ବିଶ୍ୱ ଦେଖିବ ପରାକ୍ରମ: ନୌସେନାର ପ୍ରଥମ ମହିଳା ପାଇଲଟ ଶିବାଙ୍ଗୀ
ମୁଜାଫରପୁର: ଆକାଶ ପରେ ସମୁଦ୍ରର ଅଥଳ ଜଳରାଶିରେ ପରାକାଷ୍ଠା ଦେଖାଇବେ ଭାରତୀୟ ମହିଳା। ବାୟୁସେନା ପରେ ଏବେ ନୌସେନାକୁ ମିଳିବାକୁ ଯାଉଛି ଦେଶର ପ୍ରଥମ ମହିଳା ପାଇଲଟ । ବିହାରର ଶିବାଙ୍ଗୀ ସ୍ବରୂପଙ୍କୁ ଜୁଟିଛି ଏହି ସୌଭାଗ୍ୟ। ସେ ଏବେ...
ନିଆରା ପ୍ରତିଯୋଗିତା: ବିବାହ ପୋଷାକରେ ଦୌଡ଼ିଲେ ୩୦୦ ପ୍ରତିଯୋଗୀ, ଜାଣନ୍ତୁ କେତେ ଥିଲା ଓ୍ବେଡିଙ୍ଗ୍ ପ୍ୟାକେଜ୍
ଆଜିକାଲି ସମୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଉଛି। ସେଥିମଧ୍ୟରୁ କେତେକ ପ୍ରତିଯୋଗିତା ସ୍ମରଣୀୟ ରଖିବାକୁ ନିଆରା ଢଙ୍ଗରେ ଆୟୋଜନ କରାଯାଇଥାଏ। ଏହିପରି ଏକ ଅଜବ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍ଠାରେ। ଯେଉଁଥିରେ ଏକା ସାଙ୍ଗରେ ୩୦୦ ପ୍ରତିଯୋଗୀ...
ଦୁଇଟି କୁକୁରଙ୍କ ଯତ୍ନ ନେଲେ ମାସକୁ ମିଳିବ ଏତିକି ଲକ୍ଷ…
ଲଣ୍ଡନର ନାଇଟ୍ସବ୍ରିଜ୍ରେ ଜଣେ ଦମ୍ପତି ଏକ ବିଜ୍ଞାପନ ଦେଇଛନ୍ତି, ଯାହାକୁ ଦେଖି ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। ଉକ୍ତ ଦମ୍ପତି ନିଜର ଦୁଇଟି କୁକୁରର ଯତ୍ନ ନେବା ପାଇଁ କେୟାର୍ ଟେକର ଆବଶ୍ୟକ ବୋଲି ଏକ ବିଜ୍ଞାପନ ଦେଇଛନ୍ତି। ଯୋଗ୍ୟ...
ସାବଧାନ! ଏମିତି ମାଛ, ଯାହାକୁ ଖାଇଲେ ଚାଲିଯିବ ଜୀବନ
ସାଧାରଣତଃ ମାଛ ଖାଇବାକୁ ଅଧିକାଂଶ ଲୋକ ପସନ୍ଦ କରିଥାନ୍ତି। ମାତ୍ର ବିଶ୍ୱରେ ଏମିତି ଏକ ମାଛ ଅଛି, ଯାହାକୁ ଖାଇଲେ ଜୀବନ ଚାଲିଯିବ। ତେଣୁ ଏଥିପ୍ରତି ସାବଧାନ ରହିବା ଜରୁରୀ। ଏପରି ବିଷାକ୍ତ ମାଛର ନାଁ ହେଉଛି ପଫର। ଏଥିରେ...
ଏହି ରେଷ୍ଟୁରାଣ୍ଟରେ ୮ ଜଣ ଡିନର କରି ଭରିଲେ ୪୪ ଲକ୍ଷ ଟଙ୍କାର ବିଲ୍
ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ରେଷ୍ଟୁରାଣ୍ଟ ଚର୍ଚ୍ଚାରେ ରହୁଛି। କେଉଁଠି ଚା’ କପ୍ର ଦାମ୍ ଆକାଶଛୁଆଁ ତ ଆଉ କେଉଁଠି ଦୁଇଟି କଦଳୀର ଦାମ୍ ୧ ହଜାର ଟଙ୍କା। କିନ୍ତୁ ଆଜି ଏମିତି ଏକ ରେଷ୍ଟୁରାଣ୍ଟର ମିଲ୍ର ଦାମ୍ ବିଷୟରେ...
ଏମ୍ବିଏ ଛାତ୍ରୀଙ୍କ ଟ୍ରାଫିକ୍ ମ୍ୟାନେଜ୍ମେଣ୍ଟ
ଇନ୍ଦୋର: ମଧ୍ୟ ପ୍ରଦେଶରେ ଜଣେ ଏମ୍ବିଏ ଛାତ୍ରୀଙ୍କ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଛାତ୍ରୀ ଜଣକ ଟ୍ରାଫିକ୍ ପୋଷ୍ଟରେ ଲୋକଙ୍କୁ ଭିନ୍ନ ଢଙ୍ଗରେ ଟ୍ରାଫିକ୍ ନିୟମ ବୁଝାଉଥିବା ଦେଖିବାକୁ ମିଳିଛି। ଶୁଭି ଜୈନ ନାମକ ଏହି ଛାତ୍ରୀ...
ଜଣେ ପୂର୍ବତନ ବିଧାୟକଙ୍କ ଜୀବନ ଗାଥା
କାନପୁର: ମନ୍ଦିର-ମସ୍ଜିଦକୁ ନେଇ ଆମ ଦେଶରେ ଅନେକ ବିବାଦ ଦେଖାଦିଏ। କିନ୍ତୁ ଈଶ୍ୱର ମନ୍ଦିର କି ମସ୍ଜିଦରେ ନାହାନ୍ତି , କର୍ମ ଓ ସଂସ୍କାରରେ ଅଛନ୍ତି ବୋଲି ବିଶ୍ୱାସ କରୁଥିବା ଲୋକଙ୍କ ସଂଖ୍ୟା ମଧ୍ୟ ଆମ ଦେଶରେ କମ୍ ନାହିଁ।...
ପୁଅର ମୁକ୍ତି ପାଇଁ କାନ୍ଦୁଥିଲେ ମା’, କୋଳେଇ ନେଲେ ପୋଲିସ କନ୍ଷ୍ଟେବଳ
ଜଳନ୍ଧର, ୨୬।୧୧: ପଞ୍ଜାବରେ ଜଣେ ପୋଲିସ କନ୍ଷ୍ଟେବଳଙ୍କ ନିଆରା କାର୍ଯ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜଣେ ମହିଳାଙ୍କ ପୁଅ ମାଲେସିଆ ଜେଲରେ ବନ୍ଦୀ ଥିବାବେଳେ ତାଙ୍କୁ ଫେରାଇ ଆଣିବାକୁ କହି ଭୋ ଭୋ ହୋଇ କାନ୍ଦୁଥିଲେ। ଏହି ସମୟରେ...
ପିଲାଙ୍କୁ ସ୍ମାର୍ଟଫୋନ୍ଠାରୁ ଦୂରେଇବାକୁ ଏହି ସହର ଆପଣାଇଲା ନିଆରା ଉପାୟ
ସ୍ମାର୍ଟଫୋନ ଜୀବନକୁ ସହଜ ଏବଂ ସରଳ କରିଦେଇଛି। କିନ୍ତୁ ଏହି ଆଧୁନିକ ଟେକ୍ନୋଲୋଜି ପିଲାଙ୍କ ପାଇଁ ବହୁତ କ୍ଷତିକାରକ। ଏହାର ପ୍ରଭାବ ସେମାନଙ୍କ ମାନସିକ ଓ ଶାରୀରିକ ବିକାଶ ଉପରେ ପଡେ ବୋଲି ବିଭିନ୍ନ ଗବେଷଣାରୁ ଜଣାପଡିଛି। ଆଜିକାଲି ଅଭିଭାବକମାନେ...
୧୨ ବର୍ଷ ବୟସରେ ଡାଟା ବୈଜ୍ଞାନିକ ହେଲେ ୭ମ ଶ୍ରେଣୀର ଛାତ୍ର
ହାଇଦ୍ରାବାଦ,୨୬।୧୧:ହାଇଦ୍ରାବାଦର ୧୨ ବର୍ଷୀୟ ସିଦ୍ଧାର୍ଥ ଶ୍ରୀବାସ୍ତବ ପିଲ୍ଲାଇ ଏକ ନିଆରା କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଏତେ କମ୍ ବୟସରୁ ସେ ଡାଟା ବୈଜ୍ଞାନିକ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏକ ସଫ୍ଟଓ୍ବେୟର କମ୍ପାନୀ ତାଙ୍କୁ ଡାଟା ବୈଜ୍ଞାନିକ ଭାବେ ଚାକିରି...
ମା’ ହେଲେ ରାଲି
ଢେଙ୍କାନାଳ: ଓଲିଉଡ ଅଭିନେତ୍ରୀ ରାଲି ନନ୍ଦ ସୋମବାର ମା’ ହୋଇଛନ୍ତି। ତାଙ୍କ କୋଳମଣ୍ଡନ କରିଛି ଏକ କନ୍ୟାସନ୍ତାନ। ଏହାପରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ‘କଳିଙ୍ଗପୁତ୍ର’ ସିନେମାରୁ ଚଳଚ୍ଚିତ୍ର ଜଗତରେ ପାଦ ଦେଇଥିବା ରାଲି ୨୦୧୪ ଜୁଲାଇ ୨ରେ...
୧୫ ସ୍ତ୍ରୀଙ୍କ ପାଇଁ ଶହେ କୋଟିର କାର୍ କିଣିଲେ ଗରିବ ଦେଶର ରାଜା
ବିଶ୍ୱର ଗରିବ ଦେଶ ଭାବେ ବେଶ୍ ଜଣାଶୁଣା ଆଫ୍ରିକାର ସ୍ବାଜିଲାଣ୍ଡ ବା ଏବେକାର ଇସ୍ବାତିନି। ଏଠାରେ ୬୦ ପ୍ରତିଶତ ଲୋକ ଗରିବ ସୀମାରେଖା ତଳେ ରୁହନ୍ତି ବୋଲି କୁହାଯାଏ। ହେଲେ ଏଠାକାର ରାଜା ମସ୍ବତି-୩ ଖୁବ୍ ବିଳାସ ବ୍ୟସନରେ ଦିନ...
Archives


