ଫୁରସତ

ଦିନେ ରାହୁଲ ଗାନ୍ଧୀଙ୍କ ସହ ଆଫେୟାରକୁ ନେଇ ଥିଲେ ଚର୍ଚ୍ଚାରେ, ଏବେ ଏହି ବ୍ୟକ୍ତିଙ୍କୁ କଲେ ବିବାହ

ଲକ୍ଷ୍ନୌ,୨୪।୧୧: ଉତ୍ତରପ୍ରଦେଶ ରାୟବରେଲିର କଂଗ୍ରେସ ବିଧାୟିକା ଅଦିତି ସିଂ ଖୁବ ଶ୍ରୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ନଭେମ୍ବର ୨୧ରେ ଦିଲ୍ଲୀରେ ତାଙ୍କ ବିବାହ ଅନୁଷ୍ଠିତ ହେବ। ଅଦିତି ପଞ୍ଜାବର କଂଗ୍ରେସ ବିଧାୟକ ଅଙ୍ଗଦ ସାଇନିଙ୍କୁ ବିବାହ କରିଛନ୍ତି। ୨୦୧୭...

୪୧ ବର୍ଷ ପରେ ମା’ଙ୍କୁ ଭେଟିଲେ ପୁଅ

ଚେନ୍ନାଇ,୨୪।୧୧: ତାମିଲନାଡୁରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ଦୀର୍ଘ ୪୧ ବର୍ଷ ପରେ ମା’ଙ୍କୁ ଭେଟିଛନ୍ତି ପୁଅ। ଏହି ମିଳନ ପରେ ଉଭୟ ମା’ ଏବଂ ପୁଅ ଭାବବିହ୍ବଳ ହୋଇପଡିଥିଲେ। ତାମିଲନାଡୁରେ ରହୁଥିବା ଧନଲକ୍ଷ୍ମୀ ୧୯୭୬ରେ ଅଭାବ ଅନାଟନ...

ଯୁବକଙ୍କ ହାତ ଓ ପାଦର ଆଙ୍ଗୁଳି ସଂଖ୍ୟା ୨୮…

ସାଧାରଣତଃ ମଣିଷଙ୍କ ଦୁଇ ହାତ ଏବଂ ପାଦରେ ୧୦ ଲେଖାଏଁ ଆଙ୍ଗୁଳି ରହିଥାଏ। ତେବେ ଗୁଜରାଟରେ ବାସ କରୁଥିବା ଦେବେନ୍ଦ୍ର ସୁଥରଙ୍କ ପ୍ରତି ହାତ ଏବଂ ପାଦରେ ୭ ଲେଖାଏଁ ଆଙ୍ଗୁଳି ରହିଛି। ତାଙ୍କର ଆଙ୍ଗୁଳି ସଂଖ୍ୟା ୨୮। ସେହିପରି...

କନ୍ୟା ସନ୍ତାନ ଜନ୍ମ ହେଲେ ପିତାଙ୍କ ଆୟୁଷ ବଢ଼ିଯାଏ ୭୪ ସପ୍ତାହ…

କନ୍ୟା ସନ୍ତାନ ଜନ୍ମ ହେଲେ ପିତାଙ୍କ ଆୟୁଷ ୭୪ ସପ୍ତାହ ବଢ଼ିଯାଇଥାଏ। ଏନେଇ ପୋଲାଣ୍ଡର ଜେଗିଲୋନିୟନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ମୋଟ ୪୩୧୦ ଲୋକଙ୍କ ଉପରେ ହୋଇଥିବା ଅଧ୍ୟୟନରୁ ଏହା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ...

ଦକ୍ଷିଣ ଏସିଆ ପ୍ରସିଦ୍ଧ ପଦ୍ମସମ୍ଭବ ବୌଦ୍ଧ ମହାବିହାର

ବୌଦ୍ଧଧର୍ମର ପ୍ରତିଷ୍ଠାତା ଗୌତମ ବୁଦ୍ଧ ନିଜ ଜୀବନକାଳ ମଧ୍ୟରେ କେବେ ଓଡ଼ିଶାକୁ ଆସି ନ ଥିଲେ ମଧ୍ୟ ଏଠାରେ ୨୦୦ରୁ ଉର୍ଦ୍ଧ୍ୱ ବୌଦ୍ଧ କୀର୍ତ୍ତି ଦେଖିବାକୁ ମିଳେ। ବୁଦ୍ଧଙ୍କ ଦେହାନ୍ତ ପରେ ତାଙ୍କ ଅନୁଗାମୀମାନେ ୨ ଭାଗ ‘ହୀନଯାନ’ ଓ...

ସିଙ୍ଗଲ୍‌ ୟୁଜଡ୍‌ ପ୍ଲାଷ୍ଟିକ୍‌ ଧ୍ୱଂସସ୍ତୂପରେ ପୃଥିବୀ

ଶିଳ୍ପାୟନ ସହିତ ଜିନିଷ ପତ୍ର ନେବା ଆଣିବାରେ ସୁବିଧା ପାଇଁ ଲୋକେ ସିଙ୍ଗଲ୍‌ ୟୁଜଡ୍‌ ପ୍ଲାଷ୍ଟିକ୍‌ର ବ୍ୟବହାରକୁ ପସନ୍ଦ କରିଥିଲେ। ତେବେ ଦିନେ ଯେ ଏହା ଯୋଗୁ ପୃଥିବୀ ଧ୍ୱଂସସ୍ତୂପରେ ବସିବ ତାହା ମଣିଷ କେବେ ମଧ୍ୟ କଳ୍ପନା କରି...

