ମହାକାଶ ମନ୍ଥନ
‘ଅଗ୍ନି-୨’ର ସଫଳ ଉତ୍କ୍ଷେପଣ : ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପଣ କରାଯାଇପାରୁଥିବା କ୍ଷେପଣାସ୍ତ୍ର ‘ଅଗ୍ନି-୨’ର ସଫଳ ପରୀକ୍ଷଣ ବାଲେଶ୍ୱର ଚାନ୍ଦିପୁର ଆଇଟିଆର ଏବଂ ଭଦ୍ରକ ଜିଲାସ୍ଥିତ ଅବଦୁଲ୍ କଲାମ ଦ୍ୱୀପରେ କରାଯାଇଛି। ଉତ୍କ୍ଷେପିତ ହେଲା ଜିସାଟ୍-୩୧ : ଆମ ଦେଶରେ ଏଟିଏମ୍...
ମିନି ରୋବଟ୍
ରୋବଟ୍ର ଚାହିଦା ଦିନକୁ ଦିନ ବଢ଼ିଚାଲିଛି। ବିଭିନ୍ନ କ୍ଷେତ୍ରରେ ଏହାକୁ ବ୍ୟବହାର କରାଯାଇ ସେଥିରୁ ସଫଳତା ମିଳିବାର ନଜିର ମଧ୍ୟ ରହିଛି। ନିକଟରେ ଇଂଲଣ୍ଡର ବୈଜ୍ଞାନିକମାନେ ଏକ କ୍ଷୁଦ୍ର ରୋବଟ୍ ପ୍ରସ୍ତୁତ କରିଛନ୍ତି। ଏହା କାନ୍ଥ ଉପରେ ଚଢ଼ି ତାହାକୁ...
୮ କୋଟି ଟଙ୍କାର କୁକୁର ଚୋରି
ବେଙ୍ଗାଲୁରୁ, ୨୩।୧୨: କର୍ନାଟକ ବେଙ୍ଗାଲୁରୁରେ ୮ କୋଟି ଟଙ୍କାର ଏକ ପୋଷା କୁକୁରକୁ ଚୋର ଚୋରାଇ ନେଇଛନ୍ତି। ଏନେଇ ମାଲିକ ଚେଥାନ୍ ଏନ୍. ସ୍ଥାନୀୟ ହନ୍ତମନ୍ତନଗର ଥାନାରେ ଏକ ମାମଲା ରୁଜୁ କରିଛନ୍ତି। କୁକୁରକୁ ଖୋଜି ଆଣିବା ପାଇଁ ମାଲିକ...
‘ଚନ୍ଦ୍ରୟାନ-୨’ ମିଶନ
ଶେଷ ପାଦରେ ଉପନୀତ ୨୦୧୯। ଚଳିତବର୍ଷ ଘଟିଥିବା ପ୍ରମୁଖ ବିଜ୍ଞାନ ତଥା ସ୍ବାସ୍ଥ୍ୟଭିତ୍ତିକ ତଥ୍ୟାବଳୀକୁ ନେଇ ଉପସ୍ଥାପନା… ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଦ୍ୱାରା ଚନ୍ଦ୍ର ବିଷୟରେ ଅଧିକ ତଥ୍ୟ ଜାଣିବା ପାଇଁ ଚଳିତ ବର୍ଷ ‘ଚନ୍ଦ୍ରୟାନ-୨’ ଅଭିଯାନ...
ଘୋଡ଼ାର ମୂଲ୍ୟ ୧୦ କୋଟି: ଏକ୍ସପ୍ରେସ୍ ଟ୍ରେନ୍ଠାରୁ ବି ଅଧିକ ବେଗରେ ଦୌଡ଼ିଥାଏ
ମୁମ୍ବାଇ,୨୩।୧୨: ଘୋଡ଼ା ମୂଲ୍ୟ ପୁଣି ୧୦ କୋଟି ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ। ମହାରାଷ୍ଟ୍ର ସାରଙ୍ଗଖେଡ଼ାଠାରେ ଚାଲିଥିବା ଚେତକ ଉତ୍ସବରେ ଏଭଳି ଏକ ଘୋଡ଼ା ମାଲିକ ସହିତ ଯୋଗଦେଇଛି। ମାଲିକ ତାରା ସିଂ ଘୋଡ଼ାର...
ପ୍ରି ଓ୍ବେଡିଂ ଫଟୋ ଶୁଟ୍ରେ ସିଏଏ-ଏନ୍ଆର୍ସିକୁ ନା
ସାରା ଦେଶରେ ଏବେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍ ସିଟିଜେନ୍ସ(ଏନ୍ଆର୍ସି)କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ଏବେ ଏମିତି ଏକ ଚିତ୍ର ସାମ୍ନାକୁ ଆସିଛି ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। କେରଳ ଥିରୁଭାନନ୍ତପୁରମର...
ଏମିତି ଏକ ବଲ୍ବ, ଯାହାର ପାଳନ କରାଯାଇଥିଲା ଜନ୍ମଦିନ
ସାଧାରଣତଃ କୌଣସି ବଲ୍ବ ଗୋଟେ ବର୍ଷରୁ ଅଧିକ ଜଳେ ନାହିଁ। ତେବେ ଅନେକ କମ୍ପାନୀ ଲଙ୍ଗ୍ ଲାଷ୍ଟିଙ୍ଗ୍ର ଗ୍ୟାରେଣ୍ଟି ମଧ୍ୟ ଦେଉଛନ୍ତି। କିନ୍ତୁ ଦୁନିଆରେ ଏପରି ଏକ ବଲ୍ବ ଅଛି, ଯାହା ୧୧୮ ବର୍ଷ ହେଲାଣି ଲଗାତର ଜଳୁଛି। ସେଣ୍ଟିନିୟର୍...
ଗ୍ରାହକମାନଙ୍କର ଡିମାଣ୍ଡ ଅନୁସାରେ ମିଳୁଛି ବିଚିତ୍ର ଆକୃତିର ଫଳ
ଚାଇନାର ଏକ କମ୍ପାନୀ ‘ଫ୍ରୁଟ୍ ଗୋଲ୍ଡ’ ବିଚିତ୍ର ଆକାରର ଫଳ ଓ ପରିବା ତିଆରି କରିବା ପାଇଁ ପ୍ରସିଦ୍ଧ। ଚତୁର୍ଭୁଜାକାର ସେଓଠାରୁ ଆରମ୍ଭ କରି ଦିଲ୍ ଡିଜାଇନ୍ର ତରଭୁଜ ପର୍ଯ୍ୟନ୍ତ ଏବଂ ଲାଫିଙ୍ଗ୍ ବୁଦ୍ଧଙ୍କ ଆକୃତିର ନାସ୍ପାତି, ଷ୍ଟାର ଆକାରର...
ପାହାଡ଼ ଉପରେ ଝୁଲି ରହିଛି ୫୦୦ ବର୍ଷ ତଳର ଗାଁ
ଜନବସତି ସାଧାରଣତଃ ସ୍ଥଳଭାଗରେ ଗଢ଼ି ଉଠିଥାଏ। ମାତ୍ର ପାହାଡ଼ ଉପରେ ଝୁଲି ରହିଥିବା ଗାଁ କଥା ଶୁଣିଲେ ଟିକେ ଆଶ୍ଚର୍ଯ୍ୟ ଲାଗେ। ତଥାପି ଏକ ପାହାଡ଼କୁ ଦେଖିଲେ ଏହାକୁ ସତ ବୋଲି ମାନିବାକୁ ହେବ। ଏହିପରି ଏକ ଗାଁ ଝୁଲି...
ଯେଉଁଠି ହୁଏ ଅସରପା ଚାଷ…
ପୃଥିବୀର ବିଭିନ୍ନ ଅଞ୍ଚଳର ଲୋକଙ୍କର ଖାଦ୍ୟାଭ୍ୟାସ ଭିନ୍ନ ଭିନ୍ନ। ଲୋକଙ୍କ ଚାହିଦା ଅନୁସାରେ ବିଭିନ୍ନ ଅଞ୍ଚଳରେ ନାନା ପ୍ରକାର ଚାଷ ହୋଇଥାଏ। ତେବେ ଅସରପା ଚାଷ ହେଉଥିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ତେବେ ଏହା ସତ। ଚାଇନାରେ ଅସରପା ଚାଷ...
କ୍ରିସ୍ମାସ୍ ଗିଫ୍ଟ
କ୍ରିସ୍ମାସ୍ ଅବସରରେ ନିଜ ପ୍ରିୟଜନଙ୍କୁ ଶୁଭେଚ୍ଛା ଜଣାଇ କିଛି ଉପହାର ଭେଟି ଦେବାର ପରମ୍ପରା ରହିଛି। ତେବେ ଏହି ଅବସରରେ କ’ଣ ସବୁ ଉପହାର ଦେଇପାରିବେ ସେ ସମ୍ପର୍କରେ… * ଏହି ଅବସରରେ ଫୁଲତୋଡା ବା ବୁକେ ହେଉଛି ସବୁଠାରୁ...
ସାଣ୍ଟା ଇନ୍ ଦ ସ୍କାଏ
କ୍ରିସ୍ମାସ୍ ବା ବଡଦିନ ପାଇଁ ଦେଶ ବିଦେଶ ଚାରିଆଡେ ଏବେ ଉତ୍ସବର ମାହୋଲ। କ୍ରିସ୍ମାସ୍ ଟ୍ରି, ରଙ୍ଗିନ ଲାଇଟର ଡେକୋରେଶନ ସାଙ୍ଗକୁ ସ୍ବତନ୍ତ୍ର ଉତ୍ସବର ଆୟୋଜନ ଲାଗି ପ୍ରାୟ ସମସ୍ତେ ବ୍ୟସ୍ତ। ଠିକ ସେହିଭଳି ମାଲେସିଆର କୁଆଲାଲମ୍ପୁରଠାରେ ଏହି ଅବସରରେ...
Archives


