ନିଆରା ଗାଁ: ଜନ୍ମଦିନ, ଶ୍ରାଦ୍ଧ ଦିବସରେ ଏଠାରେ ଗଛ ଲଗାଇବା ବାଧ୍ୟତାମୂଳକ
ପାଟନା,୧୯।୧୨: ବିହାରର ବଲତାରା ପଞ୍ଚାୟତ ଅନ୍ତର୍ଗତ କନହୌଲି ଗ୍ରାମ ଏବେ ବେଶ୍ ଚର୍ଚ୍ଚାରେ ରହିଛି। ଜନ୍ମଦିନ ହେଉ କି ବିବାହ କିମ୍ବା ଶ୍ରାଦ୍ଧ ଦିବସରେ ଏଠାକାର ଲୋକେ ଗଛ ଲଗାଇବା ବାଧ୍ୟତାମୂଳକ। ଏହି ଦିନ ଗାଁରେ ଲୋକେ ପ୍ଲାଷ୍ଟିକ୍ ମଧ୍ୟ...
ବିଶ୍ୱର ସବୁଠୁ ଶକ୍ତିଶାଳୀ ବ୍ୟକ୍ତି
ଚଳିତବର୍ଷ ପାଇଁ ବିଶ୍ୱର ସବୁଠୁ ଶକ୍ତିଶାଳୀ ବ୍ୟକ୍ତି ଭାବେ ଆମେରିକାର କାଲିଫର୍ଣ୍ଣିଆରେ ରହୁଥିବା ମାର୍ଟିନ୍ ଲିସିସ୍ଙ୍କୁ ଚୟନ କରାଯାଇଛି। ୩୫୦ କିଲୋ ଓଜନର ଜିନିଷ ଠାରୁ ଆରମ୍ଭ କରି ବୋଇଂ ବିମାନକୁ ମଧ୍ୟ ଅନାୟସରେ ସେ ଉଠାଇ ଦେଇଥାନ୍ତି। ଆମେରିକାରେ...
ବିଶ୍ୱର ସବୁଠୁ ବୟସ୍କ ଦମ୍ପତି ପାଳିଲେ ୮୦ତମ ବିବାହ ବାର୍ଷିକୀ
ଟେକ୍ସାସ,୧୮।୧୨: ଆମେରିକାର ଟେକ୍ସାସ ସହରରେ ବିଶ୍ୱର ସବୁଠୁ ବୟସ୍କ ଦମ୍ପତି ନିଜର ୮୦ତମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଲଙ୍ଗହର୍ନ ସହରରେ ରହୁଥିବା ୧୦୬ ବର୍ଷୀୟ ଜନ୍ ହେଣ୍ଡର୍ସନ ଏବଂ ତାଙ୍କ ସ୍ତ୍ରୀ ୧୦୫ ବର୍ଷୀୟା ଶେର୍ଲୋଟ ନିଜ ବିବାହ...
ଏହି ପ୍ରସିଦ୍ଧ ଗାୟକଙ୍କ ଚଷମା ୧ କୋଟି ଟଙ୍କାରେ ନିଲାମ
ଯେଉଁମାନେ ସଙ୍ଗୀତ ଶୁଣିବାକୁ ଭଲ ପାଆନ୍ତି, ସେମାନେ ଜନ୍ ଲେନନ୍ଙ୍କ ନାଁ ନିଶ୍ଚୟ ଶୁଣିଥିବେ। ଦ ବିଟଲ୍ସ ନାମରେ ପ୍ରସିଦ୍ଧ ଜନ୍ଙ୍କ ଚଷମା ନିକଟରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ନିଲାମ ହୋଇଛି। ଆଲାନ ହେରିଙ୍ଗ୍ ଏହି ଚଷମାକୁ ନିଲାମ...
ଅଜବ ଚୋର:ନୂଆ ମୋବାଇଲ ଚୋରି କରି ଛାଡିଗଲେ ପୁରୁଣା
ଚେନ୍ନାଇ, ୧୮।୧୨: ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଏକ ଅଜବ ଚୋର ପୋଲିସ ହାତରେ ଧରାପଡିଛନ୍ତି। ଚେନ୍ନାଇର ତୋନ୍ଦିୟରପେଟ ଅଞ୍ଚଳରେ ଏକ ମୋବାଇଲ ଦୋକାନରେ ଜଣେ ଚୋର ଗୋଟିଏ ନୂଆ ମୋବାଇଲ ଚୋରି ସଫଳ ରହିଥିଲେ। କିନ୍ତୁ ଚୋରି ପରେ ଦୋକାନରୁ...
୭୯ ବର୍ଷରେ ମାଟ୍ରିକ୍ ପାସ୍
ଉଦ୍ଧମ ସିଂ ନଗର(ଉତ୍ତରାଖଣ୍ଡ): ଦୃଢ ଇଚ୍ଛାଶକ୍ତି ପାଖରେ ବୟସ ବି ହାର୍ ମାନିଥାଏ। ଏହାର ପ୍ରମାଣ ଦେଇଛନ୍ତି ୭୯ ବର୍ଷୀୟ ଅବସରପ୍ରାପ୍ତ ସିଆର୍ପିଏଫ୍ ସୁବେଦାର-ମେଜର। ପାଠ ପଢିବା ଲାଗି କୌଣସି ବୟସ ନ ଥାଏ ବୋଲି ମଧ୍ୟ ସେ ଜଣାଇ...
ନବଦମ୍ପତି ହଜାଇଦେଲେ ମନ ପସନ୍ଦର ଜିନିଷ, ପାଇବା ପାଇଁ ଖେଳାଇ ଖୋଜିଲେ ୩୦ ଟନ୍ ଅଳିଆ
ମେଲ୍ବର୍ଣ୍ଣ: ଅଷ୍ଟ୍ରେଲିଆର ମେଲବର୍ଣ୍ଣରେ ରହୁଥିବା ନବଦମ୍ପତି ସେମାନଙ୍କ ମନ ପସନ୍ଦର ଏକ ଜିନିଷ ହଜାଇ ଦେଇଥିଲେ। ଫଳରେ ଏହାକୁ ପାଇବା ପାଇଁ ସେମାନେ ୩୦ ଟନ୍ର ଅଳିଆ ଖୋଜିବାରେ ଲାଗିଲେ। ଯାହା ଦେଖି ସହରବାସୀ ଆଶ୍ଚର୍ଯ୍ୟ ହୋଇଗଲେ। ଏମିତି କ’ଣ...
ଆଣ୍ଟାର୍କଟିକ୍ ଆଇସ୍ ମାରାଥନ୍: ୮୪ ବର୍ଷୀୟ ଧାବକଙ୍କ ରେକର୍ଡ
କାନାଡା: ଆଣ୍ଟାର୍କଟିକ୍ ଆଇସ୍ ମାରାଥନ୍ରେ ଭାଗନେଇ ସବୁଠୁ ବୟସ୍କ ଧାବକ ହୋଇପାରିଛନ୍ତି କାନାଡାର ୮୪ ବର୍ଷୀୟ ରୟ ସ୍ବେନିଂସେନ୍। ଆଲବର୍ଟା ପ୍ରାନ୍ତର ରାଜଧାନୀ ଏଡମଣ୍ଟନ ନିବାସୀ ରୟ ୧୧ଘଣ୍ଟା, ୪୧ ମିନିଟ୍, ୫୮ ସେକେଣ୍ଡରେ ଆଇସ୍ ମାରାଥନ୍ ଦୌଡ଼ ପୂରା...
୪ କି.ମି. ଘୁଞ୍ଚିଲା ମସ୍ଜିଦ
ଆଙ୍କାରା: ଗୋଟିଏ ଜାତିର ଇତିହାସ ବଖାଣେ ପୁରାତନ ସ୍ମାରକୀ। ଏହାକୁ ସଂରକ୍ଷଣ କରିବା ଅର୍ଥ ପରପିଢ଼ି ପାଖରେ ସମୃଦ୍ଧ ଇତିହାସକୁ ସୁରକ୍ଷିତ ଭାବେ ପହଞ୍ଚାଇବା। ଏପରି ମହତ୍ ଉଦ୍ଦେଶ୍ୟ ରଖି ତୁର୍କୀ ସରକାର ଦେଶର ଐତିହ୍ୟସମ୍ପନ୍ନ କୀର୍ତ୍ତିରାଜିକୁ ସୁରକ୍ଷା ଦେବାକୁ...
ସଂଖ୍ୟାଲଘୁଙ୍କ ଏକତା ହିଁ ଦେଶର ଶକ୍ତି
ନୂଆଦିଲ୍ଲୀ: ସଂଖ୍ୟାଲଘୁ ଅଧିକାର ଦିବସ ପ୍ରତିବର୍ଷ ୧୮ ଡିସେମ୍ବରରେ ପାଳନ କରାଯାଉଛି। ଭାରତରେ ସଂଖ୍ୟାଲଘୁମାନଙ୍କର ଅଧିକାରକୁ ଲୋକଲୋଚନକୁ ଆଣିବା ସହ ଏସମ୍ପର୍କରେ ସଚେତନତା ସୃଷ୍ଟିକରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ। ସଂଖ୍ୟାଲଘୁମାନଙ୍କର ବିଭିନ୍ନ ସମସ୍ୟାକୁ ହୃଦୟଙ୍ଗମ କରିବା ସହ ସେମାନଙ୍କ...
ଏମିତି ଏକ ରୋଗରେ ପୀଡ଼ିତ ଥିଲେ ଯୁବକ, ସର୍ଜରୀ ପରେ ମିଳିଲା ନୂଆ ଜୀବନ
ଚାଇନା: ବିଶ୍ୱରେ କିଛି ଲୋକ ଅଛନ୍ତି, ସେମାନଙ୍କର ଶାରୀରିକ ବିକାଶ ଠିକ୍ ଭାବରେ ହୋଇ ନ ଥାଏ। ଫଳରେ ଚଲାବୁଲା କରିବାରେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏମିତି ଜଣେ ଯୁବକ ହେଉଛନ୍ତି ଚାଇନାରେ ରହୁଥିବା ଲି ହୁଆ। ତାଙ୍କୁ...
କ୍ରିସ୍ମାସରେ ଦିଅନ୍ତୁ ଏସବୁ ଉପହାର
ଆସୁଛି କ୍ରିସ୍ମାସ। ଏବେଠାରୁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି। ଡିସେମ୍ବର ୨୫କୁ ବଡଦିନ, କ୍ରିସ୍ମାସ ବା ପ୍ରଭୁ ଯିଶୁଙ୍କ ଜନ୍ମ ଦିବସ ଭାବେ ପାଳନ କରାଯାଇଥାଏ। ବିଶେଷ କରି ଖ୍ରୀଷ୍ଟିଆନ୍ ସମ୍ପ୍ରଦାୟର ଲୋକେ ଏହି ପର୍ବକୁ ବେଶ୍ ଧୁମ୍ଧାମ୍ରେ ପାଳନ କରିଥାଆନ୍ତି।...
Archives


