ଫୁରସତ

ଏମିତି ଗାର୍ଡେନ୍‌, ଯାହାକୁ ପୋଷାକ ଭାବେ ପିନ୍ଧି ହେବ

କାଲିଫର୍ନିଆ: ସାଧାରଣତଃ କପଡ଼ାରେ ପୋଷାକ ତିଆରି ହୋଇଥାଏ। ମାତ୍ର ଦକ୍ଷିଣ କାଲିଫର୍ନିଆ ବିଶ୍ୱବିଦ୍ୟାଳୟ ପ୍ରଫେସର ଏବଂ ଡିଜାଇନର ଏମିତି ଏକ ଗାର୍ଡେନ ତିଆରି କରିଛନ୍ତି, ଯାହାକୁୁ ପୋଷାକ ଭାବେ ପିନ୍ଧି ହେବ। କଥାଟା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହି...

ଏୟାରପୋର୍ଟରେ ନାବାଳକଙ୍କ ଟି-ଶାର୍ଟ ବଦଳାଇଲେ ଅଧିକାରୀ, ଜାଣନ୍ତୁ କାହିଁକିି

ଜୋହାନ୍ସବର୍ଗ: ଦକ୍ଷିଣଆଫ୍ରିକା ଏୟାରପୋର୍ଟ ଅଫିସର ଜଣେ ୧୦ ବର୍ଷର ନାବାଳକଙ୍କ ଟି-ଶାର୍ଟ ବଦଳାଇଛନ୍ତି। ଶାର୍ଟ ବଦଳାଇବା ପଛରେ ଏକ କାରଣ ରହିଛି। ଯାହା ଜାଣିଲେ ଚକିତ ହେବେ। ଷ୍ଟିଭ୍‌ ଲୁକ୍‌ସ ନାମକ ଜଣେ ନାବାଳକ ନିଜ ପରିବାର ସହ ନ୍ୟୁଜିଲାଣ୍ଡରୁ...

ମେଦବହୁଳତା ଯୋଗୁ କମୁଛି ଛୋଟପିଲାଙ୍କ ମନେରଖିବା ଶକ୍ତି

ଓ୍ବାଶିଂଟନ,୧।୧: ଖାଦ୍ୟପେୟ ତଥା ନିତିଦିନିଆ ଜୀବନଶୈଳୀରେ ପରିବର୍ତ୍ତନ ଯୋଗୁ କେତେକ ଛୋଟ ପିଲାଙ୍କଠାରେ ମେଦବହୁଳତା ଦେଖାଯାଉଛି। ଏହାର ପ୍ରଭାବରେ ସେମାନଙ୍କ ମନେ ରଖିବା ଶକ୍ତି କମିଯାଉଛି। ଏନେଇ ନିକଟରେ ଆମେରିକାର ଓ୍ବେରମାଣ୍ଟ୍‌ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି। ଏହାର...

ଚା ଦୋକାନରେ ହେଉଛି ରାମାୟଣ-ମହାଭାରତ ଚର୍ଚ୍ଚା…

ଭାରତର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ନିଆରା ରୋଚକ ଘଟଣା ଦେଖିବାକୁ ମିଳିଥାଏ। ଏପରି ଘଟଣା ଗୁଜରାଟ ଅହମ୍ମଦାବାଦ୍‌ର ଏକ ଚା ଦୋକାନରେ ଦେଖିବାକୁ ମିଳୁଛି। ଏଠାରେ ନିତି ସକାଳେ ସନ୍ଧ୍ୟାରେ ଗରାଖଙ୍କର ଭାରି ଗହଳି ହୋଇଥାଏ। ସ୍ଥାନୀୟ ସରସପୁରଠାରେ...

ଡବ୍ଲୁଡବ୍ଲୁଇରେ ବିବାହ କରୁଥିଲେ ରେସ୍‌ଲର: କେକ୍‌ ଭିତରୁ ବାହାରିଲେ ପୂର୍ବତନ ସ୍ବାମୀ

ବିବାହ ସବୁ ଝିଅ ଓ ପୁଅଙ୍କ ପାଇଁ ଏକ ରଙ୍ଗୀନ ସ୍ବପ୍ନ। ଏହାକୁ ସ୍କୃତି କରିବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ଢ଼ଙ୍ଗ ଓ ଆଡମ୍ବରରେ ବିବାହ ଆୟୋଜନ କରିଥାନ୍ତି। ହେଲେ ଏବେ ଏକ ବିବାହ ଚର୍ଚ୍ଚାର ପରିସରକୁ ଆସିଛି।...

ଏସବୁ ୫ ରାଶି ବ୍ୟକ୍ତିଙ୍କ ପାଇଁ ୨୦୨୦ ଆଣିଦେବ ସୌଭାଗ୍ୟ…

୨୦୨୦ରେ କେତେକ ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟରେ ମିଳିବ ସଫଳତା। କେଉଁ କେଉଁ ରାଶି ପାଇଁ ନୂଆବର୍ଷ ଶୁଭ ଫଳ ଆଣିଦେବ ସେ ବିଷୟରେ ଆସନ୍ତୁ ଜାଣିବା… ବୃଷ: ବୃଷ ରାଶି ବ୍ୟକ୍ତିଙ୍କ ପାଇଁ ନୂଆ ବର୍ଷ ୨୦୨୦ ବେଶ୍‌ ଭଲ...

