ଫୁରସତ

ସ୍ତ୍ରୀଙ୍କ ପାଇଁ ବିମାନ ଭଳି ଘର ନିର୍ମାଣ କଲେ ସ୍ବାମୀ, ଜାଣନ୍ତୁ କାହିଁକ

ପ୍ରେମକୁ ଜୀବନ୍ତ କରିବା ପାଇଁ କିଏ ମନ୍ଦିର ତୋଳିଛନ୍ତି ତ, ଆଉ କିଏ ବଗିଚା ନିର୍ମାଣ କରିଛନ୍ତି। ନାଇଜେରିଆରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ପାଇଁ ବିମାନ ଭଳି ଏକ ଘର ନିର୍ମାଣ କରିଛନ୍ତି। ଜମାଲ ନାମକ ଏହି ବ୍ୟକ୍ତି ଜଣଙ୍କ ନାଇଜେରିଆର…

ବରଫରେ ସ୍ପୋର୍ଟସ କାର୍‌ ନିର୍ମାଣ କଲେ ଯୁବକ

ଶ୍ରୀନଗର, ୨୦।୧: ଜମ୍ମୁ-କଶ୍ମୀରରେ ପ୍ରବଳ ଥଣ୍ଡା ସାଙ୍ଗକୁ ବରଫପାତ ହେଉଛି। ଜୁବୈର ଅହମ୍ମଦ ନାମକ ଜଣେ ଯୁବକ ଏହି ବରଫରେ ଏକ ଅଦ୍ଭୁତ କଳା ପ୍ରଦର୍ଶନ କରିଛନ୍ତି। ସେ ବରଫରେ ଏକ ସ୍ପୋର୍ଟସ କାର୍‌ ନିର୍ମାଣ କରିଛନ୍ତି। ବଡଗାମର ରାସ୍ତା କଡରେ…

ବିବାହରେ ଅତିଥିମାନଙ୍କ ପାଇଁ ପ୍ରବେଶ ଫି ରଖିଲେ ଯୁବତୀ: ସୋସିଆଲ୍‌ ମିଡ଼ିଆରେ ହେଲେ ଟ୍ରୋଲ୍‌

ନ୍ୟୁୟର୍କ,୨୦।୧: ବିବାହରେ ନବ ବିବାହିତ ଯୋଡ଼ାଙ୍କୁ ଆଶୀର୍ବାଦ ଦେବା ପାଇଁ ଅତିଥିମାନେ ଆସିଥାନ୍ତି। ଏଥି ଲାଗି କୌଣସି ପ୍ରବେଶ ଫି ନ ଥାଏ। ତେବେ ଆମେରିକାର ଜଣେ ୨୬ ବର୍ଷ ବୟସ୍କା ଯୁବତୀ ତାଙ୍କ ବିବାହରେ ଅତିଥିମାନଙ୍କ ପାଇଁ ୫୦ ଡଲାରର…

ଗାଡିରେ ବସି ଜଳନ୍ତା ସିଗାରେଟ୍‌ ବାହାରକୁ ଫିଙ୍ଗିଲେ ୫ ଲକ୍ଷ ଟଙ୍କା ଜରିମାନା

ସିଡନୀ,୨୦।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ ପ୍ରାୟ ୫୦ କୋଟିରୁ ଊର୍ଦ୍ଧ୍ୱ ଜୀବଜନ୍ତୁଙ୍କ ମୃତ୍ୟୁ ଘଟିଲାଣି। ହଜାର ହଜାର ଲୋକ ବାସହରା ହୋଇପଡିଛନ୍ତି। ଏବେ ସେଠାକାର ସରକାର ଗାଡି ଡ୍ରାଇଭର ଏବଂ ଯାତ୍ରୀଙ୍କ ପାଇଁ ଏକ ନୂଆ ନିୟମ ଲାଗୁ…

