ଫୁରସତ

ବନାଗ୍ନି ବଦଳାଇଦେଲା ହିମବାହ ରଙ୍ଗ

ଓ୍ବେଲିଂଟନ୍‌: ଦୁଇସପ୍ତାହ ହେଲା ଜଳୁଛି ଅଷ୍ଟ୍ରେଲିଆ ଜଙ୍ଗଲ। ବନାଗ୍ନିରେ ହଜାର ହଜାର ବନ୍ୟଜୀବନ ଧ୍ୱଂସ ପାଇଯାଇଥିବାବେଳେ ବହୁ ବିରଳ ଜୀବଜନ୍ତୁ ବାସହରା ହୋଇ ଜନବସତିମୁହଁା ହୋଇଛନ୍ତି। ବନାଗ୍ନିର ପ୍ରତିକୂଳ ପ୍ରଭାବ ପଡ଼ୋଶୀ ନ୍ୟୁଜିଲାଣ୍ଡର ଫ୍ରାଞ୍ଜ୍‌ ଜୋସେଫ୍‌ ଗ୍ଲେସିୟର (ହିମବାହ) ଉପରେ ପଡିଛି।…

ଭୂତ ଭୟରେ ୪୨ ବର୍ଷ ବନ୍ଦଥିଲା ବେଗୁନ୍‌କୋଦର ଷ୍ଟେଶନ

କୋଲକାତା: ଗୋଟିଏ ରେଲ୍‌ଓ୍ବେ ଷ୍ଟେଶନ ସାଧାରଣ ଜଣେ ମହିଳାଙ୍କ ପାଇଁ ଦୀର୍ଘ ୪୨ ବର୍ଷ ଧରି ବନ୍ଦ ରହିବା ଆଶ୍ଚର୍ଯ୍ୟଜନକ। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ସତ। ପଶ୍ଚିମବଙ୍ଗର ପୁରୁଲିୟା ଜିଲାରେ ରହିଛି ଏହି ଷ୍ଟେଶନ। ଯାହାର ନାମ ବେଗୁନ୍‌କୋଦର।…

ଲଟେରିରେ ୧ କୋଟି ଜିତି ସୁରକ୍ଷା ଲୋଡ଼ିଲେ ନାରାୟଣ

କୋଲକାତା,୩।୧: ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ ଏଭଳି ଏକ ଘଟଣା ଘଟିଛି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ବର୍ଦ୍ଧମାନ ଜିଲାରେ ରହୁଥିବା ଜଣେ ୭୦ ବର୍ଷୀୟ ବ୍ୟକ୍ତି ପୂର୍ବରୁ ଚର୍ଚ୍ଚିତ ନ ଥିଲେ, କିନ୍ତୁ ତାଙ୍କର କାର୍ଯ୍ୟକଳାପ ଏବେ ତାଙ୍କୁ…

ରହସ୍ୟମୟ କୁଣ୍ଡ: ତାଳି ମାରିଲେ ଉପରକୁ ଉଠିଥାଏ ପାଣି

ନୂଆଦିଲ୍ଲୀ: ବିଶ୍ୱରେ ଏମିତି କିଛି ରହସ୍ୟଜନକ ଘଟଣା ଘଟିଥାଏ, ଯାହା ଉପରୁ ଆଜି ବି ପରଦା ଉଠିପାରିନାହିଁ। ସେମିତି ଏକ ରହସ୍ୟମୟ କୁଣ୍ଡ ରହିଛି ଭାରତରେ। ଏହି କୁଣ୍ଡଟି ଝାଡ଼ଖଣ୍ଡର ବୋକାରୋ ଜିଲାରେ ରହିଛି। କୁହାଯାଏ, କୁଣ୍ଡ ନିକଟକୁ ଯାଇ ତାଳି…

ଆଇସ୍‌-ସ୍ନୋ ଫେଷ୍ଟିଭାଲ୍‌: ୧୪ ଦେଶର କଳାକାର ନିର୍ମାଣ କରିଛନ୍ତି ୨ ଶହ କଳାକୃର୍ତ୍ତି

ବେଜିଂ,୩।୧: ଚାଇନାରେ ଆଇସ୍‌-ସ୍ନୋ ଫେଷ୍ଟିଭାଲ୍‌ ଆରମ୍ଭ ହୋଇଛି। ସ୍ଥାନୀୟ ହେଲୋଙ୍ଗୟାଙ୍ଗ୍‌ ପ୍ରଦେଶର ହାର୍ବିନ୍‌ଠାରେ ଅନୁଷ୍ଠିତ ହେଉଥିବା ଏହି ଉତ୍ସବରେ ୧୪ ଦେଶର କଳାକାର ଯୋଗଦେଇ ୨ ଶହ ଆକର୍ଷଣୀୟ କଳାକୃର୍ତ୍ତି ନିର୍ମାଣ କରିଛନ୍ତି। ୬ ଲକ୍ଷ ବର୍ଗ ମିଟରରେ ଥିବା ଏହି…

ଅନ୍ତିମ ସଂସ୍କାର ପାଇଁ ଶ୍ୱଶୁରଙ୍କ ମୃତଦେହକୁ କାନ୍ଧରେ ବୋହି ନେଲେ ୪ ବୋହୂ

ପାଟନା,୩।୧: ବିହାରରେ ପରମ୍ପରାକୁ ଭାଙ୍ଗି ଶ୍ୱଶୁରଙ୍କ ମୃତଦେହକୁ ଅନ୍ତିମ ସଂସ୍କାର ପାଇଁ ୪ ବୋହୂ କାନ୍ଧରେ ବୋହି ନେଇଛନ୍ତି। ଏବେ ଏହାର ଫଟୋ ଓ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ନଓ୍ବାଦ୍‌ ଜିଲାର ଆକବରପୁରର ପାନ୍ତି ଗାଁରେ…

ଜମିରୁ କୃଷକ ପାଇଲେ ପ୍ରାଚୀନ ମୂର୍ତ୍ତି, ଦାମ୍‌ କୋଟିଏରୁ ଊର୍ଦ୍ଧ୍ୱ

ପାଟନା: ବିହାରର ଜଣେ କୃଷକ ଜମିରେ ଗାତ ଖୋଳୁଥିବା ସମୟରେ ଏକ ପ୍ରାଚୀନ ମୂର୍ତ୍ତି ପାଇଛନ୍ତି। ଯାହାର ଦାମ୍‌ କୋଟିଏରୁ ଊର୍ଦ୍ଧ୍ୱ ହେବ। ଏହି ମୂର୍ତ୍ତିକୁ ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼ ଲାଗିଛି। କୃଷକ ଜଣକ ପ୍ରତିଦିନ ଜମିରେ କାମ…

ସରନେମ୍‌ ବ୍ୟବହାର ପାଇଁ ବିବାହରେ କଏନ୍‌ ଟସ୍‌ କଲେ ଦମ୍ପତି…

ସାଧାରଣତଃ ବିବାହ ପରେ ସ୍ବାମୀଙ୍କ ସରନେମ୍‌ ସ୍ତ୍ରୀମାନେ ବ୍ୟବହାର କରିଥାନ୍ତି। ତେବେ ନିକଟରେ ଫ୍ଲୋରିଡ଼ାରେ ଏକ ରୋଚକ ଘଟଣା ଘଟିଛି। କନ୍ୟାବର ବିବାହ କରିବାକୁ ଚର୍ଚ୍ଚରେ ପହଞ୍ଚିଥିଲେ। ସେଠାରେ ବିବାହ ପରେ କିଏ କାହାର ସରନେମ୍‌ ବ୍ୟବହାର କରିବ ସେ ନେଇ…

ଶୀତରେ ବି ଯୁବତୀଙ୍କ ଶରୀରରୁ ବୋହିଥାଏ ପ୍ରବଳ ଝାଳ: ପ୍ରତି ଘଣ୍ଟାରେ ସେ ବଦଳାନ୍ତି ପୋଷାକ …

ପୃଥିବୀର କେତେକ ଲୋକଙ୍କଠାରେ ବିରଳ ସମସ୍ୟା ଦେଖିବାକୁ ମିଳିଥାଏ। ଏପରି ଜଣେ ଯୁବତୀ ଆମେରିକାର ଟେକ୍ସାସ୍‌ରେ ଅଛନ୍ତି। ତାଙ୍କ ଶରୀରରୁ ବର୍ଷସାରା ପ୍ରବଳ ଝାଳ ବାହାରିଥାଏ। ଶୀତଦିନରେ ବି ପ୍ରବଳ ଝାଳ ଯୋଗୁ ସେ ପ୍ରତି ଘଣ୍ଟାରେ ପୋଷାକ ବଦଳାଇଥାନ୍ତି। ଏହି…

ପ୍ରବଳ ଥଣ୍ଡା: ଏଠି ହାତୁଡ଼ିରେ ଫଟାଯାଉଛି ଅଣ୍ଡା; ଗାଡ଼ିରେ ବନ୍ଧାହେଉଛି ଲୁହା ଚେନ୍‌

ନୂଆଦିଲ୍ଲୀ,୨।୧: ସିଆଚେନ୍‌ରେ ପ୍ରବଳ ଥଣ୍ଡା ଅନୁଭୁତ ହୋଇଥାଏ। ଏଠାରେ ତାପମାତ୍ରା ମାଇନସ୍‌ ୪୦ ଡିଗ୍ରୀ ସେଲସିୟସ୍‌ରୁ ମଧ୍ୟ କମ୍‌ ରହିଥାଏ। ଏଠାରେ ପ୍ରାୟ ୩ରୁ ୪ ହଜାର ଭାରତୀୟ ଯବାନଙ୍କୁ ମୁତୟନ କରାଯାଇଛି। ଏଠାରେ ଟମାଟୋ ପ୍ରବଳ ଥଣ୍ଡାଯୋଗୁ ପଥର ଭଳି…

ଯେଉଁ ଦେଶର ମହିଳା ଖରା,ବର୍ଷାରେ ବାହାରନ୍ତିନି ବାହାରକୁ

ତାଇଓ୍ବାନ୍‌: ଛୋଟବେଳେ ଶୀଘ୍ରଶୀଘ୍ର ବଡ଼ ହୋଇଯିବାକୁ ସମସ୍ତଙ୍କର ଇଚ୍ଛା ହେଉଥିବା ବେଳେ ଯୁବାବସ୍ଥାରେ ପହଞ୍ଚିବା ପରେ ପ୍ରୌଢ଼ ଏବଂ ବାର୍ଦ୍ଧକ୍ୟକୁ କେହି ପସନ୍ଦ କରି ନ ଥା’ନ୍ତି। ଖାସ୍‌ ଏଥିପାଇଁ କିଏ କେତେ ଅର୍ଥ ବ୍ୟୟ କରି ଯୁବାବସ୍ଥାକୁ ବଜାୟ ରଖିବାକୁ…

ମାଟି ତଳୁ ମିଳିଲା ୧୨ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା

ଜେରୁଜେଲମ୍‌,୨।୧: ଇସ୍ରାଏଲର ୟଓ୍ବନ ସହରରୁ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା କରାଯାଉଥିବା ଏକ ଖନନ ସମୟରେ ୧୨ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା ମିଳିଛି। ଏକ ଛୋଟ ମାଟି ପାତ୍ରରେ ସ୍ବର୍ଣ୍ଣମୁଦ୍ରା ଗୁଡ଼ିକ ଭର୍ତ୍ତି ହୋଇ ରହିଥିବା ସ୍ଥାନୀୟ ଆଣ୍ଟିକ୍ୱିଜ୍‌ ଅଥରିଟି ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?