ଫୁରସତ

ଅଦରକାରୀ, ପୁରୁଣା ସାମଗ୍ରୀରେ ବାଇକ୍‌ ତିଆରି କଲେ ନବମ ଶ୍ରେଣୀ ଛାତ୍ର

ଆନନ୍ଦପୁର : ଜଣେ ନବମ ଶ୍ରେଣୀ ଛାତ୍ର ନିଜସ୍ବ ଜ୍ଞାନକୌଶଳ ବଳରେ ତିଆରି କରିଛନ୍ତି ଏକ ବାଇକ୍‌। ଏହି ବାଇକ୍‌କୁ ନେଇ ସମଗ୍ର କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଚର୍ଚ୍ଚା ଚାଲିଛି। ସୌର, ବାୟୁ ଓ ପାଣିଶକ୍ତିକୁ ନେଇ ବାଇକ୍‌ଟି...

ଅଜବ ଆକୃତିର କଫିନ୍‌, ଦେଖିଲେ ପଡ଼ିବେ ଦ୍ୱନ୍ଦ୍ୱରେ

ସାଧାରଣତଃ ମୃତଦେହ ନେବା ପାଇଁ କଫିନ୍‌ଗୁଡ଼ିକ କାଠ କିମ୍ବା କୌଣସି ଧାତୁରେ ତିଆରି ହୋଇଥାଏ। ଯାହା ଦେଖିବାକୁ ଏକ ବାକ୍ସ ସଦୃଶ। ମାତ୍ର ବିଶ୍ୱରେ ଏମିତି ଦେଶ ଅଛି, ଯେଉଁଠି କଫିନ୍‌ଗୁଡ଼ିକ ବିଭିନ୍ନ ଆକୃତିର ହୋଇଥାଏ। ଉଡ଼ାଜାହାଜ, ମାଛ, ସାପ,...

ଦେଶ ବିଦେଶରୁ ଏଠାରୁ ବର କିଣିବାକୁ ଆସନ୍ତି ଅଭିଭାବକ

ପରିବା ହାଟ କଥା ସମସ୍ତେ ଜାଣିଥିବେ। ହେଲେ ବରଙ୍କ ହାଟକଥା ଶୁଣିଲେ ଟିକେ ଅଡୁଆ ଲାଗୁଥାଇପାରେ କିନ୍ତୁ ଏହା ସତ। ଏହା ଆଉ କେଉଁଠି ନୁହେଁ ବିହାରର ମଧୁବନି ଜିଲାରେ ଲାଗିଥାଏ। ଏଠାରେ ଥିବା ମୈଥିଳି ବ୍ରାହ୍ମଣ ପରିବାରର ପୁଅଙ୍କୁ...

ସନ୍ତାନ ପ୍ରାପ୍ତି ପାଇଁ ଏହି ମନ୍ଦିରକୁ ଯାଇଥାନ୍ତି ଦମ୍ପତି

ସବୁ ଦମ୍ପତି ସନ୍ତାନ ସୁଖ ଚାହାନ୍ତି। କିନ୍ତୁ କୌଣସି କାରଣବଶତଃ ସମସ୍ତଙ୍କ ଭାଗ୍ୟରେ ଏହା ଜୁଟି ନ ଥାଏ। ଯଦି ଆପଣ ସନ୍ତାନ ସୁଖରୁ ବଞ୍ଚିତ ତେବେ ତାମିଲନାଡୁର ଇଦ୍ୟୁମ୍ବନ ମନ୍ଦିର ଦର୍ଶନ କଲେ ଶୁଭଫଳ ମିଳେ ବୋଲି ମାନ୍ୟତା...

ଏମିତି ସହର, ଯେଉଁଠି କୌଣସି ଗଳି କିମ୍ବା ରାସ୍ତାର ନାଁ ନାହିଁ

ଜର୍ମାନୀ: ଆଜିର ସମୟରେ ଗଳିକନ୍ଦି, ସାହିବସ୍ତିର ନାଁ ଥିବାବେଳେ ବିଶ୍ୱରେ ଏମିତି ଏକ ସହର ରହିଛି, ଯେଉଁଠି ମୁଖ୍ୟ ଛକକୁ ଛାଡ଼ିଦେଲେ ଅନ୍ୟ କୌଣସି ଛକ, ଗଳି, ରାସ୍ତା ସବୁ ବେନାମୀ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏମିତି ଏକ...

ଥଣ୍ଡାରୁ ମୁକ୍ତି ଦିଏ ବିନା ବିଜୁଳିରେ ଚାଲୁଥିବା ହିଟର

କଶ୍ମୀରରେ ଶୀତଦିନେ ପ୍ରବଳ ଥଣ୍ଡାରୁ ରକ୍ଷା ପାଇବାକୁ ଲୋକେ ବିଭିନ୍ନ ଉପାୟ ଆଣାଇଥାଆନ୍ତି। ଏଠାରେ ବହୁଳ ମାତ୍ରାରେ ପ୍ରଚଳିତ ହୋଇଥାଏ ହାତ ତିଆରି ମାଟିର ହିଟର। ଏହାକୁ ସେଠାକାର ଆଞ୍ଚଳିକ ଭାଷାରେ କାଙ୍ଗରି ବା ଇଂରାଜୀରେ ଫାୟାର ପଟ୍‌ ବୋଲି...

ବିବାହର ୩୩ ବର୍ଷ ପରେ ସ୍ତ୍ରୀ-ସ୍ବାମୀ ଜାଣିଲେ ଏହି କଥା, ତା’ପରେ ପାଦତଳୁ ଖସିଗଲା ମାଟି

ଆମେରିକା: ବିବାହ ଏକ ପବିତ୍ର ବନ୍ଧନ। କୁହାଯାଏ, ଏହା ସ୍ବର୍ଗରେ ସ୍ଥିର ହୋଇଥାଏ। କିନ୍ତୁ ବିବାହ ପରେ ଯଦି ଜଣାପଡ଼େ ସେ ଆପଣଙ୍କ ରକ୍ତ ସମ୍ପର୍କୀୟ। ସେତେବେଳେ ପାଦତଳୁ ମାଟି ଖସିଗଲା ପରି ଲାଗେ। ଠିକ୍‌ ଏମିତି ଏକ ଘଟଣା...

ଲକ୍‌ଜ୍ୟୁରିୟସ୍‌ ଭାସମାନ ମାନସନ୍‌

ଧନୀ ବ୍ୟକ୍ତିମାନେ ବିଳାସମୟ ୟଟ୍‌ରେ ଛୁଟି କାଟିବାକୁ ବହୁତ ଭଲ ପାଆନ୍ତି। ତେବେ ୟଟ୍‌ଟି ଯଦି ବିଳାସମୟ ଘର ଭଳି ହୋଇଥିବ ମଜା ଆହୁରି ବଢିଯିବ। ସେମିତି ଏକ ୟଟ୍‌ ହେଉଛି ଅର୍କୁପ୍‌। ୪,୩୦୦ ବର୍ଗ ଫୁଟ୍‌ର ଏହି ୟଟ୍‌ଟି...

ଭ୍ରୁଲତା ଥିବା କୁକୁର

ରୁଷିଆର ବ୍ରତ୍‌ସ୍କର ଗଳିରେ ଏକ ୧୦ ଦିନିଆ କୁକୁର ଛୁଆ ବୁଲୁଥାଏ। ଧଳାରଙ୍ଗର ଏହି କୁକୁର ଛୁଆଟିର ଥିଲା ଭ୍ରୁଲତା। ଓକ୍ସାନା ନାମ୍ନୀ ଜଣେ ମହିଳା କୁକୁର ଉଦ୍ଧାରକାରୀ ନିଜ ସହ ଏକ କୁକୁର ଆବାସସ୍ଥଳକୁ ନେଇଗଲେ। ସେଠି ତାକୁ...

ଚଢ଼େଇଙ୍କ ପାଇଁ ବହୁତଳ ପ୍ରାସାଦ

ମଣିଷ ନିଜ ପାଇଁ ନିର୍ମାଣ କରିଛି ଅନେକ ବହୁତଳ ପ୍ରାସାଦ। କାଟୁଛି ବିଳାସମୟ ଜୀବନ। କିଛି ପ୍ରାଣୀ ବି ନିଜ ପାଇଁ ଛୋଟିଆ ଆବାସଟିଏ ତିଆରି କରିଥାଏ। ତେବେ ଚଢେଇଙ୍କ ପାଇଁ ଏବେ ମଣିଷ ତିଆରି କରିଛି ଏକ ବହୁତଳ...

ପ୍ରେମ ପାଇଁ ରକ୍ତପାନ

ଜର୍ମାନୀର ୩୨ ବର୍ଷୀୟ ଅଲବର୍ଟୋ, ଗର୍ଲଫ୍ରେଣ୍ଡ ଇଲାରିଆଙ୍କୁ ଫେସ୍‌ବୁକ୍‌ରୁ ସେବେ ଜାଣିବାକୁ ପାଇଥିଲେ ଯେବେ ସେ ତାଙ୍କ ସର୍କସ ପାଇଁ ଜଣେ ସହଯୋଗୀ ଆବଶ୍ୟକ ବୋଲି ବିଜ୍ଞାପନ ଦେଇଥିଲେ। ସହଯୋଗୀରୁ ଇଲାରିଆ ଅଲବର୍ଟୋଙ୍କ ଗର୍ଲଫ୍ରେଣ୍ଡ ହୋଇଗଲେ। ଦୁହେଁ ମିଶି ବିଭିନ୍ନ...

ସୁନ୍ଦରୀ ଝିଅ! ନା ବାବା ନା

କିଏ ଭୂତକୁ ଡରେ ତ କିଏ ଅନ୍ଧାରକୁ ଡରେ। କିଏ ଗାଡ଼ି ଦୁର୍ଘଟଣାକୁ ଡରେ ତ କିଏ ପୁଣି ସରକାରଙ୍କୁ ଡରେ। ମାତ୍ର ସୁନ୍ଦରୀ ମହିଳାଟିଏ ଦେଖିଲେ ଡରରେ ପାଣି ପିଇଯିବା କଥା ଶୁଣିଲେ ନିଶ୍ଚିତ ଭାବରେ ଯିଏ କେହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri