ଫୁରସତ

ସବୁଜ ସ୍ବର୍ଣ୍ଣ: ପୁଣିଥରେ ବଢିବାରେ ଲାଗିଛି ବାଉଁଶରେ ପ୍ରସ୍ତୁତ ଜିନିଷର ଚାହିଦା

ମଧୁର ମୂର୍ଚ୍ଛନା ପାଇଁ ବ୍ୟବହୃତ ହେଉଥିବା ବଂଶୀ ହେଉ ଅବା କରୁଣ ରାଗିଣୀର ଲହର ଛୁଟାଉଥିବା କେନ୍ଦରା, ଜୀବନର ଶେଷଶଯ୍ୟା ଛ’ଖଣ୍ଡ କାଠର କୋକେଇ ହେଉ ଅବା ବିବାହ ବେଦିର ବୈଶାଲା, ପାରମ୍ପରିକ କୃଷି ଯନ୍ତ୍ରପାତି ହେଉ ଅବା ବନ୍ୟା ସମୟରେ…

କ୍ୟାନସରକୁ ହରାଇ ସ୍କୁଲରେ ପହଞ୍ଚିଲେ ୬ ବର୍ଷ ବୟସ୍କ ବାଳକ: ସାଥୀମାନେ ତାଳିମାରି କଲେ ସ୍ବାଗତ; ଭିଡ଼ିଓ ଭାଇରାଲ…

ଓହିୟୋ, ୧୨।୧: କ୍ୟାନସରରେ ପୀଡ଼ିତ ହୋଇଥିବା ଜଣେ ୬ ବର୍ଷ ବୟସ୍କ ବାଳକ ଚିକିତ୍ସା ପରେ ଶେଷରେ ସୁସ୍ଥ ହୋଇ ସ୍କୁଲକୁ ଫେରିଛନ୍ତି। ତାଙ୍କୁ ତାଙ୍କର ସହପାଠୀ ଏବଂ ଜୁନିଅର, ସିନିଅର ତଥା ଶିକ୍ଷକ ଶିକ୍ଷୟିତ୍ରୀମାନେ ତାଳିମାରି ସ୍ବାଗତ କରିଛନ୍ତି। ଏବେ…

୭ ବର୍ଷ ବାଳକଙ୍କ ପେଟିଂ ବିକ୍ରି ହେଲା ସାଢ଼େ ୮ ଲକ୍ଷରେ

ବର୍ଲିନ୍‌, ୧୨।୧: ଜର୍ମାନ୍‌ରେ ୭ ବର୍ଷ ବୟସ୍କ ବାଳକଙ୍କ ପେଟିଂ ୮ ଲକ୍ଷ ୫୧ ହଜାର ଟଙ୍କାରେ ବିକ୍ରି ହୋଇଛି। ୨୦୧୨ରେ ଜନ୍ମ ହୋଇଥିବା ମିଖାଇଲ୍‌ ଅକରଙ୍କ ପେଟିଂ ବିକ୍ରି ହେବା ପରେ ସେ ରାତାରାତି ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର…

ପ୍ରତିଦିନ ୨ ଘଣ୍ଟା ଟ୍ରାଫିକ ନିୟମ ପାଳନ ସମ୍ପର୍କରେ ସଚେତନ କରାଉଛନ୍ତି ୫୮ ବର୍ଷୀୟା ମହିଳା

ଇନ୍ଦୋର: ୟୁରୋପ ଏବଂ ଆମେରିକାର ଯାତାୟାତ ବ୍ୟବସ୍ଥାକୁ ଦେଖି ନ୍ୟାୟନଗରରେ ରହୁଥିବା ୫୮ ବର୍ଷୀୟା ବୃନ୍ଦା ନାମକ ଜଣେ ମହିଳା ସ୍ବେଚ୍ଛାକୃତ ଭାବେ ପ୍ରତିଦିନ ୨ ଘଣ୍ଟା ଲୋକଙ୍କୁ ସଡ଼କ ସୁରକ୍ଷା ସମ୍ପର୍କରେ ସଚେତନ କରାଉଛନ୍ତି। ଏପରି ଦୃଢ଼ ସଂକଳ୍ପ ନେଇ…

