ଲିପ୍ଷ୍ଟିକ୍ରୁ ବାହାରିବ ଗୁଳି: ରୋଡ୍ ସାଇଡ୍ ରୋମିଓ ପାଇବେ ପାନେ !
ବାରାଣସୀ,୯।୧: ଏବେ ରୋଡ୍ ସାଇଡ୍ ରୋମିଓଙ୍କୁ ପାନେ ମିଳିବ। ବାରାଣସୀର ଜଣେ ଯୁବକ ମହିଳାଙ୍କ ସୁରକ୍ଷା ପାଇଁ ଏକ ନୂଆ ପ୍ରକାରର ଲିପ୍ ଷ୍ଟିକ୍ ତିଆରି କରିଛନ୍ତି। ଏହାର ନାମ ସ୍ମାର୍ଟ ଆଣ୍ଟି ଟିଜିଂ ଲିପ୍ଷ୍ଟିକ୍ ଗନ୍ ରଖାଯାଇଛି। ସ୍ଥାନୀୟ ଅଶୋକା…
ଲଞ୍ଚ ବ୍ରେକ୍ଫାଷ୍ଟ ବଦଳରେ ବେବି ପାଉଡ଼ର ଖାଉଛନ୍ତି ଏହି ମହିଳା
ଖାଦ୍ୟକୁ ନେଇ କାହାର କେମିତି ରୁଚି ଥାଏ। ପ୍ରାୟ ସମସ୍ତେ ସୁସ୍ବାଦୁ ଖାଦ୍ୟ ଖାଇବାକୁ ପସନ୍ଦ କରୁଥିବା ବେଳେ ଆଉ କେହି କେହି ସ୍ବାସ୍ଥ୍ୟପ୍ରଦ ଖାଦ୍ୟକୁ ପ୍ରାଧାନ୍ୟ ଦେଇଥାଆନ୍ତି। ଆମେରିକାର ଲିସା ଆଣ୍ଡରସନ ନାମକ ୪୪ ବର୍ଷୀୟା ଏହି ମହିଳା ପାଉଡ଼ର…
ଜାପାନୀ ଶିଳ୍ପପତି ନିଜ ଟୁଇଟର ଫଲୋଅର୍ସଙ୍କୁ ବାଣ୍ଟିବେ ୪୬ କୋଟି…
ଟୋକିଓ, ୯।୧: ପୃଥିବୀର ବିଭିନ୍ନ ଲୋକଙ୍କ ମଧ୍ୟରେ ଭିନ୍ନ ଭିନ୍ନ ସଉକ ଦେଖିବାକୁ ମିଳିଥାଏ। ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଜାପାନର ଶିଳ୍ପପତି ୟୁସାକୁ ମିଜାବା। ସେ ନିଜ ଟୁଇଟର ଫଲୋଅର୍ସଙ୍କୁ ଖୁସି କରିବା ପାଇଁ ଏକ ନିଆରା ପଦକ୍ଷେପ ଗ୍ରହଣ…
ପୃଥିବୀଠାରୁ ବଡ଼ ଗ୍ରହର ମିଳିଲା ସନ୍ଧାନ: ମାତ୍ର ୩୭ ଦିନରେ ହେଉଛି ଏକ ବର୍ଷ
ଓ୍ବାଶିଂଟନ୍, ୯।୧: ପୃଥିବୀଠାରୁ ଏକ ବଡ଼ ଗ୍ରହର ସନ୍ଧାନ ମିଳିଛି। ଏଲିଅନ୍ଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରୁଥିବା ସ୍ପେସକ୍ରାଫ୍ଟର ଟେଲିସ୍କୋପ୍ ଦ୍ୱାରା ଏହି ଗ୍ରହର ଉପସ୍ଥିତି ବିଷୟରେ ଜଣାପଡ଼ିଛି। ଏହା ପୃଥିବୀଠାରୁ ଶହେ ଆଲୋକ ବର୍ଷ ଦୂରରେ ରହିଛି। ଗ୍ରହର ଆକାର…
ଆଉ ଦେଖିବାକୁ ମିଳିବନି ଲାଲ୍ରଙ୍ଗର ସେଓ
ସାଧାରଣତଃ ବଜାରରେ ଲାଲ୍ରଙ୍ଗର ସେଓ ଅଧିକ ମାତ୍ରାରେ ଦେଖିବାକୁ ମିଳିଥାଏ। ମାତ୍ର ଏବେ ଆଉ ଏହି ସେଓ ଦେଖିବାକୁ ମିଳିବନି। ଏଥିପାଇଁ ପରିବର୍ତ୍ତିତ ଜଳବାୟୁ ହିଁ ଦାୟୀ ବୋଲି ବୈଜ୍ଞାନିକମାନେ କହୁଛନ୍ତି। ଆଜିକାଲି ବଜାରରେ ଯେଉଁ ସେଓ ଦେଖିବାକୁ ମିଳୁଛି ଏହା…
ଫ୍ୟାଶନରେ ଆଗରେ ଥିଲେ ପ୍ରାଚୀନ ଭାରତୀୟ
ନୁଆଦିଲ୍ଲୀ: ସୋସିଆଲ ମିଡିଆ ଏବେ ବେଶ୍ ଲୋକପ୍ରିୟତା ହାସଲ କରିଛି। ଦୂରଦୂରାନ୍ତରେ ରହୁଥିବା ଲୋକଙ୍କ ସହ ଯୋଗାଯୋଗରେ ରହିବାର ଏହା ମୁଖ୍ୟ ମାଧ୍ୟମ ପାଲଟିଥିବା ବେଳେ ଦେଶବିଦେଶର ଟିକିନିଖି ଖବର ମଧ୍ୟ ଏହା ମାଧ୍ୟମରେ ସମସ୍ତଙ୍କ ନିକଟରେ ଖୁବ୍ ସହଜରେ ପହଞ୍ଚତ୍ପାରୁଛି।…
ରାଷ୍ଟ୍ରପତିଙ୍କ ଗୋଟିଏ ଟୁଇଟ୍ ଯୋଗୁ ଭାରତରେ ବିବାହ କଲେ ଆମେରିକା ଯୁବତୀ
ଥିରୁଭାନନ୍ତପୁରମ୍, ୯।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗୋଟିଏ ଟୁଇଟ୍ ଯୋଗୁ ଜଣେ ଆମେରିକା ମହିଳା ଭାରତରେ ବିବାହ କରିଛନ୍ତି। ଆଶଲେ ହଲ୍ ନାମକ ଜଣେ ଯୁବତୀଙ୍କ ବିବାହ କୋଚିର ଏକ ହୋଟେଲରେ ଅନୁଷ୍ଠିତ ହେବାର ଥିଲା। ସେ ୮ ମାସ ପୂର୍ବରୁ…
୨୦୧୯ରେ ସବୁଠୁ ବେଶି ବଦଳିଛି ପାଗ
ନୂଆଦିଲ୍ଲୀ: ଭାରତରେ ବିଶ୍ୱତାପନ(ଗ୍ଲୋବାଲ୍ ଓ୍ବାର୍ମିଂ)ର ପ୍ରଭାବ ସ୍ପଷ୍ଟ ଅନୁଭୂତ। ୧୯୦୧ ମସିହା ପରେ ୨୦୧୯ ଭାରତରେ ସପ୍ତମ ଉତ୍ତପ୍ତ ବର୍ଷ ଥିଲା। ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ(ଆଇଏମ୍ଡି) ପକ୍ଷରୁ ନିକଟରେ ମିଳିଥିବା ତଥ୍ୟରୁ ଏହା ଜଣାପଡ଼ିଛି। ଦେଶରେ ୨୦୧୬କୁ ସର୍ବାଧିକ ଉତ୍ତପ୍ତ…
ଘରଭଡ଼ାରୁ ମୁକ୍ତି ପାଇଁ ଯୁବତୀ ନେଲେ ଏମିତି ପଦକ୍ଷେପ
ଏଡିନ୍ବର୍ଗ: ଘରଭଡ଼ା ଦେଇ ଜଣେ ୨୫ ବର୍ଷୀୟା ଯୁବତୀ ଏତେ ବିରକ୍ତି ହୋଇଯାଇଥିଲେ ଯେ, ଶେଷରେ ୩୫ ବର୍ଷର ଏକ ପୁରୁଣା ଭ୍ୟାନ କିଣି ନିଜର ଘର କରିଦେଇଛନ୍ତି। ସ୍କଟ୍ଲାଣ୍ଡ୍ର ପେସ୍ଲେ ସହରରେ ରହୁଥିବା କ୍ୟାଟ୍ଲିନ୍ ମନେ ୩ ହଜାର ପାଉଣ୍ଡ…
ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ୯୦ ହଜାର ଜୀବଜନ୍ତୁଙ୍କ ଜୀବନ ବଞ୍ଚାଇଲେଣି ଗୋଟିଏ ପରିବାର
କାନବେରା,୯।୧: ଅଷ୍ଟ୍ରେଲିଆରେ ଥିବା ଜଙ୍ଗଲରେ ନିଆଁ ଲାଗିବା ଫଳରେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲି ଯାଇଛି। ଦୀର୍ଘ ୪ ମାସ ହେବ ଜଙ୍ଗଲରେ ଲାଗିଥିବା ଏହି ନିଆଁ ଏବେ ଚରମସୀମାରେ ପହଞ୍ଚିଛି। ଫଳରେ ଜଙ୍ଗଲରେ ଥିବା ପାଖାପାଖି ୫୦ କୋଟି ଜୀବଜନ୍ତ…
ସମ୍ପର୍କ ଯୋଡ଼ିବାର ମାଧ୍ୟମ
୧୯୧୫ ମସିହା ୯ ଜାନୁୟାରୀରେ ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରୁ ସ୍ବଦେଶ ଫେରିଥିଲେ। ଏହି ଦିବସକୁ ସ୍ମରଣ କରିବା ଲାଗି ଭାରତ ସରକାରଙ୍କ ଦ୍ୱାରା ପ୍ରତିବର୍ଷ ଏହି ଦିନକୁ ପ୍ରବାସୀ ଭାରତୀୟ ଦିବସ ଭାବେ ପାଳନ କରାଯାଉଛି। ୨୦୦୩ରୁ ଏହି ଦିବସ…
୯୪ ବର୍ଷ ବୟସରେ ଆରମ୍ଭ କଲେ ବ୍ୟବସାୟ
ମହିନ୍ଦ୍ରା ଗ୍ରୁପ୍ର ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା ବିଭିନ୍ନ ସମୟରେ ନିଜ ଟୁଇଟରରେ ଲୋକଙ୍କୁ ପ୍ରେରଣା ଦେବା ଭଳି କାହାଣୀ ଶେୟାର କରିଥାନ୍ତି। ଏବେ ସେ ଚଣ୍ଡିଗଡ ୯୪ ବର୍ଷୀୟା ହରଭଜନ କୌରଙ୍କ କାହାଣୀ ଶେୟାର କରିଛନ୍ତି। ପରିଣତ ବୟସରେ ହରଭଜନ ଆରମ୍ଭ…

