ଦୟାଳୁ ଲୋକେ ହୁଅନ୍ତି ଦୀର୍ଘଜୀବୀ…
କାଲିଫର୍ନିଆ: ଦୀର୍ଘଜୀବୀ ହେବା ପାଇଁ ଖାଦ୍ୟପେୟ ଏବଂ ଜୀବନଶୈଳୀରେ ସକାରାତ୍ମକ ପରିବର୍ତ୍ତନ ଆବଶ୍ୟକ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ତେବେ ନିକଟରେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି ଯେ, ଦୟାଳୁ ଲୋକେ ଦୀର୍ଘଜୀବୀ ହୋଇଥାନ୍ତି।...
ଥାନା ଭିତରୁ କୁକୁର ଚୋରି କଲା ପିଲାଙ୍କ ଖେଳନା
ଆମେରିକାର ଫ୍ରାଙ୍କଲିନ୍ ସହରରେ ଏକ ଅଜବ ଘଟଣା ଘଟିଛି। ଏଠାରେ ଏକ କୁକର ଥାନା ଭିତରୁ ପିଲାଙ୍କ ଖେଳନା ଚୋରି କରିଛି। ଫ୍ରାଙ୍କଲିନ୍ ପୋଲିସ ବିଭାଗ ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରିଛି। ଭିଡିଓରେ କୁକୁରଟି ଖେଳନା ଚୋରି...
ଏମିତି ଏକ ମନ୍ଦିର, ଯେଉଁଠି କ୍ଷୀର ଚଢାଇଲେ ରଙ୍ଗ ବଦଳିଯାଏ
ସମାଜରେ ଚାଲିଥିବା ବିଶ୍ୱାସ, ଅନ୍ଧବିଶ୍ୱାସ ମଧ୍ୟରେ ବେଳେବେଳେ ଏପରି କିଛି ଚମତ୍କାର ସମ୍ନାକୁ ଆସିଥାଏ, ଯାହାକୁ ବିଜ୍ଞାନ ମଧ୍ୟ ବୁଝିପାରି ନ ଥାଏ। ସେହିଭଳି ଏକ ଚମତ୍କାର ଘଟଣା ସମ୍ନାକୁ ଆସିଛି, ଯାହା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ।...
ମାଙ୍କଡର ଓଜନ ୧ କିଲୋ
କେନିଆର ବୈଜ୍ଞାନିକମାନେ ଏପରି ଏକ ମାଙ୍କଡର ଜୀବାଶ୍ମ ପାଇଛନ୍ତି। ଯାହାକୁ ଦୁନିଆର ସବୁଠାରୁ ଛୋଟ ମାଙ୍କଡ ବୋଲି କୁହାଯାଉଛି। ବୈଜ୍ଞାନିକମାନଙ୍କ ଅନୁସାରେ, ଏହି ମାଙ୍କଡର ଜୀବାଶ୍ମ ୪୨ ବର୍ଷର ପୁରୁଣା। ଏହାକୁ ନ୍ୟାନୋପୀରୋକସ୍ ବ୍ରାଉନୀର ନାମ ଦିଆଯାଇଛି। ଏହି ଅନ୍ବେଷଣ...
ସ୍ମୃତିରେ ୨୦୧୯: ଅନନ୍ୟା
ଶେଷପାଦରେ ଉପନୀତ ୨୦୧୯। ଚଳିତବର୍ଷ ଚର୍ଚ୍ଚାର ପରିସରକୁ ଆସିଥିବା ଏବଂ ବିଭିନ୍ନ କ୍ଷେତ୍ରରେ ନିଜକୁ ଅନନ୍ୟ ପ୍ରମାଣିତ କରିଥିବା ପ୍ରମୁଖ ମହିଳାଙ୍କ ସମ୍ପର୍କରେ… ଚର୍ଚ୍ଚାରେ ଅନୁପ୍ରିୟା: ମାଲକାନଗିରିର ଅନୁପ୍ରିୟା ଲାକ୍ରା ଏବର୍ଷ ପାଲଟିଛନ୍ତି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ। ରାଜ୍ୟର ପ୍ରଥମ ଆଦିବାସୀ...
କାଜୁ ବିକ୍ରି କରି ଘର ଚଳାଉଥିବା ଏହି ଝିଅ ଏବେ ଯିବେ ନାସା
କଥାରେ ଅଛି ଇଚ୍ଛା ଥିଲେ ଉପାୟ ଆପେ ଆପେ ଆସେ ଏବଂ କଠିନ ପରିଶ୍ରମ ଦ୍ୱାରା ସାରା ଜଗତକୁ ମଧ୍ୟ ଜିଣିହୁଏ। ଏହି ଉକ୍ତିଟିର ସଫଳ ରୂପାୟନ ଦେଖିବାକୁ ମିଳିଛି ତାମିଲନାଡୁର ଅଦାନକୋଟ୍ଟଇ ସରକାରୀ ସ୍କୁଲରେ ଏକାଦଶ ଶ୍ରେଣୀରେ ପଢ଼ୁଥିବା...
ଏହି ଗାଁରେ ଜନ୍ମ ନିଅନ୍ତି କେବଳ ଯାଆଁଳା ସନ୍ତାନ
ଯାଆଁଳା ପିଲାଙ୍କ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ହେଲେ କେରଳର ମଲ୍ଲମପୁର ଜିଲା କୋଡିନ୍ନି ଗାଁ ସବୁଠାରୁ ନିଆରା। ଏଠାରେ ଅଧିକାଂଶ ମା’ଙ୍କର ଜମଜ ସନ୍ତାନ ଜନ୍ମ ନେଇଥାଆନ୍ତି। ଏବେ ଏଠାରେ ପ୍ରାୟ ୪୦୦ ଯାଆଁଳା ସନ୍ତାନ ରହିଛନ୍ତି।...
୭ ବର୍ଷର ବାଳକ ସାଣ୍ଟାକ୍ଲଜକୁ ଉପହାରରେ ମାଗିଲେ ଦିଅନ୍ତୁ ‘ଭଲ ପିତା’
ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମରେ ପାଳନ କରନ୍ତି। ପ୍ରତିବର୍ଷ ଡିସେମ୍ବର ୨୫ ତାରିଖରେ କ୍ରିସ୍ମାସ ପାଳନ କରାଯାଏ। ଯାହା ବିଶ୍ୱାସ ରହିଛି ସନ୍ଥ ନିକୋଲନ ବା ସାଣ୍ଟାକ୍ଲଜ୍ ଏହି ଦିନ ପିଲାମାନଙ୍କ ମନବାଞ୍ଝା ପୂରଣ...
ଦାମ୍ପତ୍ୟ ଜୀବନକୁ ଅଧିକ ରୋମାଣ୍ଟିକ୍ କରିବା ପାଇଁ…
ଦାମ୍ପତ୍ୟ ଜୀବନରେ ପରସ୍ପର ମଧ୍ୟରେ ଭଲ ପାଇବା ଅତି ଗୁରୁତ୍ୱପୂର୍ଣ୍ଣ। ଦାମ୍ପତ୍ୟ ଜୀବନକୁ ଏହା ରୋମାଣ୍ଟିକ୍ କରେ। ଏହା ବିନା ଦାମ୍ପତ୍ୟ ଜୀବନ ରଙ୍ଗହୀନ ମନେ ହୋଇଥାଏ । ସାଧାରଣତଃ ଦେଖାଯାଏ ବିବାହର କିଛି ବର୍ଷ ପରେ ଦାମ୍ପତ୍ୟ ଜୀବନରେ...
ପ୍ଲାଷ୍ଟିକ୍ ବୋତଲରୁ ତିଆରି ୨୮.୫ ମିଟର ଉଚ୍ଚର କ୍ରିସ୍ମାସ ଟ୍ରି’
ଲେବାନନ୍: ପ୍ଲାଷ୍ଟିକ୍ ବ୍ୟବହାର ଯୋଗୁ କେବଳ ଭାରତ ନୁହେଁ, ସମଗ୍ର ବିଶ୍ୱ ପ୍ରତି ଏହା ବିପଦ ସୃଷ୍ଟି କରିଚାଲିଛି। ପ୍ରତ୍ୟେକ ଦେଶର ସରକାର ଏହାକୁ ସମ୍ପୂର୍ଣ୍ଣ ରୋକିବା ପାଇଁ ଜୋର୍ଦାର ପ୍ରୟାସ ବି ଚଳାଇଛନ୍ତି। ଏହି ଅଭିଯାନରେ ସାମିଲ ହୋଇଛି...
କୁଟାର ବ୍ୟବହାର କରି ଲକ୍ଷପତି ହେଲେ ଚାଷୀ
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କିଛିଦିନ ତଳେ ପ୍ରଦୂଷଣର ମାତ୍ରା ଏତେ ବଢ଼ିଯାଇଥିଲା ଯେ, ସରକାରଙ୍କ ସମେତ କୋର୍ଟ ମଧ୍ୟ ନାକେଦମ ହୋଇପଡ଼ିଥିଲେ। ପ୍ରଦୂଷଣ ବଢ଼ିବାର ଦୋଷ ସିଧା ଚାଷୀଙ୍କ ମୁଣ୍ଡକୁ ଯାଇଥିଲା। କାରଣ ସେମାନେ ଧାନ ଅମଳ କରିବା ପରେ...
୫ ମାସରେ ନଦୀରେ ପରିଣତ ହୁଏ ହୋଟେଲ
ଷ୍ଟକ୍ହୋମ୍,୨୩।୧୨: ସ୍ବିଡେନ୍ରେ ପ୍ରତିବର୍ଷ ଶୀତଦିନେ ଟୋର୍ନ ନଦୀରେ ବରଫ ହୋଟେଲ ନିର୍ମାଣ କରାଯାଏ। ଶୀତଦିନେ ଏଠାରେ ତାପମାତ୍ରା ମାଇନସ୍ ୧୮ରୁ ୪୦ ଡିଗ୍ରୀ ସେଲସିୟସ୍ ମଧ୍ୟରେ ରହିଥାଏ। ଫଳରେ ବରଫ ହୋଟେଲ ନିର୍ମାଣ କରିବା ସହଜ ହୋଇଥାଏ। ୧୯୮୯ଠାରୁ ଏଭଳି...
Archives