ହଜିବାକୁ ବସିଲାଣି କଟକର ତାରକସି: ଦୁର୍ଦ୍ଦିନରେ ତାରକସି କାରିଗର

ହଜାରହଜାର ବର୍ଷର ସହର କଟକ। ଐତିହ୍ୟ ଓ ପରମ୍ପରା ଭିତରେ ବଞ୍ଚିଛି ଏଠାକାର ଲୋକଙ୍କ ମାନ ଆଉ ସ୍ବାଭିମାନ। ଏହା କେବଳ ଗୋଟିଏ ସହରର ନାଁ ନୁହେଁ, ବରଂ ଭାରତ ଭୂଖଣ୍ଡରେ ଓଡ଼ିଶାର ସ୍ବତନ୍ତ୍ର ପରିଚୟକୁ ବହନ କରୁଥିବା ଏକ...

ପ୍ଲାଷ୍ଟିକର ପଞ୍ଝାରେ ପାଣି, ପବନ ଓ ପ୍ରାଣୀ

ସିଙ୍ଗଲ ୟୁଜଡ୍‌ ପ୍ଲାଷ୍ଟିକର ସଙ୍କଟ ଘନେଇ ଆସୁଛି। ତା’ ପୂର୍ବରୁ ସାରା ବିଶ୍ୱ ସଚେତନ ହେବାରେ ଲାଗିଛି। ହେଲେ ଯେଉଁ ହାରରେ ଏହାର ବ୍ୟବହାର ପୂର୍ବରୁ କରାଯାଇଛି ବା ଏବେ ହେଉଛିି ତାହା ଆମକୁ ତଥା ଆମ ପରପିଢିଙ୍କୁ ଭୋଗିବାକୁ...

ସ୍ମାର୍ଟଫୋନ୍‌ରୁ ଦୂରେଇ ରହିବା ପାଇଁ ଇଣ୍ଡୋନେସିଆ ସରକାର ନେଇଛନ୍ତି ଏହି ନୂଆ ପଦକ୍ଷେପ

ସ୍ମାର୍ଟଫୋନ୍‌ ସମସ୍ତ ବର୍ଗଙ୍କ ପାଇଁ ଯେପରି ଅତ୍ୟାବଶ୍ୟକ ପାଲଟିଯାଇଛି। ଏଥିରୁ ବାଦ୍‌ ବି ପଡୁନାହାନ୍ତି କୁନିକୁନି ପିଲା। ଅଧିକାଂଶ ସମୟ ସେମାନେ ଟିଭି କିମ୍ବା ଫୋନ୍‌ରେ ବିତାଉଛନ୍ତି। ଏଣୁ ପାଠପଢ଼ା ବ୍ୟାହତ ହେବା ସହ ଆଖି, ମସ୍ତିଷ୍କ ରୋଗର ଶିକାର...

ସ୍ତ୍ରୀଙ୍କୁ ମନାଇବା ପାଇଁ ଛାତିରେ ଟାଟୁ ଆଙ୍କି ବାର୍ତ୍ତା ଲେଖିଲେ ସ୍ବାମୀ

ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଧୋକ୍କା ଦେଇଥିଲେ। ଏହା ପରେ ସ୍ତ୍ରୀ ତାଙ୍କୁ ଛାଡ଼ି ଚାଲିଗଲେ। କିନ୍ତୁ ବ୍ୟକ୍ତିଜଣକ ଚାହୁଁ ନ ଥିଲେ ସ୍ତ୍ରୀଙ୍କଠାରୁ ଦୂରେଇ ରହିବାକୁ। ସ୍ତ୍ରୀଙ୍କୁ ଫେରି ପାଇବା ପାଇଁ ସେ ଏକ ଭିନ୍ନ ତରିକା ଆପଣାଇଛନ୍ତି। ଦିଲ୍ଲୀର...

ମେକ୍ସିକୋର ସୌଖୀନ ଜୀବ

ଈଶ୍ୱରଙ୍କ ସୃଷ୍ଟି ଅତି ବିଚିତ୍ର। ସାରା ବିଶ୍ୱରେ କେତେ ଯେ ପ୍ରାଣୀ ଅଛନ୍ତି ତା’ର କୌଣସି କଳନା ନାହିଁ। ପ୍ରତ୍ୟେକ ପୁଣି ଭିନ୍ନ ଭିନ୍ନ। ସେହିଭଳି ଏକ ସୌଖୀନ ପ୍ରାଣୀ ରହିଥାଏ ମେକ୍ସିକୋରେ । ଯାହାର ପ୍ରାଣୀବୈଜ୍ଞାନିକ ନାମ ହେଉଛି...

ନୀଳ ନୟନା ନିଶାରେ ହୋଇଥିଲେ ଅନ୍ଧୁଣୀ

ମଣିଷକୁ ବିଭିନ୍ନ ପ୍ରକାରର ନିଶା ଘାରିଥଏ। ତା’ ଭିତରେ ସୁନ୍ଦର ଦେଖାଯିବାର ନିଶା ଅନ୍ୟତମ। ବେଳେ ବେଳେ ଏଇ ନିଶାରେ ମଣିଷ ନିଜ ଜୀବନକୁ ବିପଦରେ ପକାଇବାକୁ ବି ପଛାଇ ନ ଥାଏ। ଠିକ୍‌ ଯେମିତି ଅଷ୍ଟ୍ରେଲିଆ, ନ୍ୟୁ ସାଉଥଓ୍ବେଲ୍ସର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri