ଫୁରସତ

ଗଧ ପିଠିରେ ବସି ବାସ୍କେଟବଲ୍‌

ବାସ୍କେଟବଲ୍‌ ଖେଳକୁ ଅନେକେ ଭଲ ପାଆନ୍ତି। ସାଙ୍ଗସାଥୀଙ୍କ ସହ ଟିମ୍‌ ହୋଇ ଅନେକେ ଖେଳିଥିବେ ମଧ୍ୟ। ହେଲେ ଏଠାରେ ଯେଉଁ ବାସ୍କେଟ୍‌ ବଲ କଥା କୁହାଯାଉଛି ତାହା ସମ୍ପୂର୍ଣ୍ଣ ଭିନ୍ନ। ଏଥିରେ ବାସ୍କେଟ ବଲ୍‌ ଖେଳାଯାଏ ଗଧ ପିଠିରେ ବସି। ୧୯୩୦…

ଏହି ଏଫ୧ କାର୍‌କୁ ଖାଇଛନ୍ତି କି

ଏଫ୍‌୧ କାର୍‌ ରେସ୍‌ ଦେଖିବାକୁ ପ୍ରାୟ ସମସ୍ତେ ଭଲ ପାଆନ୍ତି। ଏହାକୁ ଦେଖିବାବେଳେ ମନରେ ଜୋଶ୍‌ ଭରିଯାଏ। ହେଲେ ଏହା ଏକ ବିପଜ୍ଜନକ ଖେଳ। ଏହାର କାର୍‌ଗୁଡ଼ିକ ସାଧାରଣ କାର୍‌ଠାରୁ ଭିନ୍ନ ହୋଇଥାଏ; ଯାହାକି ସମସ୍ତଙ୍କୁ ଆକର୍ଷିତ କରେ। ତେବେ ଏଠି…

ନିଜ ପେଟରେ ନିଜ ଯମଜ: ପୁରୁଷ ପେଟ ଭିତରେ ମଣିଷ ଛୁଆ

ମହାରାଷ୍ଟ୍ର, ନାଗପୁରର ସଞ୍ଜୁ ଭଗତଙ୍କ ଜୀବନ କାହାଣୀ ବେଶ୍‌ ଅଜବ। ୧୯୬୩ରେ ତାଙ୍କର ଜନ୍ମ। ପ୍ରଥମେ ତ ସେ ଅନ୍ୟ ପିଲାଙ୍କ ପରି ସାଧାରଣ ପିଲାଟିଏ ଥିଲେ। ହେଲେ ଟିକେ ବଡ଼ ହେବାପରେ ତାଙ୍କ ପେଟ ଅନ୍ୟ ପିଲାଙ୍କଠାରୁ କିଛିଟା ବଡ଼…

ସାହିତି୍ୟକ ତଥା ଶିକ୍ଷାବିତ୍‌ ଶ୍ରୀବିଷ୍ଣୁପ୍ରସାଦ ଦଳେଇ ନିଜ ପ୍ରଥମ ରୋଜଗାର ସମ୍ପର୍କରେ କ’ଣ କୁହନ୍ତି ଜାଣନ୍ତୁ

ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଡକ୍ଟର ମାୟାଧର ମାନସିଂହଙ୍କ ଭିଟାମାଟି କୁହାଯାଉଥିବା ନନ୍ଦଳା ଗ୍ରାମରେ ମୋ ଜନ୍ମ। ଯୌଥ ପରିବାରରେ ବଢିଛି; ତେଣୁ ସବୁ ପରିସ୍ଥିତିରେ କେମିତି ଆଡ୍‌ଜଷ୍ଟ କରି ଚଳିବାକୁ ହୁଏ ତାହା ମୁଁ ପିଲାଟି ଦିନରୁ ଶିଖିଛି।…

୬ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ଗୋଲ୍ଡ ମେଡାଲ ହାସଲ କରିଥିବା ଭାଲେନା ଭାଲେଣ୍ଟିନା କହିଲେ ବିବାହ ସିକ୍ରେଟ୍‌

ସମସ୍ତେ ତାଙ୍କୁ ଜାଣନ୍ତି ‘କରାଟେ କୁଇନ୍‌’ ଭାବେ। ୨୦୧୦ ଏସିଆନ୍‌ ଗେମ୍ସରେ ବ୍ରୋଞ୍ଜ ମେଡାଲ ମ୍ୟାଚ୍‌ ପର୍ଯ୍ୟନ୍ତ ପହଞ୍ଚତ୍ପାରିଥିବା, ୨୬ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ଗୋଲ୍ଡ ମେଡାଲ ହାସଲ କରିଥିବା ଏହି କରାଟେକା ହେଉଛନ୍ତି ଭାଲେନା ଭାଲେଣ୍ଟିନା। ଏଥର ଜାଣିବା ଏହି ଗ୍ଲାମର୍ସ…

ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ ପରିସଂଖ୍ୟାନ ଦିବସ

୨୦ ଅକ୍ଟୋବରରେ ସାରା ବିଶ୍ୱରେ ପରିସଂଖ୍ୟାନ ଦିବସ ପାଳନ କରାଯାଏ। ମାତ୍ର ଭାରତରେ ଜାତୀୟ ପରିସଂଖ୍ୟାନ ଦିବସ ୨୯ ଜୁନ୍‌ରେ ପାଳନ କରାଯାଏ। ମିଳିତ ଜାତିସଂଘର ପରିସଂଖ୍ୟାନ ଆୟୋଗଙ୍କ ମାର୍ଗଦର୍ଶନରେ ବିଶ୍ୱ ପରିସଂଖ୍ୟାନ ଦିବସ ବିଶ୍ୱର ସାମାଜିକ ତଥା ଅର୍ଥନୈତିକ ବିକାଶ…

ମୁଁ ଆପଣଙ୍କୁ ଭୋଟ ଦେଇଛି, ଏବେ ମୋ’ ପାଇଁ କନ୍ୟାଟିଏ ଖୋଜି ଦିଅନ୍ତୁ; ବିଧାୟକଙ୍କୁ ପେଟ୍ରୋଲ ପମ୍ପ କର୍ମଚାରୀ କଲେ ଅପିଲ୍‌…

ଲକ୍ଷ୍ନୌ,୧୮।୧୦: ମୁଁ ଆପଣଙ୍କୁ ଭୋଟ ଦେଇଛି, ଏବେ ମୋ ପାଇଁ ବଧୂଟିଏ ଖୋଜି ଦିଅନ୍ତୁ। ଏହା ହେଉଛି ଜଣେ ବିଧାୟକଙ୍କୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଅପିଲ। ନିର୍ବାଚନରେ ବିଧାୟକଙ୍କୁ ସମର୍ଥନ କରିଥିବା ଯୋଗୁ ଏବେ ସେ ମଧ୍ୟ ତାଙ୍କୁ ବ୍ୟକ୍ତିଗତ ଜୀବନରେ…

ଦୃଷ୍ଟିହୀନ ଲୋକଙ୍କ ସାହାରା-ଧଳା ବାଡ଼ି

ପ୍ରତିବର୍ଷ ଅକ୍ଟୋବର ୧୫ରେ ସାରା ବିଶ୍ୱରେ ହ୍ବାଇଟ କେନ ଡେ’ ବା ବିଶ୍ୱ ଧଳା ବାଡ଼ି ଦିବସ ପାଳନ କରାଯାଏ। ଦୃଷ୍ଟିହୀନ ଓ କମ୍‌ ଦୃଷ୍ଟିସମ୍ପନ୍ନ ଲୋକମାନେ ସମ୍ମୁଖୀନ ହେଉଥିବା ଆହ୍ବାନକୁ ସାମ୍ନାକୁ ଆଣିବା ହେଉଛି ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ।…

ଏମିତି ଇସ୍ତଫା ପତ୍ର ଲେଖିଲେ କର୍ମଚାରୀ, ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୫।୧୦: ସୋସିଆଲ ମିଡିଆରେ ଅନେକ ସମୟରେ ଅଜବ ଉପାୟରେ ଲେଖାଯାଇଥିବା ଚାକିରି ଅଫର କିମ୍ବା ଇସ୍ତଫା ପତ୍ର ଭାଇରାଲ ହୁଏ। କେତେକରେ, କର୍ମଚାରୀମାନେ ସେମାନଙ୍କର ଯନ୍ତ୍ରଣା ଲେଖନ୍ତି ଏବଂ ଏପରି କିଛି ଲେଟର ଅଛି ଯାହାକୁ ପଢିଲେ ହସକୁ ଅଟକାଇ ହୁଏ…

ଝଙ୍କଡ଼ ଶାରଳା ପୀଠ

ରାଜ୍ୟର ପ୍ରମୁଖ ଦେବୀ ପୀଠ ମଧ୍ୟରେ ମା’ ଶାରଳାଙ୍କ ମନ୍ଦିର ଅନ୍ୟତମ। ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଝଙ୍କଡ଼ କନକପୁରଠାରେ ଏହି ପୀଠ ଅବସ୍ଥିତ। ବଡ଼ସାରୋଳ ଗ୍ରାମସ୍ଥିତ ବର୍ତ୍ତମାନର ଲଣ୍ଡା ଦେଉଳ କୁହାଯାଉଥିବା ସ୍ଥାନ ଅତୀତରେ (କଳାପାହାଡ଼ ଆକ୍ରମଣ କରିବା…

ପର୍ଯ୍ୟଟକଙ୍କୁ ଟାଣି ଆଣେ କଣ୍ଟିଲୋ ନୀଳମାଧବ

ପର୍ଯ୍ୟଟକଙ୍କୁ ଟାଣି ଆଣିବା ପାଇଁ ନୟାଗଡ଼ ଜିଲାର କଣ୍ଟିଲୋରେ ରହିଛି ମନଲୋଭା ପର୍ଯ୍ୟଟନ ସ୍ଥଳ। ମହାନଦୀର ଦକ୍ଷିଣ ପାର୍ଶ୍ୱରେ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ ନୀଳମାଧବ ଜୀଉଙ୍କ ମନ୍ଦିର ବ୍ରହ୍ମାଦ୍ରି ଓ ପଦ୍ମାଦ୍ରି ପାହାଡ ଉପରେ ଅବସ୍ଥିତ। ପାହାଡ ତଟଦେଶ…

କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ

ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍‌ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି ହେଉଛି ଜନ୍ମଜୟନ୍ତୀ । ସେ ଓଡ଼ିଆ ଗୀତ ଓ ସଙ୍ଗୀତର ଏକ ଜୀବନ୍ତ ଇତିହାସ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?