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ବାସହରାଙ୍କ ସାହାରା ପାଲଟିଛନ୍ତି ସୁଖବିନ୍ଦର

ସିଡ୍‌ନୀ,୧୧।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲାଗିବା ଫଳରେ ସେଠାରେ ଲକ୍ଷାଧିକ ଲୋକ ବାସଶୂନ୍ୟ ହୋଇପଡିଥିବା ବେଳେ ଅଧିକାଂଶ ବନ୍ୟଜନ୍ତୁଙ୍କ ମୃତ୍ୟୁ ମଧ୍ୟ ହେଲାଣି। ଏହି ସମୟରେ ବାସହରା ହୋଇଥିବା ଲୋକଙ୍କର ସାହାରା ପାଲଟିଛନ୍ତି ଶିଖ୍‌ ମହିଳା ସୁଖବିନ୍ଦର କୌର। ଦୀର୍ଘ ପ୍ରାୟ…

ଜାଣନ୍ତୁ ବିଶ୍ୱର ସବୁଠୁ ସୁନ୍ଦର, ବିଳାସମୟ ଏୟାରପୋର୍ଟ ସମ୍ପର୍କରେ…

ସାଧାରଣତଃ ରେଲ୍‌ଓ୍ବେ ଷ୍ଟେଶନ ହେଉ କି ଏୟାରପୋର୍ଟରେ ଅପେକ୍ଷା କରିବା ଭାରି କଷ୍ଟଦାୟକ। କିନ୍ତୁ ବିଶ୍ୱରେ ଏମିତି କିଛି ଏୟାରପୋର୍ଟ ଅଛି, ଯେଉଁଠାରେ ଅପେକ୍ଷା କରିବାକୁ ଯାତ୍ରୀମାନଙ୍କୁ ବିରକ୍ତ ଲାଗିବନି। ଜାଣନ୍ତୁ ଏପରି ଏୟାରପୋର୍ଟ ସମ୍ପର୍କରେ… ଇଞ୍ଚିୟାନ୍‌ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ: ଦକ୍ଷିଣ…

ମନ୍ଦିର ବାହାରେ ଭିକ୍ଷା ମାଗୁଥିଲେ କୋଟିପତିଙ୍କ ପୁଅ : ଘରେ ପହଞ୍ଚାଇଲା ସ୍ବେଚ୍ଛାସେବୀ ସଂଗଠନ

ଅମ୍ବାଲା,୧୧।୧: ଫିଲ୍ମ କାହାଣୀ ପରି ହରିୟାଣାରେ ଏକ ନିଆରା ଘଟଣା ଘଟିଛି। ଏଠାରେ ଅମ୍ବାଲାର ଏକ ମନ୍ଦିର ବାହାରେ ବସି ଭିକ୍ଷା କରୁଥିବା ଜଣେ ବ୍ୟକ୍ତି କୋଟିପତିଙ୍କ ପୁଅ ବୋଲି ଜଣାପଡ଼ିଛି। ଜଣେ କୋଟିପତି ମାନସିକ ଭାରସାମ୍ୟ ହରାଇ ଘରୁ ପଳାଇ…

ନିଆରା ମନ୍ଦିର: ଶୁଭ କାର୍ଯ୍ୟରେ ଗଣେଶଙ୍କୁ ଚିଠି ଦେଇ ଲୋକେ କରନ୍ତି ନିମନ୍ତ୍ରଣ…

ଯୋଧପୁର: ଭାରତର ବିଭିନ୍ନ ସ୍ଥାନରେ ଥିବା ମନ୍ଦିରରେ ଭିନ୍ନ ଭିନ୍ନ ରୋଚକ ତଥ୍ୟ ଦେଖିବାକୁ ମିଳିଥାଏ। ରାଜସ୍ଥାନ ରନ୍ଥଭୋରରେ ରହିଛି ପ୍ରଭୁ ଶ୍ରୀଗଣେଶଙ୍କ ମନ୍ଦିର। ମନ୍ଦିରରେ ଥିବା ଗଣେଶ ମୂର୍ତ୍ତିଙ୍କର ୩ ଆଖି ରହିଛି। ପ୍ରଭୁଙ୍କ ସହିତ ଆସ୍ଥାନରେ ଶ୍ରୀଗଣେଶଙ୍କ ପତ୍ନୀ…

