ଫୁରସତ

ଗଛ ମରିଗଲେ ଯିବାକୁ ପଡିବ ଜେଲ

ମୁରୈନା,୨୮।୧: ମଧ୍ୟପ୍ରଦେଶର ମୁରୈନା ଜିଲାରେ ଥିବା ଏକ ଜଙ୍ଗଲର ଗଛ ଗୁଡିକୁ ଦେଖାରଖା କରିବାକୁ ପୋଲିସ ଆସିଥାଆନ୍ତି। କଥାଟା ଟିକେ ଅଡୁଆ ଲାଗୁଥିଲେ ବି ସତ୍ୟ। ପୋଲିସ ଏଠାକୁ ପରିବେଶ ସଂରକ୍ଷଣ କରିବାକୁ ନୁହେଁ ବରଂ ଡ୍ୟୁଟି କରିବାକୁ ଆସୁଥିବା କୁହାଯାଏ।…

ଜଣାପଡ଼ିବ ମହାଭାରତ ଯୁଦ୍ଧର ସତ୍ୟାସତ୍ୟ: ମିଳିଲା ୩୮୦୦ ବର୍ଷ ତଳର ଅନ୍ତିମ ସଂସ୍କାର ଗୁପ୍ତ ଗୃହ

ନୂଆଦିଲ୍ଲୀ, ୨୮।୧: ଏବେ ମହାଭାରତ ଯୁଦ୍ଧର ସତ୍ୟାସତ୍ୟ ଏବେ ଜଣାପଡ଼ିବ ବୋଲି କୁହାଯାଉଛି। ଉତ୍ତରପ୍ରଦେଶ ବାଗପତ୍‌ ଅଞ୍ଚଳରେ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ କରାଯାଉଥିବା ଖନନ ସମୟରେ ଏକ ଅନ୍ତିମ ସଂସ୍କାର ଗୁପ୍ତ ଗୃହର ସନ୍ଧାନ ମିଳିଛି। କାର୍ବନ ଡାଟିଂରୁ ଏହା ୩୮୦୦…

ନିଜେ ତଳେ ବସି କାଳ ଭୈରବଙ୍କୁ ଚେୟାରରେ ବସାଇଲେ ନବ ନିର୍ବାଚିତ ସରପଞ୍ଚ

ଜୟପୁର,୨୮।୧: ରାଜସ୍ତାନର ଜଣେ ନବ ନିର୍ବାଚିତ ସରପଞ୍ଚ ନିଜେ ତଳେ ବସି କାଳଭୈରବଙ୍କୁ ତାଙ୍କ ପାଇଁ ଉଦ୍ଦିଷ୍ଟ ଚେୟାରରେ ବସାଇଛନ୍ତି। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଏବେ ଚର୍ଚ୍ଚା ଜାରି ରହିଛି। ସ୍ଥାନୀୟ ସିରୋହି ଜିଲାର ରେବଦରରେ ନବ ନିର୍ବାଚିତ ସରପଞ୍ଚ…

ବିବାହରେ ଗାଈ ରହିବ ସାକ୍ଷୀ

ସୁରଟ,୨୮।୧: ଭାରତର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ବିବାହ ପରମ୍ପରା ଦେଖିବାକୁ ମିଳିଥାଏ। ହିନ୍ଦୁ ବିବାହରେ ସାଧାରଣତଃ ଅଗ୍ନିକୁ ସାକ୍ଷୀ ରଖି ବିବାହ ହୋଇଥାଏ। ସମ୍ପ୍ରତି ଗୁଜରାଟ ସୁରଟରେ ଗାଈକୁ ସାକ୍ଷୀ ରଖି ବିବାହ କରିବାକୁ କନ୍ୟାବର ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କ…

କୁକୁର ବେଲ୍ଟରେ କ୍ୟାମେରା

ନୂଆଦିଲ୍ଲୀ, ୨୮।୧: ଭାରତୀୟ ସୁରକ୍ଷା ବ୍ୟବସ୍ଥାରେ ଡଗ୍‌ ସ୍କ୍ବାଡ୍‌କୁ ନିୟୋଜିତ କରାଯାଇଥାଏ। ତେବେ ଏବେ ଏହି ସ୍କ୍ବାଡ୍‌ର ପ୍ରତି କୁକୁରଙ୍କ ବେଲ୍ଟରେ କ୍ୟାମେରା ଲଗାଯାଇ ସେମାନଙ୍କୁ କାର୍ଯ୍ୟ ଲଗାଯିବ। ଯେଉଁ ସ୍ଥାନକୁ ସୁରକ୍ଷାକର୍ମୀ ଯାଇପାରିବେ ନାହିଁ ସେଠାକୁ କ୍ୟାମେରା ଲାଗିଥିବା କୁକୁର…

ଆଣ୍ଟାର୍କଟିକାର ବରଫ ସ୍ରୋତରେ ପହଁରିଲେ ୫୦ ବର୍ଷ ବୟସ୍କ ଆଥଲେଟ୍‌

ଲଣ୍ଡନ,୨୮।୧: ଆଣ୍ଟାର୍କଟିକାରେ ପ୍ରବଳ ଥଣ୍ଡା। ଏଠାରେ ତାପମାତ୍ରା ଅତି ନିମ୍ନ। ତେବେ ଜଣେ ୫୦ ବର୍ଷ ବୟସ୍କ ଆଥଲେଟ୍‌ ଏହାକୁ ଭ୍ରୁକ୍ଷେପ ନ କରି ଦୀର୍ଘ ୧୦ ମିନିଟ୍‌ କାଳ ଏଠାକାରର ବରଫ ସ୍ରୋତରେ ପହଁରିଛନ୍ତି। ବିଟ୍ରେନ୍‌ର ଲୁଇସ୍‌ ପୁଘ୍‌ ଏପରି…

ନିଆଁ ଲଗାଇ କେଶ କାଟିଲେ ବାରିକ: ଭିଡିଓ ଭାଇରାଲ

ପ୍ରତିଦିନ କିଛି ନା କିଛି ଟିକ୍‌ଟକ୍‌ ଭିଡିଓ ଭାଇରାଲ ହେଉଛି। ଏବେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି ଯାହାକୁ ୪ କୋଟି ଥର ଦେଖାସରିଲାଣି। ଉକ୍ତ ଭିଡିଓରେ ବାରିକ ଜଣେ ଯୁବକଙ୍କ କେଶ କାଟିବା ପୂର୍ବରୁ ସେଥିରେ କିଛି ଜେଲ୍‌…

ଫଳ ବିକ୍ରେତା କହିଲେ: ମୋତେ ମିଳିବ ପଦ୍ମଶ୍ରୀ, ସ୍ବପ୍ନରେ ବି ଭାବି ନ ଥିଲି

କେନ୍ଦ୍ର ସରକାର ସାଧାରଣତନ୍ତ୍ର ଦିବସ ପୂର୍ବରୁ ୨୦୨୦ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଚଳିତବର୍ଷ ୭ଜଣଙ୍କୁ ପଦ୍ମ ବିଭୂଷଣ, ୧୬ଜଣଙ୍କୁ ପଦ୍ମଭୂଷଣ ଏବଂ ୧୧୮ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବ। ଏଥର ପଦ୍ମଶ୍ରୀ ପୁରସ୍କାର ପାଇଁ ଅନେକ ସାଧାରଣ ବ୍ୟକ୍ତି…

ମୋରୋକୋ ରାଜାଙ୍କ ୫ କୋଟି ଟଙ୍କାର ଘଣ୍ଟା ଚୋରି

ମୋରୋକୋ ରାଜା ମହମ୍ମଦ-VIଙ୍କ ଘରୁ ୩୬ଟି ଦାମୀ ଘଣ୍ଟା ଚୋରି ହୋଇଛି। ଏହି ଘଣ୍ଟାଗୁଡିକର ମୂଲ୍ୟ ପାଖାପାଖି ୫କୋଟି ଟଙ୍କା ହେବ। ୪୬ ବର୍ଷୀୟ ଜଣେ ମହିଳା ଏହି ଚୋରି କରିଥିବା ଜଣାପଡିଛି। ଉକ୍ତ ମହିଳା ଜଣଙ୍କ ରାଜାଙ୍କ ଘରେ ସଫେଇ…

ମଣିଷ ଜୀବନ ବଞ୍ଚାଉଛି ମୂଷା

ଘରେ ମୂଷାଟିଏ ପଶିଗଲେ ଆମେ ଚିନ୍ତାରେ ପଡିଯାଉ କାରଣ ଘରର ସବୁ ଜିନିଷକୁ କ୍ଷଣିକରେ ନଷ୍ଟ କରିଦିଏ। କିନ୍ତୁ କାମ୍ବୋଡିଆ ଦେଶରେ ମୂଷା ହିରୋ ଭାବେ ପରିଗଣିତ ହେଉଛି। କାରଣ ଏଠାରେ ମୂଷା ହଜାର ହଜାର ଲୋକଙ୍କ ଜୀବନ ବଞ୍ଚାଉଛି। ନିକଟରେ…

ପରୀକ୍ଷାଗାରରେ ତିଆରି ହେବ ସାପ ବିଷ

ଭବିଷ୍ୟତରେ ସାପ ବିଷରୁ ତିଆରି ହେବାକୁ ଥିବା ଆଣ୍ଟି ଭେନମର ପ୍ରସ୍ତୁତିରେ ବଡ ସଫଳତା ମିଳିପାରେ ବୋଲି ଆଶା କରାଯାଉଛି। ବୈଜ୍ଞାନିକମାନେ ପରୀକ୍ଷାଗାରରେ ପ୍ରକୃତ ସାପର ବିଷ ଗ୍ରନ୍ଥି ବିକଶିତ କରିଛନ୍ତି ବୋଲି ଜଣାପଡିଛି। ଏହା ମାଧ୍ୟମରେ ବହୁ ପରିମାଣରେ ଅସଲ…

୧୪ ହଜାର ଟଙ୍କା ଦେଇ ନିଜ ଦେଶରୁ ମାଟି କିଣିଲେ ଯବାନ, ଜାଣନ୍ତୁ କାହିଁକି

ସବୁ ମାତାପିତାଙ୍କ ଇଚ୍ଛା ଥାଏ ତାଙ୍କ ଶିଶୁଟି ନିଜ ମାଟିରେ ଜନ୍ମ ନେଉ, ଯେଉଁଠି ସେମାନେ ବଡ ହୋଇଛନ୍ତି। କିନ୍ତୁ କୌଣସି କାରଣବଶତଃ ଏହା ସମ୍ଭବ ହୋଇପାରି ନ ଥାଏ। ଆମେରିକାର ଜଣେ ଯବାନଙ୍କ କ୍ଷେତ୍ରରେ ଏଭଳି ଘଟଣା ଘଟିଛି। ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?