୭ ପିଢ଼ି ମଧ୍ୟରେ କେବେ ବି ହୋଇନି ସମ୍ପତ୍ତି ଭାଗବଣ୍ଟା: ପରିବାର ସଦସ୍ୟ ସଂଖ୍ୟା ୧୪୦

ବେଙ୍ଗାଲୁରୁ,୨୦।୧: ପରିବାରରେ ଭାଇଭାଇ ମଧ୍ୟରେ ସମ୍ପତ୍ତି ଭାଗବଣ୍ଟା ହେବା ସ୍ବାଭାବିକ କଥା। ତେବେ କର୍ନାଟକର ଧାରଓ୍ବାଡ୍‌ରେ ବାସ କରୁଥିବା ନରସିଂଓ୍ବର ପରିବାରରେ ଭିନ୍ନ ପରମ୍ପରା ଗତ ୭ ପିଢ଼ି ଧରି ପ୍ରଚଳିତ ହେଉଛି। ଏହି ପରିବାରର ସମ୍ପତ୍ତି କେବେ ମଧ୍ୟ ଭାଗବଣ୍ଟା…

୨ଟି ମାଛ ବିକି ଲକ୍ଷପତି ପାଲଟିଲେ ପାକିସ୍ତାନୀ ଧୀବର

ଇସଲାମାବାଦ୍‌,୨୦।୧: ଜଣେ ପାକିସ୍ତାନୀ ଧୀବର ୨ ଟି ମାଛ ବିକି ରାତାରାତି ଲକ୍ଷପତି ପାଲଟି ଯାଇଛନ୍ତି। କରାଚୀରେ ବାସ କରୁଥିବା ଏହି ଧୀବର ଜଣକ ଆରବ ସାଗରରେ ମାଛ ଧରୁଥିବା ସମୟରେ ୨ଟି ସବା ପ୍ରଜାତିର ମାଛ ଧରିଥିଲେ। ଏହି ପ୍ରଜାତିର…

ମସଜିଦ୍‌ ପରିସରରେ ବିବାହ କଲେ ହିନ୍ଦୁ ଯୁବତୀ, ମୁଖ୍ୟମନ୍ତ୍ରୀ ଶେୟାର କଲେ ଫଟୋ

କୋଚି,୨୦।୧: କେରଳର ଆଲାପୁଝାରେ ମୁସଲମାନ ସମ୍ପ୍ରଦାୟ ଲୋକେ ମସଜିଦ୍‌ ପରିସରରେ ଜଣେ ହିନ୍ଦୁ ଯୁବତୀଙ୍କ ବିବାହ କରିଛନ୍ତି। ଆଲାପୁଝାର ଚେରୁଭଲ୍ଲୀସ୍ଥିତ ଜୁମା ମସଜିଦ୍‌ରେ ସମ୍ପୂର୍ଣ୍ଣ ହିନ୍ଦୁ ରୀତିନୀତିରେ ଏହି ବିବାହ ଅନୁଷ୍ଠିତ ହୋଇଛି। କେରଳ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ ଏହି ବିବାହର…

ମହାକାଶ ଯାନ ଖରାପ ହେଲେ ଜୀବନ ବଞ୍ଚାଇବ କ୍ରୁ ଡ୍ରାଗନ

ଓ୍ବାଶିଂଟନ, ୨୦।୧: ଏଣିକି ମହାକାଶ ମିଶନରେ କିଛି ଯାନ୍ତ୍ରିକ ଅସୁବିଧା ଉପୁଜିଲେ ଭୟ କରିବାର ନାହିଁ। ମହାକାଶ ଯାନ ଖରାପ ହେଲେ କିଭଳି ମହାକାଶଚାରୀଙ୍କ ଜୀବନ ବଞ୍ଚାଯାଇ ପାରିବ ତାହା ସଫଳତାର ସହିତ ନାସା ପକ୍ଷରୁ ପରୀକ୍ଷା କରାଯାଇଛି। ମହାକାଶ ଯାନ…

ଟ୍ରାଫିକ୍‌ ନିୟନ୍ତ୍ରଣ କରିବେ ଘୋଡ଼ା ସବାର ପୋଲିସ

ମୁମ୍ବାଇ, ୨୦।୧: ମୁମ୍ବାଇରେ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ସରକାର ଏକ ନିଆରା ଉଦ୍ୟମ ଆରମ୍ଭ କରିଛନ୍ତି। ୮୮ ବର୍ଷ ପରେ ପୁଣିଥରେ ଘୋଡ଼ା ସବାର ଟ୍ରାଫିକ୍‌ ପୋଲିସଙ୍କୁ ମୁମ୍ବାଇ ରାସ୍ତାରେ ଦେଖିବାକୁ ମିଳିବ। ଶେଷଥର ପାଇଁ ୧୯୩୨ରେ ଘୋଡ଼ା ସବାର ଟ୍ରାଫିକ୍‌…

ସେକେଣ୍ଡ୍‌ ହ୍ୟାଣ୍ଡ୍‌ ଶପିଂ ସେଣ୍ଟରରୁ କିଣିଥିଲେ ବ୍ୟାଗ୍‌, ଏଥିରେ ଥିଲା…

ଓ୍ବାଶିଂଟନ୍‌: ଆଜିର ସମୟରେ ସଚ୍ଚୋଟ ବ୍ୟକ୍ତିଙ୍କ ସଂଖ୍ୟା ହାତଗଣତି। ଏହି ଯେମିତି କିଛି ଜିନିଷ ହଜିଗଲେ ପାଇଥିବା ଖୁବ୍‌ କମ୍‌ ଲୋକ ଏହାକୁ ଫେରାଇଥାନ୍ତି। ମାତ୍ର ଆମେରିକାର ସେଣ୍ଟ୍ରାଲ୍‌ ମିଚିଗାନ୍‌ରେ ରହୁଥିବା ୫୦ ବର୍ଷୀୟ ହାଓ୍ବାର୍ଡ କିର୍ବି ସଚ୍ଚୋଟତାର ପରିଚୟ ଦେଇଛନ୍ତି।…

୧୫ ଅଗଷ୍ଟ, ୨୬ ଜାନୁୟାରୀରେ ପତାକା ଉତ୍ତୋଳନରେ କ’ଣ ରହିଛି ପାର୍ଥକ୍ୟ

ସାଧାରଣତଃ ୧୫ ଅଗଷ୍ଟ ଓ ୨୬ ଜାନୁୟାରୀରେ ଭାରତର ଜାତୀୟ ପତାକାକୁ ସାରା ଦେଶରେ ଉତ୍ତୋଳନ କରାଯାଇଥାଏ। ହେଲେ ଏହି ୨ଦିନ ଭିନ୍ନ ଭିନ୍ନ ଭାବେ ପତାକା ଉତ୍ତୋଳନ କରାଯାଇଥାଏ। ଏବେ ପାଖେଇ ଆସିଲାଣି ୨୬ ଜାନୁୟାରୀ ବା ସାଧାରଣତନ୍ତ୍ର ଦିବସ।…

ନଦୀରେ ପାଣି ନାହିଁ ରହିଛି ପଥର !

ମସ୍କୋ: ନଦୀରେ ସାଧାରଣତଃ ପାଣି ପ୍ରବାହିତ ହୋଇଥାଏ। ତେବେ ନଦୀ ଶଯ୍ୟାରେ ଦୀର୍ଘ ୬ କିମିରୁ ଅଧିକ ବାଟ ପଥର ଭରି ରହିଥିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ରୁଷିଆରେ ଏଭଳି ନଦୀ ରହିଛି। ଲୋକେ ଏହାକୁ ଷ୍ଟୋନ୍‌ ରିଭର କୁହନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?