ନୂଆବର୍ଷ ପୂର୍ବ ରାତିରେ ଖାଆନ୍ତୁ ଏସବୁ ଆସିବ ସୌଭାଗ୍ୟ

ନୂଆବର୍ଷକୁ କିଏ କେତେ ଢଙ୍ଗରେ ପାଳନ କରି ଥାଆନ୍ତି। ହେଲେ କିଛି ଦେଶରେ ନୂଆବର୍ଷରେ ଖାଦ୍ୟ ଉପରେ ଗୁରୁତ୍ୱ ଦିଆଯାଇଥାଏ। କାରଣ ଏସବୁ ଖାଦ୍ୟ ସୁଖ ସମୃଦ୍ଧି ଆଣି ଦିଏ ବୋଲି ବିଶ୍ୱାସ ରହିଛି। ମାଛ: କେତେକ ୟୁରୋପୀୟ ଦେଶରେ...

ମନ୍ଦିର ସମ୍ମୁଖରେ ରହିଛି ମଶାଲ ଧରିଥିବା ମୂଷା…

ପୃଥିବୀର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଢ଼ଙ୍ଗରେ ନୂଆବର୍ଷ ପାଳିତ ହୋଇଥାଏ। ଚଳିତ ୨୦୨୦ ବର୍ଷ ପାଳନ ପାଇଁ ଜାପାନରେ ଏକ ମନ୍ଦିର ସମ୍ମୁଖରେ ହାତରେ ମଶାଲ ଧରିଥିବା ମୂଷାର ପ୍ରତିମୂର୍ତ୍ତି ନିର୍ମାଣ କରାଯାଇଛି। ଜାପାନରେ ଲୋକଙ୍କ ବିଶ୍ୱାସ ମୂଷା...

ଯେଉଁଠି ପଞ୍ଜୁରିରେ ରୁହନ୍ତି ମଣିଷ, କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ବିଶ୍ୱରେ ଏମିତି ଏକ ସ୍ଥାନ ରହିଛି, ଯେଉଁଠି ମଣିଷ ପଶୁପକ୍ଷୀଙ୍କ ପରି ପଞ୍ଜୁରି ଭିତରେ ରହିଥା’ନ୍ତି। କାରଣ ବି ସେତିକି ଦୁଃଖଦାୟକ। ଜାଣନ୍ତୁ ଏ ସମ୍ପର୍କରେ… ହଂକଂରେ ଏପରି ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଲୋକମାନେ ଲୁହାରେ ତିଆରି...

ଭାରତରେ ୬ଥର ପାଳନ କରାଯାଏ ନବବର୍ଷ

ପ୍ରତିବର୍ଷ ଜାନୁୟାରୀ ୧ ତାରିଖକୁ ନୂଆବର୍ଷ ଭାବେ ସାରା ବିଶ୍ୱରେ ବେଶ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଇଥାଏ। ହେଲେ ଭାରତର ନୂଆବର୍ଷ ପାଳନ ସବୁଠାରୁ ଅଲଗା। ଏଠାରେ ବର୍ଷକରେ ୬ ଥର ନୂଆବର୍ଷ ପାଳନ କରାଯାଏ। ଏଠାରେ ସବୁ ସମ୍ପ୍ରଦାୟର ଲୋକେ...

ଗର୍ଭବତୀଙ୍କ ପ୍ରସବ ଯନ୍ତ୍ରଣା କମାଇବାକୁ ଡାକ୍ତରଙ୍କ ନୂଆ ପଦକ୍ଷେପ

ବ୍ରିଟେନ୍‌: ବିଜ୍ଞାନର ଅଗ୍ରଗତି ଯୋଗୁ ପ୍ରତିଦିନ କିଛି ନା କିଛି ନୂଆ ନୂଆ ଉଦ୍ଭାବନ କରାଯାଉଛି। ଯଦ୍ଦ୍ବାରା ଅସାଧ୍ୟ କାମ ମଧ୍ୟ ସହଜରେ ସାଧନ ହୋଇପାରୁଛି। ଗର୍ଭବତୀମାନଙ୍କ ପ୍ରସବ ଯନ୍ତ୍ରଣା କମାଇବାକୁ ବ୍ରିଟେନ୍‌ର ଡାକ୍ତରମାନେ ଗବେଷଣା କରି ଏକ ସିଦ୍ଧାନ୍ତରେ...

କାର୍ଟୁନ୍‌ ବହି ଛୋଟ ପିଲାଙ୍କ ସ୍ମୃତିଶକ୍ତିକୁ କରେ ପ୍ରଖର…

ଛୋଟପିଲାଙ୍କ ମନ ସବୁବେଳେ ଚଳଚଞ୍ଚଳ। ତେବେ ସେମାନଙ୍କ ସ୍ମୃତି ଶକ୍ତିକୁ ପ୍ରଖର କରିବା ପାଇଁ କାର୍ଟୁନ୍‌ ବହିର ଗପ ଅବା ଗୀତ ବେଶ୍‌ ଉପଯୋଗୀ ହୋଇଥାଏ। ଏନେଇ ଆମେରିକା ଡାଇଟ୍ରିକ୍‌ କଲେଜ ଅଫ୍‌ ହ୍ୟୁମାନଟିଜ୍‌ ଆଣ୍ଡ୍‌ ସାଇନ୍ସ୍‌ ପକ୍ଷରୁ କରାଯାଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri