ସାଙ୍ଗ ହେବ ତ ଏମିତି: ଦିବ୍ୟାଙ୍ଗ ସାଙ୍ଗକୁ କାନ୍ଧରେ ବସାଇ ୟୁରୋପ ବୁଲାଇବାକୁ ନେଲେ କେଭାନ
ବନ୍ଧୁତା କେବଳ ଏକ ଶବ୍ଦ ନୁହେଁ, ଏହା ଦୁଇଟି ହୃଦୟ ମଧ୍ୟରେ ଥିବା ସମ୍ପର୍କର ସେତୁ। କୋମଳ ହେଲେ ବି ବହୁତ୍ ଶକ୍ତିଶାଳୀ। ପ୍ରକୃତ ବନ୍ଧୁଟିଏ ସାଥିରେ ଥିଲେ ପଙ୍ଗୁ ପର୍ବତ ଚଢିବା ବା ଅନ୍ଧ ଦୁନିଆଁ ଦେଖିବା କିଛି ବଡ…
ସେଲସ୍ ଟାର୍ଗେଟ୍ ପୂରଣ ନ କରି ପାରିବାରୁ ନିଜକୁ ଦଣ୍ଡିତ କରି ଆଣ୍ଠେଇଲେ ଅଧିକାରୀ
ବେଜିଂ,୨୨।୧: ଏବେ ଚାଇନାର ଏକ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ କିଛି ଲୋକ ଆଣ୍ଠେଇ ଥିବାର ଦେଖିବାକୁ ମିଳୁଛି। ପ୍ରକୃତରେ ଏହି ଲୋକମାନେ ହେଉଛନ୍ତି ଏକ ରେଣ୍ଟୁରାଣ୍ଟ୍ର ଅଧିକାରୀ। ସେମାନେ ସେଲସ୍ ଟାର୍ଗେଟ୍ ପୂରଣ କରିପାରି…
୪୪୪ କିଲୋ ଓଜନର ଯୁବକ ଖୋଜୁଛନ୍ତି ୧୦୦ କିଲୋ ଓଜନ କନିଆ…
ଇସଲାମାବାଦ୍,୨୨।୧: ବିବାହ ନେଇ ପ୍ରତି ଯୁବତୀ ଯୁବକଙ୍କ ମଧ୍ୟରେ ବହୁ ସ୍ବପ୍ନ ଥାଏ। ନିଜ ମନ ପସନ୍ଦର ଜୀବନ ସାଥୀ ପାଇବା ପାଇଁ ସଭିଙ୍କ ମନରେ ଇଛା ରହିଥାଏ। ପାକିସ୍ତାନର ଜଣେ ୪୪୪କିଲୋ ଓଜନ ଯୁବକ ୧୦୦ କିଲୋ ଓଜନର କନିଆ…
ଶିବରାତ୍ରୀରେ ମହାଦେବଙ୍କୁ ଜଳ ଲାଗି କରନ୍ତି ମୁସଲମାନ୍ ମହିଳା…
ଭାରତରେ ଭିନ୍ନତା ମଧ୍ୟରେ ସବୁବେଳେ ଏକତା ଦୃଷ୍ଟିଗୋଚର ହୋଇଥାଏ। ଭାଇଚାରା ଏବଂ ସାମ୍ପ୍ରଦାୟିକ ସଦ୍ଭାବ ହିଁ ଭାରତୀୟଙ୍କୁ ଏକାଠି ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହି ମର୍ମରେ ଉତ୍ତରପ୍ରଦେଶ କନୌଜରେ ଥିବା ମହାଦେବଙ୍କ ମନ୍ଦିର ପାଲଟିଛି ସର୍ବଧର୍ମ ସମନ୍ବୟର ପବିତ୍ର…
ହାତୀ ସହ ଗୋଟିଏ ଥାଳିରେ ଖାଦ୍ୟ ଖାଇଲେ ଏହି ବ୍ୟକ୍ତିି
ମନୁଷ୍ୟ ଏବଂ ଜୀବଜନ୍ତୁଙ୍କ ମଧ୍ୟରେ ବନ୍ଧୁତା କାହିଁ କେଉଁ କାଳରୁ ରହିଆସିଛି। ନିକଟରେ ଏହାର ଆଉ ଏକ ଉଦାହରଣ କେରଳରେ ଦେଖିବାକୁ ମିଳିଛି। ଏଠାରେ ଏକ ହାତୀ ସହ ଜଣେ ବ୍ୟକ୍ତି ସହ ଗୋଟିଏ ଥାଳିରେ ଖାଦ୍ୟ ଖାଉଥିବା ଭିଡିଓ ସୋସିଆଲ…
ଅଣ ମୁସଲମାନ୍ଙ୍କ ପାଇଁ ଖୋଲିଲା ମୋଦି ମସଜିଦ୍
ବଙ୍ଗୋଲୁରୁ,୨୧।୧: କର୍ନାଟକର ବେଙ୍ଗାଲୁରୁର ଟସ୍କର ଟାଉନରେ ଥିବା ମୋଦି ଅବଦୁଲ୍ ଗଫୁର ମସଜିଦ୍କୁ ଅଣ ମୁସଲମାନଙ୍କ ପାଇଁ ଖୋଲା ଯାଇଛି। ୧୭୦ ବର୍ଷ ମଧ୍ୟରେ ପ୍ରଥମ କରି ମସଜିଦ୍ରେ ଅଣ ମୁସଲମାନ ପ୍ରବେଶ କରିଛନ୍ତି। ରବିବାର ଏହା ଖୋଲା ଯାଇଥିଲା। ପ୍ରଥମ…
୭ ପୋଷ୍ୟ କନ୍ୟାଙ୍କ ରାଜକୀୟ ବିବାହ: ଉପହାର ମିଳିଲା ୫ ଲକ୍ଷ ଏଫ୍ଡ଼ି ଓ ଘର ପାଇଁ ପ୍ଲଟ୍
ରାଜକୋଟ,୨୧।୧: ଗୁଜରାଟ ରାଜକୋଟ ଜିଲା ଗୋଣ୍ଡଲରେ ଥିବା ମହାରାଜା ସର ଭଗବତ୍ ସିଂଜୀ ବାଳାଶ୍ରମରେ ୭ ପୋଷ୍ୟ କନ୍ୟାଙ୍କ ବିବାହ ରାଜକୀୟ ଶୈଳୀରେ ହୋଇଛି। ଏଥିରେ ପ୍ରତି କନ୍ୟାଙ୍କୁ ୩ରୁ ୫ ଲକ୍ଷ ଟଙ୍କାର ଏଫ୍ଡି, ଘର ପାଇଁ ପ୍ଲଟ୍ ଏବଂ…
୧୧କି.ମି. ଦୌଡ଼ି ବିବାହ କରିବାକୁ ପହଞ୍ଚିଲେ ବର
ଇନ୍ଦୋର,୨୧।୧: ବର୍ତ୍ତମାନର ଖାଦ୍ୟପେୟ ଓ ଦୂଷିତ ପରିବେଶକୁ ଆଖି ଆଗରେ ରଖି ଶରୀରକୁ ସୁସ୍ଥ ରଖିବା ପାଇଁ ଲୋକମାନେ ଏବେ ସଜାଗ ହେଲେଣି। ନିଜକୁ ଫିଟ୍ ରଖିବା ପାଇଁ ଲୋକେ ବିଭିନ୍ନ ପ୍ରକାରର ଯୋଗ ସହ ଜିମ୍ ଯାଉଥିବା ବେଳେ ଲଗାତାର…
ଜଙ୍ଗଲ ରାଜାକୁ ମିଳୁନି ଖାଦ୍ୟ: ବ୍ୟଥିତ କରୁଛି ଭାଇରାଲ ଫଟୋ
ଖାର୍ତୁମ,୨୧।୧: ନର୍ଥ ଆଫିକ୍ରାର ସୁଦାନରେ ଥିବା ଏକ ଚିଡିଆଘରର ଦୃଶ୍ୟ ଏବେ ସମସ୍ତଙ୍କୁ ବ୍ୟଥିତ କରିଛି। ସିଂହ ଜଙ୍ଗଲର ରାଜା ହୋଇଥିବା ବେଳେ ସୁଦାନର ଖାର୍ତୁମରେ ଥିବା ଏକ ଚିଡିଆଖାନାରେ ଏମାନେ ଯେମିତି ଅସହାୟ ହୋଇପଡିଛନ୍ତି। ଏମିତି କିଛି ଫଟୋ ଏବେ…
ପାଣି, ପବନ ଓ ବିଦ୍ୟୁତ୍ ଶକ୍ତିରୁ ତିଆରି ହେଲା ବିକଳ୍ପ ଖାଦ୍ୟ: ରହିବେନି କେହି ଭୋକିଲା
ହେଲସିଙ୍କି,୨୧।୧: ଆଗାମୀ ଦିନରେ ପୃଥିବୀର ଖାଦ୍ୟ ସମସ୍ୟା କିଭଳି ଦୂର କରାଯିବ ସେ ନେଇ ବୈଜ୍ଞାନିକମାନେ ଗବେଷଣା ଜାରି ରଖିଛନ୍ତି। ଏହି ମର୍ମରେ ଫିନ୍ଲାଣ୍ଡର ବୈଜ୍ଞାନିକ ପାଣି, ପବନ ଏବଂ ବିଦ୍ୟୁତ୍ ଶକ୍ତିରୁ ବିକଳ୍ପ ଖାଦ୍ୟ ସୋଲେନ୍ ତିଆରି କରିଥିବା ଦାବି…
ସଚିନ୍ ତେନ୍ଦୁଲକର ରିକି ପଣ୍ଟିଂଙ୍କ ଦଳକୁ ଦେବେ କୋଚିଂ
ସିଡ୍ନୀ,୨୧।୧: ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ୍ ତେନ୍ଦୁଲକରଙ୍କୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସଚିନ୍ ଖୁବ୍ ଶୀଘ୍ର କୋଚ୍ ଭୂମିକାରେ ଦେଖାଦେବେ। ମଙ୍ଗଳବାର ଅଷ୍ଟ୍ରେଲିଆ କ୍ରିକେଟ୍ ଟିମ୍ ପକ୍ଷରୁ କୁହାଯାଇଛି ଯେ, ସଚିନ୍ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି…
ଏଠି ଭଗବାନଙ୍କୁ ଅର୍ପଣ କରାଯାଏ ଜୀବନ୍ତ କଙ୍କଡା
ଭଗବାନଙ୍କ ନିକଟରେ କିଏ କେତେ କ’ଣ କାମନାକରି ବିଭିନ୍ନ ପ୍ରକାର ଫୁଲ ଫଳ ଅବା ଭୋଗ ଅର୍ପଣ କରିଥାଆନ୍ତି। ହେଲେ ସୁରଟର ଏକ ମନ୍ଦିରରେ ଭଗବାନଙ୍କୁ ଜିଅନ୍ତା କଙ୍କଡ଼ା ଅର୍ପଣ କରାଯାଇଥାଏ ବୋଲି କୁହାଯାଏ। ସୁରଟର ରୁନ୍ଧନାଥ ଶିବମନ୍ଦିରରେ ଜିଅନ୍ତା କଙ୍କଡ଼ା…

