ବିଶ୍ୱର ସବୁଠୁ ଭୋକିଲା, ମାରାତ୍ମକ ଜୀବ
ନୂଆଦିଲ୍ଲୀ: ସାଧାରଣତଃ ସାପ ଭୟଙ୍କର ବୋଲି ସମସ୍ତେ ଜାଣିଛନ୍ତି। ସାପର ବିଷ ନିମିଷକରେ ମଣିଷର ଜୀବନ ନେଇଯାଏ। ମାତ୍ର ସାପଠାରୁ ବି ଭୟଙ୍କର ଜୀବ ଅଛି। ଆଖିକୁ ଏହି ଜୀବଟି ଛୋଟିଆ ଦେଖାଯାଉଥିଲେ ମଧ୍ୟ ଭାରି ମାରାତ୍ମକ। ତା’ ବିଷରେ...
ମାଇନସ୍ ୫୨ ଡିଗ୍ରୀରେ ଦୌଡିଲେ ମାରାଥନ ଧାବକ: ଚେହେରାରେ ଜମିଗଲା ବରଫ
ବେଜିଂ,୨୮।୧୨: ଉତ୍ତର ଚାଇନାର ମଙ୍ଗୋଲିଆ ନିକଟରେ ଥିବା ଜେନେ ସହରରେ ୨୦୧୯ର ଚାଇନା ପୋଲ ଅଫ୍ କୋଲ୍ଡ ମାରାଥନର ଆୟୋଜନ କରାଯାଇଥିଲା। ଏଥିରେ ପାଖାପାଖି ୧୫ଶହ ପ୍ରତିଯୋଗୀ ଦୌଡିଥିଲେ। ବୁଧବାର ଆୟୋଜିତ ଏହି ପ୍ରତିଯୋଗୀତା ସମୟରେ ସେଠାକାର ତାପମାତ୍ରା ଥିଲା...
ଭାଇରସ୍ ଚିହ୍ନିବ ଭାଇରିୟନ
ନ୍ୟୁୟର୍କ: ପ୍ରାଣୀମାନଙ୍କ ଦେହରେ ୧୬.୭ ଲକ୍ଷରୁ ଊର୍ଦ୍ଧ୍ୱ ଅଜଣା ଭାଇରସ୍ ରହିଥାନ୍ତି, ଯାହାଦ୍ୱାରା ଅନେକ ସମୟରେ ଲୋକମାନେ ସଂକ୍ରମିତ ହୋଇ ଭୟଙ୍କର ରୋଗର ଶିକାର ହୋଇଥାନ୍ତି। ଏଚ୍୫ଏନ୍୧, ଜିକା ଓ ଇବୋଲା ଭଳି ଭାଇରସ୍ ସଂସ୍ପର୍ଶରେ ଆସି ବହୁ ଲୋକଙ୍କ...
ପୁରୁଷ ଟିଭି ଦେଖିବାରେ ଏବଂ ମହିଳା ଇସ୍ତ୍ରୀ କରିବାରେ ଅଧିକ ବିଦ୍ୟୁତ୍ ଶକ୍ତି କରନ୍ତି ଖର୍ଚ୍ଚ …
ଭାରତରେ ଅଧିକ ବିଦ୍ୟୁତ୍ ଶକ୍ତି କେଉଁମାନେ ଖର୍ଚ୍ଚ କରିଥାନ୍ତି ତାହାର ଏକ ରିପୋର୍ଟ ପ୍ରକାଶ ପାଇଛି। ପେନସିଲ୍ଭାନିଆର ପିଟସ୍ବର୍ଗ ସ୍ଥିତ କାନେଗି ମେଲୋନ୍ ବିଶ୍ୱବିଦ୍ୟାଳୟର ଗବେଷକ ଦୀର୍ଘଦିନ ଏକ ଅଧ୍ୟୟନ କରି ଏହା ଜାଣିପାରିଛନ୍ତି। ଦେଶର ୭ଟି ରାଜ୍ୟରେ ଏନେଇ...
ବିଦେଶୀ ମହିଳାଙ୍କ ଜୀବନ ବଦଳାଇ ଦେଲା ‘ଦେଶୀ ଚା’
ବିଶ୍ୱର କିଛି ଲୋକପ୍ରିୟ ପାନୀୟ ମଧ୍ୟରେ ଚା’ ଅନ୍ୟତମ। ଦିନର ଆରମ୍ଭ ହୁଏ ଚା’ ସହିତ। ଭାରତରେ ଚା’ର ଲୋକପ୍ରିୟତା ଢେର୍ ଅଧିକ। ରାସ୍ତାକଡଠାରୁ ଆରମ୍ଭ କରି ଗାଁ ଗହଳିରେ ଯେଉଁଠି ଦେଖିବେ ଚା’ ଦୋକାନଟିଏ ନିଶ୍ଚିତ ଥିବ। ଭାରତ...
ବାକିରେ ପାନ ଦେବାକୁ ଦୋକାନୀ ମନା କରିବାରୁ ଗ୍ରାହକ କାଟି ଖାଇଲେ ଓଠ, କାନ
ଲକ୍ଷ୍ନୌ: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ପାନ ଦୋକାନୀ ଗ୍ରାହକଙ୍କୁ ବାକି ବା ମାଗଣାରେ ପାନ ଦେବାକୁ ମନା କରିବାରୁ ଗ୍ରାହକ ଜଣକ ଏମିତି କାଣ୍ଡ ଘଟାଇଛନ୍ତି, ଯାହା ସମସ୍ତଙ୍କୁ ଚକିତ କରିଦେଇଛି। ଆଲମବାଗ୍ର...
ଗୋଡ଼ରେ ଥିବା ପ୍ରୋଟିନ୍ ସହାୟତାରେ ମଶା କୀଟନାଶକ ସମ୍ପର୍କରେ ଜାଣିପାରନ୍ତି
ଲିବରପୁୁଲ: ମ୍ୟାଲେରିଆରୁ ଦୂରେଇ ରହିବା ପାଇଁ ବହୁ ସମୟରେ କୀଟନାଶକର ବ୍ୟବହାର କରାଯାଇଥାଏ। ତେବେ ଏଥିରେ କେତେକ କ୍ଷେତ୍ରରେ ସଫଳତା ମିଳି ନ ଥାଏ। ମଶାର ଗୋଡ଼ରେ ଥିବା ଏକପ୍ରକାର ପ୍ରୋଟିନ୍ କୀଟନାଶକ ସମ୍ପର୍କରେ ସୂଚନା ଦେଇଥାଏ। ଫଳରେ ମଶା...
ସୂର୍ଯ୍ୟ ପରାଗ ସମୟରେ ୩ ପିଲାଙ୍କୁ ମାଟିରେ ବେକ ପର୍ଯ୍ୟନ୍ତ ପୋତାଗଲା
ବେଙ୍ଗାଲୁରୁ,୨୭।୧୨: ଆଧୁନିକ ଦୁନିଆରେ ମଧ୍ୟ ମଣିଷ ମଧ୍ୟରେ ବିଭିନ୍ନ କୁସଂସ୍କାର ଏବଂ ଅନ୍ଧବିଶ୍ୱାସ ରହିଛି। ଏହାଯୋଗୁ ବହୁ ରୋଚକ ଘଟଣାମାନ ଘଟୁଛି। ଗୁରୁବାର ସୂର୍ଯ୍ୟପରାଗ ସମୟରେ କର୍ନାଟକର କଲବୁର୍ଗୀ ଅଞ୍ଚଳର ତାଜ୍ ସୁଲତାନପୁର ଗାଁରେ ଏକ ସ୍ବତନ୍ତ୍ର ପୂଜାନୁଷ୍ଠାନ କରାଯାଇ...
ଦୁନିଆର ଭୟଙ୍କର ଗୁମ୍ଫା: ବୁଲିବା ପାଇଁ ପର୍ଯ୍ୟଟକଙ୍କୁ କିଣିବାକୁ ପଡ଼େ ୨ ଲକ୍ଷ ଟଙ୍କାର ଟିକଟ
ଦୁନିଆର ଭୟଙ୍କର ଗୁମ୍ଫା ବୁଲିବା ପାଇଁ ପର୍ଯ୍ୟଟକଙ୍କୁ ୨ ଲକ୍ଷ ଟଙ୍କାର ଟିକଟ କିଣିବାକୁ ପଡ଼େ। ଏହା ଶୁଣିଲେ ହୁଏତ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଏହା ସତ। ଭିଏତ୍ନାମ୍ରେ ରହିଛି ଏପରି ଏକ ଗୁମ୍ଫା। ଏହାର...
୨ ଶହ ବର୍ଷ ଧରି ଭ୍ରମଣକାରୀ ପକ୍ଷୀଙ୍କ ସୁରକ୍ଷା କରୁଛନ୍ତି ଏହି ଗାଁର ଲୋକେ…
ଶୀତଦିନେ ସାଇବେରିଆ ଅଞ୍ଚଳରୁ ପ୍ରବଳ ଥଣ୍ଡା ଏବଂ ଖାଦ୍ୟ ଅଭାବରୁ ରକ୍ଷା ପାଇବା ପାଇଁ ବହୁ ପକ୍ଷୀ ଭାରତର ବିଭିନ୍ନ ଅଞ୍ଚଳକୁ ଭ୍ରମଣରେ ଆସିଥାନ୍ତି। ଶୀତଦିନ ବିତାଇ ପୁଣି ସେମାନେ ନିଜ ନିଜ ଦେଶକୁ ବାହୁଡ଼ି ଯାଇଥାନ୍ତି। ବେଙ୍ଗାଲୁରୁର ମାଣ୍ଡଓ୍ବା...
ମୋଦିଙ୍କ ମନ୍ଦିର ତିଆରି କଲେ କୃଷକ
ତିରୁଚିରାପଲ୍ଲୀ,୨୬।୧୨: ତାମିଲନାଡୁ ତିରୁଚିରାପଲ୍ଲୀର ଜଣେ କୃଷକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କର ଏକ ମନ୍ଦିର ତିଆରି କରିଛନ୍ତି। ପି. ଶଙ୍କର(୫୦ ବର୍ଷ) ନାମକ ଉକ୍ତ କୃଷକ ଜଣଙ୍କ କୁହନ୍ତି ସେ ମୋଦିଙ୍କର ‘କିଷାନ ସମ୍ମାନନିଧି’ ସମେତ କୃଷକଙ୍କ ହିତ ଉଦ୍ଦେଶ୍ୟରେ ଯେତେ...
ଶିଶୁ ନିର୍ଯାତନା ବିରୋଧରେ କାମ କରିବି
୨୦୧୩ରୁ ସମ୍ବଲପୁର ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଭାବେ କାର୍ଯ୍ୟରତ ଶୁଚିସ୍ମିତା ପଟ୍ଟନାୟକ ଅନାଥ ଶିଶୁଙ୍କ ଯତ୍ନ ଓ ସୁରକ୍ଷା ଲାଗି ଉଦ୍ୟମ ଜାରି ରଖିଛନ୍ତି। ସୁନ୍ଦରଗଡ, ଭବାନୀପାଟଣାରେ ନିଜର ସ୍କୁଲ ଜୀବନ କାଟିଥିବା ଶୁଚିସ୍ମିତାଙ୍କ କଲେଜ ଜୀବନ...
Archives


