ଚାଇନା ଆକାଶରେ ଦେଖାଗଲା ଏକାଥରକେ ୩ ସୂର୍ଯ୍ୟ
କୁହାଯାଏ, ପ୍ରକୃତି ସୌନ୍ଦର୍ଯ୍ୟର ଉପମା ନାହିଁ। ଏହାର ଏକ ଝଲକ ଦେଖିବାକୁ ମିଳିଛି ଚାଇନାରେ। ଏକାଥରକେ ଚାଇନା ଆକାଶରେ ୩ଟି ସୂର୍ଯ୍ୟ ଦେଖିବାକୁ ମିଳିଥିଲା। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ସତ। ଏହି ଅଦ୍ଭୁତ ଦୃଶ୍ୟ ଦେଖି ଲୋକେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।…
କୁକୁରକୁ ହେଲମେଟ୍ ପିନ୍ଧାଇ ବାଇକ୍ରେ ବୁଲାଇଲେ ମାଲିକ: ସୋସିଆଲ୍ ମିଡ଼ିଆରେ ଭାଇରାଲ; ଲୋକେ କଲେ ପ୍ରଶଂସା
ଚେନ୍ନାଇ,୮।୧: ଏବେ ସୋସିଆଲ୍ ମିଡ଼ିଆରେ କୁକୁରକୁ ହେଲମେଟ୍ ପିନ୍ଧାଇ ବାଇକ୍ରେ ବୁଲାଇଥିବା ଜଣେ ମାଲିକଙ୍କ ଫଟୋ ଏବଂ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଏହାର ତାମିଲନାଡୁର ବୋଲି କୁହାଯାଉଛି। ମାଲିକ ଜଣକ ନିଜ ପୋଷା କୁକୁରକୁ ପଛରେ ବସାଇ ହେଲମେଟ୍ ପିନ୍ଧାଇ…
କପଡ଼ା ଆଲମିରା ପଡ଼ି ଶିଶୁ ମୃତ: କମ୍ପାନୀ ଦେଲା ୩୩୧ କୋଟି କ୍ଷତିପୂରଣ
ନ୍ୟୁୟର୍କ,୮।୧: କପଡ଼ା ଆଲମିରା ପଡ଼ି ଜଣେ ୨ ବର୍ଷ ଶିଶୁର ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଆଲମିଲା କମ୍ପାନୀକୁ ୩୩୧ କୋଟି ଟଙ୍କାର କ୍ଷତି ପୂରଣ ଦେବାକୁ ପଡ଼ିଛି। ଆମେରିକା କାଲିଫର୍ନିଆରେ ୩୦ ଇଞ୍ଚ ଉଚ୍ଚା କପଡ଼ା ଆଲମିରା ପଡ଼ିଯିବାରୁ ୨୦୧୭ ମଇ…
କୁକୁର ଏବଂ ହେଟାବାଘଙ୍କର ସମାନ ଗୁଣ: ସାଥୀଙ୍କୁ ସହଯୋଗ କରିବାରେ ନିପୁଣ…
କୁକୁର ଏବଂ ହେଟାବାଘ ମଧ୍ୟରେ ବହୁ ସମାନ ଗୁଣ ରହିଥାଏ। କୁକୁର ମାଲିକଙ୍କର ଅତି ବିଶ୍ୱସ୍ତ ହୋଇଥାଏ। ଏହା ସହିତ କୁକୁର ଅସୁବିଧାରେ ପଡ଼ିଥିବା ଅନ୍ୟ କୁକୁରକୁ ମଧ୍ୟ ସହାୟତା କରିଥାନ୍ତି। ଏଭଳି ସମାନ ଗୁଣ ହେଟାବାଘଠାରେ ବି ଦେଖାଯାଇଥାଏ ବୋଲି…
ଗୁଜରାଟ ବୈଜ୍ଞାନିକଙ୍କ ନୂଆ ରୋବୋ: ଦୁଃଖ ସମୟରେ ଦେବ ସହାନୁଭୁତି
ଲାସ୍ଭେଗାସ୍/ଅହମ୍ମଦାବାଦ୍. ୮।୧: ଆଧୁନିକ ଯୁଗରେ ମଣିଷର କାମ ରୋବୋ କରୁଛି। ପ୍ରତିଟି କାର୍ଯ୍ୟରେ ଏବେ ରୋବୋର ଉପଯୋଗ କରାଯାଉଛି। ପୃଥିବୀର ସର୍ବବୃହତ୍ ଇଲୋକ୍ଟ୍ରନିକ୍ସ୍ ଶୋ ସିଇଏସ୍-୨୦୨୦ରେ ଲାସ୍ଭେଗାସ୍ଠାରେ ଅନୁଷ୍ଠିତ ହୋଇଛି। ଏହି ଶୋରେ ଗୁଜରାଟର ବୈଜ୍ଞାନିକ ଇଞ୍ଜିନିୟର ପ୍ରଣବ ମିସ୍ତ୍ରୀଙ୍କ ଦ୍ୱାରା…
ସପ୍ତାହରେ ୩ ଦିନ ଛୁଟି ପ୍ରସ୍ତାବ ଆଣିଲେ ଫିନ୍ଲାଣ୍ଡ ପ୍ରଧାନମନ୍ତ୍ରୀ
ଯଦି ସପ୍ତାହକୁ ୪ ଦିନ ଓ ପ୍ରତିଦିନ ମାତ୍ର ୬ ଘଣ୍ଟା କାମ କରିବାକୁ ପଡ଼େ ତେବେ କେହି ଏଭଳି ଚାକିରିକୁ ହାତଛଡା କରିବାକୁ ଚାହିଁବେନି। କାମର ବୋଝକୁ ହାଲୁକା କରିବା ଓ ପରିବାରକୁ ସମୟ ଦେବା ପାଇଁ କର୍ମଚାରୀଙ୍କ ଲାଗି…
ଝିଅ ବିବାହରେ ନୂଆ ଗାଡ଼ିକୁ ଗୋବର ଲେପ ଦେଲେ ଡାକ୍ତର
ନୂଆଦିଲ୍ଲୀ,୭।୧: ଭିନ୍ନ ଭିନ୍ନ ଢଙ୍ଗରେ ବିବାହ କରି ଅନେକ ଲୋକ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାଆନ୍ତି। କୋହ୍ଲାପୁରର ନବନାଥ ଦୁଧଲ ନାଁରେ ପରିଚିତ ଜଣେ ଡାକ୍ତର ନିଜ ଝିଅଙ୍କ ବିବାହ କାର୍କୁ ଗୋବର ଲେପ ଦେଇ ଏବେ ଆସିଛନ୍ତି ଚର୍ଚ୍ଚାକୁ। ଗୋବରର…
ଏସିଆର ପରିଷ୍କାର ଗାଁ: ଲୋକେ କୁହନ୍ତି ଭଗବାନଙ୍କ ବଗିଚା…
ଏପରି ଏକ ଗାଁ ରହିଛି ଯେଉଁଠି ସଫେଇ ପାଇଁ ସରକାରଙ୍କ ଉପରେ ନିର୍ଭର କରି ନ ଥାନ୍ତି ଏଠାକାର ବାସିନ୍ଦା। ଗାଁର ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ ସଭିଏଁ ଗଁାକୁ ସଫା ସୁତୁରା ରଖିବା ପାଇଁ ଦିନସାରା ଲାଗି ରୁହନ୍ତି। ପରିବେଶକୁ ସୁନ୍ଦର…
ଯୁବତୀଙ୍କ ଅଧିକ ପସନ୍ଦ ଚଷମା ପିନ୍ଧୁଥିବା ଯୁବକ…
ପ୍ରେମ ଏକ ସ୍ବର୍ଗୀୟ ଅନୁଭୁତି। ତେବେ ଏକ ଗବେଷଣାରୁ ଜଣାପଡ଼ିଛି ଯୁବତୀମାନେ ପ୍ରେମ ପାଇଁ ଯୁବକଙ୍କ ପାଖରେ କେତେକ ନିଦ୍ଦିଷ୍ଟ ଗୁଣ ଉପରେ ଗୁରୁତ୍ୱାରୋପ କରିଥାନ୍ତି। ସାଧାରଣତଃ ଚଷମା ପିନ୍ଧୁଥିବା ଯୁବକଙ୍କୁ ଯୁବତୀମାନେ ଅଧିକ ପସନ୍ଦ କରିଥାନ୍ତି ବୋଲି ପରଫେକ୍ଟ ଗ୍ଲାସ୍…
ପୁଅର ସ୍ମାର୍ଟଫୋନ୍ ନିଶା ଦୂର କରିବା ପାଇଁ ୨୨୦୦ କିମି ଯାତ୍ରା କଲେ ପିତା
ଆଜିକାଲି ଛୋଟ ଛୁଆଠାରୁ ଆରମ୍ଭ କରି ବଡ ଲୋକ ସମସ୍ତଙ୍କୁ ସ୍ମାର୍ଟଫୋନ ନିଶା ଧରିଛି। ବିଷେଶ କରି ଛୋଟ ଛୁଆମାନେ ସ୍ମାର୍ଟଫୋନରେ ଗେମ ନ ଖେଳିଲେ ଖାଉ ନାହାଁନ୍ତି। ଯେଉଁ ବୟସରେ ବାହାରେ ବୁଲି ଖେଳ କୁଦ କରିବା କଥା ସେତେବେଳେ…
ପିତାଙ୍କ ଏମିତି ଫଟୋ ଛାଡିଲେ ଝିଅ, ଲୋକେ ହେଲେ ଭାବୁକ
କାନବେରା,୭।୧: ଅଷ୍ଟ୍ରେଲିଆରେ ଥିବା ଜଙ୍ଗଲରେ ଭୟଙ୍କର ନିଆ ଲାଗିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଅଗ୍ନିଶମ ବିଭାଗ କର୍ମଚାରୀ ରାତିଦିନ ଲାଗିପଡିଛନ୍ତି। କିଛିଦିନ ପୂର୍ବରୁ ଅଗ୍ନିଶମ ବିଭାଗ କର୍ମଚାରୀମାନେ ନିଜ ଜୀବନକୁ ବାଜି ଲଗାଇ ନିଆଁ ଲିଭାଉ ଥିବା ଏକ ଭିଡିଓ…
ମାଓବାଦୀ ଅଞ୍ଚଳରେ ଗର୍ଭବତୀଙ୍କୁ ସହାୟକ ହେଉଛି ବାଇକ୍ ଆମ୍ବୁଲାନ୍ସ
ରାୟପୁର,୭।୧: ଛତିଶଗଡ଼ର ମାଓ ପ୍ରଭାବିତ ଅଞ୍ଚଳ ମଧ୍ୟରୁ ନାରାୟଣପୁରର ଅଧିକାଂଶ ଗାଁ ଏବେବି ମୁଖ୍ୟ ସଡ଼କ ସହ ଯୋଡି ହୋଇପାରି ନ ଥିବା ଏକ ବଡ ଅଞ୍ଚଳ ଭାବେ ପରିଚିତ। ଏଠାରେ ସଡ଼କ କହିଲେ ମାଟିର ରାସ୍ତା ଓ ଯାନ କହିଲେ…