ଗର୍ଭିଣୀ ମଇଁଷିର ଜୀବନ ଭିକ୍ଷା

ବେଜିଂ: ଲୁହରେ ଲତପତ ଆଖି। ମୁହଁରେ ସ୍ପଷ୍ଟ ଭାବେ ବାରି ହୋଇପଡୁଛି ବଞ୍ଚତ୍ବାର ଅଭିଳାଷ। ସେଇଥିପାଇଁ ଗୋଡ଼ ଭାଙ୍ଗି ଜୀବନ ଫେରାଇ ଦେବାକୁ କଂସେଇଖାନାର କର୍ମଚାରୀଙ୍କୁ ନେହୁରା ହେଉଛି ଗର୍ଭିଣୀ ମଇଁଷିଟିଏ। ଦକ୍ଷିଣ ଚାଇନାରୁ ଏପରି ଏକ ହୃଦୟ ବିଦାରକ ଭିଡିଓ…

ପିଲାଙ୍କ ପାଇଁ ଖାଦ୍ୟ ଯୋଗାଡ଼ କରିବାକୁ ଲଣ୍ଡା ହେଲେ ମହିଳା

ସଲେମ,୧୦।୧: ତାମିଲନାଡୁର ବିଧବା ମହିଳା ପ୍ରେମା ତାଙ୍କର ୩ ପିଲାଙ୍କ ପାଇଁ ଖାଦ୍ୟ ଯୋଗାଡ କରିବାକୁ ନିଜେ ଲଣ୍ଡା ହୋଇଥିବା କହିଛନ୍ତି। ଲଣ୍ଡା ହେବା ପରେ ସେ ତାଙ୍କ କେଶକୁ ମାତ୍ର ୧୫୦ ଟଙ୍କାରେ ବିକ୍ରିକରି ପିଲାମାନଙ୍କ ପାଇଁ ଖାଦ୍ୟ ଯୋଗାଡ…

୪୨ ବର୍ଷ ଧରି ବନ୍ଦ ରହିଥିଲା ଏହି ରେଲ୍‌ଓ୍ବେ ଷ୍ଟେଶନ, ଜାଣନ୍ତୁ କାରଣ

ଗୋଟିଏ ରେଲ୍‌ଓ୍ବେ ଷ୍ଟେଶନ ସାଧାରଣ ଜଣେ ମହିଳାଙ୍କ ପାଇଁ ଦୀର୍ଘ ୪୨ ବର୍ଷ ଧରି ବନ୍ଦ ରହିବା ଆଶ୍ଚର୍ଯ୍ୟଜନକ। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ସତ। ପଶ୍ଚିମବଙ୍ଗର ପୁରୁଲିୟା ଜିଲାରେ ରହିଛି ଏହି ଷ୍ଟେଶନ। ଯାହାର ନାମ ବେଗୁନ୍‌କୋଦର। ୧୯୬୦…

ଲକ୍ଷ୍ମୀଙ୍କ ପ୍ରତିକ ଭାବେ ନୂଆ କାର୍‌ରେ ନିଜ ଝିଅର ଅଳତା ପାଦ ଚିହ୍ନ ଲଗାଇଲେ ନାଗେଶ

ମୁମ୍ବାଇ,୯।୧: ମହାରାଷ୍ଟ୍ରର ଜଣେ ବ୍ୟକ୍ତି ଏବେ ଏକ ଟିକ୍‌ଟକ୍‌ ଭିଡିଓ ମାଧ୍ୟମରେ ଆସିଛନ୍ତି ଚର୍ଚ୍ଚାକୁ। ସେ ତାଙ୍କର ଏକ ନୂଆ କାର୍‌ କିଣିବା ପରେ ଲକ୍ଷ୍ମୀଙ୍କ ପ୍ରତିକ ଭାବେ ନିଜ ୨ ବର୍ଷ ଝିଅର ପାଦକୁ ଅଳତାରେ ବୁଡାଇ କାର୍‌ର ସାମ୍ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?