ଫୁରସତ

ମୃତ୍ତିକା ଉପରେ ପରିବର୍ତ୍ତିତ ଜଳବାୟୁର ପ୍ରଭାବ

ମୃତ୍ତିକା ପୃଥିବୀ ପୃଷ୍ଠର ଏକ ବୃହତ ଅଂଶ, ଯାହା ଉଭୟ ପ୍ରାଣୀ ଏବଂ ଉଦ୍ଭିଦଙ୍କର ବାସସ୍ଥଳୀ। ମୃତ୍ତିକାରେ ଉଦ୍ଭିଦ ବଢ଼ି ଆମକୁ ଖାଦ୍ୟ, ବସ୍ତ୍ର, ଔଷଧ, ଗୃହ ଉପକରଣ ଏବଂ ଉପଭୋଗ ପାଇଁ ସୌନ୍ଦର୍ଯ୍ୟ ଆଦି ଯୋଗାଇଥାଏ। ଜଳବାୟୁର ବିଭିନ୍ନ...

ପାଣିରେ ଚାଲିବ ଗାଡି: ମାଇଲେଜ୍‌ ଦେବ ୩୦ କି.ମି.

ହାଇଦ୍ରାବାଦ,୪।୧୨: ଦିନକୁ ଦିନ ପ୍ରଦୂଷଣର ମାତ୍ରା ବଢ଼ୁଥିବା ବେଳେ ଗ୍ଲୋବାଲ ଓ୍ବାର୍ମିଂ ମଧ୍ୟ ବଢ଼ି ବଢ଼ି ଚାଲିଛି। ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ ହାଇଦ୍ରାବାଦର ମେକାନିକାଲ ଇଞ୍ଜିନିୟର ସୁନ୍ଦର ରମୈୟା ଏକ ବିକଳ୍ପ ବାହାର କରିଛନ୍ତି। ଯାହାକି ଦେଶର...

ଜାଣନ୍ତୁ ସ୍କୁଲ ବସ୍‌ ରଙ୍ଗ କାହିଁକି ହୋଇଥାଏ ହଳଦିଆ

ପ୍ରାୟ ଅଧିକାଂଶ ସ୍କୁଲ ବସ୍‌ର ରଙ୍ଗ ହଳଦିଆ । ତେବେ ଏହାକୁ ଦେଖୁଥିଲେ ମଧ୍ୟ କେତେକ ଲୋକ ଏଭଳି ହେବା ପଛର କାରଣ ସମ୍ପର୍କରେ ଜାଣି ନ ଥାନ୍ତି। ତେବେ ଏହାର ବୈଜ୍ଞାନିକ ଓ ସୁରକ୍ଷା ସମ୍ବଳିତ କାରଣ ରହିଛି।...

ଅବୁଝା ବିଲେଇର ମନ ମାନଚିତ୍ର

ଓଣ୍ଟାରିଓ: ଗୃହପାଳିତ ପ୍ରାଣୀ ବିଲେଇଙ୍କୁ କିଏ ବା ନ ଜାଣେ। କେଉଁ ଆବହମାନ କାଳରୁ ଏହି ପୋଷା ଜୀବ ମଣିଷ ସହିତ ରହିଆସିଛି। ହେଲେ ବିଲେଇର ମନ କିପରି ଅଛି, ସେ ଖୁସି ଅଛି ନା ଦୁଃଖୀ ଏକଥା ଜାଣିବା...

ଟୋଲ୍‌ ଫ୍ରି ନମ୍ବରକୁ ୨୪ ହଜାର କଲ୍‌

ଟୋକିଓ: ଗ୍ରାହକଙ୍କ ଅଭିଯୋଗ ଶୁଣିବା ଓ ଏହାର ସମାଧାନ ଦିଗରେ ସୂଚନା ପ୍ରଦାନ ପାଇଁ କମ୍ପାନୀଗୁଡ଼ିକ ଟୋଲ୍‌ ଫ୍ରି ନମ୍ବରର ସୁବିଧା ଯୋଗାଇ ଦେଇଥାଆନ୍ତି। ଏହି ନମ୍ବରକୁ ଫୋନ୍‌ କଲେ ଗ୍ରାହକଙ୍କୁ କୌଣସି ଶୁଳ୍କ ଦେବାକୁ ପଡ଼ି ନ ଥାଏ।...

ତିମି ମାଛ ପେଟରୁ ବାହାରିଲା ୧୦୦ କିଲୋ ପ୍ଲାଷ୍ଟିକ୍‌

ସ୍କଟଲାଣ୍ଡ,୪।୧୨: ଏକ ତିମି ମାଛ ପେଟରୁ ୧୦୦ କିଲୋ ପ୍ଲାଷ୍ଟିକ ବାହାରିଛି। ଏହା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ସ୍କଟଲାଣ୍ଡରେ ଏଭଳି ଘଟଣା ଘଟିଛି। ଲୁସକେନଟାୟାର ବିଚ୍‌ରୁ ଏହି ତିମି ମାଛଟିକୁ ମୃତ ଅବସ୍ଥାରେ ଧରାଯାଇଛି। ତିମି ମାଛ ପେଟରେ...

ଦିନେ ବିମାନ ଟିକେଟ ପାଇଁ ନେଇଥିଲେ ଉଧାର: ଏବେ ଗୁଗଲ, ଆଲ୍ଫାବେଟ୍‌ର ସିଇଓ

ଓ୍ବାଶିଂଟନ,୪।୧୨: ବିଶ୍ୱର ସବୁଠାରୁ ବଡ ସର୍ଚ୍ଚ ଇଞ୍ଜିନ ଭାବରେ ଜଣାଶୁଣା ‘ଗୁଗଲ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ସୁନ୍ଦର ପିଚାଇଙ୍କୁ ଆଉ ଏକ ଦାୟିତ୍ୱ ମିଳିଛି। ତାଙ୍କୁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ଆଲ୍ଫାବେଟ୍‌ର ସିଇଓ ନିଯୁକ୍ତ କରାଯାଇଛି। ସର୍ଗେ ବ୍ରିନ୍‌ଙ୍କଠାରୁ...

ଦୁଇଜଣ ମା’ ଚାହିଁଲେ କରିପାରିବେ ସନ୍ତାନ ପ୍ରସବ

ଚାଇନିଜ୍‌ ଏକାଡେମୀ ଅଫ୍‌ ସାଇନ୍‌ସେସ୍‌ର ବିଶେଷଜ୍ଞଙ୍କ ମତରେ ୨ ଜଣ ମା’ ଚାହିଁଲେ ସନ୍ତାନ ଜନ୍ମ କରିପାରିବେ। ଏଥିପାଇଁ ପିତାଙ୍କର କୌଣସି ଆବଶ୍ୟକତା ନାହିଁ। ଦୁଇଟି ସ୍ତ୍ରୀଲିଙ୍ଗ ମୂଷାଙ୍କଠାରେ ଏପରି ପରୀକ୍ଷଣ କରି ସଫଳତା ପାଇଛନ୍ତି ଏହି ବିଶେଷଜ୍ଞ। ଏଥିରେ...

ଫେସ୍‌ବୁକ୍‌ରେ ଅନ୍‌ଫ୍ରେଣ୍ଡ୍‌ କରିବାରୁ ଭଉଣୀକୁ ଗୁଳି ମାରିଲେ ଭାଇ

ଓ୍ବାଶିଂଟନ, ୩।୧୨: ଆମେରିକାର ଅଲାସ୍କା ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଭଉଣୀ ନିଜ ଭାଇଙ୍କୁ ଫେସବୁକ୍‌ରୁ ଅନଫ୍ରେଣ୍ଡ୍‌ କରିବା ମହଙ୍ଗା ପଡିଛି। ଫଳସ୍ବରୂପ ଭାଇ ଭଉଣୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ଅମଣ୍ଡା।...

ବିବାହକୁ ଆସିଥିବା ବରଯାତ୍ରୀଙ୍କୁ ଉପହାରରେ ଦିଆଗଲା ହେଲମେଟ୍‌

ନୂଆଦିଲ୍ଲୀ, ୩।୧୨: ସାଧାରଣତଃ ବରଯାତ୍ରୀଙ୍କୁ କନ୍ୟାଘର ପକ୍ଷରୁ ବିଭିନ୍ନ ପ୍ରକାର ଖାଦ୍ୟରେ ଆପାୟିତ କରାଯାଏ। କିନ୍ତୁ ନୂଆଦିଲ୍ଲୀର ଲକ୍ଷ୍ମଣଗଡରେ ଏକ ଅଜବ ବିବାହ ଅନୁଷ୍ଠିତ ହୋଇଛି। ଏହାରେ ପୁଅ ଘରୁ ଆସିଥିବା ବରଯାତ୍ରୀଙ୍କୁ କନ୍ୟା ଘର ପକ୍ଷରୁ ହେଲମେଟ୍‌ ଉପହାର...

ଏମିତି ଘଡ଼ି: ଏଥିରେ ନାହିଁ ୧୨ ସଂଖ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୁଇଜରଲ୍ୟାଣ୍ଡ୍‌: ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ଘଡ଼ିରେ ୧୨ ସଂଖ୍ୟା ନାହିଁ କି ଲୋକେ ଘଡ଼ିରେ କେବେ ୧୨ଟା ବାଜୁ ବୋଲି  ଚାହାନ୍ତି ନାହିଁ। ଏହା ପଛରେ ଥିବା କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି  ଦେଶରେ...

ସଙ୍ଗୀତ ମାୟାରେ ଆରୋହୀ-ସ୍ବପ୍ନାରାଣୀ

ପ୍ରଗାଢ଼ ନିଷ୍ଠା ବଳରେ ଜଣେ ମହିଳା କିପରି ନିଜର ଲକ୍ଷ୍ୟ ହାସଲ କରିପାରେ ତାହାର ଅନେକ ନଜିର ରହିଛି। ତେବେ ଏହି ତାଲିକାରେ ନିଜ ନାମକୁ ସାମିଲ କରିଛନ୍ତି ଦୁଇ ଭଉଣୀ। କେବଳ ସେତିକି ନୁହେଁ, ନିଜର ଉଦ୍ୟମ ବଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri