କାଦୁଅରେ ପ୍ରି ଓ୍ବେଡିଂ ଫଟୋ ଶୁଟ୍ କରି ଚର୍ଚ୍ଚାରେ ଦମ୍ପତି
ବିବାହକୁ ସ୍ମରଣୀୟ କରି ରଖିବାକୁ ସମସ୍ତେ ଚାହିଁ ଥାଆନ୍ତି। ଏବେ କିନ୍ତୁ ବିବାହ ପୂର୍ବର ମୂହୁର୍ତ୍ତକୁ ମନେ ରଖିବା ପାଇଁ ଯୁବପିଢୀ ବେଶୀ ଗୁରୁତ୍ୱ ଦେଉଛନ୍ତି। ଯାହାକୁ ପ୍ରି ଓ୍ବେଡିଂ ଫଟୋ ଶୁଟ୍ କୁହାଯାଏ। ନିକଟରେ କେରଳର ଜଣେ ଦମ୍ପତି...
ଏହି ଦେଶରୁ ସମ୍ପୂର୍ଣ୍ଣ ବିଜୁଳି କାଟିପାରିବ ଚାଇନା, ଜାଣନ୍ତୁ କାରଣ
ପ୍ରତ୍ୟେକ ଦେଶ ନିକଟରେ ନିଜ ଦେଶର ବିଜୁଳି କାଟିବାର ଅଧିକାର ଅଛି, ମାତ୍ର କେବେ ଶୁଣିଛନ୍ତି କି, ଗୋଟିଏ ଦେଶ ଅନ୍ୟ ଏକ ଦେଶର ବିଜୁଳି କାଟିପାରିବ ବୋଲି। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ସତ। ଫିଲିପାଇନ୍ସର ସିନେଟ୍ ବା ସଂସଦରେ...
ତରକାରୀକୁ ନେଇ ସ୍ତ୍ରୀ-ସ୍ବାମୀ ୧୭ ବର୍ଷ ହେଲା ରହୁଥିଲେ ଅଲଗା,ବିଚାରପତି ଏମିତି କରାଇଲେ ମିଳନ
ଭୋପାଳ,୨୮।୧୧: ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ କଥାକୁ ନେଇ ଝଗଡା ଲାଗି ରହିଥାଏ। ସାମାନ୍ୟ ତରକାରୀକୁ ନେଇ ଲାଗିଥିବା ଝଗଡା ଯୋଗୁ ଦୀର୍ଘ ୧୭ ବର୍ଷ ଧରି ଅଲଗା ରହିବା କେବେ ଶୁଣିଛନ୍ତି କି, କିନ୍ତୁ ମଧ୍ୟ ପ୍ରଦେଶରେ ଏଭଳି...
ପୁଅକୁ କୃଷକ କରିବାକୁ ମା’ ଛାଡିଲେ ୯୦ ହଜାର ଟଙ୍କାର ସରକାରୀ ଚାକିରି
ଆଜମେର,୨୮।୧୧: ରାଜସ୍ଥାନର ଆଜମେରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ସାଧାରଣତଃ ଆଜିକାଲି ସହର ହେଉ କି ଗାଁ ସବୁଠି ଚାକିରିକୁ ବେଶୀ ଗୁରୁତ୍ୱ ଦିଆଯାଉଛି। ଜଣେ କୃଷକ ମଧ୍ୟ ନିଜ ପୁଅ ପାଠ ପଢି ଚାକିରି କରୁ ବୋଲି...
ଉଚ୍ଚ ରକ୍ତଚାପ ଏବଂ ହାର୍ଟଆଟାକ୍ରୁ ଦୂରେଇ ରହିବା ପାଇଁ ଘରେ ପାଳନ୍ତୁ ଏହି ପ୍ରାଣୀ …
ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଉଚ୍ଚ ରକ୍ତଚାପ ଏବଂ ହାର୍ଟଆଟାକ୍ ସମସ୍ୟା ଦେଖାଦେଇଥାଏ। ଏଥିରୁ ଦୂରେଇ ରହିବା ପାଇଁ ବିଭିନ୍ନ ଔଷଧ ଗ୍ରହଣ କରାଯାଇଥାଏ। ସେହିପରି ଖାଦ୍ୟପଦାର୍ଥ ଗ୍ରହଣରେ ମଧ୍ୟ ସତର୍କତା ଅବଲମ୍ବନ କରାଯାଇଥାଏ।...
ଏହି କୋର୍ସରେ ଫେଲ୍ ହେଲେ ସାରା ଜୀବନ ରହିବେ ଅବିବାହିତ
ଜାକର୍ତ୍ତା,୨୮।୧୧: ବିବାହକୁ ନେଇ ଇଣ୍ଡୋନେସିଆ ସରକାର ଏକ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି। ବିବାହ ପରେ ଯେମିତି ଦାମ୍ପତ୍ୟ ଜୀବନରେ କୌଣସି ବିଭ୍ରାଟ ନ ଘଟେ ସେଥିପାଇଁ ଏଠାକାର ସରକାର ଏକ ପ୍ରି-ଓ୍ବେଡିଂ କୋର୍ସ ଆରମ୍ଭ କରିଛନ୍ତି। ବିବାହ କରିବାକୁ...
ଫ୍ଲୋରାଇଡ୍ ଯୋଗୁ ବଢ଼ିପାରୁନି ଏହି ଗାଁଲୋକଙ୍କ ଆୟୁଷ
ଏଭଳି ଏକ ଗାଁ ଅଛି, ଯେଉଁଠାରେ ଲୋକ ଦୀର୍ଘାୟୁ ହୋଇ ନ ଥାନ୍ତି। ତାଙ୍କର ଜୀବନକାଳ ବହୁତ୍ କମ୍। ସେଠାରେ ପରିସ୍ଥିତି ଏଭଳି ହୋଇଛି ଯେ, ଶେଷରେ ସରକାର ଏଠାକାର ଲୋକଙ୍କୁ ଗାଁ ଛାଡିବାକୁ ପରାମର୍ଶ ଦେଇଛନ୍ତି। ଏହି ଦୃଶ୍ୟ...
‘ହକ୍ ଆଇ’ ଆପ୍ ଦ୍ୱାରା ଚୋରି ମୋବାଇଲ୍ ଉଦ୍ଧାର
ହାଇଦ୍ରାବାଦ୍: ଏକ ମୋବାଇଲ୍ ଆପ୍ ଜରିଆରେ ହାଇଦ୍ରାବାଦ ପୋଲିସ ୬୭ଟି ଚୋରି ମୋବାଇଲ୍ ଉଦ୍ଧାର କରିବାରେ ସକ୍ଷମ ହୋଇଥିବା ଜଣାପଡ଼ିଛି। ଜନସାଧାରଣଙ୍କ ସହ ଯୋଡ଼ିହେବା ପାଇଁ ହାଇଦ୍ରାବାଦ ପୋଲିସ ପକ୍ଷରୁ ୨୦୧୫ରେ ‘ହକ୍ ଆଇ’ ନାମକ ଏହି ମୋବାଇଲ୍ ଆପ୍...
୮ ହଜାର କୋଟିର ଅଳଙ୍କାର ଲୁଟ୍
ବର୍ଲିନ: ଜର୍ମାନୀର ରାଜକୀୟ ସଂଗ୍ରହାଳୟ ଗ୍ରୀନ୍ ବୋଲ୍ଟରେ ବଡ଼ ଧରଣର ଚୋରି ହୋଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଏପରି ବଡ଼ ଧରଣର ଚୋରି ହୋଇ ନ ଥିବା କୁହାଯାଉଛି। ସଂଗ୍ରହାଳୟରୁ ଚୋରମାନେ ୮ ହଜାର କୋଟିର ଅଳଙ୍କାର ଏବଂ ବହୁମୂଲ୍ୟ...
ବିଶ୍ୱ ଦେଖିବ ପରାକ୍ରମ: ନୌସେନାର ପ୍ରଥମ ମହିଳା ପାଇଲଟ ଶିବାଙ୍ଗୀ
ମୁଜାଫରପୁର: ଆକାଶ ପରେ ସମୁଦ୍ରର ଅଥଳ ଜଳରାଶିରେ ପରାକାଷ୍ଠା ଦେଖାଇବେ ଭାରତୀୟ ମହିଳା। ବାୟୁସେନା ପରେ ଏବେ ନୌସେନାକୁ ମିଳିବାକୁ ଯାଉଛି ଦେଶର ପ୍ରଥମ ମହିଳା ପାଇଲଟ । ବିହାରର ଶିବାଙ୍ଗୀ ସ୍ବରୂପଙ୍କୁ ଜୁଟିଛି ଏହି ସୌଭାଗ୍ୟ। ସେ ଏବେ...
ନିଆରା ପ୍ରତିଯୋଗିତା: ବିବାହ ପୋଷାକରେ ଦୌଡ଼ିଲେ ୩୦୦ ପ୍ରତିଯୋଗୀ, ଜାଣନ୍ତୁ କେତେ ଥିଲା ଓ୍ବେଡିଙ୍ଗ୍ ପ୍ୟାକେଜ୍
ଆଜିକାଲି ସମୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଉଛି। ସେଥିମଧ୍ୟରୁ କେତେକ ପ୍ରତିଯୋଗିତା ସ୍ମରଣୀୟ ରଖିବାକୁ ନିଆରା ଢଙ୍ଗରେ ଆୟୋଜନ କରାଯାଇଥାଏ। ଏହିପରି ଏକ ଅଜବ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍ଠାରେ। ଯେଉଁଥିରେ ଏକା ସାଙ୍ଗରେ ୩୦୦ ପ୍ରତିଯୋଗୀ...
ଦୁଇଟି କୁକୁରଙ୍କ ଯତ୍ନ ନେଲେ ମାସକୁ ମିଳିବ ଏତିକି ଲକ୍ଷ…
ଲଣ୍ଡନର ନାଇଟ୍ସବ୍ରିଜ୍ରେ ଜଣେ ଦମ୍ପତି ଏକ ବିଜ୍ଞାପନ ଦେଇଛନ୍ତି, ଯାହାକୁ ଦେଖି ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। ଉକ୍ତ ଦମ୍ପତି ନିଜର ଦୁଇଟି କୁକୁରର ଯତ୍ନ ନେବା ପାଇଁ କେୟାର୍ ଟେକର ଆବଶ୍ୟକ ବୋଲି ଏକ ବିଜ୍ଞାପନ ଦେଇଛନ୍ତି। ଯୋଗ୍ୟ...
Archives


