ପ୍ରସ୍ତର ଯୁଗ ରହସ୍ୟ ଖୋଲିଲା ‘ଚୁଇଂଗମ୍’
କୋପେନହେଗେନ: ଡେନ୍ମାର୍କର ସିଲ୍ଥୋଲମ୍ରେ ଉତ୍ଖନନ ସମୟରେ ୫୭୦୦ ବର୍ଷର ପୁରୁଣା ଏକ ଚୁଇଂଗମ୍ ମିଳିଛି। ବିଶେଷଜ୍ଞମାନେ ଏହା ଉପରେ ଅଧିକ ଗବେଷଣା କରି ପ୍ରସ୍ତର ଯୁଗ ମହିଳାଙ୍କ ଡିଏନ୍ଏ ଖୋଜି ବାହାର କରିବାରେ ସଫଳ ହୋଇଛନ୍ତି। ପୂର୍ବରୁ ମଣିଷର ଦେହାବଶେଷ,...
ବଢୁଛି ସ୍ମାର୍ଟଫୋନ୍ ବ୍ୟବହାର: ବର୍ଷକୁ ୭୫ ଦିନ ନଷ୍ଟ କରୁଛନ୍ତି ଭାରତୀୟ
ନୂଆଦିଲ୍ଲୀ: ଦିନକୁ ଘଣ୍ଟା ଘଣ୍ଟା କାଳ ମୋବାଇଲ୍ ଫୋନ୍ ବ୍ୟବହାର ଶରୀରକୁ କ୍ଷତି ପହଞ୍ଚାଉଛି। ଯଦି ଏପରି ଅଭ୍ୟାସ ଜାରି ରୁହେ ତା’ହେଲେ ଆଗାମୀ ଦିନରେ ଏହା ମଣିଷର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଉପରେ ବିଶେଷ କ୍ଷତି ପହଞ୍ଚାଇବ।...
୩୦୦୦ ଫୁଟ ଉଚ୍ଚ ପର୍ବତ ଚଢ଼ି ରେକର୍ଡ ସୃଷ୍ଟି କଲେ ୧୦ ବର୍ଷର ନାବାଳିକା
କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆ ୟୋସେମିତେ ପାର୍କସ୍ଥିତ ଇଏଲ୍ କ୍ୟାପିଟନ୍ ପର୍ବତ ପ୍ରାୟ ୩୦୦୦ ଫୁଟ ଉଚ୍ଚ। ଏହି ପର୍ବତର ସର୍ବୋଚ୍ଚରେ ପହଞ୍ଚିବା ଅଧିକ ବିପଦଜନକ ବୋଲି କୁହାଯାଏ। କିନ୍ତୁ କଲରାଡୋ ସହରରେ ରହୁଥିବା ୧୦ ବର୍ଷର ନାବାଳିକା ସେଲାହ ସ୍କେନେତର୍...
ଭଗବାନଙ୍କୁ ଶୀତ ପୋଷାକ ପିନ୍ଧାଗଲା
ମଥୁରା: ଉତ୍ତର ଭାରତରେ ହଠାତ୍ ଶୀତର ପ୍ରକୋପ ବଢିବାରେ ଲାଗିଛି। ଏଥିଲାଗି ସମସ୍ତେ ସଜାଗ ହୋଇଯାଇଛନ୍ତି। ଅବଶ୍ୟ ଏହାକୁ ନେଇ ନିଜ ଭଗବାନଙ୍କ ଯତ୍ନ ନେବାକୁ କେହି ଭୁଲିନାହାନ୍ତି। ଉତ୍ତର ପ୍ରଦେଶର ମଥୁରାରେ ଥିବା ରାଧାବଲ୍ଲଭ ମନ୍ଦିର, କୃଷ୍ଣ ମନ୍ଦିର...
ଏମିତି ଏକ ମନ୍ଦିର ଯେଉଁଠି ପ୍ରସାଦ ଭାବେ ମିଳେ ନୁଡୁଲ୍ସ
ଭାରତରେ ଅନେକ ମନ୍ଦିର ରହିଛି। ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ପ୍ରସାଦ ଭୋଗ ଲାଗି ହୁଏ। ପଶ୍ଚିମବଙ୍ଗର ଟାଙ୍ଗ୍ରାରେ ଏକ କାଳୀମାତା ମନ୍ଦିର ରହିଛି, ଯେଉଁଠି ପ୍ରସାଦ ଭାବରେ ନୁଡୁଲ୍ସ ଭୋଗ ହୁଏ। ଏହା ଦେଶର ଏକମାତ୍ର ଚାଇନିଜ୍ କାଳୀ...
୮ ବର୍ଷ ବାଳକର ଆୟ ୧୮୪ କୋଟି
ନ୍ୟୁୟର୍କ: ଜଣେ ୮ ବର୍ଷ ବୟସ୍କ ବାଳକଙ୍କ ଚଳିତ ବର୍ଷର ଆୟ ୧୮୪ କୋଟି ଟଙ୍କା(୨୬ ନିୟୁତ ଡଲାର) ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ୍ୟ। ରେୟାନ କାଜି ନାମକ ଜଣେ ବାଳକ ଏପରି କରି...
ମୟୂରଙ୍କୁ ନୂଆ ଜୀବନ ଦେଉଛନ୍ତି ହଂସରାଜ
ଭିଓ୍ବାନି: ହରିୟାଣାରେ ଚାଷୀମାନେ କ୍ଷେତରେ କୀଟନାଶକ ପ୍ରୟୋଗ କରିବା ଦ୍ୱାରା ମୟୂର ଉପରେ ବିପଦ ଘନେଇ ଆସିଛି। କିନ୍ତୁ ଏମାନଙ୍କୁ ବିପଦରୁ ରକ୍ଷା କରିବା ଲାଗି ଆଗେଇ ଆସିଛନ୍ତି ‘ରିୟଲ ସୋସାଇଟି ପ୍ରୋବେଶନ ଅଫ୍ କ୍ରୁଏଲିଟି ଟୁ ଆନିମଲ୍’ର ଅଧ୍ୟକ୍ଷ...
ଶୋଭା ବଢ଼ାଇବେ ମୃତ ପ୍ରଜାପତି
ବକ୍ସର: ପ୍ରକୃତିର ଅନ୍ୟତମ ବିସ୍ମୟ ସୃଷ୍ଟି ପ୍ରଜାପତି। ଏହି ସୁନ୍ଦରତମ କୀଟକୁ ପରିକଳ୍ପନା କରି ଲେଖାଯାଇଛି ଅନେକ କାବ୍ୟ କବିତା। ସ୍ବଳ୍ପ ସମୟ ଜୀବନ ଅବଧି ଭିତରେ ପ୍ରଜାପତି ସବୁବର୍ଗର ଲୋକଙ୍କର କରିଥାଏ ଚିତ୍ତରଞ୍ଜନ। କିନ୍ତୁ ଦେହରୁ ଡେଣା ବାହାରିଗଲା...
ଲଭ୍ ଚର୍ଚ୍ଚରେ କେବଳ ଦମ୍ପତି ପାଳନ୍ତି କ୍ରିସ୍ମାସ
ଆସୁଛି କ୍ରିସ୍ମାସ। ବିଦେଶରେ ପାଳନ କରାଯାଉଥିବା ପର୍ବ ମଧ୍ୟରେ ଏହା ଏକ ନିଆରା ପର୍ବ। ଅନେକ ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ ରାଷ୍ଟ୍ରରେ ଖୁବ୍ ଧୁମ୍ଧାମରେ ଏହି ପର୍ବ ପାଳନ କରାଯାଇଥାଏ। ଏହି ସମୟରେ ବେଲଜିୟମର ‘ଦ ଚର୍ଚ୍ଚ ଅଫ୍ ଲଭ୍’ କିନ୍ତୁ...
ପ୍ରାକୃତିକ ପରିବେଶ ମୋତେ ବିଭୋର କରେ
ବରଗଡ଼ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ। ୨୦୧୪ରୁ ସେ ଏହି ପଦବୀରେ ଅବସ୍ଥାପିତ। ୨୦୧୫ରୁ ତତ୍କାଳୀନ ଜିଲାପାଳ ଅଞ୍ଜନ କୁମାର ମାଣିକଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତଭାବେ ଜିଲା ସଂସ୍କୃତି ଅଧିକାରୀ ଦାୟିତ୍ୱ ସେ ସମ୍ଭାଳିଛନ୍ତି। ଜିଲାରେ...
କେବଳ ମୁଶରଫ ନୁହନ୍ତି; ବିଶ୍ୱର ଏହି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ବି ଦିଆଯାଇଥିଲା ମୃତ୍ୟୁ ଦଣ୍ଡାଦେଶ
ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ତଥା ସେନାଧ୍ୟକ୍ଷ ପରଭେଜ ମୁଶରଫଙ୍କୁ ଦେଶଦ୍ରୋହ ମାମଲାରେ ପାକିସ୍ତାନ କୋର୍ଟ ଦୋଷୀ ସାବ୍ୟସ୍ତ କରିବା ସହ ମୃତ୍ୟୁଦଣ୍ଡ ଦେଇଛନ୍ତି। ମୁଶାରଫଙ୍କ ବିରୋଧରେ ରୁଜୁ ହୋଇଥିବା ଦେଶଦ୍ରୋହ ଓ ଦେଶ ବିରୋଧରେ ଷଡଯନ୍ତ୍ର କରୁଥିବା ମାମଲାର ଶୁଣାଣି...
୮୧ବର୍ଷରେ ସ୍ବପ୍ନ ସାକାର
ମୁମ୍ବାଇ: ନିଜ ସ୍ବପ୍ନ ପୂରଣ କରିବାକୁ ଅନେକେ ଅକ୍ଳାନ୍ତ ପ୍ରଚେଷ୍ଟା କରନ୍ତି। କୁହାଯାଏ, ସ୍ବପ୍ନ ପଛରେ ଦୌଡ଼ିବାର କିଛି ବୟସ ନ ଥାଏ। କିନ୍ତୁ ବହୁତ କମ୍ ଲୋକଙ୍କ କ୍ଷେତ୍ରରେ ଏହି ଉତ୍ସାହ ଦେଖିବାକୁ ମିଳେ। ସେମାନଙ୍କ ମଧ୍ୟରୁ ବଲିଉଡ୍ର...
Archives


