣ୍ଡର ବୋକାରୋ ଜିଲାରେ ରହିଛି। କୁହାଯାଏ, କୁଣ୍ଡ ନିକଟକୁ ଯାଇ...
ଆଇସ୍-ସ୍ନୋ ଫେଷ୍ଟିଭାଲ୍: ୧୪ ଦେଶର କଳାକାର ନିର୍ମାଣ କରିଛନ୍ତି ୨ ଶହ କଳାକୃର୍ତ୍ତି
ବେଜିଂ,୩।୧: ଚାଇନାରେ ଆଇସ୍-ସ୍ନୋ ଫେଷ୍ଟିଭାଲ୍ ଆରମ୍ଭ ହୋଇଛି। ସ୍ଥାନୀୟ ହେଲୋଙ୍ଗୟାଙ୍ଗ୍ ପ୍ରଦେଶର ହାର୍ବିନ୍ଠାରେ ଅନୁଷ୍ଠିତ ହେଉଥିବା ଏହି ଉତ୍ସବରେ ୧୪ ଦେଶର କଳାକାର ଯୋଗଦେଇ ୨ ଶହ ଆକର୍ଷଣୀୟ କଳାକୃର୍ତ୍ତି ନିର୍ମାଣ କରିଛନ୍ତି। ୬ ଲକ୍ଷ ବର୍ଗ ମିଟରରେ ଥିବା...
Archives


